ଝାଡ଼ାବାନ୍ତିରେ ଚାଲିଗଲା ଆଉ ଜଣଙ୍କ ଜୀବନ
ଲାଞ୍ଜିଗଡ଼,୨୮।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଳକ କଦମଗୁଡା ପଞ୍ଚାୟତ ସେମେଲପଦର ଏବଂ ବାଲାପଦର ଗାଁରେ ଝାଡ଼ାବାନ୍ତି ରୋଗ ବ୍ୟାପିବାରେ ଲାଗିଛି। ରବିବାର ଜିଲା ମୁଖ୍ୟ ଚିକିତ୍ସାଳୟରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ସେମେଲପଦର ଗାଁର ବେଣୁଧର ଗଉଡ଼। ଜିଲା…
ପିକ୍ନିକ ହେଲା କାଳ: ପାଣିରେ ବୁଡି ଗଲା ୪ ଜୀବନ, ୨ ନିଖୋଜ
ରାୟପୁର,୨୮।୮: ଛତିଶଗଡର କୋରିଆ ଜିଲାରେ ଅବସ୍ଥିତ ରାମଦା ଜଳପ୍ରପାତରେ ଏକ ବଡ଼ ଦୁର୍ଘଟଣା ଘଟିଛି। ପିକନିକ ପାଇଁ ଏଠାକୁ ଆସିଥିବା ୭ ଜଣ ଲୋକ ପାଣିରେ ବୁଡ଼ି ଯାଇଛନ୍ତି। ଗାଧୋଇବାବେଳେ ଏହି ଦୁର୍ଘଟଣା ଘଟିଥିଲା । ଏଥିମଧ୍ୟରୁ ୪ ଜଣଙ୍କର ମୃତ୍ୟୁ…
ଧରାପଡ଼ିଲେ ୩ ଦୁର୍ଦ୍ଦାନ୍ତ ମାଓବାଦୀ
ମାଲକାନଗିରି,୨୮ା୮(ସ୍ବ.ପ୍ର.): ମହାରାଷ୍ଟ୍ର ଗଡଚିରୋଲି ପୋଲିସ ହାତରେ ଧରାପଡିଛନ୍ତି ୩ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ। ମହାରାଷ୍ଟ୍ର ସୀମାନ୍ତ କୋୟାର ଜଙ୍ଗଲରେ ଶନିବାର ସିଆରପିଏଫ୍-୬୦ବାହିନୀ ପକ୍ଷରୁ ମିଳିତ କୋମ୍ବିଂ ଅପରେଶନ ଚାଲିଥିବା ବେଳେ ମାଓବାଦୀଙ୍କ ସହ ଯବାନ ମୁହାଁମୁହିଁ ହୋଇଥିଲେ। ଦୁଇ ଘଣ୍ଟାରୁ ଅଧିକ…
ବିନା ମେକ୍ଅପ୍ରେ ମିସ୍ ଇଂଲଣ୍ଡ ଫାଇନାଲିଷ୍ଟ
ପ୍ରତ୍ୟେକ ସୁନ୍ଦରୀ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ପ୍ରତିଦ୍ୱନ୍ଦ୍ୱୀ ମେକ୍ଅପ୍ ତଥା ପ୍ରସାଧନ ସାମଗ୍ରୀ ବ୍ୟବହାର କରିଥାନ୍ତି। କିନ୍ତୁ ମିସ୍ ଇଂଲଣ୍ଡ ପ୍ରତିଯୋଗିତାରେ ଜଣେ କଣ୍ଟେଷ୍ଟାଣ୍ଟ ବିନା ମେକ୍ଅପ୍ରେ ଫାଇନାଲିଷ୍ଟ ହୋଇଛନ୍ତି। ସୁନ୍ଦରୀ ପ୍ରତିଯୋଗିତା ଇତିହାସରେ ଏ ପ୍ରକାର ଘଟଣା ପ୍ରଥମ ଥର…
ଦୁବାଇର ସବୁଠାରୁ ଦାମୀ ଘର କିଣିଲେ ମୁକେଶ ଅମ୍ବାନୀଙ୍କ ସାନ ପୁଅ
ନୂଆଦିଲ୍ଳୀ,୨୮।୮: ଦୁବାଇର ସବୁଠାରୁ ଦାମୀ ଘର କିଣିଛନ୍ତି ରିଲାଏନ୍ସ ଗ୍ରୁପ୍ର ମାଲିକ ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀ। ସମୁଦ୍ରକୂଳରେ ଏହି ଘର ରହିଥିବାବେଳେ ଏହାକୁ ୮୦ ମିଲିୟନ୍ ଡଲାର ବିନିମୟରେ କିଣାଯାଇଛି। ଦୁବାଇର ପାଲ୍ମ ଜୁମେରାହରେ ଏହି ପ୍ରପର୍ଟି…
ଭୁଶୁଡିଲା ଟୁଇନ ଟାଓ୍ବାର: ସୁପରଟେକ୍କୁ ୫୦୦ କୋଟି ଟଙ୍କା କ୍ଷତି
ନୂଆଦିଲ୍ଲୀ,୨୮।୮: ଦିଲ୍ଲୀ ଉପକଣ୍ଠ ନୋଏଡ଼ା ସେକ୍ଟର ୯୩-ଏ ସ୍ଥିତ ପ୍ରାୟ ୧୦୦ ମିଟର ଉଚ୍ଚତାବିଶିଷ୍ଟ ସୁପରଟେକ୍ ଟୁଇନ ଟାଓ୍ବାର ରବିବାର ମାତ୍ର ୯ ସେକେଣ୍ଡରେ ଧ୍ୱଂସାବଶେଷରେ ପରିଣତ ହୋଇଛି। ଅପରାହ୍ନ ପ୍ରାୟ ସାଢ଼େ ୨ଟାରେ ୩୨ ମହଲାର ଆପେକ୍ସ ଟାଓ୍ବାର ଏବଂ…
ସ୍ତ୍ରୀଙ୍କ ସହ ଝଗଡା କରି ତାଳ ଗଛରେ ରହୁଥିଲେ ସ୍ବାମୀ, ୩୨ ଦିନ ପରେ…
ଲକ୍ଷ୍ନୌ,୨୮।୮: ଉତ୍ତରପ୍ରଦେଶର ମାଉ ଜିଲାର ଜଣେ ବ୍ୟକ୍ତି ସ୍ତ୍ରୀଙ୍କ ସହ ଝଗଡା କରି ତାଳ ଗଛ ଉପରେ ରହୁଥିଲେ। ଦୀର୍ଘ ୩୨ ଦିନ ପରେ ରବିବାର ପ୍ରାୟ ୭୫ ଘଣ୍ଟାର ପରିଶ୍ରମ କରି ପୋଲିସ ତାଙ୍କୁ ତଳକୁ ଆଣିଛି। ବ୍ୟକ୍ତିଙ୍କୁ ତଳକୁ…
ତାଲିବାନ ଶାସନର ବର୍ଷେ ପରେ ଆଫଗାନିସ୍ତାନରେ ଖୋଲିବ ସିନେମା ଘର
କାବୁଲ,୨୮।୮:ଆଫଗାନିସ୍ତାନକୁ ତାଲିବାନ ଦଖଲ କରିବାର ପ୍ରାୟ ଏକ ବର୍ଷ ପରେ ଦେଶର ସିନେମା ଘର ଖୋଲିବାକୁ ଯାଉଛି। କିନ୍ତୁ ପ୍ରେକ୍ଷାଳୟରେ ପ୍ରଦର୍ଶିତ ହେବାକୁ ଥିବା ଶୋ’ରେ ମହିଳାଙ୍କ ଭୂମିକା ବହୁତ କମ ରହିବ। ଗତ ବର୍ଷ ଅଗଷ୍ଟ ମାସରେ ତାଲିବାନ ଆଫଗାନିସ୍ତାନକୁ…
ସୁଶୀଲ ମୋଦିଙ୍କୁ ଟାର୍ଗେଟ କଲେ ନୀତୀଶ
ପାଟନା,୨୮ ।୮: ବିହାରରେ ଜେଡିୟୁ ଭାରତୀୟ ଜନତା ପାର୍ଟି(ଭାଜପା) ଠାରୁ ଅଲଗା ହୋଇ ସରକାର ଗଠନ କରିବା ପରେ ଏବେ ରାଜ୍ୟ ସଭା ଏମପି ସୁଶୀଲ ମୋଦି ଓ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପରସ୍ପର ବିରୋଧରେ ବୟାନ ଦେବା ଆରମ୍ଭ…
ଝାଡ଼ଖଣ୍ଡରେ ସ୍ୱାଇନ ଫ୍ଲୁ, ତିନି ଜିଲାରେ ୪ ଜଣଙ୍କ ରିପୋର୍ଟ ପଜିଟିଭ
ରାଞ୍ଚି,୨୮ ।୮: ଝାଡ଼ଖଣ୍ଡରେ ସ୍ୱାଇନ ଫ୍ଲୁ ଏଣ୍ଟ୍ରି କରିଛି । କୁହାଯାଉଛି କି ରାଜ୍ୟରେ ୪ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି । ବୋକାରୋ, ରାଞ୍ଚି ଓ ଗିରିହିଡ ଜିଲାରେ ସ୍ୱାଇନ ଫ୍ଲୁ ମାମଲା ସାମ୍ନାକୁ ଆସିଛି । ହାଇ ଆଲର୍ଟରେ…
ଅଧିକ ଯୌତୁକ ଦାବି କରି ହତ୍ୟା ଉଦ୍ୟମ: ଥାନାରେ ପହଞ୍ଚିଲେ ମହିଳା
ବ୍ରହ୍ମପୁର ଅଫିସ,୨୮।୮: ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀଙ୍କ ସହ ଶ୍ୱଶୁର ଘର ଲୋକେ ଯୌତୁକ ନିର୍ଯାତନା ଦେବା ସହ ହତ୍ୟା ଉଦ୍ୟମ କରିଥିଲେ। ଏନେଇ ଗୀତାଞ୍ଜଳି ପଣ୍ଡା ମହିଳା ଥାନାରେ ଏକ ଅଭିଯୋଗ କରିଛନ୍ତି। ପୋଲିସ ଏସଂକ୍ରାନ୍ତରେ ଏକ ମାମଲା(ନଂ.୧୫୬/୨୨) ରୁଜୁ…
‘ଆମ ସରକାର ଭାଙ୍ଗି ଦିଅ, କେନ୍ଦ୍ର ସରକାର ତୁମ ଉପରେ ଖୁସି ହେବେ’
ପାଟନା,୨୮।୮: ବିହାରରେ ଜେଡିୟୁ ଭାଜପା ସହ ସମ୍ପର୍କ ଭାଙ୍ଗିବା ପରେ ପରସ୍ପର ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଲାଗି ରହିଛି। ନୀତୀଶ କୁମାର ସରକାରଙ୍କ ପତନ ହେବାର ଭବିଷ୍ୟବାଣୀ ସେ କରିଥିବା ନିକଟରେ ଭାଜପାର ବରିଷ୍ଠ ନେତା ସୁଶୀଲ କୁମାର ମୋଦି କହିଥିଲେ। ଏହାର…
Archives


