୩ ଦିନ କ୍ଷୟକ୍ଷତି ଆକଳନ କରିବ ଟିମ୍
ଖୋର୍ଦ୍ଧା ଅଫିସ,୨୮।୮: ଚଳିତ ବନ୍ୟାରେ ଖୋର୍ଦ୍ଧା ଜିଲାର ଅନେକ ଗଁା ଜଳମଗ୍ନ ହୋଇଥିବା ବେଳେ ଶତାଧିକ ଗ୍ରାମବାସୀ ପ୍ରଭାବିତ ହୋଇଥିଲେ। ଏକର ଏକର ଚାଷଜମିରେ ବନ୍ୟାପାଣି ମାଡ଼ି ଫସଲ ନଷ୍ଟ ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆକାଶମାର୍ଗରୁ ଓଡ଼ିଶାର ସ୍ଥିତି ଅନୁଧ୍ୟାନ…
ହୋଇପାରିଲାନି ସାମୁଦ୍ରିକ ଜୀବନ ରକ୍ଷା ଚୁକ୍ତିନାମା
ଜାତିସଂଘ, ୨୮ା୮: ସାମୁଦ୍ରିକ ଜୀବନ ରକ୍ଷା ନିମନ୍ତେ ଜାତିସଂଘ ପକ୍ଷରୁ ପ୍ରସ୍ତୁତ ଏକ ଚୁକ୍ତିନାମାକୁ ଚୂଡ଼ାନ୍ତ କରିବାରେ ବିଭିନ୍ନ ରାଷ୍ଟ୍ରର କୂଟନୀତିଜ୍ଞମାନେ ବିଫଳ ହୋଇଛନ୍ତି। ୨ ସପ୍ତାହ ଧରି ଏହା ଉପରେ ଆଲୋଚନା ସତ୍ତ୍ୱେ ଶନିବାର ନ୍ୟୁୟର୍କ ସ୍ଥିତ ଜାତିସଂଘ ମୁଖ୍ୟାଳୟରେ…
ଚୋରି ସମ୍ପର୍କରେ ନ ମାନିବାରୁ ପିଟି ମାରିଦେଇଥିଲେ
ଖୋର୍ଦ୍ଧା ଅଫିସ,୨୭ା୮: ଖୋର୍ଦ୍ଧା ଟାଉନ ଥାନା ଅଧୀନ ପୁବୁସାହିର ବାସୁଦେବ ପ୍ରଧାନ ହତ୍ୟାକାଣ୍ଡ ମାମଲାରେ ଶନିବାର ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଏହି ଥାନା ଅଧୀନ ପୁବୁସାହି କପିଳେଶ୍ୱରପୁରର ମୁଖ୍ୟ ଅଭିଯୁକ୍ତ ରବି…
ମୌଳିକ ଅଧିକାରରୁ ବଞ୍ଚତ୍ତ ହେଉଛନ୍ତି ‘ଟ୍ରାନ୍ସମେଲ’
ପୁରୀ ଅଫିସ,୨୮।୮: ଦେଶରେ ସମସ୍ତ ନାଗରିକଙ୍କୁ ନିଜସ୍ବ ହିସାବରେ ବଞ୍ଚତ୍ବାର ଅଧିକାର ଦିଆଯାଇଛି। ଜଣେ ସାଧାରଣ ନାଗରିକ ସମାଜରେ ଯେମିତି ସମ୍ମାନର ସହିତ ବଞ୍ଚୁଛି, ଠିକ୍ ସେମିତି ଜଣେ ଟ୍ରାନ୍ସ ଜେଣ୍ଡର ତଥା ତୃତୀୟ ନାଗରିକ ମଧ୍ୟ ସେମିତି ବଞ୍ଚତ୍ପାରିବେ। ହେଲେ…
ବନ୍ୟା ଧୋଇ ନେଲା ଖରିଫ ଫସଲ
ଅସ୍ତରଙ୍ଗ,(ଡି.ଏନ୍.ଏ.)୨୮।୮: ପୁରୀ ଜିଲାରେ ବନ୍ୟାର ବିଭୀଷିକା ଦେଖିବାକୁ ମିଳିଛି। ଏବେ ବନ୍ୟାଜଳର ସ୍ତର କମିଯାଇଥିଲେ ମଧ୍ୟ ବିଭିନ୍ନ ଗ୍ରାମାଞ୍ଚଳରେ ଜଳାର୍ଣ୍ଣବ ହୋଇଥିବାରୁ ଲୋକଙ୍କ ଦୁର୍ଦ୍ଦଶା କମିନି। ଏବେ ବି ଲୋକେ ପାଣିଘେରରେ ରହୁଥିବା ବେଳେ ଗ୍ରାମକୁ ରାସ୍ତା ଯୋଗାଯୋଗ ବିଚ୍ଛିନ୍ନ ସହ…
‘କାଲେ ଚଷମା’ ଗୀତରେ ଡ୍ୟାନ୍ସ କଲେ ଆଫ୍ରିକୀୟ ପିଲା, ଭିଡିଓ ଦେଖିଲେ…
ଅଭିନେତ୍ରୀ କ୍ୟାଟ୍ରିନା କୈଫ୍ ଏବଂ ସିଦ୍ଧାର୍ଥ ମାଲହୋତ୍ରାଙ୍କ ଗୀତ ‘କାଲେ ଚଷମା’ ହୁଏତ ୨୦୧୮ରେ ରିଲିଜ ହୋଇଥାଇପାରେ କିନ୍ତୁ ଆଜି ମଧ୍ୟ ଏହାର ଲୋକପ୍ରିୟତା କମିନାହିଁ। ସୋସିଆଲ ମିଡିଆରେ ଏହି ଗୀତରେ ଡ୍ୟାନ୍ସକୁ ଲକ୍ଷଲକ୍ଷ ଲୋକ ଦେଖିଛନ୍ତି। ନରୱେ ଡ୍ୟାନ୍ସ କ୍ରୁଙ୍କ…
ହ୍ୱିଲ ଚେୟାରରେ ଶିଳ୍ପା, ୱାକର ଧରି ଦେଲେ ପୋଜ
ମୁମ୍ବାଇ: ବଲିଉଡର ଗ୍ଲାମର କୁଇନ ଶିଳ୍ପ ସେଟ୍ଟିଙ୍କର କିଛି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ନିଜ କାମ ପ୍ରତି ଥିବା ତାଙ୍କର ଡେଡିକେଶନ ସମ୍ପର୍କରେ ସମସ୍ତେ ପ୍ରାୟ ଜାଣିଥିବେ । ନିକଟରେ ଅଭିନେତ୍ରୀ ଇନଷ୍ଟାଗ୍ରାମରେ କିଛି…
ଦିଲ୍ଲୀରୁ ନାଇଜେରୀୟ ଦମ୍ପତି ଗିରଫ
ବାଲେଶ୍ୱର ଅଫିସ,୨୮।୮: ବାଲେଶ୍ୱର ସହରର ଜଣେ ଅବସରପ୍ରାପ୍ତ କର୍ମଚାରୀଙ୍କୁ ହନିଟ୍ରାପରେ ଫସାଇ ୩୦ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ ଏକ ନାଇଜେରୀୟ ଦମ୍ପତିଙ୍କୁ ସାଇବର ଥାନା ପୋଲିସ ଦିଲ୍ଲୀରୁ ଗିରଫ କରିଛି। ପୂର୍ବରୁ ଏହି ଘଟଣାରେ ସାମସନ୍ ଇମିକେ ଏଲିକା ନାମକ…
ପୀଡ଼ିତାଙ୍କ ବୟାନ ରେକର୍ଡ
ପାରାଦୀପ,୨୮।୮(ସ୍ବ.ପ୍ର.): ପାରାଦୀପ ଆଦର୍ଶଥାନା ଅଞ୍ଚଳରେ ଆଶାକର୍ମୀଙ୍କୁ ଗଣବଳାତ୍କାର ଘଟଣାରେ ଶନିବାର ପୋଲିସ ମାମଲା (ନଂ.୨୭୫/୨୨)ରୁଜୁ କରିଛି। ପୀଡ଼ିତାଙ୍କ ଡାକ୍ତରୀମାଇନା କରାଯାଇ କୁଜଙ୍ଗ ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟଙ୍କ ପାଖରେ ବୟାନ ରେକର୍ଡ କରାଯାଇଛି। ଏତଦ୍ବ୍ୟତୀତ ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ ଟିମ୍…
ବିଜେଡିରେ ମିଶିଲେ ଭାଜପା ସଂଖ୍ୟାଲଘୁ ନେତା
ଢେଙ୍କାନାଳ ଅଫିସ, ୨୮।୮: ଢେଙ୍କାନାଳ ଜିଲା ଭାଜପାର ସଂଖ୍ୟାଲଘୁ ନେତା ତଥା ପୂର୍ବତନ ସଂଖ୍ୟାଲଘୁ ମଣ୍ଡଳ ସଭାପତି ଶେଖ୍ ଅବଦୁଲ ଅଖମଲ ଶନିବାର ନିଜ ସମର୍ଥକଙ୍କ ସହ ବିଜେଡିରେ ଯୋଗଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ ଶାସନ ଏବଂ ବିଧାୟକ ସୁଧୀର…
ବିରୋଧୀ ଦଳରେ ଛାତ୍ର ନେତା ସୃଷ୍ଟି ନ କରିବାକୁ ଷଡ଼ଯନ୍ତ୍ର
ଭୁବନେଶ୍ୱର,୨୮।୮(ବ୍ୟୁରୋ): ବିଭିନ୍ନ ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକରେ ନିର୍ବାଚିତ ପ୍ରତିନିଧିଙ୍କ ଭଳି ବିଜୁ ଜନତା ଦଳ ଏକ ମନୋନୀତ କ୍ୟାମ୍ପସ କମିଟି ଗଠନ କରୁଛି। ଏହାଦ୍ୱାରା ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ କାହିଁକି କଲେଜ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକରେ…
ଅମାବାସ୍ୟା ନାରାୟଣଙ୍କ ସାଗରବିଜେ ନୀତି
ପୁରୀ ଅଫିସ,୨୮।୮: ଭାଦ୍ରବ ଅମାବାସ୍ୟା ବା ସପ୍ତପୁରୀ ଅମାବାସ୍ୟା ତିଥି ଅବସରରେ ଶ୍ରୀମନ୍ଦିର ସତ୍ୱଲିପି ଅନୁଯାୟୀ ରୀତିନୀତି ଅନୁସାରେ ଅମାବାସ୍ୟା ନାରାୟଣଙ୍କ ସାଗର ବିଜେ ନୀତି ସମ୍ପନ୍ନ ହୋଇଛି। ଶନିବାର ମହାପ୍ରଭୁଙ୍କ ସକାଳଧୂପ ସମ୍ପନ୍ନ ହୋଇ ପାଣିପଡ଼ିବା ପରେ ଅମାବାସ୍ୟା ନାରାୟଣଙ୍କ…
Archives


