Home Left

ସିଆଇଆଇ ଦ୍ୱାରା ଟାଟା ଷ୍ଟିଲ୍‌ ମାଇନିଂ ପୁରସ୍କୃତ

ଭୁବନେଶ୍ୱର,୨୯।୮: ଦେଶର ପ୍ରମୁଖ ଘରୋଇ କମ୍ପାନୀ ‘ଟାଟା ଷ୍ଟିଲ ମାଇନିଂ ଲିମିଟେଡ଼’ର ଓଡ଼ିଶାର ଗଞ୍ଜାମ ଓ ଯାଜପୁର ଜିଲାରେ ଯଥାକ୍ରମେ ଅବସ୍ଥିତ, ଗୋପାଳପୁର ଫେରୋକ୍ରୋମ କାରଖାନା ଏବଂ ସୁକିନ୍ଦା କ୍ରୋମାଇଟ ଖଣିକୁ ଭୁବନେଶ୍ୱରଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସମ୍ମାନିତ କରାଯାଇଛି।…

ସେନ୍‌କୋର ନୂଆ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୨୯।୮: ପୂର୍ବ ଭାରତର ସର୍ବବୃହତ ସଂଗଠିତ ଗହଣା ରିଟେଲର ସେନ୍‌କୋ ଗୋଲ୍ଡ ଆଣ୍ଡ୍‌ ଡାଇମଣ୍ଡ୍‌ସ ପକ୍ଷରୁ ଅନ୍‌ଲାଇନ୍‌ ସୁନା କାରବାର ପ୍ଲାଟ୍‌ଫର୍ମ ଡିଜି ଗୋଲ୍ଡ ପାଇଁ ସୌରଭ ଗାଙ୍ଗୁଲିଙ୍କୁ ନେଇ ପ୍ରସ୍ତୁତ କରାଯାଇଥିବା ନୂଆ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି…

ସ୍ତ୍ରୀ, ପ୍ରେମିକ ଜେଲ ଗଲେ

ରାଜକନିକା,୨୯ା୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଭାମଣ୍ଡା ଗ୍ରାମର ନୃସିଂହନାଥ ମନ୍ଦିର ପୂଜକ ରଙ୍ଗାଧର ଦାଶଙ୍କ ମୃତଦେହ ମିଳିବାର ୬ ଦିନ ପରେ ରାଜକନିକା ଥାନା ପୋଲିସ ମୃତକଙ୍କ ସ୍ତ୍ରୀ ରତ୍ନମଣି ଓ ତାଙ୍କ ପ୍ରେମିକ ଅସିତ ଶତପଥୀଙ୍କୁ ଗିରଫ କରି…

ଏସ୍‌ବିଆଇ ଜେନେରାଲ ଇନ୍‌ସ୍ୟୁରାନ୍ସ ପକ୍ଷରୁ ସହାୟତା ଘୋଷଣା

ନୂଆଦିଲ୍ଲୀ,୨୯।୮: ଓଡ଼ିଶାର ବାଲେଶ୍ୱର, ମୟୂରଭଞ୍ଜ, ଯାଜପୁର ଏବଂ ଭଦ୍ରକର ବିଭିନ୍ନ ଅଞ୍ଚଳରେ ବନ୍ୟା ଓ ପ୍ରବଳ ବର୍ଷାରେ ପୀଡ଼ିତ ଗ୍ରାହକଙ୍କୁ ସହାୟତା କରିବା ପାଇଁ ଏସବିଆଇ ଜେନେରାଲ ଇନସ୍ୟୁରାନ୍ସ କେତେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି। ଏପରିକି ପ୍ରବଳ ବର୍ଷା ଯୋଗୁ…

ସୋଚ୍‌ର ୧୫୦ତମ ଷ୍ଟୋର୍‌ ଉଦ୍‌ଘାଟିତ

ନୂଆଦିଲ୍ଲୀ,୨୯।୮: ଦେଶର ପ୍ରମୁଖ ଏଥ୍‌ନିକ୍‌ ୱିୟର୍‌ ଫ୍ୟାଶନ ପ୍ରତିଷ୍ଠାନ ସୋଚ୍‌ର ୧୫୦ତମ ଷ୍ଟୋର ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ ସୋଚ୍‌ର କାର୍ଯ୍ୟକାରୀ ନିର୍ଦ୍ଦେଶକ ଓ ସିଇଓ ବିନୟ ଚଟ୍‌ଲାନି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ।…

୮ଲେନ୍‌ ହେବ ଚଣ୍ଡିଖୋଲ-ପାରାଦୀପ ଏନ୍‌ଏଚ୍‌

ଚଣ୍ଡିଖୋଲ,୨୯ା୮(ଡି.ଏନ.ଏ.): ଓଡ଼ିଶାର ପ୍ରଥମ ଏକ୍ସପ୍ରେସ୍‌ ହାଇୱେ ଚଣ୍ଡିଖୋଲ-ପାରାଦୀପ ଏବେ ୮ଲେନ୍‌ ବିଶିଷ୍ଟ ହେବାକୁ ଯାଉଛି। ଏଥିପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଛି। ୭୭ କି.ମି. ଲମ୍ବ ଏହି ଜାତୀୟ ରାଜପଥ(ଏନ୍‌ଏଚ୍‌) ପ୍ରଶସ୍ତୀକରଣ କାର୍ଯ୍ୟରେ ୨ ହଜାର କୋଟିରୁ ଊଦ୍ଧର୍‌ବ ଟଙ୍କା ଖର୍ଚ୍ଚ…

‘ପ୍ରତି ଜିଲାରେ ହେବ ଏମ୍‌ଏସ୍‌ଏମ୍‌ଇ ପାର୍କ’

ଭୁବନେଶ୍ୱର,୨୯।୮: ରାଜ୍ୟରେ ଲଘୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗୀ (ଏମ୍‌ଏସ୍‌ଏମ୍‌ଇ) ସ୍ଥାପନ ନିମନ୍ତେ ଥିବା ଭିତ୍ତିଭୂମିକୁ ଆଧାର କରି ଓଡ଼ିଶା ସରକାର ପ୍ରତି ଜିଲାରେ ଏମ୍‌ଏସ୍‌ଏମ୍‌ଇ ପ୍ରତିଷ୍ଠା କରିବାକୁ ଯାଉଛନ୍ତି ବୋଲି ପ୍ରୋପ୍ୟାକ ଓଡ଼ିଶା-୨୦୨୨ର ଉଦ୍‌ଯାପନୀ ଉତ୍ସବରେ ଯୋଗଦେଇ ଓଡ଼ିଶା ସରକାରଙ୍କ…

ଆଧୁନିକ ଅଲିମ୍ପିକ୍ସରେ ଭାରତ

ପ୍ରଥମ ଆଧୁନିକ ଅଲିମ୍ପିକ୍‌ କ୍ରୀଡ଼ା ୧୮୯୬ ଏଥେନ୍ସରେ ଅନୁଷ୍ଠିତ ହୋଇଥିବାବେଳେ ୧୯୦୦ରେ ପ୍ୟାରିସ୍‌ ଅଲିମ୍ପିକ୍ସରେ ଭାରତ ପକ୍ଷରୁ ପ୍ରଥମଥର ପାଇଁ ନର୍ମାନ୍‌ ପ୍ରିଚାର୍ଡ (ଆଙ୍ଗ୍ଲୋ ଇଣ୍ଡିଆନ୍‌) ପ୍ରତିନିଧିତ୍ୱ କରିଥିଲେ। ଦେଶରେ ଅଲିମ୍ପିକ୍‌ ଆନ୍ଦୋଳନ ଏବଂ ୧୯୨୮ ଆମ୍‌ଷ୍ଟରଡାମ୍‌ ଅଲିମ୍ପିକ୍ସ ପର୍ଯ୍ୟନ୍ତ ଭାରତର…

ଏଏସ୍‌ଓ ପରୀକ୍ଷା ଖରାପ ହେବାରୁ ଜୀବନ ହାରିଲେ ଛାତ୍ର

ଅନୁଗୋଳ ଅଫିସ, ୨୯ା୮: ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପରୀକ୍ଷା ଖରାପ ହେବାରୁ ମାନସିକ ଭାରସାମ୍ୟ ହରାଇ ଜଣେ ଛାତ୍ର ଭଡ଼ାଘରେ ରଶି ଲଗାଇ ଜୀବନ ହାରିଛନ୍ତି। ଅନୁଗୋଳ ଥାନା ଅନ୍ତର୍ଗତ ସୁସୁଡ଼ାରେ ରବିବାର ଅପରାହ୍ନରେ ଘଟିଥିବା ଏଭଳି ଏକ ଘଟଣା…

ଆଳି ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ

ଆଳି,୨୯ା୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ କଳଦିଆ ଗ୍ରାମର ଜଣେ ଯୁବକଙ୍କୁ ପୋଲିସ ତାଙ୍କ ଘରୁ ଉଠାଇ ଆଣି ଥାନାରେ ନିସ୍ତୁକ ପିଟିଛି। ପୋଲିସର ଏପରି ଥାର୍ଡଡିଗ୍ରୀକୁ ନେଇ ଯୁବକଙ୍କ ସ୍ତ୍ରୀ ଥାନା ଅଧିକାରୀଙ୍କ ବିରୋଧରେ ଅଭିଯୋଗ କରିଛନ୍ତି। ଘଟଣା…

ଭାରତୀୟ କ୍ରୀଡ଼ା: ୭୫ ବର୍ଷର ଉପଲବ୍ଧି

ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଉପଲକ୍ଷେ ଦେଶ ”ଅମୃତ ମହୋତ୍ସବ“ ପାଳନ କରୁଥିବା ସମୟରେ ଗତ ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତୀୟ କ୍ରୀଡ଼ାବିତ୍‌ଙ୍କ ଐତିହାସିକ ସଫଳତା ନିଶ୍ଚିତ ଭାବେ ଭବିଷ୍ୟତ ପାଇଁ ଶୁଭ ସଙ୍କେତ। ଏହି ଅବସରରେ ଭାରତୀୟ କ୍ରୀଡ଼ାର ବିଗତ ୭୫…

ବଲିଉଡ ଅଭିନେତ୍ରୀଙ୍କ ପ୍ରେମରେ ପଡିଥିଲେ ନାଗାର୍ଜୁନ

ଚେନ୍ନାଇ: ସାଉଥ ସୁପରଷ୍ଟାର ନାଗାର୍ଜୁନ ଅକ୍କିନେନିଙ୍କ ପରିଚୟର ଆବଶ୍ୟକତା ବୋଧହୁଏ ନାହିଁ । କେବଳ ସାଉଥ୍ କାହିଁକି ବଲିଉଡରେ ବି ସେ ଅଭିନୟ ଜରିଆରେ ନିଜର ଏକ ଭିନ୍ନ ପରିଚୟ ସୃଷ୍ଟି କରିଛନ୍ତି । ବଲିଉଡରେ ଯଦିଓ ସେ ସଫଳ ହୋଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri