Home Left

ରୁଷିଆର ସମରାଭ୍ୟାସ ଆରମ୍ଭ: ଭାରତ, ଚାଇନା ସାମିଲ

ମସ୍କୋ,୧ା୯: ୟୁକ୍ରେନ୍‌ ଉପରେ ଆକ୍ରମଣ ମଧ୍ୟରେ ରୁଷିଆ ବଡ଼ ଧରଣର ସମରାଭ୍ୟାସ ଭୋଷ୍ଟୋକ୍‌-୨୦୨୨ ଗୁରୁବାର ଆରମ୍ଭ କରିଛି। ଏଥିତ୍ରେ ଭାରତ, ଚାଇନା ସମେତ ସୋଭିଏଟ୍‌ ସଂଘ ଅମଳର କେତେକ ଦେଶ ଏବଂ ଲାଓସ୍‌, ମଙ୍ଗୋଲିଆ, ନିକାରାଗୁଆ, ସିରିଆ ମଧ୍ୟ ସାମିଲ ହୋଇଛନ୍ତି।…

ସୂର୍ଯ୍ୟକୁମାରଙ୍କ ବଡ଼ ରେକର୍ଡ: ଶେଷ ଓଭରରେ ୨୬ ରନ

ଦୁବାଇ,୧ା୯: ଏସିଆ କପ୍‌ ଟି୨୦ କ୍ରିକେଟରେ ଚମତ୍କାର ଧୂଆଁଧାର ଇନିଂସ ପରେ ସୂର୍ଯ୍ୟକୁମାର ଯାଦବଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି ଅଧିନାୟକ ରୋହିତ ଶର୍ମା। ହଂକଂ ବିପକ୍ଷ ମ୍ୟାଚରେ ସୂର୍ଯ୍ୟକୁମାର ମାତ୍ର ୨୬ ବଲ ଖେଳି ୬୮ ରନର ଧୂଆଁଧାର ଇନିଂସ ଖେଳିଥିଲେ।…

ସାମ୍ନାକୁ ଆସିଲା ଏକ ସର୍ଭେ ରିପୋର୍ଟ: ବୋରିସ ସବୁଠୁ ଖରାପ ପ୍ରଧାନମନ୍ତ୍ରୀ

ଲଣ୍ଡନ,୧।୯: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନ୍‌ସନ୍‌ଙ୍କ କାର୍ଯ୍ୟକାଳ ଆସନ୍ତା ସପ୍ତାହରେ ଶେଷ ହେବାକୁ ଯାଉଥିବା ବେଳେ ସେ ଦେଶର ସବୁଠୁ ଖରାପ ପ୍ରଧାନମନ୍ତ୍ରୀ ବୋଲି ଏକ ଜନମତ ସର୍ଭେରୁ ଜଣାପଡ଼ିଛି। ଇପ୍‌ସୋସ୍‌ ନାମକ ସଂସ୍ଥା ପକ୍ଷରୁ ଏହି ସର୍ଭେ କରାଯାଇଥିଲା। ୧୯୪୫…

ଶ୍ରୀଲଙ୍କା ଆଗରେ ୧୮୪ ରନ୍‌ର ଟାର୍ଗେଟ୍‌

ଦୁବାଇ,୧।୯: ଏସିଆ କପ୍‌ ପାଇଁ ଆଜି ମୁହାଁମୁହିଁ ହୋଇଛନ୍ତି ବାଂଲାଦେଶ- ଶ୍ରୀଲଙ୍କା। ଉଭୟ ଟିମ୍‌ ମଧ୍ୟରେ ଟକ୍କର ବରାବର ଚାଲିଛି। ତେବେ ଶ୍ରୀଲଙ୍କା ଅଧିନାୟକ ଦସୁନ ଶଣକା ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିବା ବେଳେ ବାଂଲାଦେଶ ବ୍ୟାଟିଂ କରିଥିଲା।…

ଜାହାଜ ଅଟକି ସୁଏଜ କେନାଲ ଅବରୋଧ

ପ୍ୟାରିସ,୧।୯ : ଭୂମଧ୍ୟସାଗରକୁ ଲୋହିତ ସାଗର ସହ ସଂଯୋଗ କରୁଥିବା ସୁଏଜ୍‌ କେନାଲରେ ବୁଧବାର ରାତିରେ ଏକ ବଡ଼ ତୈଳବାହୀ ଜାହାଜ ଅଟକିଯିବାରୁ କିଛି ଘଣ୍ଟା ପାଇଁ ଉକ୍ତ କେନାଲ ଅବରୋଧ ହୋଇଯାଇଥିଲା। ୨୫୨ ମିଟର ଲମ୍ବା ଓ ୪୫ ମିଟର…

ଗଣେଶଙ୍କ ଆଧାରକାର୍ଡରେ ନିର୍ମିତ ହେଲା ପେଣ୍ଡାଲ

ରାଞ୍ଚି,୧।୯: ଗଣେଶ ପୂଜା ଅବସରରେ ଅନେକ ସ୍ଥାନରେ ଗଣେଶଙ୍କର ଭିନ୍ନ ପ୍ରକାର ପ୍ରତିମୂର୍ତ୍ତି ତିଆରି କରାଯାଇଛି। ଇତିମଧ୍ୟରେ ଝାଡ଼ଖଣ୍ଡରେ ଏକ ନିଆରା ମୂର୍ତ୍ତି ତିଆରି କରାଯାଇଥିବା ଦେଖିବାକୁ ମିଳିଛି। ଜାମଶେଦପୁରର ଏକ ପୂଜା ପଣ୍ଡାଲରେ ଗଣେଶଙ୍କ ଆଧାରକାର୍ଡ ତିଆରି ହୋଇଛି। ଏହି…

୩୦ ହଜାର ଠକେଇ,ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧।୯ (ବ୍ୟୁରୋ): ନିଜକୁ ରାଜ୍ୟର ଅମୂଲ କମ୍ପାନୀର ମୁଖ୍ୟ ବୋଲି ପରିଚୟ ଦେଇଥିଲେ। ଏହାପରେ କମ୍‌ ଟଙ୍କାରେ ଅମୁଲ ଆଉଟଲେଟ କାଉଣ୍ଟର ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇ ଜଣେ ବ୍ୟକ୍ତିଙ୍କଠାରୁ ୩୦ ହଜାର ଟଙ୍କା ଠକିବା ଅଭିଯୋଗରେ ଖଣ୍ଡଗିରି ଥାନା ପୋଲିସ ଜଣେ…

ପୁଣି ବିଗିଡ଼ିଲା ରାଜୁଙ୍କ ସ୍ବାସ୍ଥ୍ୟାବସ୍ଥା: ଭେଣ୍ଟିଲେଟରକୁ ସ୍ଥାନାନ୍ତର

ନୂଆଦିଲ୍ଲୀ,୧।୯: ବଲିଉଡ୍‌ କମେଡିଆନ ରାଜୁ ଶ୍ରୀବାସ୍ତବ ଦିଲ୍ଲୀ ଏମ୍ସ ସ୍ଥିତ ହସ୍ପିଟାଲରେ ଭର୍ତ୍ତି ହେବାର ମାସେ ପୂରଣ ହୋଇଥିଲେ ମଧ୍ୟ ସେ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁସ୍ଥ ହୋଇନାହାନ୍ତି। ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗୁରୁବାର ଏକ ବଡ଼ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି।…

ବାଂଲାଦେଶ- ଶ୍ରୀଲଙ୍କା ଟକ୍କର: ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ଶ୍ରୀଲଙ୍କା

ଦୁବାଇ,୧।୯: ଏସିଆ କପ୍‌ ପାଇଁ ଆଜି ମୁହାଁମୁହିଁ ହୋଇଛନ୍ତି ବାଂଲାଦେଶ- ଶ୍ରୀଲଙ୍କା। ତେବେ ଆଜିର ଏହି ମ୍ୟାଚ୍‌ରେ ଶ୍ରୀଲଙ୍କା ଅଧିନାୟକ ଦସୁନ ଶଣକା ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ୍‌ରେ ଯିଏ ଜିତିବ, ସେ ଗ୍ରୁପ୍‌ ବି’ର…

ସଂସ୍କୃତି, ପରମ୍ପରାର ଜ୍ୱଳନ୍ତ ଉଦାହରଣ ଝୁରିମାଲ ନୂଆଁଖାଇ

ସୁନ୍ଦରଗଡ଼,୧।୯(ଡି.ଏନ୍‌.ଏ.): ପଶ୍ଚିମ ଓଡିଶାର କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ମହାନ ସଂସ୍କୃତି, ପରମ୍ପରା ଓ ଭାଇଚାରାର ଏକ ଅପୂର୍ବ ନିଦର୍ଶନ। ଏହି ଗଣପର୍ବକୁ ଅଭିନବ ଢଙ୍ଗରେ ପାଳନ କରିଆସୁଛନ୍ତି ସୁନ୍ଦରଗଡ଼ ଜିଲା ଲେଫ୍ରିପରା ବ୍ଲକର ଝୁରିମାଲ ଗ୍ରାମବାସୀ। ଝୁରିମାଲ ଗାଁର ପ୍ରତ୍ୟେକ…

ଦୁର୍ଘଟଣାରେ ଚାଲିଗଲା ପଞ୍ଜାବୀ ଗାୟକ ନିର୍ଭୟର ସିଂଙ୍କ ଜୀବନ

ନୂଆଦିଲ୍ଲୀ,୧।୯ : ଅଷ୍ଟ୍ରେଲିଆର ମେଲବୋର୍ନରେ ଏକ ସଡ଼କ ଦୁର୍ଘଟଣାରେ ପଞ୍ଜାବୀ ଗାୟକ ନିର୍ଭୟର ସିଂଙ୍କ ମୃତ୍ୟୁ ଘଟିଛି। କିଆ କାର୍‌ ଚଳାଉଥିବା ଜଣେ ୨୩ ବର୍ଷୀୟ ଯୁବକ ନିୟନ୍ତ୍ରଣ ହରାଇବାରୁ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା କୁହାଯାଉଛି। ଉକ୍ତ କାର୍‌ଟି ଦୁଇଟି…

ବୃଦ୍ଧାଶ୍ରମ ଅନ୍ତେବାସୀଙ୍କ ସହିତ ନିଆରା ଢଙ୍ଗରେ ନୂଆଁଖାଇ ପାଳନ

ସୁନ୍ଦରଗଡ଼,୧।୯(ଡି.ଏନ୍‌.ଏ.): ନିଜର ନିଆରା କାର୍ଯ୍ୟକ୍ରମ ଦ୍ବାରା ସର୍ବଦା ଚର୍ଚ୍ଚାରେ ରହିଆସିଥିବା ଟିମ୍‌ ଶ୍ମଶାନ ବନ୍ଧୁର ସଦସ୍ୟମାନେ ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ଟିମ୍‌ ଶ୍ମଶାନ ବନ୍ଧୁର ସଦସ୍ୟମାନେ ଗୁରୁବାର ସୁନ୍ଦରଗଡ଼ର ଲୁହୁରାଢିପା, ହାଉସିଂ ବୋର୍ଡ କଲୋନୀରେ ଥିବା ବୃଦ୍ଧାଶ୍ରମଠାରେ ଅନ୍ତେବାସୀଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri