Home Left

ବୀମା କମ୍ପାନୀଠୁ ବିଜେଡି ନେଇଛି ୧୦୦ କୋଟି: ଭାଜପା

ଭୁବନେଶ୍ବର, ୨୭ା୮(ବ୍ୟୁରୋ): ଚାଷୀର ବଳ କହୁୁଥିବା ବିଜେଡି ଏବେ ଚାଷୀଙ୍କ ସମସ୍ୟା ଓ ସଙ୍କଟ ବେଳେ ହାତବାନ୍ଧି ବସି ରହିବା ଦୁର୍ଭାଗ୍ୟଜନକ ବୋଲି ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ କହିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଆୟୋଜିତ…

ଖତ ଖାଉଛି ସରକାରୀ ଆମ୍ବୁଲାନ୍ସ

ବାରିପଦା ଅଫିସ,୨୭।୮: ମୟୂରଭଞ୍ଜ ଜିଲାରେ ରୋଗୀ ପରିବହନ ସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଆବଶ୍ୟକତାଠାରୁ କମ ସଂଖ୍ୟକ ଆମ୍ବୁଲାନ୍ସ ରହିଥିବା ବେଳେ ଚାଳକ ଅଭାବରୁ ବହୁ ଗାଡ଼ି ଅଚଳ ହୋଇ ପଡ଼ିରହିଛି। ବର୍ଷ ବର୍ଷ ଧରି ଖରାବର୍ଷାରେ ପଡ଼ିରହି ଏହା ଖତ…

ଦିଲ୍ଲୀରେ ହେବନାହିଁ ମୁନାୱର ଫାରୁକିଙ୍କ ଶୋ’, ପୋଲିସ ଦେଲାନାହିଁ ଅନୁମତି

ନୂଆଦିଲ୍ଲୀ,୨୭ ।୮: ମୁନାୱର ଫାରୁକି ହେଉଛନ୍ତି ଜଣେ ଫେମଶ ଷ୍ଟାଣ୍ଡ ଅପ କମେଡିଆନ, ଯାହାଙ୍କ ଶୋ’ ଦେଖିବାକୁ ଦର୍ଶକଙ୍କ ମଧ୍ୟରେ ଖୁବ୍ ଉତ୍କଣ୍ଠା ଥାଏ । କିଛିଦିନ ହେବ ସେ ବିବାଦରେ ଛନ୍ଦି ହୋଇ ପଡିଛନ୍ତି । ଧର୍ମ ଓ ରାଜନୀତିକୁ…

ଆରମ୍ଭ ହେଲା ଏଏସ୍‌ଓ ପରୀକ୍ଷା

ଭୁବନେଶ୍ୱର,୨୭।୮(ବ୍ୟୁରୋ): ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପରୀକ୍ଷା ଶନିବାର ଅନୁଷ୍ଠିତ ହେବ। ୩ଟି ସିଟିଂରେ ଏହି ପରୀକ୍ଷା ହେବ। ପ୍ରଥମ ସିଟିଂ ପରୀକ୍ଷା ସକାଳ ୯ରୁ ସାଢେ ୧୦ଟା, ଦ୍ୱିତୀୟ ସିଟିଂ ପରୀକ୍ଷା ସାଢେ ୧୧ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ହେବ।…

‘ଖେଳାଳିଙ୍କ ଜୀବନଶୈଳୀ ବଦଳାଇବ ଅଲ୍‌ଟିମେଟ ଖୋ ଖୋ’

ଭୁବନେଶ୍ୱର, ୨୭।୮(କ୍ରୀଡ଼ା ପ୍ରତିନିଧି): ପୁଣେର ମହାଲୁଙ୍ଗେସ୍ଥିତ ଶ୍ରୀ ଶିବ ଛତ୍ରପତି ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଚାଲିଥିବା ଅଲ୍‌ଟିମେଟ୍‌ ଖୋ ଖୋ ଲିଗ୍‌ରେ ପ୍ରଭାବୀ ପ୍ରଦର୍ଶନ କରି ଆସିଥିବା ଓଡ଼ିଶା ଜଗରନଟ୍ସର ଖେଳାଳିଙ୍କୁ ଉତ୍ସାହିତ କରିଛନ୍ତି କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା। ଭୁବନେଶ୍ୱରଭିତ୍ତିକ ଫ୍ରାଞ୍ଚାଇଜ୍‌…

୧୫୦ ଘର, ୭୫ ଏକର ପରିବା ଚାଷ ନଷ୍ଟ

ଜଳେଶ୍ୱର, ୨୭।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ସୁବର୍ଣ୍ଣରେଖା ନଦୀର ଉତ୍ତରପଟେ ହୋଇଥିବା ବେଳେ ଏହି ବ୍ଲକ ଅଧୀନ ଏକମାତ୍ର ଗଡସାହି ବାଲିଆପାଳ ପଞ୍ଚାୟତ ନଦୀର ଦକ୍ଷିଣପଟେ ରହିଛି। ଏହା ବିଚ୍ଛିନ୍ନାଞ୍ଚଳ ଭାବେ ପରିଚିତ। ସୁବର୍ଣ୍ଣରେଖା ନଦୀ ପଞ୍ଚାୟତକୁ ଦୁଇପଟେ ଘେରି…

କୃଷକଙ୍କୁ ନେଇ ରାଜନୀତି କରୁଛନ୍ତି ରାଜ୍ୟ ସରକାର: କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ରାଜ୍ୟ ସରକାର ଯେତେ ପରିମାଣର ସାର କେନ୍ଦ୍ର ସରକାରଙ୍କୁ ମାଗିଛନ୍ତି ସେହି ପରିମାଣର ସାର କେନ୍ଦ୍ର ସରକାର ଯୋଗାଇ ଦେଇଛନ୍ତି। ୨୦୨୨ ଅଗଷ୍ଟ ୨୫ ସୁଦ୍ଧା ରାଜ୍ୟ ସରକାର ୟୁରିଆ ସାର ୦.୦୮ଏଲ୍‌ଏମ୍‌ଟି ମାଗିଥିଲା ବେଳେ କେନ୍ଦ୍ର ସରକାର ୨.୦୪…

ଏଫବିଆଇର ସୂଚନା: ଟ୍ରମ୍ପଙ୍କ ଫ୍ଲୋରିଡା ଘରେ ଚଢାଉ ପରେ ମିଳିଥିବା ୧୫ ବକ୍ସ ମଧ୍ୟରୁ ୧୪ଟିରୁ ଆମେରିକା ସୁରକ୍ଷା ସମ୍ପର୍କିତ ଗୁପ୍ତ ତଥ୍ୟ ଜବତ

ୱାଶିଂଟନ,୨୭ ।୮: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଫ୍ଲୋରିଡା ସ୍ଥିତ ଘରେ କିଛିଦିନ ତଳେ ଏଫବିଆଇ ପକ୍ଷରୁ ଚଢାଉ କରାଯାଇଥିଲା । ଏହି ସମୟରେ ଏଫବିଆଇକୁ ୧୫ଟି ବକ୍ସ ମିଳିଥିଲା । ଏଥିମଧ୍ୟରୁ ୧୪ଟିରୁ ଆମେରିକା ସୁରକ୍ଷା ସମ୍ପର୍କିତ ସିକ୍ରେଟ…

କେନ୍ଦ୍ରମନ୍ତ୍ରୀ ମାଣ୍ଡଭ୍ୟଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ରାଜ୍ୟରେ ଖରିଫ୍‌ ଚାଷ ଜୋରସୋର ଚାଲିଥିବାବେଳେ ସାର ଅଭାବ ଚାଷୀଙ୍କ ମୁଣ୍ଡବ୍ୟଥା ବଢ଼ାଇଛି। ଧାର୍ଯ୍ୟ ସମୟରେ କେନ୍ଦ୍ର ସରକାର ସାର ଯୋଗାଉନାହାନ୍ତି। ରାଜ୍ୟକୁ ମାସିକିଆ କୋଟା ମିଳୁନାହିଁ। ଖରିଫ ଋତୁରେ ଡିଏପି ସାର ୩୧% କମ୍‌ ମିଳିଛି। ଚାଷୀଙ୍କ ସମସ୍ୟାର…

ପାର୍କରେ ଦୋଳି ଖେଳୁଛନ୍ତି ବୃଦ୍ଧା-ବୃଦ୍ଧ, ଭିଡିଓ ଭାଇରାଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

୮୨ ଯାତ୍ରୀଙ୍କୁ ନେଇ ଯାଉଥିବା ବୋଟ୍‌ରେ ନିଆଁ

ମାନିଲା,୨୭ା୮: ଫିଲିପାଇନ୍ସର ବାଟାଙ୍ଗସ୍‌ ବନ୍ଦରରେ ଏକ ବୋଟ୍‌ ପହଞ୍ଚତ୍ବା ପୂର୍ବରୁ ଶୁକ୍ରବାର ସେଥିରେ ନିଆଁ ଲାଗିଯାଇଥିଲା। ବୋଟ୍‌ରେ ୮୨ ଜଣ ଯାତ୍ରୀ ଓ କର୍ମଚାରୀ ଥିଲେ। ସେମାନଙ୍କ ମଧ୍ୟରୁ ୭୩ ଜଣଙ୍କୁ ଉଦ୍ଧାର କରାଯାଇଛି। ଅନ୍ୟମାନଙ୍କୁ ଖୋଜା ଚାଲିଥିବା ତଟସୁରକ୍ଷା ବାହିନୀ…

ଭାଜପା ସିରିଏଲ୍‌ କିଲର: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀ ବିଧାନସଭାର ସ୍ବତନ୍ତ୍ର ଅଧିବେଶନରେ ମୁଖ୍ୟମନ୍ତ୍ରୀ ତଥା ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ୍‌ ଶୁକ୍ରବାର ଭାଜପା ଉପରେ ଜୋର୍‌ଦାର ବର୍ଷିଛନ୍ତି। ନିର୍ବାଚିତ ସରକାରଗୁଡ଼ିକୁ ଭାଙ୍ଗିଦେଉଥିବା ଭାଜପାକୁ ସେ ସିରିଏଲ୍‌ କିଲର ବୋଲି କହିଛନ୍ତି। ଗୈରିକ ଦଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri