ଡିଜିପିଙ୍କୁ ରିପୋର୍ଟ ମାଗିଲେ ହାଇକୋର୍ଟ
ରାଞ୍ଚି, ୩୦ା୮: ଝାଡ଼ଖଣ୍ଡ ଦୁମ୍କା ଜିଲାର ଯୁକ୍ତ ୨ ଛାତ୍ରୀ ଅଙ୍କିତା ସିଂଙ୍କୁ ପେଟ୍ରୋଲ ଢାଳି ହତ୍ୟା ମାମଲାର ତଦନ୍ତ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ତଦନ୍ତକାରୀ ଟିମ୍ (ଏସ୍ଆଇଟି) ଗଠନ କରିଛନ୍ତି। ଜିଲା ଏସ୍ପି ଏହି ଟିମ୍ର ନେତୃତ୍ୱ ନେବେ।…
ବେସରକାରୀ କଲେଜରେ ୨୭୪ ଅଧ୍ୟାପକ ନିଯୁକ୍ତ
ଭୁବନେଶ୍ୱର, ୩୧ା୮ (ବ୍ୟୁରୋ): ଉଚ୍ଚଶିକ୍ଷାର ବିକାଶ କରିବା ସହ ଏହାକୁ ଗତିଶୀଳ କରିବା ଦିଗରେ ଶିକ୍ଷକମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଅଧ୍ୟାପକମାନେ ଛାତ୍ରୀଛାତ୍ରମାନଙ୍କୁ କେବଳ ପାଠ୍ୟକ୍ରମ(ସିଲାବସ୍)ରେ ସୀମିତ ନ ରଖି ସେମାନଙ୍କୁ ବର୍ତ୍ତମାନ ସମାଜରୁ ଶିକ୍ଷାଲାଭ କରିବା ସହ ବାସ୍ତବ ସାମାଜିକ-ରାଜନୈତିକ…
ଲକର୍ରୁ କିଛି ପାଇଲାନି ସିବିଆଇ: ସିସୋଡିଆ
ନୂଆଦିଲ୍ଲୀ,୩୧ା୮: ଅବକାରୀ ନୀତିରେ ଅନିୟମିତତା ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ମଙ୍ଗଳବାର ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆଙ୍କ ଘର ଏବଂ ବ୍ୟାଙ୍କ ଲକର୍ ଯାଞ୍ଚ କରିଛି। ତେବେ ସିବିଆଇ ଅଧିକାରୀମାନେ ସେଠାରୁ କିଛି ପାଇ ନ ଥିବା…
ବଢୁଛି ଚୋରି, ମାମଲା ରୁଜୁକରି ପୋଲିସ ଚୁପ୍
ଖୁଣ୍ଟୁଣୀ,୩୧ା୮(ଡି.ଏନ୍.ଏ.): ଖୁଣ୍ଟୁଣୀ ଥାନା ଅଞ୍ଚଳରେ କିଛି ମାସ ହେବ ଚୋରି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ଏନେଇ ଅଭିଯୋଗକାରୀମାନେ ଥାନାରେ ଅଭିଯୋଗ କରିଛନ୍ତି। ହେଲେ ପୋଲିସ କେବଳ ମାମଲା ରୁଜୁ କରି ଚୁପ୍ ବସିଛି। ଅଭିଯୁକ୍ତମାନଙ୍କୁ ଗିରଫ କରିପାରି ନ ଥିବାବେଳେ…
ବ୍ରହ୍ମପୁର ପୌର ପରିଷଦରୁ ମହାନଗର ନିଗମ
ବ୍ରିଟିଶ ଶାସନରେ ଗଞ୍ଜାମ ଜିଲା ମାଡ୍ରାସ ପ୍ରେସିଡେନ୍ସି ଅଧିନ ଥିଲା। ୧୮୬୭ରେ ଗଠନ ହୋଇଥିଲା ବ୍ରହ୍ମପୁର ପୌର ପରିଷଦ। ୨୦୦୯ରେ ରାଜ୍ୟ ସରକାର ଏହି ପୌର ପରିଷଦକୁ ମ୍ୟୁନିସିପାଲ କର୍ପୋରେଶନ (ମହାନଗର ନିଗମ) ଘୋଷଣା କଲେ। ୨୦୧୭ ଅଗଷ୍ଟ ୩୧ ଅର୍ଥାତ୍…
ରାଜତନ୍ତ୍ରର ସ୍ମୃତି ବଖାଣୁଛି ବାରିପଦା ପୌର ପରିଷଦ
ମୟୂରଭଞ୍ଜ ଜିଲା ବାରିପଦା ପୌର ପରିଷଦ ୧୧୭ ବର୍ଷରେ ପଦାର୍ପଣ କରିଛି। ମୟୂରଭଞ୍ଜ ରାଜତନ୍ତ୍ରର ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଶାସନକାଳ ସମୟରେ ବାରିପଦା ସହରର ୨ବର୍ଗ କି.ମି ଆୟତନକୁ ନେଇ ୧୯୦୫ ଜୁଲାଇ ୧ତାରିଖରେ ପୌରପରିଷଦ କାର୍ଯ୍ୟାରମ୍ଭ କରିଥିଲା। ମହାରାଜାଙ୍କ ଦ୍ୱାରା…
ସରଗରମ ଏତଲା ରାଜନୀତି
ଆନନ୍ଦପୁର,୩୧ା୮(ସ୍ବ.ପ୍ର.): ବିଜେଡି ଓ ଭାଜପା ମଧ୍ୟରେ ପରସ୍ପର ବିରୋଧୀ ଏତଲାକୁ ନେଇ କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନ ମଣ୍ଡଳୀ ରାଜନୈତିକ ବାତାବରଣ ସରଗରମ ହେବାରେ ଲାଗିଛି। ବିଜେଡି ବିଧାୟକଙ୍କ ବିରୋଧରେ ଭାଜପା ଜିଲା ପରିଷଦ ସଦସ୍ୟା ଗାଳିଗୁଲଜ ଓ ଦୁର୍ବ୍ୟବହାର ଅଭିଯୋଗ…
ଚାଇନା ଡ୍ରୋନ୍କୁ ଘଉଡ଼ାଇଲା ତାଇଓ୍ବାନ
ତାଇପେଇ, ୩୧ା୮: ପ୍ରାୟ ମାସେ ଧରି ମୁହାଁମୁହିଁ ଅବସ୍ଥାରେ ଥିବା ଚାଇନା ଓ ତାଇଓ୍ବାନ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଆମେରିକା ହାଉସ୍ ସ୍ପିକର ନାନ୍ସି ପେଲୋସିଙ୍କ ତାଇପେଇ ଗସ୍ତପରଠୁ ଚାଇନାର ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍ଏ) ତାଇଓ୍ବାନ ପ୍ରଣାଳୀରେ ସମରାଭ୍ୟାସ…
ରାଜଧାନୀରେ ଘଟିଚାଲିଛି ଅପରାଧ, ପୋଲିସ ଚୁପ୍: ଭାଜପା
ଭୁବନେଶ୍ୱର,୩୧ା୮(ବ୍ୟୁରୋ): ରାଜ୍ୟରେ ଆଇନ ତା’ ନିଜ ବାଟରେ ଯାଉ ନାହିଁ ବରଂ ଆଇନ ଆଗରେ ବାଟ ଓଗାଳି ଛିଡା ହୋଇ ରହିଛନ୍ତି ରାଜ୍ୟ ସରକାର। ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ହତ୍ୟା, ବଳାତ୍କାର, ଠକେଇ, ଡକାୟତି ଓ ମୋଟରଯାନ ଦୁର୍ଘଟଣା ବଢ଼ୁଥିଲେ…
୧୪୦ ଯୁଦ୍ଧବିମାନ, ୬୦ ଜାହାଜ
ମସ୍କୋ, ୩୧ା୮: ୟୁକ୍ରେନ୍ ଉପରେ ଆକ୍ରମଣ ମଧ୍ୟରେ ରୁଷିଆ ସେପ୍ଟେମ୍ବର ୧ରୁ ଭୋଷ୍ଟୋକ-୨୦୨୨ ସମରାଭ୍ୟାସ ଆୟୋଜନ କରିବାକୁ ଯାଉଛି। ପୂର୍ବ ରୁଷିଆ, ଜାପାନ ସାଗର ସମେତ ବିଭିନ୍ନ ସ୍ଥାନରେ ହେବାକୁ ଥିବା ଏହି ମିଲିଟାରୀ ଡ୍ରିଲ୍ ୭ ତାରିଖ ପର୍ଯ୍ୟନ୍ତ ଚାଲିବ।…
ଉପରାଷ୍ଟ୍ରପତିଙ୍କୁ ଭେଟିଲେ ସସ୍ମିତ
ଭୁବନେଶ୍ୱର,୩୧ା୮(ବ୍ୟୁରୋ):ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର ଉପରାଷ୍ଟ୍ରପତି ତଥା ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ୍ ଧନକରଙ୍କୁ ଭେଟିଛନ୍ତି। ରାଜ୍ୟ ସଭାରେ ବିଜେଡିର ଆଭିମୁଖ୍ୟ ନେଇ ସେ ଉପରାଷ୍ଟ୍ରପତିଙ୍କୁ ଅବଗତ କରିଛନ୍ତି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ…
ପିହୁ ନିଖୋଜ ଘଟଣା: ୫ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା
ବିଞ୍ଝାରପୁର,୩୧ା୮(ଡି.ଏନ.ଏ.): ବହୁଚର୍ଚ୍ଚିତ ପିହୁ ନିଖୋଜ ଘଟଣାରେ ବିଞ୍ଝାରପୁର ପୋଲିସ ପକ୍ଷରୁ ମଙ୍ଗଳବାର ୫ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରାଯାଇଛି। କୌଣସି ବ୍ୟକ୍ତି ଯଦି ବିଞ୍ଝାରପୁର ପୋଲିସକୁ ପିହୁଙ୍କ ସମ୍ପର୍କରେ ଖବର ଦିଅନ୍ତି ତେବେ ସେ ବ୍ୟକ୍ତିଙ୍କୁ ପୁରସ୍କାର ରାଶି…
Archives


