ଧନ କୁବେର ଏକଜ୍ୟୁକିଟିଭ ଇଞ୍ଜିନିୟର: କୋଟି କୋଟି ଟଙ୍କା, ଜମି କାଗଜ ପତ୍ର, ସୁନା-ଚାନ୍ଦି ଅଳଙ୍କାର ଜବତ
ପାଟନା,୨୭ ।୮: ଆୟ ବହିର୍ଭୁତ ସମ୍ପତି ଠୁଳ ମାମଲାରେ ଶନିବାର ଭିଜିଲାନ୍ସ ଟିମ ବିହାରର ଜଣେ ସରକାରୀ ଇଞ୍ଜିନିୟରଙ୍କ ଘରେ ଚଢାଉ କରିଛନ୍ତି । ଚଢାଉ ସମୟରେ ଇଞ୍ଜିନିୟରଙ୍କ ଘରୁ ବହୁ ପରିମାଣରେ ନଗଦ ଟଙ୍କା ଜବତ କରାଯାଇଛି । କୁହାଯାଉଛି…
ଜାତୀୟ ପତାକାକୁ ଅସମ୍ମାନ ପ୍ରସଙ୍ଗ, ବନ୍ଧବାହାଲରେ ୧୪୪ ଧାରା ଜାରି
ଝାରସୁଗୁଡ଼ା ଅଫିସ,୨୭।୮: ଝାରସୁଗୁଡ଼ା ଜିଲା ବନ୍ଧବାହାଲ ଶିଳ୍ପାଞ୍ଚଳରେ ଜାତୀୟ ପତାକାକୁ ଅସମ୍ମାନ ପ୍ରସଙ୍ଗ ସମ୍ପର୍କରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି ପ୍ରସଙ୍ଗକୁ ନେଇ ଏବେବି ଚାପା ଉତ୍ତେଜନା ଲାଗି ରହିଥିବାବେଳେ ପରିସ୍ଥିତିକୁ ଦୃଷ୍ଟିରେ ରଖି ଘଟଣାସ୍ଥଳରେ…
ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ: ରାଜ୍ୟ ସୂଚନା କମିଶନଙ୍କ ଉଲ୍ଲେଖନୀୟ ରାୟ
ବଲାଙ୍ଗୀର ଅଫିସ,୨୭।୮: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ପ୍ରସଙ୍ଗରେ ରାଜ୍ୟ ସୂଚନା କମିଶନଙ୍କ ଉଲ୍ଲେଖନୀୟ ରାୟ ପ୍ରକାଶ ପାଇଛି। ଶନିବାର ସ୍ଥାନୀୟ ଯାଦବ ଭବନ ପରିସରରେ ଓଡ଼ିଶା ସୂଚନା ଅଧିକାର କର୍ମୀ ହେମନ୍ତ ପଣ୍ଡା ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇ କହିଛନ୍ତି,…
ଆଲମିରା କାରଖାନାରେ ଅଗ୍ନିକାଣ୍ଡ
ବାସୁଦେବପୁର,୨୬।୮(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ସହର ନିକଟ ଦେଉଳୀ ଛକଠାରେ ଥିବା ଏକ ଆଲମିରା ପ୍ରସ୍ତୁତ କାରଖାନାରେ ଶନିବାର ପୂର୍ବାହ୍ନରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୫୦ ଲକ୍ଷରୁ ଊର୍ଦ୍ଧ ଟଙ୍କାର ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି। ଶର୍ଟ…
ଝାଡ଼ଖଣ୍ଡରେ ଘନଉଛି ରାଜନୈତିକ ସଙ୍କଟ: ଛତିଶଗଡ଼ ଯିବା ନେଇ ବିଧାୟକଙ୍କ ପ୍ରସ୍ତୁତି
ରାଞ୍ଚି,୨୭।୮: ନିର୍ବାଚନ କମିଶନ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବିଧାୟକ ପଦ ରଦ୍ଦ କରିବାକୁ ରାଜ୍ୟପାଳଙ୍କୁ ଦେଇଥିବା ଚିଠି ପରେ ରାଜ୍ୟରେ ରାଜନୈତିକ ସଙ୍କଟ ଦେଖାଦେଇଛି। ଏହିଭଳି ପରିସ୍ଥିତିରେ ଶନିବାର ମୁଖ୍ୟମନ୍ତ୍ରୀ ମେଣ୍ଟ ବିଧାୟକଙ୍କ ସହ ବୈଠକ କରିଛନ୍ତି। ତୃତୀୟଥର ପାଇଁ…
ବିବାହ ମଣ୍ଡପରେ ଲାଗିଲା ନିଆଁ: ୫ ମୃତ
ମୋରାଦାବାଦ,୨୭।୮: ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ବିବାହ ଅନୁଷ୍ଠିତ ହୋଇଥିଲା। ଗୁରୁବାର ରାତିରେ ବିବାହ ଚାଲୁଥିବା ବେଳେ ଏକ ୩ ମହଲା ବିଲ୍ଡିଂରେ ନିଆଁ ଲାଗିଯିବାରୁ ୨ ମହିଳା ଓ ୩ ଶିଶୁଙ୍କ ମୃତ୍ୟୁ ଘଟିଛି। ବିଲ୍ଡିଂରେ ନିଆଁ ଲାଗିଥିବା ଦେଖି ସ୍ଥାନୀୟ…
ରାଜ୍ୟରେ ସ୍ଥାପନ ହେବ ୩୬ଟି ନୂଆ ଥାନା
ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ ୩୬ଟି ନୂଆ ପୋଲିସ ଷ୍ଟେଶନ ସ୍ଥାପନ କରାଯିବ। ଖୁବ୍ଶୀଘ୍ର ନୂଆ ଥାନା କାର୍ଯ୍ୟକ୍ରମ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ତେବେ ନୂଆ ଥାନା ଭିତରେ ଭୁବନେଶ୍ୱର ମୈତ୍ରୀ ବିହାର, ଅନୁଗୋଳ ଜିଲାର ବାଗେଡିଆ ଏବଂ ଗୋପାଳପ୍ରସାଦ,…
କରମ ଡ୍ୟାମ୍ ଭାଙ୍ଗିବା ଘଟଣାରେ ଶିବରାଜଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବନ ହେଲେ ୮ ଇଞ୍ଜିନିୟର
ଭୋପାଳ,୨୬।୮: ମଧ୍ୟପ୍ରଦେଶ ଧର ଜିଲାରେ ନିର୍ମାଣାଧୀନ କରମ ଡ୍ୟାମ୍ ଭାଙ୍ଗିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ରାଜ୍ୟ ସରକାର ବିଭାଗୀୟ ୮ ଇଞ୍ଜିନିୟରଙ୍କୁ ନିଲମ୍ବିତ କରିଛନ୍ତି। ଡ୍ୟାମ୍ ଉପରେ ୧୮ ଗାଁ ଲୋକେ…
ଟମାଟୋ ଫ୍ଲୁକୁ ନେଇ ସ୍ବାସ୍ଥ୍ୟବିଭାଗ ଜାରି କଲା ଆଡଭାଇଜରୀ
ଲକ୍ଷ୍ନୌ,୨୭।୮: କରୋନା, ମଙ୍କିପକ୍ସ ପରେ ବର୍ତ୍ତମାନ ଟମାଟୋ ଫ୍ଲୁର ପ୍ରକୋପ ଦେଖିବାକୁ ମିଳିଛି। ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଟମାଟୋ ଫ୍ଲୁକୁ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି। ଟମାଟୋ ଫ୍ଲୁର ଲକ୍ଷଣ ୧୦ବର୍ଷ ବୟସ ପର୍ଯ୍ୟନ୍ତ…
ପୋଲିସ ଇନ୍ଫର୍ମର ସନ୍ଦେହରେ ଯୁବକଙ୍କ ଗଳାକାଟି ହତ୍ୟା
ମାଲକାନଗିରି,୨୭।୮(ସ୍ବ.ପ୍ର.): ମାଲକାନଗିରି ଛତିଶଗଡ଼ ସୀମାନ୍ତ ନାରାୟଣପୁର ଜିଲାରେ ପୁଣି ମାଓହିଂସା ଦେଖିବାକୁ ମିଳିଛି । ପୋଲିସ ଇନ୍ଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ଶୁକ୍ରବାର ମାଓବାଦୀ ହତ୍ୟା କରିଛନ୍ତି। ମୃତକ ହେଉଛନ୍ତି ଫରେଷ୍ଟଗାଓ ଥାନା ଅନ୍ତର୍ଗତ ଖଡ଼କାଗାଓ ଗ୍ରାମର ରାମଲାଲ ପୋଡ଼ାଇ। ବିଳମ୍ବିତ…
ମରାଠା ସଂଗଠନ ଶମ୍ଭାଜୀ ବ୍ରିଗେଡ୍ ସହ ମେଣ୍ଟ କଲା ଉଦ୍ଧବଙ୍କ ଶିବସେନା
ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ମରାଠା ସଂଗଠନ ଶମ୍ଭାଜୀ ବ୍ରିଗେଡ୍ ସହ ଉଦ୍ଧବ ଠାକ୍ରେଙ୍କ ଶିବସେନା ସହ ମେଣ୍ଟ ହୋଇଛି। ଏହି ଅବସରରେ ଉଦ୍ଧବ ନିର୍ବାଚନ ଲାଭକୁ ଦୃଷ୍ଟିରେ ରଖି ବ୍ରିଗେଡ ସହିତ ମେଣ୍ଟ କରାଯାଇ ନାହିଁ, ବରଂ ଆଞ୍ଚଳିକ ପରିଚୟ ରକ୍ଷା କରିବା…
ସ୍କୁଲ ସମ୍ମୁଖରେ ଛାତ୍ରଙ୍କ ଚଣା, ମୁଢ଼ି ବିକିବା ଘଟଣା: ଏଣିକି ପଢ଼ିବେ ପାଠ
ପୁରୁଷୋତ୍ତମପୁର,୨୭।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସି କୁମାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନଶିକ୍ଷିୟତ୍ରୀ ନାମ ଲେଖାଉ ନ ଥିବା ପ୍ରତିବାଦରେ ଛାତ୍ର ଶିବଶଙ୍କର ପଣ୍ଡାଙ୍କ ସହ ପରିବାର ସ୍କୁଲ ଗେଟ୍ ସମ୍ମୁଖରେ ଧାରଣା ଦେଇଥିଲେ। ଏପରିକି ଛାତ୍ର ଜଣକ ଚଣା, ମୁଢ଼ି,…
Archives


