ବ୍ରିଜ୍ରେ ସ୍କୁଟି ରଖି ଚାଲିଯିବାରୁ ଅଡୁଆ
ବାରଙ୍ଗ,୩୧।୮(ଡି.ଏନ.ଏ.): ଗତ କିଛିଦିନ ଧରି କଟକ ମୁଣ୍ଡଳୀ ବ୍ରିଜ୍ରୁ ଡେଇଁ ଆତ୍ମହତ୍ୟା ଘଟଣା ବାରମ୍ବାର ଘଟୁଥିବା ଦେଖିବାକୁ ମିଳୁଛି। ଏଭଳି ସମୟରେ ମଙ୍ଗଳବାର ଭୋରୁ ଉକ୍ତ ବ୍ରିଜ୍ ଉପରେ ଏକ ସ୍କୁଟି ଓ ଚପଲ ରହିଥିଲା। ଏହା ଦୀର୍ଘ ସମୟ ପର୍ଯ୍ୟନ୍ତ…
ଗାଁ ହେବ ପରିବାର,ଏକାଠି ଖାଇବେ ନୂଆଁ
ସମ୍ବଲପୁର,୩୧ା୮(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଅଁାଖାଇ ଗୋଟିଏ ପରିବାର ଭିତରେ ପାଳନ ହୋଇଥାଏ। ପରିବାର ସଦସ୍ୟ ଏକାଠି ହୋଇ ନୂଅଁା (ନବାନ୍ନ) ଖାଇଥାନ୍ତି। ପରେ ଗୁରୁଜନଙ୍କଠାରୁ ଆଶୀର୍ବାଦ ଭିକ୍ଷା କରନ୍ତି। ହେଲେ ସ୍ଥାନୀୟ ଉତ୍ସବ ପରିବାର ପ୍ରଚେଷ୍ଟାରେ ସମ୍ବଲପୁର ଜିଲାର ମାଓପ୍ରବଣ…
ଓଡ଼ିଶାରେ ସର୍ବାଧିକ ମାନବ ଚାଲାଣ
ନୂଆଦିଲ୍ଲୀ,୩୧ା୮: ୨୦୨୧ରେ ମାନବ ଚାଲାଣରେ ଓଡ଼ିଶା ସାରା ଦେଶରେ ଆଗୁଆ ରହିଥିବା ସଦ୍ୟ ପ୍ରକାଶିତ ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍ସିଆର୍ବି) ରିପୋର୍ଟରୁ ସ୍ପଷ୍ଟ ହୋଇଛି। ଗତ ବର୍ଷ ଦେଶରେ ୬,୫୩୩ ମାନବ ଚାଲାଣ ମାମଲା ରୁଜୁ ହୋଇଥିବାବେଳେ ସେଥିରୁ ଓଡ଼ିଶାର…
୨୦୫୦ ସୁଦ୍ଧା ୫.୬ ଟ୍ରିଲିୟନ୍ ଡଲାର କ୍ଷତି
ଓ୍ବାଶିଂଟନ,୩୧ା୮: ଚଳିତ ବର୍ଷ ବିଶ୍ୱ ଅର୍ଥନୀତିକୁ ଧ୍ୱସ୍ତବିଧ୍ୱସ୍ତ କରିଦେଇଛି ପ୍ରାକୃତିକ ବିପର୍ଯ୍ୟୟ। ପାକିସ୍ତାନରେ ବନ୍ୟା ଅନେକ ଲକ୍ଷ ଲୋକଙ୍କୁ ବାସଚ୍ୟୁତ କରି ୧,୦୦୦ରୁ ଊର୍ଦ୍ଧ୍ୱ ଜଣଙ୍କ ଜୀବନ ନେଇସାରିଲାଣି। ଚାଇନାରେ ଗ୍ରୀଷ୍ମପ୍ରବାହ ଦେଶର ଅର୍ଥନୀତି ଓ ଯୋଗାଣ ଶୃଙ୍ଖଳକୁ ବହୁଳ ଭାବେ…
କାଲି ଗଣେଶ ଚତୁର୍ଥୀ: ରାଶି ଅନୁସାରେ ଜାଣନ୍ତୁ କ’ଣ କରିବେ ଭୋଗ…
ଭାଦ୍ରବ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ତିଥିକୁ ଗଣେଶ ଚତୁର୍ଥୀ ଭାବେ ପାଳନ କରାଯାଇଥାଏ। ଚଳିତ ବର୍ଷ ବୁଧବାର ଅର୍ଥାତ ଅଗଷ୍ଟ ୩୧ ତାରିଖରେ ଏହା ପଡ଼ୁଛି। କରୋନା କଟକଣା ହଟିଥିବାରୁ ବିଘ୍ନବିନାଶକଙ୍କ ଉପାସନା ଧୁମଧାମରେ କରାଯିବ ବୋଲି କୁହାଯାଉଛି। ତେବେ…
ଉପରାଷ୍ଟ୍ରପତିଙ୍କୁ ଭେଟିଲେ ସସ୍ମିତ ପାତ୍ର
ଭୁବନେଶ୍ୱର,୩୦ା୮(ବ୍ୟୁରୋ): ଉପରାଷ୍ଟ୍ରପତି ତଥା ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ୍ ଧନକରଙ୍କୁ ଭେଟିଛନ୍ତି ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର। ରାଜ୍ୟ ସଭାରେ ବିଜେଡିର ଆଭିମୁଖ୍ୟ ନେଇ ସେ ଉପରାଷ୍ଟ୍ରପତିଙ୍କୁ ଅବଗତ କରିଛନ୍ତି । ସଂସଦରେ ଓଡ଼ିଶା ସ୍ବାର୍ଥ ସମ୍ପର୍କିତ ପ୍ରସଙ୍ଗରେ…
ଆଫଗାନିସ୍ତାନ ପାଇଁ ବିଜୟ ଲକ୍ଷ୍ୟ ୧୨୮…
ସାରଜା, ୩୦।୮ : ଏସିଆ କପ୍ ଟି-୨୦ ଟୁର୍ଣ୍ଣାମେଣ୍ଟରେ ମଙ୍ଗଳବାର ବାଂଲାଦେଶ ଏବଂ ଆଫଗାନିସ୍ତାନ ମଧ୍ୟରେ ସାରଜାର କ୍ରିକେଟ ଷ୍ଟାଡିୟମରେ ଖେଳା ଯାଉଥିବା ମ୍ୟାଚରେ ଟସ୍ ଜିତି ବାଂଲାଦେଶ ପ୍ରଥମେ ବ୍ୟାଟିଂ ଆରମ୍ଭ କରିଥିଲା। ବାଂଲାଦେଶ ଅଧିନାୟକ ସକିିବ ଅଲ ହାସନଙ୍କ…
ମ୍ୟାଚ୍ ପୂର୍ବରୁ କୋହଲିଙ୍କୁ ନେଇ ବଡ଼ ବୟାନ ଦେଲେ ହଂକଂ ଅଧିନାୟକ; ଜାଣିଲେ ଖୁସି ହେବେ…
ନୂଆଦିଲ୍ଲୀ,୩୦।୮: ଭାରତୀୟ ଟିମ୍ ରବିବାର ପାକିସ୍ତାନକୁ ହରାଇ ଏସିଆ କପ୍ ୨୦୨୨ରେ ନିଜର ଯାତ୍ରା ଆରମ୍ଭ କରିଛି। ଏବେ ଦଳ ଗ୍ରୁପ୍ ଏର ଦ୍ୱିତୀୟ ମୁକାବିଲା ହଂକଂ ସହ ବୁଧବାର ଖେଳିବ। ଟୁର୍ନାମେଣ୍ଟରେ ହଂକଂର ଏହା ପ୍ରଥମ ମ୍ୟାଚ୍। ରୋହିତ ଶର୍ମା…
ପୋଲସରାରେ ଖୋଲିବ ସରକାରୀ ଆଇଟିଆଇ
ଭୁବନେଶ୍ୱର,୩୦।୮(ବ୍ୟୁରୋ): ଗଞ୍ଜାମ ଜିଲା ପୋଲସରାରେ ସରକାରୀ ଆଇଟିଆଇ ଖୋଲିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହା ଫଳରେ ଗଞ୍ଜାମ ଜିଲାରେ ସରକାରୀ ଆଇଟିଆଇ ସଂଖ୍ୟା ୬ରେ ପହଞ୍ଚିଛି । ପୂର୍ବରୁ ଛତ୍ରପୁର, ପୁରୁଷୋତ୍ତମପୁର, ବ୍ରହ୍ମପୁର, ଶେରଗଡ ଓ…
ପ୍ରଥମେ ଦଳରୁ ବାଦ୍, ପରେ ବାପାଙ୍କୁ ହରାଇ ଭାଙ୍ଗି ପଡ଼ିଥିଲେ…ଏବେ ସାଜିଲେ ‘ମ୍ୟାଚ୍ ଓ୍ବିନର’
ନୂଆଦିଲ୍ଲୀ,୩୦।୮: ବିଜୟ ସହ ଏସିଆ କପ୍ରେ ନିଜର ଯାତ୍ରା ଆରମ୍ଭ କରିଛି ଭାରତ। ପ୍ରଥମ ମ୍ୟାଚ୍ରେ ଦଳ ପାକିସ୍ତାନକୁ ୫ ଉଇକେଟରେ ହରାଇଥିଲା। ମ୍ୟାଚ୍ରେ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ହିରୋ ପାଲଟିଥିଲେ ହେଁ ଅନ୍ୟ ଜଣେ ଖେଳାଳି ଏଭଳି ଥିଲେ, ଯିଏ…
ମମତାଙ୍କୁ ପୁତୁରା ଅଭିଷେକ ବାନାର୍ଜୀଙ୍କୁ ଇଡିର ସମନ
କୋଲକାତା,୩୦।୮: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମଙ୍ଗଳବାର ଟିଏମ୍ସିର ରାଷ୍ଟ୍ରୀୟ ମହାସଚିବ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କୁ ସମନ ପଠାଇଛି। କୋଇଲା ଚୋରି ସ୍କାମର ଯାଞ୍ଚ ସମ୍ପର୍କରେ ପଚରାଉଚରା କରିବା ପାଇଁ ଅଭିଷେକଙ୍କୁ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ କୋଲକାତା ସ୍ଥିତ…
ସ୍ତ୍ରୀଙ୍କୁ ଯୌତୁକ ନିର୍ଯାତନା, ମରଣାନ୍ତକ ଆକ୍ରମଣ: ସ୍ବାମୀ ଗିରଫ
ବଡ଼ବିଲ,୩୦।୮(ସ୍ବ.ପ୍ର.): ସ୍ତ୍ରୀଙ୍କୁ ଯୌତୁକ ନିର୍ଯାତନା ଓ ମରଣାନ୍ତକ ଆକ୍ରମଣ ଅଭିଯୋଗରେ ସ୍ବାମୀ ମଙ୍ଗଳବାର ଗିରଫ ହୋଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଶ୍ରୀରାମ ନଗର ଅଞ୍ଚଳରେ। ସୂଚନାଯୋଗ୍ୟ, ଉତ୍ତମ ମହାକୁଡ଼ ତାଙ୍କ ସ୍ତ୍ରୀଙ୍କୁ…
Archives


