Home Left

ଆସ୍ଥା ଭୋଟ୍‌ରେ ଜିତିଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧।୯: ଦିଲ୍ଲୀ ବିଧାନସଭାରେ ଉତ୍ତେଜନା ମଧ୍ୟରେ ଅରବିନ୍ଦ କେଜ୍‌ରିୱାଲ ଆସ୍ଥା ଭୋଟ୍‌ରେ ଜିତିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସମେତ ୫୮ ଜଣ ସଦସ୍ୟ ବିଶ୍ୱାସ ମତ ପ୍ରସ୍ତାବକୁ ସମର୍ଥନ କରୁଥିବାବେଳେ କେହି ଏହାକୁ ବିରୋଧ କରିନାହାଁନ୍ତି। ବିଶ୍ୱାସ ମତ ପାରିତ ହେବା ପରେ କେଜ୍‌ରିିୱାଲ…

ରାଜ୍ୟରେ ବଢୁଛି ତାତି,୩୫ ଡିଗ୍ରୀ ଉପରେ ୧୧ ସହରର ତାପମାତ୍ରା

ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟରେ ଦୁର୍ବଳ ମୌସୁମୀ ଯୋଗୁ ବଢୁଛି ତାତି। ଆଗକୁ ଆହୁରି ଗରମ ସାଙ୍ଗକୁ ଗୁଳୁଗୁଳି ଜାରି ରହିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ରାଜ୍ୟର ୧୧ ସହରର ତାପମାତ୍ରା ୩୫ ଡିଗ୍ରୀରୁ…

ନୂଆଁଖାଇରେ ଉଦାହରଣ ପାଲଟିଲେ ଡାକ୍ତର ଦମ୍ପତି

ବରଗଡ଼ ଅଫିସ,୧ା୯: ଗୁରୁବାର ମହାନ କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ବର୍ତ୍ତମାନ ଚଳଚଞ୍ଚଳ ସମଗ୍ର ପଶ୍ଚିମ ଓଡ଼ିଶା। ପୂର୍ବରୁ ସମଲେଶ୍ବରୀଙ୍କ ପୀଠରେ ପଣ୍ଡିତମାନଙ୍କ ଦ୍ବାରା ଲଗ୍ନ ନିର୍ଦ୍ଧାରିତ କରିଥିଲେ। ଏହା ପରଠୁ ଅଞ୍ଚଳରେ ଉତ୍ସବର ମାହୋଲ ଆରମ୍ଭ ହୋଇଥିଲା। ଘର…

କେସିଆରଙ୍କୁ ଶୁଣିଲେନି ନୀତୀଶ-ତେଜସ୍ୱୀ, ଗିରିରାଜ କହିଲେ ଆଜି ପର୍ଯ୍ୟନ୍ତ ଏମିତି ଦେଖି ନ ଥିଲି

ପାଟନା,୧ ।୯: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ବୁଧବାର ବିହାର ଆସିଥିଲେ । ଏହି ସମୟରେ ସେ ତାଙ୍କ କାର୍ଯ୍ୟକ୍ରମ ପରେ ଏକ ପ୍ରେସ କନଫରେନ୍ସରେ ଯୋଗ ଦେଇଥିବା ସମୟରେ ତାଙ୍କୁ ଏମିତି ପ୍ରଶ୍ନ କରାଯାଇଥିଲା ଯେ ସେଠାରେ ଉପସ୍ଥିତ…

ହାତୀ ଉପଦ୍ରବ: ଭାଙ୍ଗିଲେ ଘର, ଉଜାଡ଼ିଲେ ଫସଲ

ପାଟଣା,୧ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୨୨ ଟିକିଆ ବଣୁଆ ହାତୀପଲଙ୍କ ଉପଦ୍ରବ ଜାରି ରହିଛି। ହାତୀପଲ ଏହି ରେଞ୍ଜ ସାହାରପଡ଼ା ସେକ୍ସନ ଗୋରାଣ୍ଡି ଯୋଡି ବିଟ୍‌ ଅନ୍ତର୍ଗତ ଖୁଞ୍ଛିବେଡା,ଦାସପଡ଼ା ଓ ଟଭାସରୁଆରେ ବୁଧବାର ରାତିରେ ବ୍ୟାପକ  ଧାନ, କଖାରୁ ଓ…

ଷ୍ଟାଡିୟମରେ ଗର୍ଲଫ୍ରେଣ୍ଡଙ୍କୁ ଆଣ୍ଠୁମାଡି ପ୍ରପୋଜ କଲେ ଏହି କ୍ରିକେଟର୍‌

ଦୁବାଇ,୧।୯: ଏସିଆ କପ୍‌ର ଏକ ମ୍ୟାଚ୍‌ରେ ହଂକଂ ଦଳକୁ ୪୦ ରନ୍‌ରେ ପରାସ୍ତ କରିଛି ଭାରତ। ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ଭାରତ ୨ ଉଇକେଟ ହରାଇ ୧୯୨ ରନ ସଂଗ୍ରହ କରିଥିଲା। ଏହି ଟାର୍ଗେଟକୁ ପଛରେ ପକାଇ ହଂକଂ…

ସ୍ତ୍ରୀଙ୍କ ସହ ଝଗଡ଼ା କରି ପୋଖରୀକୁ ଡେଇଁଲେ ସ୍ବାମୀ

କେନ୍ଦୁଝର,୧ା୯(ସ୍ବ.ପ୍ର.): କେନ୍ଦୁଝର ପୌରାଞ୍ଚଳର ଶିରିପୁର ପୋଖରୀକୁ ଡେଇଁ ଜଣେ ବ୍ୟକ୍ତି ନିଖୋଜ ହୋଇଥିବା ବେଳେ ଦମକଳ ବାହିନୀ ଖୋଜାଖୋଜି କରୁଛି। ତାଙ୍କ ନାମ କୁନୁ ମୁଖୀ ବୋଲି ଜଣାପଡିଛି। ତାଙ୍କ ଘର କଟରାବେଡ଼ା ଗ୍ରାମରେ। କୁନୁ ଅନ୍ୟମାନଙ୍କ ସହିତ କାମ କରିବାକୁ…

ଦିଲ୍ଲୀରେ ଦୁମକା କାଣ୍ଡ: କଥା ନ ଶୁଣିବାରୁ ଛାତ୍ରୀଙ୍କୁ ଗୁଳିକଲେ ଅମାନତ ଅଲ୍ଲି

ନୂଆଦିଲ୍ଲୀ,୧ ।୯: ଦକ୍ଷିଣ ଦିଲ୍ଲୀର ସଙ୍ଗମ ବିହାର ଅଞ୍ଚଳରେ ଏକାଦଶ ଶ୍ରେଣୀର ଛାତ୍ରୀଙ୍କୁ ଅଗଷ୍ଟ ୨୫ରେ ଗୁଳି ମାରିଥିବା ଅଭିଯୁକ୍ତ ଅମାନତ ଅଲ୍ଲୀଙ୍କୁ ପୋଲିସ ଗିରଫ କରିଛି । ଛାତ୍ରୀ ସୋସିଆଲ ମିଡିଆ ଜରିଆରେ ଅଭିଯୁକ୍ତଙ୍କ ସମ୍ପର୍କରେ ଥିବା ବେଳେ ଅଭିଯୁକ୍ତଙ୍କ…

ପ୍ରଧାନଶିକ୍ଷକଙ୍କ ବଦଳି ପ୍ରତିବାଦରେ ଧାରଣା ଦେଲେ ଛାତ୍ରୀଛାତ୍ର

ପାପଡ଼ାହାଣ୍ଡି,୧ା୯(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଡେଙ୍ଗାଗୁଡ଼ା ପଞ୍ଚାୟତ ଖର୍କି ସରକାରୀ ଆଶ୍ରମ ବିଦ୍ୟାଳୟର ପ୍ରଧାନଶିକ୍ଷକ ଫ୍ରାନ୍ସସିସ୍‌ ନାଗଙ୍କ ବଦଳି ପ୍ରତିବାଦରେ ଗୁରୁବାର ବିଦ୍ୟାଳୟ ଆଗରେ ଧାରଣା ଦେଇଛନ୍ତି ଛାତ୍ରୀଛାତ୍ରଙ୍କ ସହ ଅଭିଭାବକ। ଯେ ପର୍ଯ୍ୟନ୍ତ ପ୍ରଧାନଶିକ୍ଷକଙ୍କ ବଦଳି ପ୍ରତ୍ୟାହାର ନ…

ପୁଣି କ୍ଷମା ମାଗିଲେ ଅମିର ଖାନ

ବଲିଉଡର ମିଷ୍ଟର ପରଫେକ୍ସନିଷ୍ଟ କୁହାଯାଉଥିବା ଅମିର ଖାନଙ୍କ ଫିଲ୍ମ ‘ଲାଲ ସିଂ ଚଢା’ ବକ୍ସ ଅଫିସରେ ସମ୍ପୂର୍ଣ୍ଣ ଫ୍ଲପ ହୋଇଥିବା ପ୍ରମାଣିତ ହୋଇଛି। ସୋସିଆଲ ମିଡିଆରେ #boycottlalsinghchaddha ର ପ୍ରଭାବ ଏପରି ଥିଲା ଯେ ବକ୍ସ ଅଫିସରେ ଫିଲ୍ମଟି ସୁପରଫ୍ଲପ୍‌ ହୋଇଥିଲା।…

୭ ସନ୍ତାନର ପିତା କରିବାକୁ ଯାଉଥିଲେ ପଞ୍ଚମ ବିବାହ: ଧରାପଡିବା ପରେ…

ଲକ୍ଷ୍ନୌ,୧।୯: ଉତ୍ତର ପ୍ରଦେଶର ସୀତାପୁରରେ ଏକ ରୋଚକ ଘଟଣା ଘଟିଛି। ୭ ସନ୍ତାନର ପିତା ଗୁପ୍ତ ଭାବେ ପଞ୍ଚମ ବିବାହ କରିବାକୁ ଯାଉଥିବାବେଳେ ତାଙ୍କର ପିଲାମାନେ ଘଟଣାସ୍ଥଳରେ ପହଞ୍ଚି ହଙ୍ଗାମା ସୃଷ୍ଟି କରିଥିଲେ। ପିଲାମାନେ ବର ବେଶରେ ଆସିଥିବା ପିତାଙ୍କୁ ପିଟାପିଟି…

ଡଙ୍ଗା ବୁଡ଼ି ମହିଳାଙ୍କ ଜୀବନ ଗଲା

ମାଲକାନଗିରି,୧ା୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳା ଜଳଭଣ୍ଡାରରେ ଦେଶୀ ଡଙ୍ଗା ବୁଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ, ବୁଧବାର ଯନ୍ତ୍ରୀ ଗ୍ରାମର ମୋତି ଗଲରି ନାମକ ମହିଳା ଓ ତାଙ୍କ ସ୍ବାମୀ ବାଲିମେଳା ଜଳଭଣ୍ଡାରରେ ଦେଶୀ ଡଙ୍ଗାରେଜଳଭଣ୍ଡାର ପାର ହୋଇ ଦାକଡ଼ପଦର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri