Home Left

ବର୍ଷକ ପରେ ଖୋଲିଲା ସିନେମାଘର

କରାଚୀ,୨୯।୮: ନିକଟରେ ଆଫଗାନିସ୍ଥାନରେ କଠୋରପନ୍ଥୀ ତାଲିବାନୀ ଶାସନକୁ ଏକ ବର୍ଷ ପୂରିଥିବା ବେଳେ ପାଖାପାଖି ବର୍ଷକ ପରେ ଦେଶରେ ସିନେମା ଘର ଖୋଲିଛି। ଏହି ଫିଲ୍ମରେ ତାଲିବାନ ସରକାର ନୂଆ ନିୟମ ଲାଗୁ କରିଛନ୍ତି। ଫିଲ୍ମରେ ମହିଳାଙ୍କର ଅଧିକାଂଶ ଦୃଶ୍ୟ କାଟି…

ମିସ୍‌ ଡିଭା ୟୁନିଭର୍ସ ଦିବିତା ରାୟ

ନୂଆଦିଲ୍ଳୀ,୨୯।୮: ଚଳିତବର୍ଷର ମିସ୍‌ ଡିଭା ୟୁନିଭର୍ସ ପ୍ରତିଯୋଗିତାରେ କର୍ନାଟକର ଦିବିତା ରାୟ ବିଜୟିନୀ ହୋଇଛନ୍ତି। ୧୦ମ ଡିଭା ୟୁନିଭର୍ସ ପ୍ରତିଯୋଗିତାରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ଗତବର୍ଷର ମିସ୍‌ ୟୁନିଭର୍ସ ହରନାଜ ସନ୍ଧୁ। ହରନାଜ ଦିବିତାଙ୍କୁ ବିଜୟ ମୁକୁଟ ପିନ୍ଧାଇଥିଲେ।…

ସୋନାଲୀ ମୃତ୍ୟୁ ମାମଲା: ଖଟ୍ଟରଙ୍କ ସହ କଥା ହେଲେ ଗୋଆ ମୁଖ୍ୟମନ୍ତ୍ରୀ

ପଣଜୀ,୨୯।୮: ହରିଆଣା ଭାଜପା ନେତ୍ରୀ ତଥା ଟିକ୍‌ଟକ୍‌ ଷ୍ଟାର ସୋନାଲୀ ଫୋଗାଟଙ୍କ ମୃତ୍ୟୁ ପରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଏହି ମାମଲାରେ ଏପର୍ଯ୍ୟନ୍ତ ୫ଜଣଙ୍କୁ ଗିରଫ କରାଯାଇଛି। ଯଦି ଆବଶ୍ୟକ ହୁଏ, ତେବେ ସୋନାଲୀଙ୍କ ହତ୍ୟା…

‘ମୋତେ ଗିରଫ କରି ଦେଖାଉ ଭାଜପା’

କୋଲକାତା,୨୯।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ଭାଜପାକୁ ଟାର୍ଗେଟ କରି ବର୍ଷିଛନ୍ତି। ସେ କହିଛନ୍ତି, ଦେଶର ନିର୍ବାଚିତ ସରକାରମାନଙ୍କୁ ଭାଙ୍ଗିବାକୁ ଉଦ୍ୟମ କରାଯାଉଛି। ନିର୍ବାଚିତ ରାଜ୍ୟସରକାରଙ୍କୁ ହଟାଇବା ପାଇଁ ଭାଜପା ସିବିଆଇ, ଇଡି ଅସ୍ତ୍ର ଏବଂ କଳାଧନର ବ୍ୟବହାର କରୁଛି।…

କେହି ଶୁଣିଲେନି, ଧାରଣା ଦେଲା ଦୁଗ୍ଧ ସମବାୟ ସମିତି

କୁଚିଣ୍ଡା,୨୯ା୮(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ କୁଲୁଣ୍ଡି ପଞ୍ଚାୟତ ଗୌଡପାଲି ପ୍ରାଣୀ ଚିକିତ୍ସା ଉପକେନ୍ଦ୍ରରେ ସ୍ଥାୟୀ ପ୍ରାଣୀଧନ ନିରୀକ୍ଷକ ନିଯୁକ୍ତି ଦାବିରେ ସୋମବାର ଚାଷୀମାନେ ଧାରଣା ଦେଇଛନ୍ତି। ଏଠାରେ ଅବସ୍ଥାପିତ ପ୍ରାଣୀଧନ ନିରୀକ୍ଷକ ବିଶ୍ବଜିତ କୁଅଁରଙ୍କ ପଦୋନ୍ନତି ହେବାରୁ ଦୀର୍ଘ ୬ମାସ…

ଏସ୍‌ସିବିରୁ ଡିସ୍‌ଚାର୍ଜ ହେଲେ ପଦ୍ମଶ୍ରୀ କମଳା ପୂଜାରୀ

ଜୟପୁର,୨୯।୮(ଡି.ଏନ୍‌.ଏ): ପାରମ୍ପରିକ ଜୈବିକ ଚାଷର ପ୍ରଚାର ପ୍ରସାର କରିବା ଦିଗରେ ବିଶେଷ ଭୂମିକା ଗ୍ରହଣ କରିଥିବା ପଦ୍ମଶ୍ରୀ କମଳା ପୂଜାରୀ ସୋମବାର ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି। ସ୍ବାସ୍ଥ୍ୟବସ୍ଥାରେ ଉନ୍ନତି ପରେ ଏସ୍‌ସିବିରୁ ତାଙ୍କୁ ଡିସ୍‌ଚାର୍ଜ କରାଯାଇଛି। ଅସୁସ୍ଥତା କାରଣରୁ ଗତ ୨୫…

ବାଇକ୍‌ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ

ଆସିକା,୨୯ା୮(ଡି.ଏନ୍‌.ଏ.): ଆସିକା ଥାନା ଅଧୀନ ବଡ଼ଖୋଲି ଗ୍ରାମର ରଞ୍ଜିତ ଶିଅ ଶୁକ୍ରବାର ବାଇକ୍‌ ଧକ୍କାରେ ଗୁତୁତର ଆହତ ହୋଇଥିଲେ । ଚିକିତ୍ସାଧୀନ ଅବସ୍ଥାରେ ରବିବାର ତାଙ୍କର ମୃତ୍ୟୁ ଘଟିଛି। ରଞ୍ଜିତ ସାଇକେଲରେ ଆସୁଥିବା ବେଳେ ଏକ ବାଇକ୍‌ ଧକ୍କା ଦେବାରୁ ଗୁରୁତର…

ଶିକ୍ଷୟିତ୍ରୀଙ୍କୁ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମାଡ଼ ଘଟଣା: ଉଭୟଙ୍କ ବଦଳି ଦାବିରେ ବିଦ୍ୟାଳୟରେ ତାଲା

ଆନନ୍ଦପୁର,୨୯। ୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ବେଲବାହାଳି ପଞ୍ଚାୟତ ଅଞ୍ଚଳର ଏକ ପ୍ରାଥମିକ ବିଦ୍ୟାଳୟକୁ ସୋମବାର ଗ୍ରାମବାସୀ ତାଲା ପକାଇଦେଇଛନ୍ତି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଓ କନିଷ୍ଠ ଶିକ୍ଷୟିତ୍ରୀଙ୍କ ବଦଳି ଦାବି କରି ଗ୍ରାମବାସୀ ତାଲା ପକାଇ ଆନ୍ଦୋଳନ କରିଛନ୍ତି।…

ସୁରକ୍ଷାକର୍ମୀଙ୍କୁ ଆକ୍ରମଣ କରି ଲୁଟିବା ଘଟଣାରେ ଗିରଫ ହେଲେ ୨ ଅଭିଯୁକ୍ତ

ବଡ଼ବିଲ,୨୯।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅର୍ନ୍ତଗତ କାରାଖେଣ୍ଡରାସ୍ଥିତ ସ୍ପଞ୍ଜ ଆଇରନ ପ୍ଲାଣ୍ଟର ସୁରକ୍ଷାକର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଦେଢ଼ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ ଚୋରି ଅଭିଯୋଗରେ ପୋଲିସ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ…

ଜନ୍‌ ଆବ୍ରାହମଙ୍କ ସହ ଡେବ୍ୟୁ କରିବେ ଶେହନାଜ, ଦୀପାବଳିରେ ହେବ ରିଲିଜ୍‌!

ମୁମ୍ବାଇ: ଅଭିନେତ୍ରୀ ଶେହନାଜ ଗିଲ ଏବେ ବଲିଉଡ୍‌ରେ ଏଣ୍ଟ୍ରି କରିବାକୁ ଯାଉଛନ୍ତି। ପ୍ରଥମେ ତ ଶୁଣିବାକୁ ମିଳୁଥିଲା କି, ସେ ସଲମାନ ଖାନ୍‌ଙ୍କ ଅପକମିଙ୍ଗ୍‌ ଫିଲ୍ମ ‘ଭାଇଜାନ’ରେ ନଜର ଆସିବେ। ହେଲେ ବର୍ତ୍ତମାନ ଶେହନାଜ ତାଙ୍କର ଦ୍ୱିତୀୟ ବଲିଉଡ୍‌ ଫିଲ୍ମକୁ ନେଇ…

ଶୋଇଥିଲେ ମହିଳା, ଉପରେ ଚଢ଼ି ଫଣା ଟେକିଲା…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ଟିଭିରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଚୁମ୍ବନ ଦେଲେ ଆଫଗାନିସ୍ତାନ ପ୍ରଶଂସକ

ଦୁବାଇ,୨୯।୮: ଏସିଆ କପ୍‌ର ଏକ ମ୍ୟାଚରେ ଭାରତୀୟ ଦଳ ପାକିସ୍ତାନ ବିପକ୍ଷରେ ରୋମାଞ୍ଚକର ବିଜୟ ହାସଲ କରିଛି। ଏହି ବିଜୟର ହିରୋ ଥିଲେ ହାର୍ଦ୍ଦିକ ପାଣ୍ଡ୍ୟା। ସେ ପ୍ରଥମେ ୩ଟି ଉଇକେଟ୍‌ ନେବା ପରେ ୩୩ ରନ୍‌ର ଏକ ମ୍ୟାଚ୍‌ ବିଜୟୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri