Home Left

Asian Games: ପ୍ରଥମ ସେଟ ଜିତିବା ପରେ କ୍ୱାର୍ଟର ଫାଇନାଲରେ ପ୍ରଶଂସକଙ୍କୁ ନିରାଶ କଲେ ପି.ଭି. ସିନ୍ଧୁ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ମହିଳା ବ୍ୟାଡମିଣ୍ଟନ ଦଳଗତ କ୍ୱାର୍ଟର ଫାଇନାଲରେ, ଭାରତୀୟ ଦଳ ଜାପାନ ବିପକ୍ଷ ପ୍ରାରମ୍ଭିକ ମ୍ୟାଚରେ ପରାଜିତ ହୋଇଛି। ୟାମାଗୁଚିଙ୍କ ବିପକ୍ଷ ମୁକାବିଲାରେ ପି.ଭି. ସିନ୍ଧୁ ପ୍ରଥମ ସେଟକୁ ୨୩-୨୧ରେ ଜିତିଥିଲେ। ସିନ୍ଧୁ ଦ୍ୱିତୀୟ ସେଟରେ ମଧ୍ୟ…

ହସ୍ପିଟାଲରେ ନିଆଁ, ଜଣେ ଶିଶୁ ମୃତ, ୨୮ ଉଦ୍ଧାର

ଆଦିଲାବାଦ,୨୨।୯: ତେଲଙ୍ଗାନାର ଆଦିଲାବାଦ ସ୍ଥିତ ରାଜୀବ ଗାନ୍ଧୀ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ (RIMS) ହସ୍ପିଟାଲର ଶିଶୁ ବିଭାଗରେ ନିଆଁ ଲାଗିବା ଫଳରେ ଏକ ନବଜାତ ଶିଶୁର ମୃତ୍ୟୁ ଘଟିଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ, ଏୟାର୍‌-କଣ୍ଡିସନିଂ (AC) ୟୁନିଟରେ ସର୍ଟ ସର୍କିଟ…

ଗଣମାଧ୍ୟମ ସହ ବିବାଦ ମଧ୍ୟରେ ବଡ଼ ପଦକ୍ଷେପ ନେଲେ ଟ୍ରମ୍ପ, ଲଞ୍ଚ କଲେ ନିଜର TV ଚ୍ୟାନେଲ

ଓ୍ବାଶିଂଟନ,୨୨।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଜଡ଼ିତ ‘ଟ୍ରମ୍ପ ଟିଭି’ (Trump TV) ବର୍ତ୍ତମାନ ଲାଇଭ ଷ୍ଟ୍ରିମିଂ ସୁବିଧା ଯୋଗାଇବ। ଏହି ପ୍ଲାଟଫର୍ମ ସପ୍ତାହର ସାତୋଟି ଦିନ, ୨୪ ଘଣ୍ଟା ଧରି ବିଭିନ୍ନ କାର୍ଯ୍ୟକ୍ରମ ଓ ସୂଚନା ପ୍ରଦାନ କରିବ।…

୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପଛରୁ ପିଟିଲା DJ ଗାଡ଼ି

ଜମନକିରା,୨୨।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ୫୩ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତା କଡ଼ରେ ଠିଆ ହୋଇଥିବା ଏକ ମାଲବାହୀ ଟ୍ରକକୁ ପଛରୁ ଧକ୍କା ଦେଲା DJ ବୋଝେଇ ଗାଡ଼ି ।…

UPI Charges: ୟୁପିଆଇକୁ ନେଇ ବଡ଼ କଥା କହିଲେ ଅର୍ଥମନ୍ତ୍ରୀ ସୀତାରାମଣ

ନୂଆଦିଲ୍ଲୀ,୨୨।୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ UPI ପାଇଁ ଲାଗୁ ହେବାକୁ ଥିବା ନୂତନ ‘ମର୍ଚ୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ସମ୍ବନ୍ଧୀୟ ସ୍ଥିତିକୁ ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି ଯେ UPI ମାଧ୍ୟମରେ ଦେୟ ପ୍ରଦାନ କରୁଥିବା ଗ୍ରାହକଙ୍କ ଉପରେ ଏହି…

ଆଜି ସୁପ୍ରିମକୋର୍ଟରେ ଡିଜିପି ଚୟନ ଶୁଣାଣି

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାର ଡିଜିପି ଚୟନ ନେଇ ସୁପ୍ରିମକୋର୍ଟରେ ମଙ୍ଗଳବାର ଶୁଣାଣି ହେବ। ଏନେଇ ସୁପ୍ରିମକୋର୍ଟଙ୍କ ଲିଷ୍ଟିଂରେ ଓଡ଼ିଶା ଡିଜିପି ଚୟନ ପ୍ରସଙ୍ଗକୁ ସାମିଲ କରାଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ରାୟ କ’ଣ ଆସୁଛି ତାକୁ ନେଇ ସମସ୍ତଙ୍କ…

ONGCର ବଡ଼ ସଫଳତା, ଓଡ଼ିଶା ଉପକୂଳରେ ଗ୍ୟାସ୍‌ର ସନ୍ଧାନ

ନୂଆଦିଲ୍ଲୀ,୨୨।୯: ଓଡ଼ିଶା ଉପକୂଳରେ କୋଣାର୍କଠାରୁ ପ୍ରାୟ ୪୩ କି.ମି. ଦୂରରେ ଭାରତୀୟ ରାଷ୍ଟ୍ରାୟତ୍ତ କମ୍ପାନୀ ଅଏଲ୍‌ ଆଣ୍ଡ୍‌ ନ୍ୟାଚୁରାଲ ଗ୍ୟାସ୍‌ କର୍ପୋରେଶନ ଲିଃ (ଓଏନ୍‌ଜିସି) ଗ୍ୟାସ୍‌ର ସନ୍ଧାନ ପାଇଛି। ମହାନଦୀ ଅଫ୍‌ସୋର ବେସିନ୍‌ର ଏମ୍‌ଏନ୍‌-ଡିଡବ୍ଲ୍ୟୁ ୧୮-୧-ଏଚ୍‌-ଡି ଗଭୀରକୂପରେ ଏହି ଗ୍ୟାସ୍‌ ରହିଛି।…

ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀଙ୍କ ଦେହାନ୍ତ

ମୁମ୍ବାଇ, ୨୨।୯: ୧୯୭୦ ଓ ୧୯୮୦ ଦଶକର ବଙ୍ଗଳା ଏବଂ ହିନ୍ଦୀ ସିନେମାକୁ ନିଜର ଦୀପ୍ତିମୟ ଅଭିନୟରେ ସମୃଦ୍ଧ କରିଥିବା ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀ ଆଉ ନାହାନ୍ତି। ପ୍ରାୟ ଏକ ବର୍ଷ ଧରି କର୍କଟ ରୋଗ ସହ ସଂଗ୍ରାମ କରିବା…

ବିହାର ଅସଦାଚରଣ ମାମଲା: ୩ ଗିରଫ

ପାଟନା, ୨୨।୯: ବିହାରର ଜାମୁଇ ଜିଲାରେ ୧୦ମ ଶ୍ରେଣୀର ୨ଜଣ ଛାତ୍ରୀଛାତ୍ରଙ୍କୁ ଅସଦାଚରଣ ଏବଂ ମାଡ଼ ମାରିବା ଘଟଣାରେ ପୋଲିସ ୩ ଜଣ ନାବାଳକଙ୍କୁ ଗିରଫ କରିଛି। ଭିଡିଓ ଭାଇରାଲ ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଜାମୁଇ ଥାନାରେ ନାଗରିକ…

ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ, ଆଗତ ହୋଇପାରେ ୬ ବିଲ୍‌

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ଆସନ୍ତା ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ଦିନ ଗୃହ କାର୍ଯ୍ୟ ୧୦ଟା ୩୦ ମିନିଟ୍‌ରେ ଆରମ୍ଭ ହେବାକୁ ଥିବାବେଳେ ପ୍ରଥମେ ଦିବଂଗତ…

୨୪ ଯାଏ ଏହି ଜିଲାରେ ସ୍କୁଲ୍‌ ଛୁଟି ଘୋଷଣା, ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର,୨୨।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ ରହିବ । ଏନେଇ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଶିଶୁ…

ଦିଲ୍ଲୀ ଲଜ୍ଜା: ମନ୍ଦିର ନିକଟରେ ନାବାଳିକାଙ୍କୁ ଗଣବଳାତ୍କାର; ପୋଲିସ କର୍ମଚାରୀ ସାଜି ଆସିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୨।୯: ଦିଲ୍ଲୀର କାଲକାଜୀ ମନ୍ଦିର ନିକଟରେ ଜଣେ ୧୭ ବର୍ଷୀୟା ଯୁବତୀଙ୍କ ସହ ଗଣ-ବଳାତ୍କାରର ଏକ ଜଘନ୍ୟ ଘଟଣା ଘଟିଛି। ଏହି ଘଟଣାରେ ସମ୍ପୃକ୍ତ ତିନିଜଣ ଅଭିଯୁକ୍ତଙ୍କ ମଧ୍ୟରୁ ଜଣକୁ ପୋଲିସ ଏକ ଏନକାଉଣ୍ଟର ପରେ ଗିରଫ କରିଛି। ତଦନ୍ତରୁ ଜଣାପଡିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?