Home Left

ଏହି ବ୍ୟକ୍ତିଙ୍କ ଉପରେ ପଡେ ଶନି ମହାଦଶା, ନକରାତ୍ମକ ପ୍ରଭାବକୁ ହେବ ପ୍ରବଳ କ୍ଷତି!

ଶନିଦେବଙ୍କୁ କର୍ମଦାତା ଏବଂ ନ୍ୟାୟର ଦେବତା ଭାବରେ ବିବେଚନା କରାଯାଏ। ସେ ଲୋକଙ୍କୁ ସେମାନଙ୍କ କାର୍ଯ୍ୟ ଅନୁସାରେ ପୁରସ୍କାର ଦିଅନ୍ତି। ଜ୍ୟୋତିଷ ଶାସ୍ତ୍ରରେ, ନଅଟି ଗ୍ରହ ମଧ୍ୟରୁ ଶନିଦେବଙ୍କୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଯେଉଁମାନେ ଶନିଦେବଙ୍କ ଉପରେ ପ୍ରସନ୍ନ…

ରାଜଧାନୀ ଆକାଶରେ ବିଷ, ୧୮ଟି ଅଞ୍ଚଳରେ AQI ୪୦୦ ପାର୍

ନୂଆଦିଲ୍ଲୀ,୧୩।୧୨: ଜାତୀୟ ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣର ମାତ୍ରା ଦିନକୁ ଦିନ ବଢ଼ିବାରେ ଲାଗିଛି । ଆଜି ସକାଳ ଦିଲ୍ଲୀରେ କୁହୁଡ଼ି ସହିତ ଆରମ୍ଭ ହୋଇଥିଲା। ରାଜଧାନୀର ବାୟୁ ଗୁଣବତ୍ତା ଖରାପ ହେବାରେ ଲାଗି ରହିଥିଲା, ଆଜି ସକାଳେ ଗମ୍ଭୀର ବର୍ଗ ନିକଟତର…

ପ୍ରଥମ ଚାକିରିରୁ ଏହିଥିରେ କରନ୍ତୁ ନିବେଶ, ଯୁବପିଢିଙ୍କୁ ମିଳିବ ମୋଟା ଅଙ୍କର ଟଙ୍କା!

ନୂଆଦିଲ୍‌ଲୀ,୧୩।୧୨: ଆଜି ଆପଣ କରୁଥିବା ନିବେଶ କାଲି ଖରାପ ସମୟରେ ଆପଣଙ୍କର ସବୁଠାରୁ ଭଲ ବନ୍ଧୁ। ଏହି କାରଣରୁ ସମସ୍ତେ ସଞ୍ଚୟ ଏବଂ ନିବେଶକୁ ପ୍ରାଥମିକତା ଦେବା ଉଚିତ। ତଥାପି, ଅନେକ ଲୋକ ଏହାକୁ ଅଣଦେଖା କରନ୍ତି। ସେମାନଙ୍କର ମାସିକ ଆୟରୁ…

ହତ୍ୟା ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡାଦେଶ

ଆନନ୍ଦପୁର, ୧୩।୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନ ଆନନ୍ଦପୁର ଅତିରିକ୍ତ ଜଜିଲା ଦୌରାଜଜ୍‌ଙ୍କ କୋର୍ଟରେ ଶୁକ୍ରବାର ଏସଟି କେସ ନଂ ୫୪/୨୦୨୨ର ବିୟର କରାଯାଇ ଅଭିଯୁକ୍ତକୁ ଆଜୀବନ କାରା ଦଣ୍ଡାଦେଶର ରାୟ ପ୍ରକାଶ ପାଇଛି। ଏହା ସହିତ…

ଆଜି ମାଟି ତଳୁ କଢ଼ାଯିବ ରାମୁ ହାତୀର କଙ୍କାଳ, ଗୋଡ଼ିବାରୀଠାରେ ଦେଖିବେ ଦର୍ଶକ

ଭୁବନେଶ୍ବର,୧୩।୧୨: ଆଜି ମାଟି ତଳୁ କଢ଼ାଯିବ ରାମୁ ହାତୀର କଙ୍କାଳ । ଗତ ରବିବାର ଏକ ବିଶେଷଜ୍ଞ ଟିମ୍ ଭରତପୁର ଜଙ୍ଗଲରେ ପହଞ୍ଚି ରାମୁର କବରସ୍ଥଳ ପରିଦର୍ଶନ କରିଥିଲେ । ଚନ୍ଦକା-ଡମପଡ଼ା ଅଭୟାରଣ୍ୟର ସବୁଠୁ ବୟସ୍କ ଓ ବଡ଼ ହାତୀ ଥିଲା…

ଭିନ୍ନମୋଡ ନେଲା ଜାମସର ପୋଖରୀକୁ ଟ୍ରକ ପଶିବା ଘଟଣା: ଦୁର୍ଘଟଣା ରଚିଥିଲେ ଡ୍ରାଇଭର

ଲୋଇସିଂହା,୧୩।୧୨(ସୁଶାନ୍ତ ବାରିକ):ଗତ ନଭେମ୍ବର ୧୭ ତାରିଖ ରାତିରେ ବଲାଙ୍ଗୀର-ବରଗଡ ୨୬ନଂ. ଜାତୀୟ ରାଜପଥ ପୁଇଁତଳା ଥାନା ଅନ୍ତର୍ଗତ ଜାମସର ପୋଖରୀକୁ ଏକ ମାଲ ପରିବହନ ଟ୍ରକ ପଶି ଯାଇଥିଲା। ପୋଲିସ ଖୋଳତାଡ ପରେ ଏହି ମାମଲା ଭିନ୍ନ ମୋଡ ନେଇଛି। ଟ୍ରକରେ…

ଏଇ ଭାରତରେ

ଭାରତୀୟ ବନ ସେବା ଅଧିକାରୀ (ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଅଭିନବ ଉପାୟରେ ଜଳାଶୟ ନିର୍ମାଣ କରୁଛନ୍ତି। ଏହା ‘ଅନନ୍ତ ନେରୁ ସଂରକ୍ଷଣ ପ୍ରୋଜେକ୍ଟ’…

ଶିକ୍ଷକ ହେବା କି ସହଜ କଥା

କେବଳ ପାଠ ପଢ଼େଇଦେଲେ ବା ବିଦ୍ୟା ସମ୍ବନ୍ଧୀୟ ଜ୍ଞାନ ଦେଇଦେଲେ କେହି ପ୍ରକୃତ ଶିକ୍ଷକ ହୋଇଯାଏ ନାହିଁ। ଏଥି ପାଇଁ ଦରକାର ବିଶାଳ ହୃଦୟ, ଦରଦୀ ମମତାଭରା ମନ, ଅନୁସନ୍ଧିତ୍ସୁ, ପର୍ଯ୍ୟବେକ୍ଷଣ ଶକ୍ତି ସହିତ ଧୈର୍ଯ୍ୟର ଶକ୍ତି, ହୃଦୟସ୍ପର୍ଶୀ ଭାବ-ଭାଷା, ଅଭିନୟ…

ଯନ୍ତ୍ରଣା ଦେଉଛି ଶୀତ, ଜନଜୀବନ ଅସ୍ତବ୍ୟସ୍ତ : ଥମୁନି ତୁଷାରପାତ

ଦାରିଙ୍ଗବାଡି,୧୩।୧୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ରେ ଶନିବାର ତୃତୀୟ ଦିନରେ ମଧ୍ୟ ତୁଷାରପାତ ହୋଇଛି। ଶୀତର ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବ୍ଲକ ଅଞ୍ଚଳର ସିମନବାଡି, ବାଡାବାଙ୍ଗା, ସିଆଙ୍ଗବାଲି, ଗ୍ରୀନବାଡିର କିଳାବାଡି, ପ୍ଳିହେରୀ, କଫିବଗିଚା, କଲେଜ ପଡିଆ, ଶ୍ରୀପଙ୍କା, ବାଡ଼ିପଦର,…

ବିମାନବନ୍ଦର କାହା ସ୍ବାର୍ଥରେ

ଆମ ଉପକୂଳ ଅଞ୍ଚଳ ଏକ ବାତ୍ୟାପ୍ରବଣ ଅଞ୍ଚଳ ଭାବେ ବ୍ରିଟିଶ ଶାସନ ସମୟରୁ ଘୋଷଣା କରାଯାଇଛି। ଏହାର ନିରାକରଣ ନିମନ୍ତେ ୧୯୭୨ ମସିହାରୁ ସରକାରୀ ସ୍ତରରେ ବହୁ ଉଦ୍ୟମ ହୋଇଥିଲେ ହେଁ ବାତ୍ୟାର ପ୍ରକୋପ କମିବା ପରିବର୍ତ୍ତେ ବୃଦ୍ଧି ଘଟୁଛି। ବାତ୍ୟା…

ବିଶେଷଜ୍ଞ ଲୋଡ଼ା

ଆମେ ପ୍ରାୟତଃ ଅଣଦେଖା କରୁଥିବା କଥାକୁ ଇଣ୍ଡିଗୋ ଘଟଣା ପୁଣି ଥରେ ମନେପକାଇ ଦେଇଛି। ବିଶ୍ୱରେ ଦ୍ରୁତଗତିରେ ବୃଦ୍ଧିପାଉଥିବା ଆଭିଏସନ ମାର୍କେଟ ମଧ୍ୟରେ ଭାରତ ଅନ୍ୟତମ। ଏହାକୁ ଏକ ନିୟାମକ ଦ୍ୱାରା ପରିଚାଳନା କରାଯାଉଛି, ଯାହା ବିଶେଷଜ୍ଞତାକୁ ଏକ ଅତିରିକ୍ତ ବିଷୟ…

ବିଜେବି କଲେଜ ପିଅନଙ୍କୁ ହତ୍ୟା ଅଭିଯୋଗ

ଭୁବନେଶ୍ୱର,୧୩ା୧୨(ସତ୍ୟଜିତ୍‌ ରାଉତ): ବିଜେବି କଲେଜର ଜଣେ ପିଅନଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସେ ହେଲେ ୟୁନିଟ୍‌-୯ କ୍ୱାର୍ଟର୍ସ ନଂ.୧ଆର୍‌/୨ରେ ରହୁଥିବା ନନ୍ଦନକାନନ ଥାନା ଅନ୍ତର୍ଗତ କେନ୍ଦୁପାଟଣାର ଅଶୋକ କୁମାର ସେଠୀ (୫୧)। ଶହୀଦନଗର ଥାନା ଅନ୍ତର୍ଗତ ଆନନ୍ଦ ବଜାରସ୍ଥିତ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri