ପ୍ରଥମ ଦିନରେ ସିଂହାରିନି ଦଳ ବିଜୟୀ: ଆଜି ହେବ ଫାଇନାଲ ମୁକାବିଲା
ଗଞ୍ଜାମ,୩୧।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ସୋମବାର ଶୁଭାରମ୍ଭ ହୋଇଯାଇଛି l ଅତିଥି ଭାବେ ଭାଜପା ଯୁବ ସାଙ୍ଗଠନିକ ନେତା ବନଜ…
ବାଇକରେ ଯାଉଥିବାବେଳେ ହଠାତ୍ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…
ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏକ କୁକୁର ସହିତ ବାଇକ ଧକ୍କା ହୋଇଛି। ଫଳରେ ବାଇକ ଚାଳକ ମୁକ୍ତାପଶି…
କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ
ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ ସବୁର ଦେଖଣାହାରି ସାଜିଥିଲେ ପୁଅ। ଉଦଳା ଥାନା ଏନଏସି ୬ ନମ୍ବର ୱାର୍ଡରେ…
ରାଶନ ଦୋକାନରେ ପୁଣି ମିଳିବ କିରୋସିନ: ଶକ୍ତି ସଙ୍କଟ ମଧ୍ୟରେ କେଉଁ ରାଜ୍ୟକୁ ମିଳିଲା ଅନୁମୋଦନ ଜାଣନ୍ତୁ…
ନୂଆଦିଲ୍ଲୀ,୩୧।୩: ଆଜି ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୩୨ ତମ ଦିନ। ଏହା ଶକ୍ତି ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଏହି ଶକ୍ତି ସଙ୍କଟ ମଧ୍ୟରେ, ସରକାର ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସୋମବାର, ୩୦…
ବେଲଗଛରେ ଝୁଲୁଥିଲା ବିଜେଡି ନେତାଙ୍କ ସ୍ତ୍ରୀଙ୍କ ମୃତଦେହ: ପୋଲିସ କଲା ଜବତ
ନୂଆପଡ଼ା,୩୧ା୩ (ମକାରୁ ବେମାଲ):ନୂଆପଡା ସହରର ମାତାଗୁଡି ପଡାସ୍ଥିତ ଏକ ବେଲଗଛରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ହେଲେ ପୂର୍ବତନ ଯୁବ ବିଜୁ ଜନତା ଦଳ ଜିଲା ସଭାପତି ହରିଶ୍ଚନ୍ଦ୍ର ପଣ୍ଡାଙ୍କ ସ୍ତ୍ରୀ ପୂଜା ପଣ୍ଡା(୩୫)। ନୂଆପଡା ସଦର…
ବିଧାୟିକା, ଅଧ୍ୟକ୍ଷଙ୍କ ପୁତ୍ତଳିକା ପୋଡ଼ି ବିକ୍ଷୋଭ: ଭାଜପା କହିଲା ଗୁଣ୍ଡାରାଜ କଥା ଆସିଲାବେଳକୁ ବିଜେଡି…
କେସିଙ୍ଗା,୩୧।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନମଣ୍ଡଳୀର ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଭାରପ୍ରାପ୍ତ ଅଧ୍ୟକ୍ଷ ମୁନା ମହାନ୍ତି ତହସିଲଦାରଙ୍କୁ ଧମକ ଦେବା ଘଟଣାରେ ବିକ୍ଷୋପ। ସୋମବାର କେସିଙ୍ଗା ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ନେତୃତ୍ୱରେ ଏବଂ…
ହର୍ମୁଜରେ ଏବେ ଟିକସ ଆଦାୟ କରିବ ଇରାନ, ସଂସଦରେ ଆଇନକୁ ମିଳିଲା ମଞ୍ଜୁରୀ
ତେହରାନ,୩୧।୩: ଇରାନ ସହିତ ସଂଘର୍ଷ ପରିପ୍ରେକ୍ଷୀରେ, ଯାହା ଡରାଉ ଥିଲା ତାହା ହିଁ ଘଟିଛି। ଇରାନର ସଂସଦ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ ଉପରେ ଟୋଲ ଲାଗୁ କରିବା ପାଇଁ ଏକ ‘ଆଇନ’କୁ ଅନୁମୋଦନ କରିଛି। ପ୍ରକୃତରେ, ଇରାନ ସଂସଦର ସୁରକ୍ଷା…
ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ
ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର ପ୍ରତିବାଦରେ ମଙ୍ଗଳବାର ସକାଳ ସାଢେ ୬ଟା ସମୟରେ ଭଦ୍ରକ -ଚାନ୍ଦବାଲି ରାଜ୍ୟ ରାଜପଥର…
ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ପୁଣି ଆରବର୍ଷକୁ ଅପେକ୍ଷା
ପୁରୁଷୋତ୍ତମପୁର,୩୧।୩(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦଯାପନ ହେବାକୁ ଯାଉଛି। ଏହି ଶେଷ ପାଳିରେ ମା’ ତାରାତାରିଣୀ ଦୁଇଭଉଣୀ ବାସନ୍ତିକ ଦୂର୍ଗା ବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ମା’ଙ୍କୁ…
ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ନିଜେ ବିଷ ପିଇଦେଲେ ସ୍ବାମୀ: ହସ୍ପିଟାଲ୍ରେ ବଖାଣିଲେ ସବୁ ସତ, ପୋଲିସ ଖୋଜୁଛି…
ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଏସ.କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନିଜ ସ୍ତ୍ରୀଙ୍କୁ ହତ୍ୟା ପରେ ସ୍ବାମୀଙ୍କ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ ଭଳି ଘଟଣା ଏବେ ସାଧାରଣରେ ଚର୍ଚ୍ଚାର…
IPL 2026 Points Table: RCB ଠାରୁ 1 ନମ୍ବର ସ୍ଥାନ ଛଡ଼ାଇ ନେଲା RR; CSKର ପରାଜୟ ପରେ ଦେଖନ୍ତୁ ପଏଣ୍ଟ ଟେବୁଲ ସ୍ଥିତି
ନୂଆଦିଲ୍ଲୀ,୩୧।୩: ଇଣ୍ଡିଆନ ପ୍ରିମିୟର ଲିଗ 2026 ର ଉତ୍ସାହ ଆରମ୍ଭ ହୋଇସାରିଛି, ଏବଂ ଲିଗରେ ତିନୋଟି ମ୍ୟାଚ ଖେଳାଯାଇସାରିଛି। ଏହି ତିନୋଟି ମୁକାବିଲାରେ, ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ପରି କିମ୍ବଦନ୍ତୀ ଏବଂ ବୈଭବ ସୂର୍ଯ୍ୟବଂଶୀଙ୍କ ପରି ଯୁବ ତାରକା…
ଶ୍ବଶୁର ଘରୁ ମିଳିଥିବା ସମ୍ପତ୍ତି ଉପରେ ନାହିଁ ଜ୍ବାଇଁଙ୍କ ଅଧିକାର, ପ୍ରକୃତ ଉତ୍ତରାଧିକାରୀ କିଏ ସ୍ପଷ୍ଟ କଲେ ସରକାର
ନୂଆଦିଲ୍ଲୀ,୩୧ା୩: ଶାଶୁଘର ସମ୍ପତ୍ତି ଉପରେ ଜ୍ବାଇଁର କୌଣସି ଅଧିକାର ନାହିଁ । ଏନେଇ ସ୍ପଷ୍ଟ କରିଛନ୍ତି ଆନ୍ଧ୍ର ପ୍ରଦେଶ ହାଇକୋର୍ଟ । ଯଦି ଜଣେ ହିନ୍ଦୁ ମହିଳା ତାଙ୍କ ପିତାମାତାଙ୍କଠାରୁ ସମ୍ପତ୍ତି ପାଆନ୍ତି ଏବଂ ଉତ୍ତରାଧିକାରୀ ବିନା ମୃତ୍ୟୁବରଣ କରନ୍ତି, ତେବେ…
Archives


