ଋଷିକୂଲ୍ୟା ନଦୀରେ ଜଳସ୍ତର ବୃଦ୍ଧି
ଗଞ୍ଜାମ,୧୯।୭(ଡି.ଏନ.ଏ.): ଗଞ୍ଜାମ ସହର ସ୍ଥିତ ଋଷିକୂଲ୍ୟା ନଦୀରେ ଜଳସ୍ତର ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି l ଲଘୁଚାପ ଜନିତ ବର୍ଷା ଓ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପାଣି ନଦୀରେ ମିଶି ଏହାର ଜଳସ୍ତର ବୃଦ୍ଧି ପାଉଛି। ବର୍ତ୍ତମାନ…
ବସିବ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ
ଭୁବନେଶ୍ବର,୧୯।୭(ବ୍ୟୁରୋ): ମଙ୍ଗଳବାର ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ପୂର୍ବାହ୍ନ ୧୦ଟାରେ ଏହି ବୈଠକ ବସିବ। ମୁଖ୍ୟମନ୍ତ୍ରୀ ଭିଡ଼ିଓ କନ୍ଫରେନ୍ସିଂ ଜରିଆରେ ବୈଠକରେ ଯୋଗ ଦେବେ। ସେହିପରି ମନ୍ତ୍ରୀମାନେ ବିଧାନସଭା କାର୍ଯ୍ୟାଳୟ…
ମର୍ମନ୍ତୁଦ ବସ୍ ଦୁର୍ଘଟଣା: ୧୦ ଯାତ୍ରୀ ଆହତ
କୋରାପୁଟ,୧୯।୭(ସ୍ବ.ପ୍ର): କୋରାପୁଟ ଜିଲା ୨୬ନଂ ଜାତୀୟ ରାଜପଥର ପଟାଙ୍ଗି ଥାନା ଅନ୍ତର୍ଗତ ଶୁଣ୍ଢି ପୁଙ୍ଗାର ନିକଟରେ ମଙ୍ଗଳବାର ସକାଳୁ ଏହି ବସ ଦୁର୍ଘଟଣା ଘଟିଛି। ଏଥିରେ ୧୦ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତାଙ୍କୁ…
‘ମଙ୍କିପକ୍ସ’କୁ ନେଇ କେନ୍ଦ୍ରର ସତର୍କ, ବାହାର ଦେଶରୁ ଆସୁଥିଲେ ହେବ ସ୍କ୍ରିନିଂ
ନୂଆଦିଲ୍ଲୀ,୧୯।୭: ଦେଶରେ ଚିନ୍ତା ବଢାଇଲାଣି ‘ମଙ୍କିପକ୍ସ’ମାମଲା। କେରଳରେ ଦୁଇ ଜଣ ‘ମଙ୍କିପକ୍ସ’ ମାମଲା ଚିହ୍ନଟ ହେବା ପରେ କେନ୍ଦ୍ର ସରକାର ସତର୍କ ରହିବାକୁ ରାଜ୍ୟଗୁଡ଼ିକୁ ପରାମର୍ଶ ଦେଇଛନ୍ତି। ଯେଉଁ ଯାତ୍ରୀମାନେ ବାହାର ଦେଶରୁ ଆସୁଛନ୍ତି ସେମାନଙ୍କୁ ସ୍କ୍ରିନିଂ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।…
ଥମୁନି କରୋନା ସଂକ୍ରମଣ
ନୂଆଦିଲ୍ଲୀ,୧୯।୭: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫,୫୨୮ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୨୫ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା…
ଆଜି ରାଜ୍ୟରେ ୯୪୫ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର,୧୯।୭: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୯୪୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ…
ପୁଣି ପ୍ରେମରେ ଇଲିଆନା
ବଲିଉଡ୍ ଅଭିନେତ୍ରୀ ଇଲିଆନା ଡି କ୍ରୁଜ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ସେ ବର୍ତ୍ତମାନ ପୁଣି ପ୍ରେମରେ ପଡ଼ିଥିବା ନେଇ ଚର୍ଚ୍ଚା ହେଉଛି। ଲଣ୍ଡନରେ ରହୁଥିବା ମଡେଲ ସେବାଷ୍ଟିଆନ ଲରେଣ୍ଟ ମାଇକେଲ ତଥା ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ଭାଇଙ୍କ ସହ ତାଙ୍କ ସମ୍ପର୍କକ…
ପରିବାର ସହ ଫିଲ୍ମ କରିବାକୁ ଚାହୁଁଛନ୍ତି ଜାହ୍ନବୀ, ନାଁ ରଖିବେ ନେପୋଟିଜମ
ମୁମ୍ବାଇ: ନିର୍ଦ୍ଦେଶକ ବୋନି କପୁର ଓ ଅଭିନେତ୍ରୀ ଶ୍ରୀଦେବିଙ୍କ ଝିଅ ତଥା ବଲିଉଡର ନବାଗତା ନାୟିକା ଜାହ୍ନବି କପୁର ନିଜ ପରିବାର ସହ ଏକ ଚଳଚ୍ଚିତ୍ର କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି । ଏବେ ଜାହ୍ନବୀ ତାଙ୍କ ଅପକମିଂ ଫିଲ୍ମର ପ୍ରମୋଶନରେ…
ଆଜି ନାମାଙ୍କନପତ୍ର ଦାଖଲ କରିବେ ମାର୍ଗାରେଟ୍ ଆଲ୍ଭା
ନୂଆଦିଲ୍ଲୀ,୧୯।୭: ଉପରାଷ୍ଟ୍ରପତି ନିର୍ବାଚନ ଲାଗି ମଙ୍ଗଳବାର ନାମାଙ୍କନପତ୍ର ଦାଖଲ କରିବେ ବିରୋଧୀ ମେଣ୍ଟର ଉପରାଷ୍ଟ୍ରପତି ପ୍ରାର୍ଥୀ ମାର୍ଗାରେଟ୍ ଆଲ୍ଭା। ଏନ୍ସିପି ମୁଖ୍ୟ ଶରଦ ପାଓ୍ବାର ମାର୍ଗାରେଟ୍ଙ୍କ ନାଁ ପ୍ରାର୍ଥୀ ଭାବେ ଘୋଷଣା କରିଥିଲେ। ତେବେ ସୋମବାରଏନ୍ଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନକର…
କରୋନାର ଦ୍ୱିତୀୟ ଲହରରେ ଜନ୍ମ ନେଇଛନ୍ତି ଦୁଇଗୁଣା ଅପରିପକ୍ୱ ଶିଶୁ!
ନୂଆଦିଲ୍ଲୀ,୧୯ ।୭: କରୋନା ମହାମାରୀ ସାରା ବିଶ୍ୱର ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଥିବା ବେଳେ ଏହା ଅନେକ ଅସ୍ୱାଭାବିକ ପରିସ୍ଥିତି ବି ସୃଷ୍ଟି କରିଛି । ମିଳିଥିବା ତଥ୍ୟ ଅନୁଯାୟୀ, ୨୦୨୧ରେ ଆସିଥିବା କରୋନାର ଦ୍ୱିତୀୟ ଲହରରେ ଦୁଇ ଗୁଣାରୁ ଅଧିକ ଅପରିପକ୍ୱ…
ଜେବ୍ରାକୁ ଏମିତି ଗେଲ କରୁଛି ହାତୀଛୁଆ, ଭିଡିଓ ଦେଖିଲେ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ଦିଲ୍ଲୀରେ ବଢିବ ମହିଳା ଟ୍ୟାକ୍ସି ଚାଳକଙ୍କ ସଂଖ୍ୟା
ନୂଆଦିଲ୍ଲୀ,୧୯ ।୭: ଦିଲ୍ଲୀ ସରକାର ଭବିଷ୍ୟତରେ ପେଷାଦାର ଡ୍ରାଇଭର ହେବାପାଇଁ ଡ୍ରାଇଭିଂ ପ୍ରଶିକ୍ଷଣ ନେବାକୁ ଇଚ୍ଛୁକ ଥିବା ମହିଳାମାନଙ୍କ ପାଇଁ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଏକ ଯୋଜନା ପ୍ରସ୍ତୁତ କରିଛନ୍ତି । ସରକାରଙ୍କ ଯାଜନା ଅନୁଯାୟୀ, ପ୍ରଶିକ୍ଷଣର ୫୦ ପ୍ରତିଶତ…
Archives


