Home Left

ଦୀର୍ଘବର୍ଷ ପରେ ଗାଁ ଲୋକ ଦେଖିବାକୁ ପାଇଲେ କଂକ୍ରିଟ୍‌ ରାସ୍ତା, ଖେଳିଗଲା ଆନନ୍ଦ

ଧର୍ମଶାଳା,୨୫ା୧୦(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନମଣ୍ଡଳୀର ଉତ୍ତରପ୍ରତାପ ପଞ୍ଚାୟତର ଜଳେଶ୍ୱରପୁର ଗାଁରେ ସ୍ବାଧୀନତାର ଦୀର୍ଘବର୍ଷ ପରେ ନୂଆ କରି କଂକ୍ରିଟ ରାସ୍ତା ନିର୍ମାଣ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଲୋକେ ଲୋକେ ବେଶ୍‌ ଆନନ୍ଦିତ ହୋଇଛନ୍ତି। କହିଛନ୍ତି, ରାସ୍ତାର…

ସମ୍ଭାବ୍ୟ ବାତ୍ୟା ପାଇଁ ଛୁଟି ବାତିଲ

ବାଲେଶ୍ୱର,୨୫।୧୦(ବାଞ୍ଛାନିଧି ଦେ): ସମ୍ଭାବ୍ୟ ବାତ୍ୟା ପାଇଁ ବାଲେଶ୍ବରରେ ଛୁଟି ବାତିଲ କରାଯାଇଛି। ଜିଲାପାଳ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି । ପରିସ୍ଥିତି ନିଯନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ ଛୁଟି ବାତିଲ ହୋଇଛି। ଛୁଟିରେ ଥିବା କର୍ମଚାରୀଙ୍କୁ ତୁରନ୍ତ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି।…

ଭେଣ୍ଟିଲେଟରରୁ ବାହାରିଲେ ଅଭିଜିତ ମୁଜୁମଦାର

ଭୁବନେଶ୍ୱର,୨୫।୧୦: ଧିରେ ଧିରେ ସୁସ୍ଥ ହେଉଛନ୍ତି ଅଭିଜିତ ମୁଜୁମଦାର୍‌। ସେ ଭେଣ୍ଟିଲେଟରରୁ ବାହାରିଛନ୍ତି। ହେଲେଏବେବି କୋମାରେ ସଙ୍ଗୀତ ଅଛନ୍ତି । । ଗୁରୁତର ହୋଇ ଭୁବନେଶ୍ବର ଏମ୍ସ ଭେଣ୍ଟିଲେଟରରେ ଥିଲେ । ଅଭିଜିତଙ୍କ ମସ୍ତିସ୍କ ଏବେ ବି କାମ କରୁନି ।…

ବିଶ୍ବକପ ମ୍ୟାଚ ଖେଳିବାକୁ ଇନ୍ଦୋର ଆସିଥିବା ୨ ମହିଳା ଅଷ୍ଟ୍ରେଲୀୟ କ୍ରିକେଟରଙ୍କୁ ଅସଦାଚରଣ

ଇନ୍ଦୋର,୨୫।୧୦: ଇନ୍ଦୋରରେ ଲଜ୍ଜା। ୨ ମହିଳା ଅଷ୍ଟ୍ରେଲୀୟ କ୍ରିକେଟରଙ୍କୁ ଅସଦାଚରଣ କରାଯାଇଛି। କାଫେକୁ ଯିବାବେଳେ ଜଣେ ବାଇକ ଆରୋହୀ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ସିସିଟିଭିରେ ବାଇକ ଆରୋହୀ ଚିହ୍ନଟ ହୋଇଥିବାବେଳେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ବିଶ୍ବକପ ମ୍ୟାଚ ଖେଳିବାକୁ…

BCCI ପରେ ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ କିଏ ଜାଣନ୍ତି କି? ରୋହିତ-କୋହଲିଙ୍କ ତୁଳନାରେ ଏତେ ଟଙ୍କା ଦିଏ…

ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ ଭାବରେ ସ୍ବୀକୃତିପ୍ରାପ୍ତ। କିନ୍ତୁ ଆପଣ କ’ଣ ଜାଣନ୍ତି ଯେ ବିଶ୍ୱର ଦ୍ୱିତୀୟ ସବୁଠାରୁ ଧନୀ କ୍ରିକେଟ ବୋର୍ଡ କେଉଁଟି? ଅଷ୍ଟ୍ରେଲିଆ ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ସମ୍ପତ୍ତି ଏବଂ…

ସଜେଇ ହେଉଛି ଦାରିଙ୍ଗବାଡ଼ି: ଖୋଲିବ ଇକୋ ରିଟ୍ରିଟ୍‌, ଭିଡ଼ ଜମାଇବେ ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୨୫ା୧୦(ଅରୁଣ ସାହୁ): ଆସୁଛି ପର୍ଯ୍ୟଟନ ଋତୁ। ଧିରେ ଧିରେ ପର୍ଯ୍ୟଟକ ଦାରିଙ୍ଗବାଡ଼ି ବୁଲିବା ଆରମ୍ଭ କଲେଣି। ତେବେ ଲଘୁଚାପ ଜନିତ ବର୍ଷା ଯୋଗୁ ଚଳିତଥର ଶୀତ ଛୁଇଁବାରେ ବିଳମ୍ବ ହୋଇଛି। ଶୀତର ମଜା ନେବାକୁ ଆସୁଥିବା ପର୍ଯ୍ୟଟକ ଶୀତ ନ ଥିବା…

ନୂଆପଡ଼ା ଉପନିର୍ବାଚନ: ଆଦିବାସୀଙ୍କ ଭୋଟ୍‌କୁ ସମସ୍ତଙ୍କ ନଜର

ନୂଆପଡ଼ା,୨୫ା୧୦ (ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ବୈତରଣୀ ପାର୍‌ ହେବା ପାଇଁ ଏବେ ପ୍ରମୁଖ ଦଳ ପକ୍ଷରୁ ପ୍ରଚାର ଜୋରଦାର କରାଯାଇଛି। ଏହି ନିର୍ବାଚନମଣ୍ଡଳୀରେ ୧ଲକ୍ଷରୁ ଅଧିକ ଆଦିବାସୀ ଭୋଟର ରହିଥିବାରୁ ଏମାନଙ୍କ ଉପରେ ସବୁ ଦଳର ନଜର ରହିଛି। ସର୍ବପ୍ରଥମେ…

ବାତ୍ୟା ସମୀକ୍ଷା ବୈଠକ ପରେ ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ୧୫ ଜିଲା ହୋଇପାରେ ପ୍ରଭାବିତ

ଭୁବନେଶ୍ୱର,୨୫।୧୦: ଶନିବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବାତ୍ୟା ସମୀକ୍ଷା କରିଛନ୍ତି। ମନ୍ତ୍ରୀ କହିଛନ୍ତି, ପ୍ରାୟ ୧୫ ଜିଲା ପ୍ରଭାବିତ ହେବାର ଆଶଙ୍କା ରହିଛି। ବିଶେଷକରି ଦକ୍ଷିଣାଞ୍ଚଳ ଓ ଉପକୂଳ ଜିଲ୍ଲାରେ ପ୍ରଭାବ ପଡ଼ିପାରେ।ଯଦି ବି ବାତ୍ୟା ଦିଗ ପରିବର୍ତ୍ତନ କରେ…

ବର୍ଷେ ହେଲା ନେଟ୍‌ଓ୍ବର୍କ ଅଚଳ: ରାସ୍ତାକୁ ଓହ୍ଲାଇବା ପାଇଁ ଚେତାବନୀ ଦେଲେ ଅଞ୍ଚଳବାସୀ

ଦାରିଙ୍ଗବାଡ଼ି,୨୫ା୧୦(ଅରୁଣ ସାହୁ): ଦିନେ କି ୨ ଦିନ ନୁହଁ। ଗତ ୧ ବର୍ଷ ଧରି ବିଏସ୍‌ଏନ୍‌ଏଲ୍‌ ମୋବାଇଲ ନେଟଓ୍ବର୍କ ଅଚଳକୁ ନେଇ ଦେଖାଦେଇଛି ଅସନ୍ତୋଷ। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ପର୍ତ୍ତମାହା ପଞ୍ଚାୟତରେ ରହିଥିବା ବିଏସ୍‌ଏନ୍‌ଏଲ୍‌ର ମୋବାଇଲ ନେଟ୍‌ଓ୍ବର୍କରେ।…

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ବୈଠକ କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୨୫ା୧୦: ବଙ୍ଗୋପସାଗରରେ ଆସୁଛି ବାତ୍ୟା। ଏହାର ନାମ ଥାଇ ଭାଷାରେ ‘ମୋନ୍ଥା’। ଇତିମଧ୍ୟରେ ଶୁକ୍ରବାର ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାବେଳେ ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗକୁ ୩ କି.ମି. ବେଗରେ ଗତି କରୁଛି। ଶନିବାର ସୁଦ୍ଧା ଏହା…

ପ୍ରେମିକାଙ୍କୁ ଭେଟିବାକୁ ଯାଇ ବାର୍‌ହା ଫାଶରେ ପଡ଼ିଗଲେ ନାବାଳକ ପ୍ରେମିକ: ଆଉ ତା’ପରେ ଘଟିଲା…

କୋରାପୁଟ,୨୫।୧୦(ଅମିତାଭ ବେହେରା): କୋରାପୁଟ ଜିଲା ସେମିଳିଗୁଡ଼ା ବ୍ଲକ ଅଲିଗାଁ ସ୍କୁଲ ଜଙ୍ଗଲରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକାକୁ ଦେଖା କରିବାକୁ ଯାଇଥିବାବେଳେ ବାରହା ଫାଶରେ ପଡ଼ି ପ୍ରେମିକାଙ୍କ ଜୀବନ ଯାଇଛି। ସୂଚନାଯୋଗ୍ୟ, ଅଲିଗାଁ ସ୍କୁଲ ଜଙ୍ଗଲରେ ଥିବା ଏକ ଜମିରେ…

ଯାତ୍ରା ଦେଖି ଘରକୁ ଫେରୁଥିଲେ ୨ ନାବାଳିକା: କେନାଲକୁ ଟାଣିନେଇ ଗଣବଳାତ୍କାର

ମୋରଡା,୨୫/୧୦(ସ୍ମାରକ ମାଜୀ )- ଯାତ୍ରା ଦେଖି ଘରକୁ ଫେରୁଥିବା ସମୟରେ ୨ ଜଣ ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବାର ଅଭିଯୋଗ ହୋଇଛି l ଏପରି ଲଜ୍ଜାଜନକ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ l ସୂଚନା ଅନୁଯାୟୀ, ଉକ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri