Home Left

ରାଜଧାନୀରେ ୧୭୫ ବେଆଇନ ଆପାର୍ଟମେଣ୍ଟ

ଭୁବନେଶ୍ୱର,୩୦ା୮(ବ୍ୟୁରୋ):ଉତ୍ତର ପ୍ରଦେଶର ନୋଏଡ଼ାରେ ନିର୍ମାଣ ହୋଇଥିବା ୧୦୦ ମିଟର ଉଚ୍ଚତାର ଦୁଇଟି ବେଆଇନ ଅଟ୍ଟାଳିକାକୁ ରବିବାର ବିସ୍ଫୋରଣରେ ଉଡ଼ାଇ ଦିଆଯାଇଛି। କୋଷ୍ଟାଲ ରେଗୁଲେଶନ ଜୋନ୍‌ ସର୍ତ୍ତକୁ ଉଲ୍ଲଂଘନ କରିଥିବାରୁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶରେ ସେହି ବହୁତଳ ଆପାର୍ଟମେଣ୍ଟକୁ ଧରାଶାୟୀ କରାଯାଇଛି। ଅନ୍ୟପକ୍ଷରେ ରାଜଧାନୀ…

ଦେଢ଼ ଲକ୍ଷରେ ବହୁରୂପୀ ଏଣ୍ଡୁଅ ଡିଲ୍‌

ଭୁବନେଶ୍ୱର, ୩୦ା୮(ବ୍ୟୁରୋ):ରାଜ୍ୟରେ ବଜ୍ରକାପ୍ତା ଭଳି ବହୁରୂପୀ ଏଣ୍ଡୁଅର ମଧ୍ୟ ଚୋରା ଚାଲାଣ ହେଉଛି। ରାଜଧାନୀ ଭୁବନେଶ୍ୱରରେ ଏହି ରାକେଟ ସକ୍ରିୟ ଥିବାବେଳେ ଲକ୍ଷ ଲକ୍ଷ ଟଙ୍କାରେ କାରବାର ହେଉଥିବା ଜଣାପଡିଛି। ସୋମବାର ସତ୍‌ସଙ୍ଗ ବିହାର ନିକଟ ଶ୍ୟାମାପ୍ରସାଦ ପାର୍କରେ ଚଢ଼ାଉ କରି…

ମହିଳା, ଶିଶୁ ବିରୋଧୀ ଅପରାଧ ୧୫% ବୃଦ୍ଧି

ନୂଆଦିଲ୍ଲୀ, ୩୦ା୮: ଦେଶବ୍ୟାପୀ ମହିଳା ଓ ଶିଶୁ ବିରୋଧୀ ହିଂସା, ଅପରାଧ ବୃଦ୍ଧି ଚିନ୍ତାଜନକ ରହିଛି। ଅଧିକାଂଶ ମହିଳା ବିଶେଷକରି ଘରୋଇ ହିଂସାର ଶିକାର ହେଉଥିବାବେଳେ ଅସଦାଚରଣ, ଅପହରଣ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ମହିଳା ବିରୋଧୀ ଅପରାଧ ମାମଲା ୨୦୨୦ ତୁଳନାରେ…

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲଢିବାକୁ ଚିନ୍ତା କରୁଛନ୍ତି ଥରୁର, ଖୁବଶୀଘ୍ର ନେଇ ପାରନ୍ତି ନିଷ୍ପତ୍ତି

ନୂଆଦିଲ୍ଲୀ,୩୦ ।୮: କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ତାରିଖ ଘୋଷଣା ହେବା ପରେ ଏବେ ସମସ୍ତଙ୍କ ନଜର ଜି-୨୩ ନେତାଙ୍କ ଉପରେ । ସମସ୍ତଙ୍କ ମନରେ ପ୍ରଶ୍ନ କ’ଣ ପୁଣିଥରେ ବା ତୃତୀୟ ଥର କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ…

‘ଇମ୍‌ଲି’ ପ୍ରଶଂସକଙ୍କ ପାଇଁ ଦୁଃଖ ଖବର, ଶୋ’ ଛାଡିବେ ଫହମାନ-ସୁମ୍ବୁଲ

ଲୋକପ୍ରିୟ ଟେଲି ଧାରାବାହିକ ‘ଇମ୍‌ଲି’ ପ୍ରଶଂସକଙ୍କ ପାଇଁ ଏକ ଦୁଃଖଦ ଖବର। ଏହି ଶୋ’ର ମୁଖ୍ୟ ଭୂମିକାରେ ଅଭିନୟ କରିଥିବା ଫହମାନ ଖାନ ଏବଂ ସୁମ୍ବୁଲ ତୌକିର ଆଉ ଏହି ଶୋ’ର ଅଂଶ ହେବାକୁ ଯାଉନାହାନ୍ତି। ଏହାକୁ ନେଇ ଏହି ଯୋଡି…

ବିଶ୍ୱର ଏକାକୀ ରହୁଥିବା ବ୍ୟକ୍ତିଙ୍କ ମୃତ୍ୟୁ

ବ୍ରାସିଲିଆ,୨୯।୮:: ବିଶ୍ୱର ସବୁଠାରୁ ଏକୁଟିଆ ରହୁଥିବା ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ବ୍ରାଜିଲର ରେନ୍‌ ଫରେଷ୍ଟରୁ ତାଙ୍କ ମୃତଦେହ ମିଳିଛି। ମୃତ ବ୍ୟକ୍ତିଙ୍କ ବାବଦରେ କାହାରି ପାଖରେ କୌଣସି ତଥ୍ୟ ନ ଥିବା ବେଳେ ଦୀର୍ଘ ୨୬ ବର୍ଷ ଧରି ବ୍ୟକ୍ତି ଜଣକ…

ବୁଧବାର ପାଟନା ଗସ୍ତ କରିବେ କେସିଆର

ହାଇଦ୍ରାବାଦ,୨୯।୮: ଟିଆରଏସ୍‌ ମୁଖ୍ୟ ତଥା ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ(କେସିଆର) ବୁଧବାର ବିହାର ଗସ୍ତ କରିବେ। ବୁଧବାର ସକାଳେ ହାଇଦ୍ରାବାଦ ବିମାନବନ୍ଦରରୁ ସେ ପାଟନାକୁ ଯିବେ। ପାଟନାରେ କେସିଆର ରାଜ୍ୟର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଭେଟିବେ। ଏହି ସମୟରେ ଦୁହେଁ…

ଧାମନଗର ବିଧାୟକ ଅସୁସ୍ଥ

ଭଦ୍ରକ ଅଫିସ,୨୯।୮: ବିରୋଧୀ ଦଳ ଉପନେତା ତଥା ଭଦ୍ରକ ଜିଲା ଧାମନଗର ବିଧାୟକ ବିଷ୍ଣୁ ସେଠୀ ଅସୁସ୍ଥ ହୋଇପଡ଼ିଛନ୍ତି। ସେ ଏବେ ଭୁବନେଶ୍ୱରସ୍ଥିତ ଏମ୍‌ସ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ପୂର୍ବରୁ ମଧୁମେହ ଓ ରକ୍ତଚାପ ହଠାତ୍‌ ବଢ଼ିଯିବାରୁ ବିଧାୟକ ଏମ୍‌ସରେ ଚିକିତ୍ସିତ…

୧୦୦ ବେଆଇନ ବିଲ୍ଡିଂ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୯।୮: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସୁପରଟେକ୍‌ କମ୍ପାନୀର ବେଆଇନ ନିର୍ମିତ ଟ୍ବିନ୍‌୍‌ ଟାଓ୍ବାର ରବିବାର ମାଟିରେ ମିଶିବା ପରେ ଏବେ ନୋଏଡା କର୍ତ୍ତୃପକ୍ଷ ଉକ୍ତ ଅଞ୍ଚଳରେ ବେଆଇନ ଭାବେ ଗଢ଼ିଉଠିଥିବା ଶତାଧିକ ବିଲ୍ଡିଂ ଉପରେ ନଜର ପକାଇଛନ୍ତି। ସେଥିରୁ ଅଧିକାଂଶ ବିଲ୍ଡିଂକୁ ୨୦୦୯ରୁ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଅଭିଯୁକ୍ତ ଗିରଫ

ବାହାନଗା,୨୯ା୮(ଡି.ଏନ.ଏ.)- ବାହାନଗା ବ୍ଲକ ସାହାସପୁର ଗ୍ରାମର ଜଣେ ଯୁବକଙ୍କ ମରଣାନ୍ତକ ଆକ୍ରମଣରେ ଅନ୍ୟଜଣେ ଯୁବକ ଗୁରୁତର ହୋଇଛନ୍ତି। ଏନେଇ ଗୋପାଳପୁର ଫାଣ୍ଡି ପୋଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ପୂର୍ଣ୍ଣଚନ୍ଦ୍ର ନାୟକ। ରବିବାର…

ନାବାଳିକାଙ୍କୁୁ ଅସଦାଚରଣ ମାମଲା: ଦୋଷୀଙ୍କୁ ୩ ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ,୨୯।୮- ବାଲେଶ୍ୱର ଜିଲା ସ୍ବତନ୍ତ୍ର ପୋକ୍‌ସୋ ଅଦାଲତରେ ସୋମବାର ଏକ ନାବାଳିକା ଅସଦାଚରଣ ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ରଞ୍ଜନ କୁମାର ସୂତାର ଏହାର ବିଚାର କରି ଅଭିଯୁକ୍ତଙ୍କୁ ୩ବର୍ଷ ଜେଲ ସହ ୪ହଜାର ଟଙ୍କା ଜରିମାନାରେ ଦଣ୍ଡିତ…

ଏହି ୫ଟି ଯୋଗାସନ କରିବା ଦ୍ୱାରା ସୁସ୍ଥ ରହିଥାଏ ହାର୍ଟ

ସ୍ବାସ୍ଥ୍ୟ ଏବଂ ସୁସ୍ଥତା ବଜାୟ ରଖିବା ପାଇଁ ଯୋଗ ହିଁ ନିତ୍ୟାନ୍ତ ଆବଶ୍ୟକ। ଯୋଗ ଅଭ୍ୟାସ ଦ୍ୱାରା ଉଭୟ ଶାରୀରିକ ଏବଂ ମାନସିକ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ଅନେକ ସମସ୍ୟାକୁ ମୁକାବିଲା କରିବାରେ ସାହାଯ୍ୟ କରିଥାଏ। ଚାପମୁକ୍ତି ଏବଂ ଚିନ୍ତାର ମୁକାବିଲା, ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri