ନବାନ୍ନରେ ଉତ୍ସବମୁଖର ଯୋରନ୍ଦା
ଢେଙ୍କାନାଳ ଅଫିସ, ୩୦।୮: ଦୀର୍ଘ ୨ବର୍ଷ ପରେ ମହିମା ଧର୍ମର ପ୍ରମୁଖ ପୀଠ ଯୋରନ୍ଦା ମହିମାଗାଦିରେ ଅନୁଷ୍ଠିତ ହୋଇଛି ସାମୂହିକ ନବାନ୍ନ କାର୍ଯ୍ୟକ୍ରମ। ମାଘମେଳା ପରେ ଏହି ଦ୍ୱିତୀୟ ପ୍ରସଦ୍ଧ ଗଣପର୍ବକୁ ନେଇ ମହିମା ଧର୍ମାବଲମ୍ବୀଙ୍କ ମଧ୍ୟରେ ବିପୁଳ ଉତ୍ସାହ ଦେଖାଦେଇଥିବାବେଳେ…
ନିଦ୍ରା ଅଭାବ ଲୋକଙ୍କୁ ଅଧିକ ସ୍ବାର୍ଥ୍ୟପର କରିଥାଏ
ଶରୀର ଏବଂ ମନକୁ ସୁସ୍ଥ ରଖିବା ପାଇଁ ଦୈନନ୍ଦିନ ଜୀବନରେ ନିଦ୍ରାର ଆବଶ୍ୟକ ରହିଛି। ଯଦି ସଠିକ୍ ମାତ୍ରାରେ ନ ଶୋଇବା ତା’ହେଲେ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ଅନେକ ସମସ୍ୟା ସୃଷ୍ଟି କରିପାରେ। ଯେପରିକି ଉଦାସିନତା ଏବଂ ଚିନ୍ତା, ମାନସିକ ଅଶାନ୍ତି ଏବଂ…
ଦେଶରେ କମୁଛି କରୋନା ସଂକ୍ରମଣ
ନୂଆଦିଲ୍ଲୀ,୩୦।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫,୪୩୯ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ…
ଭୁଜାଲିରେ ହାଣି ଲୁଟିନେଲେ ୬ ଲକ୍ଷ
ଅନୁଗୋଳ ଅଫିସ, ୩୦ା୮: ପାର୍ବଣକୁ ନଜରରେ ରଖି ଅନୁଗୋଳ ଜିଲା ପୋଲିସ ପ୍ରଶାସନ ପକ୍ଷରୁ କରାଯାଉଥିବା ଆଇନଶୃଙ୍ଖଳା ପ୍ରସ୍ତୁତିକୁ ସୋମବାର ଚ୍ୟାଲେଞ୍ଜ ଦେଇଛନ୍ତି ୪ ଜଣ ଦୁର୍ବୃତ୍ତ। ଅନୁଗୋଳ ସହର ଉପକଣ୍ଠ କୁରୁଡ଼ୁଲୁ ଅଞ୍ଚଳରେ ମଦ ବ୍ୟବସାୟୀଙ୍କ କର୍ମଚାରୀଙ୍କୁ ଭୁଜାଲିରେ ହାଣି…
ଇରାକରେ ଘନେଇଲା ରାଜନୈତିକ ସଙ୍କଟ: ସଂଘର୍ଷରେ ୨୦ ମୃତ
ବାଗଦାଦ,୩୦।୮: ଶ୍ରୀଲଙ୍କା ପରେ ବର୍ତ୍ତମାନ ଇରାକରେ ଅରାଜକତା ପରିସ୍ଥିତି ସୃଷ୍ଟି ହୋଇଛି। ଶକ୍ତିଶାଳୀ ଶିଆ ଧର୍ମଗୁରୁ ମୁକତାଦା ଅଲ-ସଦର ମଧ୍ୟ ରାଜନୀତିରୁ ଅବସର ଘୋଷଣା କରିଛନ୍ତି। ଫଳରେ ଦେଶରେ ରାଜନୈତିକ ସଙ୍କଟ ଆହୁରି ଉଗ୍ର ରୂପ ଧାରଣ କରିଛି। ଅଲ୍-ସଦରଙ୍କ ନିଷ୍ପତ୍ତିକୁ…
ଉଜ୍ଜ୍ୱଳ ତ୍ୱଚା ଲାଗି ପିଆଜ
ପିଆଜର ଅନେକ ଉପକାରୀ ଗୁଣ ରହିଛି। ତେବେ ଏହା ଅନେକ ସମୟରେ ତ୍ୱଚା ମସମ୍ୟାକୁ ଦୂର କରିଥାଏ। ଅନେକ ଜଣ ମାସକୁ ଥରେ ପାର୍ଲର ଯାଉଥିବା ବେଳେ ଅନେକ ବିୟ୍ୟୁଟି ଟିପ୍ସର ବ୍ୟବହାର କରିଥାନ୍ତି। ଯାହାର ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଇଥାଏ। ମାତ୍ର…
ବିଜେଡି ନେତା ଯଯାତି ହତ୍ୟା ମାମଲାରେ ସବ୍ୟସାଚୀ ନିର୍ଦ୍ଦୋଷ
ଗୁଣପୁର,୩୦ା୮(ଡି.ଏନ୍.ଏ.):ରାୟଗଡ଼ା ଜିଲା ଗୁଣପୁର ଏଡିଜେ କୋର୍ଟରେ ବିଜେଡି ନେତା ଯଯାତି କେଶରୀ ସାହୁଙ୍କ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ସାକ୍ଷ୍ୟ ଓ ପ୍ରମାଣ ଅଭାବରୁ ମାଓବାଦୀ ନେତା ସବ୍ୟସାଚୀ ପଣ୍ଡା ଏହି ମାମଲାରୁ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ଏଡିଜେ…
୨ କୋଠରିରେ ପଢ଼ୁଛନ୍ତି ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲା
ଦଶମନ୍ତପୁର, ୩୦।୮( ଡି.ଏନ୍.ଏ.):କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅଧୀନ ଚିକମ୍ ପଞ୍ଚାୟତର ଉପର ଗୋଦଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ମଧ୍ୟରେ ୧୦୫ ଜଣ ଛାତ୍ରୀଛାତ୍ର ପଢ଼ନ୍ତି। ସେମାନଙ୍କ ପାଇଁ ୩ଜଣ ଶିକ୍ଷକ ଅଛନ୍ତି। କିନ୍ତୁ ଏଠାରେ ମାତ୍ର…
ଐଶ୍ୱର୍ଯ୍ୟାଙ୍କୁ ପାଗଳ ଭଳି ଦେଖନ୍ତି ଏହି ଅଭିନେତା
ଐଶ୍ୱର୍ଯ୍ୟାଙ୍କୁ ପାଗଳ ଭଳି ଦେଖନ୍ତି ଏହି ଅଭିନେତା ବଲିଉଡରେ ଅନେକ ସୁନ୍ଦରୀ ଅଛନ୍ତି, ଯାହାଙ୍କ ସୌନ୍ଦର୍ଯ୍ୟରେ ଦର୍ଶକ ପାଗଳ। ମାତ୍ର ଯେତେବେଳେ ସବୁଠାରୁ ସୁନ୍ଦରୀ ଅଭିନେତ୍ରୀଙ୍କ କଥା ଆସେ, ସେତେବେଳେ ପ୍ରଥମ ନାମ ଐଶ୍ୱର୍ଯ୍ୟା ରାୟଙ୍କ ଆସେ। ଐଶ୍ୱର୍ଯ୍ୟାଙ୍କ ସୌନ୍ଦର୍ଯ୍ୟରେ ପୁରା…
ସନ୍ଧ୍ୟା ହେଲେ ଦୁର୍ଗମ ଅଞ୍ଚଳରେ ହାତୀ ଭୟ
ଲାଞ୍ଜିଗଡ଼,୩୦।୮(ଡି.ଏନ.ଏ.)କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଅଞ୍ଚଳରେ ପ୍ରତ୍ୟେକ ଦିନ ହାତୀ ଗୋଟିଏ ପରେ ଗୋଟିଏ ଗାଁରେ ପଶି ଗରିବଙ୍କ ଘର ଭାଙ୍ଗିବା ସହ କଷ୍ଟ ଉପାର୍ଜିତ ଫସଲ ନଷ୍ଟ କରୁଛନ୍ତି। ଫଳରେ ଅଞ୍ଚଳବାସୀ ରାତିରେ ଶାନ୍ତିରେ ଶୋଇ ପାରୁନାହାନ୍ତି। ଲାଞ୍ଜିଗଡ…
ଏମାନଙ୍କ ପାଖେ ରହନ୍ତି ନାହିଁ ଲଷ୍ମୀ
ଭଲରେ ରହିବା ପାଇଁ ଅନେକ ସମୟରେ ଟଙ୍କା ଆବଶ୍ୟକ। ତେବେ ଏପରି ବହୁତ ଲୋକ ଅଛନ୍ତି ଯେଉଁମାନେ ବହୁତ ରୋଜଗାର କଲେ ସୁଦ୍ଧା ସଞ୍ଚୟ କରିପାରନ୍ତି ନାହିଁ। ଏହାକୁ ନେଇ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଉଲ୍ଲେଖ କରିଛନ୍ତି ଯେ, କେଉଁ ପ୍ରକାରର…
କୋଇଲା ପରିବହନ ଯୋଗୁ ରାସ୍ତା ଜାମ୍
ସୁନ୍ଦରଗଡ଼,୩୦।୮(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକର ଏମ୍ସିଏଲଠାରୁ ସୁନ୍ଦରଗଡ଼ ଓ କନିକା ସାଇଡିଂ ପର୍ଯ୍ୟନ୍ତ ବିଭିନ୍ନ ଟ୍ରକ ଯୋଗେ କୋଇଲା ପରିବହନ ହେଉଛି। ପ୍ରତିଦିନ ଏମ୍ସିଏଲ୍ରୁ ହଜାର ହଜାର ଟ୍ରକ ଲାଇନ କରି ବିଭିନ୍ନ କଳକାରଖାନାକୁ କୋଇଲା ପରିବହନ କରୁଛନ୍ତି। ଏହି…
Archives


