Home Left

ଯାଞ୍ଚ ନାଁରେ ଛାତ୍ରୀଙ୍କୁ ଅନ୍ତଃବସ୍ତ୍ର ଖୋଲିବାକୁ କହିଲେ ପରୀକ୍ଷକ

ଥିରୁଭାନନ୍ତପୁରମ୍‌,୧୮ା୭: ମେଡିକାଲ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଉଦ୍ଦିଷ୍ଟ ପ୍ରବେଶିକା ପରୀକ୍ଷା ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ(ଏନ୍‌ଇଇଟି) ନିମନ୍ତେ କେରଳର ଏକ ପରୀକ୍ଷା କେନ୍ଦ୍ରରୁ ଲଜ୍ଜ୍ୟାଜନକ ଘଟଣା ସାମ୍ନାକୁ ଆସିଛି। କୋଲାମ ଜିଲାର ଏକ ଘରୋଇ ଶିକ୍ଷାନୁଷ୍ଠାନରେ ରବିବାର ଏନ୍‌ଇଇଟି…

ବିପଦରେ ସବୁଜ ସାଗରୀୟ କଇଁଛ

ଟୋକିଓ: ଜାପାନର ସବୁଜ ସାଗରୀୟ କଇଁଛ ପ୍ରଜାତି ଏବେ ବିପଦରେ। ଜାପାନର ଏକ ଦ୍ୱୀପରେ ପାଖାପାଖି ୩୦ ଗୋଟି କଇଁଛଙ୍କ ମୃତଦେହ ମିଳିଛି। ମୃତ କଇଁଛଙ୍କ ମଧ୍ୟରୁ ଅଧିକାଂଶଙ୍କ ବେକକୁ ଧାରୁଆ ଅସ୍ତ୍ରରେ ଭୁସାଯାଇଥିବା ଦେଖିବାକୁ ମିଳିଛି। ତେବେ କିଛିଦିନ ପୂର୍ବେ…

ପିପିଇ କିଟ୍‌ ପିନ୍ଧି ଭୋଟ ଦେଲେ ଅର୍ଥମନ୍ତ୍ରୀ- ଶକ୍ତି ମନ୍ତ୍ରୀ

ନୂଆଦିଲ୍ଲୀ,୧୮।୭: ରାଷ୍ଟ୍ରପତି ନିର୍ବାଚନ ପାଇଁ ସୋମବାର ଦେଶର ଏମ୍‌ପି ଓ ବିଧାୟକମାନେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ଇତିମଧ୍ୟରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଓ କେନ୍ଦ୍ର ଶକ୍ତି ମନ୍ତ୍ରୀ ଆର.କେ ସିଂହ ପିପିଇ କିଟ୍‌ ପିନ୍ଧି ସଂସଦରେ ପହଞ୍ଚି ମତଦାନ…

ରାଷ୍ଟ୍ରପତି ନିର୍ବାଚନ: ମତଦାନ କଲେ ମୁଖ୍ୟମନ୍ତ୍ରୀ ସମେତ ୧୪୫ ବିଧାୟକ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଦେଶର ୧୫ତମ ରାଷ୍ଟ୍ରପତି ଚୟନ ପାଇଁ ସୋମବାର ମତଦାନ ହୋଇଯାଇଛି। ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମତଦାନ ଚାଲିଥିଲା। ଓଡ଼ିଶାରୁ ମୁଖ୍ୟମନ୍ତ୍ରୀ ସମେତ ୧୪୫ ବିଧାୟକ ନିଜର ମତ ସାବ୍ୟସ୍ତ କରିଛନ୍ତି। ଇତି ମଧ୍ୟରେ ପୂର୍ବତନ…

ଅସୁସ୍ଥ ଥିବା ସତ୍ତ୍ୱେ ସଂସଦରେ ପହଞ୍ଚି ଭୋଟ ଦେଲେ ବିରୋଧୀ ଦଳ ନେତା

ଭବାନୀପାଟଣା,୧୮।୭ (ସ୍ବ.ପ୍ର.): ସୋମବାର ରାଷ୍ଟ୍ରପତି ନିର୍ବାଚନ ନେଇ ମତଦାନ ହୋଇଯାଇଛି। ଅସୁସ୍ଥ ଥିବା ସତ୍ତ୍ୱେ ଦିଲ୍ଲୀର ଗୁରଗାଓଁରୁ ବିରୋଧୀ ଦଳ ନେତା ତଥା ଭବାନୀପାଟଣା ବିଧାୟକ ପ୍ରଦୀପ୍ତ କୁମାର ନାଏକ ସଂସଦରେ ନିଜର ମତ ସାବ୍ୟସ୍ତ କରିଥିଲେ। ସୂଚନାନୁଯାୟୀ, କୋଭିଡ୍‌ରେ ସଂକ୍ରମିତ…

ବର୍ଦ୍ଧିତ କରୋନା ମାମଲା ମଧ୍ୟରେ ବୁଷ୍ଟର ଡୋଜ ନେବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୮।୭: ଦେଶରେ ପୁଣି ଥରେ କରୋନା ମାମଲା ବୃଦ୍ଧି ପାଇବାରେ ଲାଗିଛି। ଭାରତର କେତୋଟି ରାଜ୍ୟରେ କରୋନା ମାମଲା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ରାଜ୍ୟବାସୀଙ୍କୁ ବୁଷ୍ଟର ଡୋଜ ନେବାକୁ ନିବେଦନ କରିଛନ୍ତି।…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୩୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରୁ ସୋମବାର ଆଉ ୫୩୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୮୫,୩୭୪ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଲକ୍ଷପତି ଆଶାରେ କରୁଥିଲେ ବ୍ରାଉନସୁଗାର ବ୍ୟବସାୟ: ବାନ୍ଧିଲା ଅବକାରୀ ଟିମ୍‌

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ପୁଣି ବ୍ରାଉନସୁଗାର ଜବତ ହୋଇଛି । ଭୁବନେଶ୍ବର ଅବକାରୀ ବିଭାଗ ୩୪ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ କପିଳେଶ୍ବରର ଛବି ଭୋଇ। ଛବି ଲକ୍ଷପତି ହେବା…

ସରିଲା ଭୋଟ ଗ୍ରହଣ,୨୧ରେ ଫଳାଫଳ

ନୂଆଦିଲ୍ଲୀ,୧୮।୭: ଦେଶର ୧୫ତମ ରାଷ୍ଟ୍ରପତି ଚୟନ ପାଇଁ ସୋମବାର ମତଦାନ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମତଦାନ ଚାଲିଥିଲା। ଏନ୍‌ଡିଏ ପକ୍ଷରୁ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥୀ କରାଯାଇଥିବା ବେଳେ ବିରୋଧୀ ଦଳ ପକ୍ଷରୁ ଯଶବନ୍ତ…

ସ୍କୁଲରେ ପିଲାଙ୍କୁ  କାମ କରାଇବାର ଭିଡିଓ ଭାଇରାଲ: ପ୍ରଧାନ ଶିକ୍ଷକ ନିଲମ୍ବିତ

ଯାଜପୁର ଅଫିସ, ୧୮।୭: ସ୍କୁଲ ଛୁଆଙ୍କୁ କାମ କରାଇବାର ଭିଡିଓ ଭାଇରାଲ ହେବା ପରେ ପ୍ରଧାନ ଶିକ୍ଷକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଯାଜପୁର ଜିଲା ବାହାଦୁରନଗର ନୋଡାଲ ୟୁପି ସ୍କୁଲର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ଦାସଙ୍କୁ ନିଲମ୍ବନ କରାଯାଇଛି।…

‘ସରିଆସିଲାଣି କୋଭିସିଲ୍ଡ଼ ଟିକା, ଆଉ ୨ ଦିନ ଯାଏ ହୋଇପାରିବ ଟିକାକରଣ’

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ୧୮ରୁ ୫୯ ବୟସ୍କଙ୍କୁ ମାଗଣାରେ ବୁଷ୍ଟର ଡୋଜ୍‌ ଦିଆଯାଉଛି। ତେବେ ଟିକାକରଣକୁ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ୧୮ରୁ ୫୯ ବୟସ୍କଙ୍କୁ ମାଗଣାରେ ବୁଷ୍ଟର ଡୋଜ୍‌ ଦିଆଯାଉଛି। ବର୍ତ୍ତମାନ ସୁଦ୍ଧା…

ନିଜ ସହଯୋଗୀଙ୍କୁ ଗୁଳି କଲେ ପୋଲିସ ଯବାନ: ୩ମୃତ

ନୂଆଦିଲ୍ଲୀ,୧୮।୭: ରାଜଧାନୀ ଦିଲ୍ଲୀର ରୋହିଣୀ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ସିକ୍କିମ ପୋଲିସର ଜଣେ ଯବାନ ନିଜର ୩ସହଯୋଗୀଙ୍କ ଉପରେ ଗୁଳି ଚଳାଇଥିବା ଜଣାପଡ଼ିଛି। ଏହି ଘଟଣାରେ ୩ଜଣ ଯବାନଙ୍କ ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri