ବିରାଟ କୋହଲିଙ୍କ ପାଇଁ ବ୍ରତ ରଖିଲେ ୧୧ ବର୍ଷୀୟା ଆଥଲେଟ୍
ନୂଆଦିଲ୍ଲୀ,୧୮।୭: ଆଜିକାଲି ଭାରତୀୟ ବ୍ୟାଟ୍ସମ୍ୟାନ୍ ବିରାଟ କୋହଲି ନିଜ ଫର୍ମକୁ ନେଇ ସଂଘର୍ଷ କରୁଛନ୍ତି। ସେ ପ୍ରାୟ ଅଢେଇ ବର୍ଷ ଧରି କୌଣସି ଫର୍ମାଟରେ ଶତକ ହାସଲ କରିବାରେ ସକ୍ଷମ ହୋଇ ନାହାଁନ୍ତି । ଏହି କାରଣରୁ ସେ ମଧ୍ୟ ଅନେକ…
ଗୋରୁ ବୋଝେଇ ପିକ୍ଅପ୍ ଜବତ, ୩ ଅଟକ
ପାଟଣା,୧୮ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କ୍ଷୀରେଇ ଟାଙ୍ଗିରି ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର କ୍ଷୀରେଇଟାଙ୍ଗିରି ଟୋଲ୍ଗେଟ ନିକଟରୁ ରବିବାର ବିଳମ୍ବିତ ରାତିରେ ଏକ ଗୋରୁ ବୋଝେଇ ପିକ୍ଅପ୍କୁ ବଜରଙ୍ଗ ଦଳର କର୍ମୀମାନେ ଅଟକ ରଖି ଗାଡ଼ିରୁ ୯…
ଦନ୍ତାହାତୀର ମୃତଦେହ ଠାବ
ନୀଳଗିରି,୧୮ା୭(ସ୍ବ.ପ୍ର.): ବାରାଗଡ଼ିଆ ଗାଁରେ ଜଣେ ବ୍ୟକ୍ତିଙ୍କ ବାଡ଼ି ପଛପଟେ ଦନ୍ତାହାତୀର ମୃତ୍ୟୁ ହୋଇଛି। ତେବେ ଦନ୍ତା ମୃତ୍ୟୁର କାରଣ ଅସ୍ପଷ୍ଟ। ଘଟଣାସ୍ଥଳରେ ବନବିଭାଗ ଜଗିରହିଛି। ବାଲେଶ୍ୱର ଜିଲା ନୀଳଗିରି ରେଞ୍ଜର ବାରାଗଡିଆ ଗାଁର ପୁରସ୍ତମ ସିଂଙ୍କ ବାଡ଼ିରେ ଏହି ଦନ୍ତା ହାତୀର…
ଇତିହାସ ରଚିଲେ ପାଣ୍ଡ୍ୟା
ମାଞ୍ଚେଷ୍ଟର,୧୮।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ସିରିଜର ଶେଷ ମ୍ୟାଚ ରବିବାର ଖେଳାଯାଇଥିଲା। ଏହି ମ୍ୟାଚରେ ଟିମ ଇଣ୍ଡିଆ ଏକ ରୋମାଞ୍ଚକର ବିଜୟ ହାସଲ କରି ସିରିଜ ଜିତିଛି। ଏହି ଐତିହାସିକ ବିଜୟରେ ବିସ୍ଫୋରକ ବ୍ୟାଟ୍ସମ୍ୟାନ ରିଷଭ…
ଆଉଜଣେ ରସିକିଆ ସ୍ବାମୀ: ନିଜକୁ ସଫ୍ଟୱେର ଇଞ୍ଜିନିୟର କହି ଏକାଧିକ ଯୁବତୀଙ୍କୁ ବିବାହ
ଭୁବନେଶ୍ୱର,୧୮ା୭(ବ୍ୟୁରୋ): ନିଜକୁ ଡାକ୍ତର ପରିଚୟ ଦେଇ ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ଯୁବତୀ ଓ ମହିଳାଙ୍କୁ ବିବାହ କରି ଗିରଫ ହୋଇଥିଲେ ରମେଶ ସ୍ବାଇଁ। ସେ ଏବେ ଜେଲ୍ରେ ଥିବାବେଳେ ଆଉଜଣେ ରସିକିଆ ଠକ ଚର୍ଚ୍ଚାକୁ ଆସିଛନ୍ତି। ନିଜକୁ ସଫ୍ଟୱେର ଇଞ୍ଜିନିୟର…
କୋଣାଦିତ୍ୟର କଳାକୃତି ପାଇଁ ଅଖଣ୍ଡ ଓଡ଼ିଶାର ଶିଳ୍ପୀ ସାମିଲ ଥିଲେ
କୋଣାର୍କରେ ଶ୍ରୀପଦ୍ମକେଶର ମନ୍ଦିର ନିର୍ମାଣରେ ଅଖଣ୍ଡ ଓଡ଼ିଶାର ଅବଦାନ ଥିଲା। ଓଡ଼ିଶାରୁ ଅଲଗା କରାଯାଇ ଅନ୍ୟ ପ୍ରଦେଶରେ ଯେଉଁ ଅଞ୍ଚଳଗୁଡ଼ିକୁ ମିଶାଇ ଦିଆଯାଇଛି, ସେମାନଙ୍କର ବି ଅବଦାନ ଥିଲା। ଯେମିତି ଆନ୍ଧ୍ରପ୍ରଦେଶରେ ମିଶିଥିବା ଅଞ୍ଚଳର ରାଜା, ଖଣ୍ଡପାଳଗଡ଼ର ନାୟକମାନେ ନିର୍ବିକାର ଭାବରେ…
ଏକୁଲ-ସେକୁଲରେ ପୁଣି ଜନନୀ ଯନ୍ତ୍ରଣା
କାମାକ୍ଷାନଗର,୧୮ା୭(ଡି.ଏନ୍.ଏ.): ଉପାନ୍ତରୁ ଉପକୂଳ। ଆଦିବାସୀବହୁଳ ଇଲାକାରୁ ଶିଳ୍ପସମୃଦ୍ଧ ଅଞ୍ଚଳ। ସ୍ବାସ୍ଥ୍ୟସେବାକୁ ନେଇ ସବୁଠି ତିକ୍ତ ଓ ନକାରାତ୍ମକ ଅନୁଭୂତି। ଦୁର୍ଗମ ଇଲାକାରେ ଆମ୍ବୁଲାନ୍ସ ପହଞ୍ଚତ୍ ପାରୁ ନ ଥିବାରୁ ରୋଗୀ କାନ୍ଧରେ ବୁହାହେଉଛନ୍ତି ତ ଗର୍ଭବତୀଙ୍କୁ ମେଡିକାଲ ଆଣିବା ପାଇଁ ଉଛୁଳା…
ଜେଲ ଫେରନ୍ତା ଯୁବକଙ୍କୁ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୩ ଗିରଫ
ଭୁବନେଶ୍ୱର,୧୮।୭ (ବ୍ୟୁରୋ): ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପଳାଶୁଣୀସ୍ଥିତ ମୁଣ୍ଡାସାହିଠାରେ ନିର୍ମାଣଧିନ ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର (ଏମ୍ସିସି) ଭିତରେ ଜେଲ ଫେରନ୍ତା ବିହାରୀ ଯୁବକ ମୁକେଶ ଚୌଧୁରୀଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାର ୪ ମାସ ପରେ ଫେରାର ଥିବା ମୁଖ୍ୟ…
ଅବଲୁପ୍ତ ଗ୍ରାମାଞ୍ଚଳ ପାଠାଗାର
ଯାଜପୁର ଅଫିସ,୧୮ା୭: ରାଜ୍ୟରେ ପାଠାଗାର ନିର୍ଦ୍ଦେଶାଳୟ ନ ଥିବାରୁ ସର୍ବସାଧାରଣ ପାଠାଗାରର ପ୍ରଚାର ପ୍ରସାରରେ ଅନ୍ତରାୟ ହୋଇଛି। ଯାଜପୁର ଜିଲା ବିଞ୍ଝାରପୁରଠାରେ ଏକ ପଠନ କେନ୍ଦ୍ର ଗଠନ ନିମନ୍ତେ ଦାବି ହୋଇଆସୁଥିବା ବେଳେ ସରକାର କିମ୍ବା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଉ…
ଜାତୀୟ ସହରାଞ୍ଚଳ ସ୍ବାସ୍ଥ୍ୟ ମିଶନ ସ୍ଥାଣୁ
କେନ୍ଦ୍ରାପଡ଼ା ଅଫିସ, ୧୮ା୭: ୨୦୧୪ ଫେବୃୟାରୀ ୨୩ରୁ ରାଜ୍ୟରେ ଜାତୀୟ ସହରାଞ୍ଚଳ ସ୍ବାସ୍ଥ୍ୟ ମିଶନ ଆରମ୍ଭ ହେଲାଣି। ତେବେ କେନ୍ଦ୍ରାପଡ଼ା ସହରରେ ଏହି ମିଶନ କାର୍ଯ୍ୟକ୍ରମ ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକାରୀ ହୋଇ ପାରିନାହିଁ। ୨୪ ମହିଳା ଆରୋଗ୍ୟ ସମିତି ଗଠନ ହେବାକୁ…
ମନ୍ଦାକିନୀ ବ୍ୟାରେଜର ୫ ନମ୍ବର ଗେଟ୍ ଭାଙ୍ଗିଲା
ନିରାକାରପୁର,୧୮ା୭(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ରାମେଶ୍ୱର ପଞ୍ଚାୟତ ସ୍ଥିତ ମନ୍ଦାକିନୀ ବ୍ୟାରେଜର ୫ ନମ୍ବର ଗେଟ୍ଟି ପାଣି ସୁଅରେ ଭାଙ୍ଗିଯାଇଛି। ଫଳରେ ତଳ ମୁଣ୍ଡରେ ଘାଇ ସୃଷ୍ଟି ହୋଇ ୨ଟି ପଞ୍ଚାୟତର ୫ରୁ ଊର୍ଦ୍ଧ୍ୱ ଗାଁ ପାଣିଘେରରେ ରହିଛି। ଚାଷୀଙ୍କ ହିତ ପାଇଁ…
ଜିଲା ମୁଖ୍ୟ ଚିକିତ୍ସାଳୟରେ ମିଳିବ ଅତ୍ୟାଧୁନିକ ସେବା
ଖୋର୍ଦ୍ଧା ଅଫିସ,୧୮ା୭: ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟର ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରାଯାଇଛି। ରବିବାର ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ (ପରିବାର କଲ୍ୟାଣ) ବିଜୟ ମହାପାତ୍ର ଏବଂ ସ୍ବାସ୍ଥ୍ୟ ନିର୍ଦ୍ଦେଶକ (ଜନସ୍ବାସ୍ଥ୍ୟ) ଡା. ନିରଞ୍ଜନ ମିଶ୍ରଙ୍କ ତତ୍ତ୍ୱାବଧାନରେ ଏକ ସ୍ବତନ୍ତ୍ର ଟିମ୍ ଖୋର୍ଦ୍ଧା…
Archives


