ଡରାଇଲାଣି କରୋନା: ଚିହ୍ନଟ ହେଲେ ଆଉ ୧୧୯୬ ଆକ୍ରାନ୍ତ
ଭୁବନେଶ୍ୱର,୨୧।୭(ବ୍ୟୁରୋ): ବେଳକୁ ବେଳ କାୟା ବିସ୍ତାର କରୁଛି କରୋନା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯୯ ଜଣ କ୍ୱାରେଣ୍ଟାଇନ୍ରୁ ଥିବା ବେଳେ ୪୯୭ ଲୋକାଲ୍ କେସ୍…
ମାଳତୀଙ୍କ ସହ ପ୍ରଥମ ଜନ୍ମଦିନ ପାଳିଲେ ପିସି
ମୁମ୍ବାଇ: ଗ୍ଲୋବାଲ ଷ୍ଟାର ପ୍ରିୟଙ୍କା ଚୋପ୍ରା ନିକଟରେ ତାଙ୍କର ୪୦ ତମ ଜନ୍ମଦିନ ପାଳନ କରିଛନ୍ତି । ଏଥର ସେ ପରିବାର ସଦସ୍ୟ ଓ ସାଙ୍ଗସାଥିଙ୍କ ସହ ମିଶି ଜନ୍ମଦିନ ପାଳନ କରିଛନ୍ତି । ହେଲେ ପିସିଙ୍କ ପାଇଁ ତାଙ୍କ ୪୦…
‘ଶମଶେରା’ରେ କାମ କରିବା ସମୟରେ କ୍ୟାନସରରେ ପୀଡ଼ିତ ଥିଲେ ସଞ୍ଜୟ
ମୁୁମ୍ବାଇ: ବଲିଉଡ ଖଳନାୟକ ସଞ୍ଜୟ ଦତ୍ତ ଏବେ ତାଙ୍କ ଅଗାମୀ ଫିଲ୍ମ ‘ଶମଶେରା’କୁ ନେଇ ଖୁବ୍ ଚର୍ଚ୍ଚାରେ ରହିଛନ୍ତି । ଏଥିରେ ତାଙ୍କର ଜୀବନ୍ତ ଅଭିନୟ ଦର୍ଶକଙ୍କୁ ମନୋରଞ୍ଜନ ଦେବ ନିଶ୍ଚୟ । ଦର୍ଶକେ ସଞ୍ଜୟଙ୍କ ଅଭିନୟର ଖୂବ୍ ପ୍ରଶଂସା କରୁଛନ୍ତି…
୯.୭୯ ଲକ୍ଷ କେନ୍ଦ୍ରୀୟ ପଦବୀ ଖାଲିପଡ଼ିଛି
ନୂଆଦିଲ୍ଲୀ, ୨୧ା୭: କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗରେ ଗତବର୍ଷ ମାର୍ଚ୍ଚ ସୁଦ୍ଧା ୪୦.୩୫ ଲକ୍ଷ ପଦବୀ ମଧ୍ୟରୁ ୯.୭୯ ଲକ୍ଷ ପୋଷ୍ଟ ଖାଲି ପଡ଼ିଥିବା କାର୍ମିକ ମନ୍ତ୍ରଣାଳୟ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ବୁଧବାର ଲୋକ ସଭାରେ ସୂଚନା ଦେଇଛନ୍ତି। ବିଭିନ୍ନ ମନ୍ତ୍ରଣାଳୟ…
‘୧୦୦ କୋଟି ଦିଅ, ମନ୍ତ୍ରୀ ପଦ ନିଅ’
ପୁଣେ,୨୧।୭: ମହାରାଷ୍ଟ୍ରର ପୁଣେରେ ଜଣେ ଭାଜପା ବିଧାୟକଙ୍କୁ ମନ୍ତ୍ରୀ ପଦ ଦେବା ନଁ।ରେ ଠକେଇ ଉଦ୍ୟମ ସାମ୍ନାକୁ ଆସିଛି। ଏହି ଘଟଣାରେ ମୁମ୍ବାଇ କ୍ରାଇମ୍ବ୍ରାଞ୍ଚ ୪ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହି ଅଭିଯୁକ୍ତମାନେ ଭାଜପା ବିଧାୟକ ରାହୁଲ କୁଲଙ୍କୁ ମହାରାଷ୍ଟ୍ର କ୍ୟାବିନେଟରେ ସ୍ଥାନ…
ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହା କରୋନା ପଜିଟିଭ
ଅଗରତାଲା,୨୧ ।୭: ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହା କରୋନାରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ବୁଧବାର ଏହି ସୂଚନା ମିଳିଥିବା ବେଳେ ଏବେ ସେ ନିଜ ଘରେ ଆଇସୋଲେଶନରେ ରହିଛନ୍ତି । ତେବେ ସଂକ୍ରମିତ ହୋଇଥିବା ଶାହାଙ୍କ ସଂସ୍ପର୍ଶରେ ଆସିଥିବା…
ମନ୍ତ୍ରୀ ଦିନେଶ ଖଟିକଙ୍କ ପରେ ଏବେ ଭାଜପା ବିଧାୟକଙ୍କ ଚିଠି ଭାଇରାଲ
ଲକ୍ଷ୍ନୌ,୨୧ ।୭: ଉତ୍ତର ପ୍ରଦେଶରେ ଅସନ୍ତୁଷ୍ଟ ମନ୍ତ୍ରୀ ଓ ବିଧାୟକଙ୍କ କଥା ଗୋଟିଏ ପରେ ଗୋଟିଏ ସାମ୍ନାକୁ ଆସୁଛି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରରେ ସବୁକିଛି ଠିକ୍ ଚାଲୁ ନ ଥିବା ଅନୁମାନ କରାଯାଉଛି । ପ୍ରଥମେ ଉତ୍ତର ପ୍ରଦେଶର…
ୟୁରୋପରେ ଅସହ୍ୟ ଗରମ, ୧୭୦୦ ଲୋକଙ୍କ ମୃତ୍ୟୁ, ତରଳିଗଲା ଟ୍ରେନ୍ ସିଗନଲ!
ବ୍ରୁସେଲସ୍,୨୧ ।୭: ୟୁରୋପରେ ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହ ରେକର୍ଡ ଭାଙ୍ଗିଛି । ବେଳକୁ ବେଳ ଗରମ ବଢିବାରେ ଲାଗିଥିବାରୁ ସାଧାରଣ ଜନ ଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । କେଉଁଠି ଏୟାରପୋର୍ଟର ରନୱେର୍ ତରଳି ଯାଉଛି ତ ପୁଣି କେଉଁଠି…
‘ମୁଁ ଆତ୍ମହତ୍ୟା କରିବି ନାହିଁ’
ଅଭିନେତା ନାନା ପାଟେକରଙ୍କ ବିରୋଧରେ ଯୌନ ଉତ୍ପୀଡ଼ନ ଭଳି ଗୁରୁତର ଅଭିଯୋଗ ଆଣିଥିବା ବଲିଉଡ ଅଭିନେତ୍ରୀ ତନୁଶ୍ରୀ ଦତ୍ତା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏଥର ସେ ସୋସିଆଲ ମିଡିଆରେ ଏକ ଲମ୍ବା ପୋଷ୍ଟ କରିଛନ୍ତି ତାଙ୍କୁ ନିର୍ଯାତନା ଦିଆଯାଉଥିବା ଅଭିଯୋଗ…
ଲଗାଣ ବର୍ଷାରେ ଭାଙ୍ଗିଲା ଘର, ଭାଗ୍ୟକୁ ଆଦରି ପଡ଼ିରହିଛନ୍ତି ଉକିଆ
କୋକସରା,୨୦ା୭(ଡି.ଏନ୍.ଏ.): ରାଜ୍ୟ ସରକାର ଗରିବ ସୀମାରେଖା ତଳେ ଥିବା ଲୋକଙ୍କ ପାଇଁ ଅନେକ ଯୋଜନା କରିଛନ୍ତି। ହେଲେ କିଛି ନିର୍ବାଚିତ ଜନପ୍ରତିନିଧି ଓ ପଞ୍ଚାୟତ କର୍ମଚାରୀଙ୍କ ମୁନାଫାଖୋର ମନୋବୃତ୍ତି ଯୋଗୁ ଯୋଗ୍ୟ ହିତାଧିକାରୀମାନେ ସମସ୍ତ ଯୋଜନାରୁ ବାଦ୍ ପଡୁଛନ୍ତି। ଏମିତି ଏକ…
୨୦ ବ୍ଲକରେ ଡିଗ୍ରୀ କଲେଜ ନାହିଁ
ଭୁବନେଶ୍ୱର, ୨୦।୭(ବ୍ୟୁରୋ) – ରାଜ୍ୟର ୧୦ଟି ଜିଲାର ୨୦ ବ୍ଲକରେ ଡିଗ୍ରୀ କଲେଜ ନାହିଁ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ସୂଚନା ଦେଇଛନ୍ତି। ରାଜ୍ୟରେ କେଉଁ କେଉଁ ସ୍ଥାନରେ ଡିଗ୍ରୀ କଲେଜ ଓ କେତେ ପିଲା ପଢ଼ୁଛନ୍ତି ଏବଂ କେଉଁ…
‘ହସ ଲାଗେ, ଗୋଟିଏ ଦୁଇଟି ମ୍ୟାଚ୍ ଖେଳିଥିବା ଲୋକ ଜ୍ଞାନ ଦେଉଛନ୍ତି’
ନୂଆଦିଲ୍ଲୀ,୨୦।୭: ଦୀର୍ଘଦିନ ଧରି ନିଜର ଖରାପ ଫର୍ମ ସହ ଲଢ଼ୁଛନ୍ତି ଭାରତର ପୂର୍ବତନ ଅଧିନାୟକ ତଥା ବ୍ୟାଟ୍ସମ୍ୟାନ୍ ବିରାଟ କୋହଲି। ଦେଢ଼ ବର୍ଷ ଧରି ସେ ଶତକଟିଏ ମାରି ନାହାନ୍ତି। ୨୦୧୯ ନଭେମ୍ବରରେ ସେ ବାଲାଂଦେଶ ବିପକ୍ଷରେ ଶତକ ମାରିଥିଲେ। ସେବେଠାରୁ…
Archives


