Home Left

୩୦ରେ ପେଟ୍ରୋକେମିକାଲ ପ୍ଲାଣ୍ଟ ପାଇଁ ଜନଶୁଣାଣି

କେନ୍ଦ୍ରାପଡ଼ା ଅଫିସ,୨୮।୮: ଇଣ୍ଡିଆନ ଅଏଲ୍‌ କର୍ପୋରେଶନ ଲିମିଟେଡ୍‌ର ଅଏଲ ରିଫାଇନାରି ପକ୍ଷରୁ ୨୮୪.୧୫ ବର୍ଗ କିମି (୨୮,୪୧୫ ହେକ୍ଟର) ପରିଧି ମଧ୍ୟରେ ପେଟ୍ରୋଲିୟମ, କେମିକାଲ୍‌ସ ଆଣ୍ଡ ପେଟ୍ରୋକେମିକାଲ୍‌ସ ଇନ୍‌ଭେଷ୍ଟମେଣ୍ଟ ରିଜିଅନ (ପିସିପିଆଇଆର) ପ୍ଲାଣ୍ଟ ନିର୍ମାଣ ଯୋଜନା ଅଛି। ଏଥିପାଇଁ ଜଗତ୍‌ସିଂହପୁର ଜିଲା…

ଏସ୍‌ଆଇ ସ୍ବାଗତିକା ଆତ୍ମହତ୍ୟା ମାମଲା: ଆଇଆଇସିଙ୍କ ବିରୋଧରେ ଏତଲା

ଜି.ଉଦୟଗିରି,୨୮ା୮(ଡି.ଏନ୍‌.ଏ.):  କନ୍ଧମାଳ ଜିଲା ଜି.ଉଦୟଗିରି ଥାନାର ମହିଳା ସବ୍‌ ଇନ୍ସପେକ୍ଟର ସ୍ବାଗତିକା ବେହେରା ଶନିବାର ସକାଳୁ ନିଜ ସରକାରୀ କ୍ୱାର୍ଟରରେ ଫ୍ୟାନ୍‌ରେ ଝୁଲି ଆତ୍ମହତ୍ୟା କରିଥିଲେ ବୋଲି ପୋଲିସ କହିଥିଲା। କିନ୍ତୁ ତାଙ୍କ ପରିବାର ଲୋକେ ଶନିବାର ଅପରାହ୍ନରେ ଆସିବା ପରେ…

ମଧ୍ୟାହ୍ନଭୋଜନର ମାନ ପରୀକ୍ଷା କଲେ ସରପଞ୍ଚ

ଧର୍ମଶାଳା,୨୮।୮(ଡି.ଏନ.ଏ.):  ଯାଜପୁର ଜିଲା ଧର୍ମଶାଳା ବ୍ଲକ ଥାନୁଆଳ ପଞ୍ଚାୟତ ସରପଞ୍ଚ ଶନିବାର ଏକ ସ୍କୁଲକୁ ଯାଇ ଛାତ୍ରୀଛାତ୍ରଙ୍କ ପାଇଁ ପ୍ରସ୍ତୁତ ହୋଇଥିବା ଖାଦ୍ୟର ମାନ ପରୀକ୍ଷା କରିଛନ୍ତି। ଥାନୁଆଳ ପଞ୍ଚାୟତ ସରପଞ୍ଚ ନର୍ମଦା ସ୍ବାଇଁ ନିଜ ପଞ୍ଚାୟତ ଅଧୀନରେ ଆସୁଥିବା ମୁରାରୀପୁରସ୍ଥିତ…

ରଜତ ହେଲେ ‘ଇଣ୍ଡିଆଜ୍‌ ଲାଫ୍ଟର ଚାମ୍ପିୟନ’ ବିଜେତା

ବମ୍ବେ: କିଛି ମାସ ଧରି ଲୋକଙ୍କୁ ହସାଇ ଆସୁଥିବା କମେଡି ଶୋ’ ‘ଇଣ୍ଡିଆଜ୍‌ ଲାଫ୍‌ଟର ଚାମ୍ପିୟନ’ ଶେଷ ହୋଇଛି। ଶୋ’ର ବିଜେତା ହୋଇଛନ୍ତି ରଜତ ସୁଡ। ଶନିବାର ଅନୁଷ୍ଠିତ ଗ୍ରାଣ୍ଡ ଫାଇନାଲରେ ତାଙ୍କ ନାମ ଘୋଷଣା କରାଯାଇଛି। ରଜତ ଦିଲ୍ଲୀର ବାସିନ୍ଦା।…

ପିଏମ୍‌ଜିଏସ୍‌ୱାଇ ରାସ୍ତା ନିର୍ମାଣରେ ଲାଞ୍ଚ ଅଭିଯୋଗ

ଯାଜପୁର ଅଫିସ,୨୮।୮: ଯାଜପୁର ଜିଲାରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ୱାଇ)ରେ ବିନା ପିସିରେ ଫାଇଲ୍‌ ଘୁଞ୍ଚେ ନାହିଁ ବୋଲି ଠିକାଦାରମାନେ ଅଭିଯୋଗ କରିଆସୁଛନ୍ତି। ଏଭଳି ଏକ ଉଦାହରଣ ଦେଖିବାକୁ ମିଳିଛି ସୁକିନ୍ଦା ବ୍ଲକ ଆରଡି ରାସ୍ତାଠାରୁ ଡୁବିଖାଲ ପିଏମ୍‌ଜିଏସ୍‌ୱାଇ ରାସ୍ତାରେ।…

ଗ୍ୟାସ୍‌ କଟରରେ କାଟି ଏଟିଏମ୍‌ରୁ ୩.୯୨ଲକ୍ଷ ଟଙ୍କା ଲୁଟ୍‌

ରସୁଲପୁର,୨୮।୮(ଡି.ଏନ.ଏ.): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ହରିପୁର ବଜାରସ୍ଥିତ ଆକ୍ସିସ୍‌ ବ୍ୟାଙ୍କ ଏଟିଏମ୍‌ରୁ ୩.୯୨ ଲକ୍ଷ ଟଙ୍କା ଲୁଟ୍‌ ହୋଇଛି ା ଲୁଟେରାମାନେ ଗ୍ୟାସ କଟରରେ ଏଟିଏମକୁ କାଟି କ୍ୟାଶ ଟ୍ରେ ରେ ଥିବା ସମୁଦାୟ ଟଙ୍କା ନେଇ ଯାଇଛନ୍ତି…

୧୫ କି.ମି. ରାସ୍ତା ପାଇଁ ପୁଣି ୧୮ କୋଟି ଖର୍ଚ୍ଚ ହେବ

ପଟ୍ଟାମୁଣ୍ଡାଇ,୨୮।୮(ସ୍ବ.ପ୍ର.):  ପଟ୍ଟାମୁଣ୍ଡାଇ ବାଇପାସ୍‌ ପାଖରୁ ବାହାରିଥିବା ପଟ୍ଟାମୁଣ୍ଡାଇ-ରାଜନଗର ଉତିକଣ ଘେରି ବନ୍ଧ ପୁରୁଣା ରାସ୍ତା ଗୁରୁତ୍ୱ ବହନ କରେ। ଏହି ରାସ୍ତାର ମରାମତି ନାମରେ ବାରମ୍ବାର ବିପୁଳ ଅର୍ଥ ଖର୍ଚ୍ଚ ହୋଇସାରିଲାଣି। ପୁଣି ୧୫ କିମି ରାସ୍ତା ପାଇଁ ୧୮ କୋଟି…

ପୁଣି ଏକ ହାତୀର ମୃତଦେହ ଠାବ

ଢେଙ୍କାନାଳ ଅଫିସ,୨୮ା୮: ଢେଙ୍କାନାଳ ଜିଲା ମହାବିରୋଡ ରେଞ୍ଜ ଘାଘରା ମୁଣ୍ଡା ପଞ୍ଚାୟତର ଆସନ ବାହାଳୀ ଗ୍ରାମ ନିକଟସ୍ଥ ଜଙ୍ଗଲରେ ରବିବାର ଏକ ମାଈ ହାତୀର ମୃତଦେହ ଠାବ କରାଯାଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ସ୍ଥାନୀୟ ରେଞ୍ଜର ଓ…

୪୦ ହଜାର ହେକ୍ଟର ଜମିରେ ଜଳ ନିଷ୍କାସନ ସମସ୍ୟା

ଜଗତ୍‌ସିଂହପୁର ଅଫିସ, ୨୮।୮: ଜଗତ୍‌ସିଂହପୁର ଜିଲାରେ ଡ୍ରେନେଜ୍‌ ସମସ୍ୟା ଚାଷ ପାଇଁ କାଳ ହୋଇଛି। ଦିନେ, ଦୁଇଦିନ ଲଗାଣ ବର୍ଷା ହୋଇଗଲେ ଅଧିକାଂଶ ବିଲରୁ ଜଳ ନିଷ୍କାସନ ସହଜ ହେଉନି। ଏ ପରିସ୍ଥିତିରେ ଗତ ଲଗାଣ ବର୍ଷା ଓ ବନ୍ୟା ପରେ…

ଚକୋଲେଟ୍‌ ବନ୍ୟା

ସାଧାରଣତଃ ଅତ୍ୟଧିକ ବର୍ଷା ହେଲେ ନଦୀରେ ବନ୍ୟାପାଣି ଆସିଥାଏ। ଏହି ପାଣି ଗାଁ ଗଣ୍ଡାରେ ପଶି ଅନେକ କ୍ଷତି ଘଟାଏ। କିନ୍ତୁ କେବେ ଚକୋଲେଟ୍‌ ବନ୍ୟା ହେବା ଶୁଣିଛନ୍ତି? ଯଦି ନା ତେବେ ୨୦୧୮ ମସିହାରେ ଜର୍ମାନୀର ଏକ ଗାଁରେ ଚକୋଲେଟ…

ସମସ୍ୟା ଘେରରେ ପୋଲସରା ଉପଡାକଘର

ପୋଲସରା,୨୮।୮(ଡି.ଏନ୍‌.ଏ.): ପୋଲସରା ସହରରେ ପ୍ରମୁଖ ଉପଡାକଘର ଭାବେ ମାନ୍ୟତା ପାଇଥିବା ଡାକଘରଟି ଆଜି ବହୁ ସମସ୍ୟା ମଧ୍ୟରେ ଛନ୍ଦି ହୋଇଥିବା ଦେଖିବାକୁ ମିଳିଛି। ପୋଲସରାର ଉଭୟ ବ୍ଲକ ଓ ଏନ୍‌ଏସିର ୨ ଲକ୍ଷରୁ ଊଦ୍ଧର୍‌ବ ଜନସାଧାରଣ ଏହି ବହୁ ପୁରାତନ ଉପଡାକଘର…

ଆଜି ରାଜ୍ୟରୁ ୨୫୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୮ା୮(ବ୍ୟୁରୋ): ରାଜ୍ୟରୁ ଗୁରୁବାର ୨୫୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୬,୯୨୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୫୧ ଜଣ ଚିହ୍ନଟ ହୋଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri