Home Left

୨.୭୫ ଲକ୍ଷ କୋଟି ନିବେଶ କରିବ ଆର୍‌ଆଇଏଲ୍‌

ମୁମ୍ବାଇ,୩୦।୮: ଦେଶର ପ୍ରମୁଖ ବାଣିଜି୍ୟକ ପ୍ରତିଷ୍ଠାନ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ (ଆର୍‌ଆଇଏଲ୍‌) ଆସନ୍ତା ବର୍ଷ ମଧ୍ୟରେ ତା’ର ବ୍ୟବସାୟିକ ସାମ୍ରାଜ୍ୟକୁ ସମ୍ପ୍ରସାରଣ କରିବା ଲାଗି ମୋଟ ୨.୭୫ ଲକ୍ଷ କୋଟି ଟଙ୍କା ନିବେଶ କରିବ। ସୋମବାର କମ୍ପାନୀର ୪୫ତମ ବାର୍ଷିକ ସାଧାରଣ…

ସୋନାଲି ଫୋଗାଟ ମୃତ୍ୟୁ ମାମଲା, ହରିୟାଣା ଯିବ ଗୋଆ ପୋଲିସ

ପଣଜୀ,୩୦ ।୮: ଟିକ୍‌ଟକ୍ ଷ୍ଟାର ତଥା ଭାରତୀୟ ଜନତା ପାର୍ଟି(ଭାଜପା) ନେତ୍ରୀ ସୋନାଲି ଫୋଗାଟଙ୍କ ମୃତ୍ୟୁ ଓ ଡ୍ରଗ୍ସ ମାମଲାର ଯାଞ୍ଚ କରିବାକୁ ଗୋଆ ପୋଲିସର ଏକ ଟିମ ମଙ୍ଗଳବାର ହରିୟାଣା ଯିବାର କାର୍ଯ୍ୟକ୍ରମ ରହିଛି । ଗୋଆ ପୋଲିସର ୪…

ଏନ୍‌ପିସିଆଇ ସହ ଆଇସିଆଇସିଆଇ ବ୍ୟାଙ୍କର ସହଯୋଗିତା ସ୍ଥାପନ

ନୂଆଦିଲ୍ଲୀ,୩୦।୮: ସ୍ବଦେଶୀ ପେମେଣ୍ଟ ନେଟ୍‌ୱର୍କ ରୂପେରେ କ୍ରେଡିଟ୍‌ କାର୍ଡର ଶୁଭାରମ୍ଭ କରିବା ଲାଗି ଆଇସିଆଇସିଆଇ ବ୍ୟାଙ୍କ ପକ୍ଷରୁ ନ୍ୟାଶନାଲ୍‌ ପେମେଣ୍ଟ୍‌ କର୍ପୋରେଶନ ଅଫ ଇଣ୍ଡିଆ (ଏନ୍‌ପିସିଆଇ) ସହ ସହଯୋଗିତା ସ୍ଥାପନ କରାଯାଇଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ବ୍ୟାଙ୍କର ଜେମ୍‌ଷ୍ଟୋନ୍‌ ସିରିଜ୍‌ରେ କୋରାଲ୍‌ ଭାରିଆଣ୍ଟ୍‌ରେ…

ଭାରତଠାରୁ ହାରିବା ପରେ କାନ୍ଦି କାନ୍ଦି ଡ୍ରେସିଂ ରୁମ୍‌କୁ ଫେରିଲେ ପାକିସ୍ତାନ ଖେଳାଳି

ଦୁବାଇ,୩୦।୮: ଏସିଆ କପ ୨୦୨୨ରେ ପାକିସ୍ତାନର ଦ୍ରୁତ ବୋଲର ନସିମ ଶାହା ଭାରତ ବିପକ୍ଷରେ ଅନ୍ତର୍ଜାତୀୟ ଟି-୨୦ ଡେବ୍ୟୁ କରିଥିଲେ। ଡେବ୍ୟୁ ମ୍ୟାଚ୍‌ରେ ସେ ତାଙ୍କ ବୋଲିଂ ବ୍ୟତୀତ କ୍ରିକେଟ୍‌ ପ୍ରତି ଥିବା ଉତ୍ସାହ ଜରିଆରେ ପ୍ରଶଂସକଙ୍କ ହୃଦୟ ଜିତିଥିଲେ। ନସିମ…

ସୋରେନ୍‌ ସରକାରଙ୍କୁ ସମାଲୋଚନା

ରାଞ୍ଚି, ୩୦୮: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ବିଧାନସଭା ସଦସ୍ୟତା ରଦ୍ଦ ହୋଇପାରେ ବୋଲି ଚର୍ଚ୍ଚା ଜାରିଥିବାବେଳେ ନାବାଳିକାଙ୍କୁ ପେଟ୍ରୋଲ ଢାଳି ହତ୍ୟା ଘଟଣାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ବିରୋଧୀ ଭାଜପା ସୋରେନ୍‌ଙ୍କ ସରକାରକୁ ସମାଲୋଚନା କରିଛି। ରାଜ୍ୟରେ ହେମନ୍ତଙ୍କ…

ସାଟେଲାଇଟ ମାପଚୁପ ଆରମ୍ଭ

ଯାଜପୁର ଅଫିସ,୩୦ା୮:ଅନୁମୋଦନଠାରୁ ବହୁ ଗୁଣ ମୂଲ୍ୟବାନ ଗ୍ରାନାଇଟ ପଥର ଉତ୍ତୋଳନ ଉପରେ ସାଟେଲାଇଟ୍‌ ମାପଚୁପ ପ୍ରକ୍ରିୟା ସୋମବାରଠାରୁ ଆରମ୍ଭ ହୋଇଛି। କଟକସ୍ଥିତ ମାଇ ୱାର୍ଲଡ୍‌ କନସଲଟାନ୍ସିକୁ ଏହି ଦାୟିତ୍ୱ ଦିଆଯାଇଛି। ଏହି ପ୍ରକ୍ରିୟା ଆରମ୍ଭରେ ଡଙ୍କାରୀ ପାହାଡ଼ର ୩ଟି ଖାଦାନର ମାପଚୁପ…

ଚନ୍ଦ୍ରକୁ ରକେଟ୍‌ ଉତ୍‌କ୍ଷେପଣ ସ୍ଥଗିତ

ଓ୍ବାଶିଂଟନ୍‌, ୩୦ା୮:ଆମେରିକାର ସ୍ପେସ୍‌ ଏଜେନ୍ସି ନାସା ସୋମବାର ଚନ୍ଦ୍ରକୁ ସବୁଠୁ ଶକ୍ତିଶାଳୀ ରକେଟ୍‌ ଉତ୍‌କ୍ଷେପଣ ନିମନ୍ତେ ହୋଇଥିବା ଯୋଜନାକୁ ସ୍ଥଗିତ ରଖିଛି। ଦୁଇ ପର୍ଯ୍ୟାୟର ସ୍ପେସ୍‌ ଲଞ୍ଚ୍‌ ସିଷ୍ଟମ୍‌ (ଏସ୍‌ଏଲ୍‌ଏସ୍‌) ଇଞ୍ଜିନ୍‌ରେ ଯାନ୍ତ୍ରିକ ତ୍ରୁଟି ଦେଖାଯିବାରୁ ଏହି କାର୍ଯ୍ୟକ୍ରମ ଅଟକା ଯାଇଥିବା…

ନୋଏଡାର ୧୦୦ ବେଆଇନ ବିଲ୍ଡିଂ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୩୦।୮: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସୁପରଟେକ୍‌ କମ୍ପାନୀର ବେଆଇନ ନିର୍ମିତ ଟୁଇନ୍‌ ଟାଓ୍ବାର ରବିବାର ମାଟିରେ ମିଶିବା ପରେ ଏବେ ନୋଏଡ଼ା କର୍ତ୍ତୃପକ୍ଷ ଉକ୍ତ ଅଞ୍ଚଳରେ ବେଆଇନ ଭାବେ ଗଢ଼ିଉଠିଥିବା ଶତାଧିକ ବିଲ୍ଡିଂ ଉପରେ ନଜର ପକାଇଛନ୍ତି। ସେଥିରୁ ଅଧିକାଂଶ ବିଲ୍ଡିଂକୁ ୨୦୦୯ରୁ…

ଖରିଫ ଧାନରେ ମାଟିଆଗୁଣ୍ଡି ପୋକ

କେନ୍ଦ୍ରାପଡ଼ା ଅଫିସ, ୩୦ା୮:ଚଳିତ ବର୍ଷର ଲଗାଣ ବର୍ଷା ଓ ବନ୍ୟାଜନିତ କ୍ଷତି ଆକଳନ ସରିନାହିଁ। ରାଜକନିକା ଓ ଆଳି ବ୍ଲକ ଅଞ୍ଚଳରେ ପୁନର୍ବାର ବ୍ରାହ୍ମଣୀ, ଖରସ୍ରୋତା ଓ କାଣୀରେ ବନ୍ୟା ଆସି କ୍ଷେତ ଜମି ପାଣି ଘେରରେ ଅଛି। ଏପରି କି…

ଚୋରି ଶିଶୁ ଭାଜପା ନେତାଙ୍କ ଘରୁ ଉଦ୍ଧାର

ଲକ୍ଷ୍ନୌ,୩୦।୮:ମଥୁରା ରେଳଷ୍ଟେଶନରୁ ଗତ ସପ୍ତାହରେ ଜଣେ ୭ ମାସର ଶିଶୁ ଚୋରି ହୋଇଥିଲା। ଚୋରି ସମୟର ଦୃଶ୍ୟ ଷ୍ଟେଶନରେ ଲାଗିଥିବା ସିସିଟିଭିରେ କଏଦ ହୋଇଛି। ପୋଲିସ ଖୋଜାଖୋଜି ପରେ୧୦୦ କିଲୋମିଟର ଦୂର ଫିରୋଜାବାଦର ଭାଜପା କର୍ପୋରେଟରଙ୍କ ଘରୁ ଉକ୍ତ ଶିଶୁକୁ ଉଦ୍ଧାର…

ଭଙ୍ଗାଘରେ ବିତୁଛି ଜୀବନ, ବର୍ଷେ ହେଲା ମିଳୁନି ରାଶନ

ରାଜନଗର,୩୦ା୮(ଡି.ଏନ.ଏ.):କେହି ଯେପରି ଉପାସରେ ନ ରହିବେ ସେଥିପାଇଁ ଖାଦ୍ୟ ସୁରକ୍ଷା ଯୋଜନା ମାଧ୍ୟମରେ ସରକାର ଗରିବ ଲୋକମାନଙ୍କୁ ପ୍ରତିମାସରେ ଚାଉଳ, ଗହମ ଯୋଗାଇ ଦେଉଛନ୍ତି। କିନ୍ତ୨ୁ ଭଙ୍ଗା ଚାଳଘର ଉପରେ ପାଲ ଟାଣି ରହୁଥିବା ଗରିବ ପରିବାର ବର୍ଷେ ହେଲା ରାଶନ…

ଚଢ଼ା ଦରରେ ସାର ବିକ୍ରି: ଚିନ୍ତାରେ ଚାଷୀ

ମହାକାଳପଡ଼ା, ୩୦ା୮(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ମୋଟ ଚାଷ ଜମି ୨୮,୫୦୦ ହେକ୍ଟରରୁ ଅଧିକ। ସେଥିମଧ୍ୟରୁ ୨୪ ହଜାର ହେକ୍ଟରରୁ ଅଧିକ ଜମିରେ ଖରିଫ ଧାନ ଫସଲ ହେଉଛି। ଏହି ଅଞ୍ଚଳରେ ୭ ହଜାରରୁ ଅଧିକ ଜଳସେଚନ ଜମି ରହିଛି। ଭାଦ୍ରବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri