ମାତ୍ର ୧୨ ସେକେଣ୍ଡରେ ଧ୍ୱଂସ ହେବ ସୁପରଟେକ ଟ୍ୱିନ ଟାୱାର
ଲକ୍ଷ୍ନୌ,୨୭ ।୮: ଉତ୍ତର ପ୍ରଦେଶର ନୋଏଡାରେ ଅବୈଧ ଭାବେ ନିର୍ମାଣ କରାଯାଇଥିବା ସୁପରଟେକ ଟ୍ୱିନ ଟାୱାର୍ସକୁ ନେଇ ଏବେ ଚର୍ଚ୍ଚା । ସରକାରଙ୍କ ନିର୍ଦ୍ଦେଶ କ୍ରମରେ ଏବେ ଏହି ଟାୱାର୍ସକୁ ଭଙ୍ଗାଯିବ । ତେବେ ଏହାକୁ ଭାଙ୍ଗିବା ସମୟରେ ସୁରକ୍ଷା ପ୍ରତି…
ସ୍ତ୍ରୀ ଉପରେ କ୍ଷୁବ୍ଧ ସ୍ବାମୀ ତାଳଗଛରେ ମାସେ ରହିଲେ
ଲକ୍ଷ୍ନୌ,୨୭ା୮: ସ୍ତ୍ରୀଙ୍କ ଯୁକ୍ତି ଓ ଗାଳିରେ କ୍ଷୁବ୍ଧ ହୋଇ ଉତ୍ତରପ୍ରଦେଶର ଜଣେ ବ୍ୟକ୍ତି ମାସେ କାଳ ୮୦ ଫୁଟ ଉଚ୍ଚ ତାଳଗଛରେ ରହିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ୟୁପି ମାଉ ଜିଲା କୋପାଗଞ୍ଜ ଅଞ୍ଚଳରେ ଏଭଳି ବିଚିତ୍ର ଘଟଣା ଘଟିଛି।…
ଶୌଚାଳୟ ନିର୍ମାଣ ପାଇଁ ଆସିଥିବା ଅର୍ଥ ବାଟମାରଣା
ପଟ୍ଟାମୁଣ୍ଡାଇ ୨୭ା୮(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବ୍ଲକ ଅଳପୁଆ ନୋଡାଲ ଉଚ୍ଚ ବିଦ୍ୟାଳୟକୁ ସର୍ବଶିକ୍ଷା ଡିପିସି ଯୋଜନାରେ ସ୍କୁଲର ଶୌଚାଳୟ ନିର୍ମାଣ ପାଇଁ ଆସିଥିବା ଅର୍ଥ ବାଟମାରଣା ହୋଇଥିବା ଅଭିଯୋଗ ହୋଇଛି। ଅଭିଭାବକ ମହାସଂଘ ଜିଲା ସମ୍ପାଦକ ନରେନ୍ଦ୍ର ଧଳ କହିଛନ୍ତି, ଅଳପୁଆ ନୋଡାଲ…
ଚକ୍ଷୁ ଅସ୍ତ୍ରୋପଚାର ପାଇଁ ଅର୍ଥ ସାଜିଛି ବାଧକ
ଜଗତ୍ସିଂହପୁର ଅଫିସ, ୨୭ା୮: ଜଗତ୍ସିଂହପୁର ଚାଟରା ବିଶୋଇ ସାହିର ଟୁନି ଦେଈ(୮୩) ୨ ପୁଅ ଓ ଗୋଟିଏ ଝିଅ ଜନ୍ମ କରି ମଧ୍ୟ ଅସହାୟ। କାରଣ ଯେଉଁ ୨ ପୁଅଙ୍କ କାନ୍ଧରେ ଢିରା ଦେଇ ଶେଷ ଜୀବନ କାଟିଦେବେ ବୋଲି ଭାବିଥିଲେ…
ଅଣସଂକ୍ରମିତ ରୋଗ ଔଷଧ ମିଳୁନି
ବାଲିଆ,୨୭ା୮(ସ୍ବ.ପ୍ର.): ବିରିଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ କିଛି ଦିନ ହେବ ଅଣସଂକ୍ରମିତ ରୋଗର ଔଷଧ ମିଳୁନାହିଁ। ବିଶେଷ କରି ଡାଇବେଟିସ, ବ୍ଲଡ ପ୍ରେସର, ଶ୍ୱାସ ଭଳି ରୋଗର ଔଷଧ ମିଳୁନାହିଁ। ରୋଗୀମାନେ ଔଷଧ ପାଇଁ ପ୍ରତିଦିନ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ନିରାଶ ହୋଇ…
ଅସହାୟ ବୃଦ୍ଧଙ୍କୁ ମିଳିଲା ରାଶନ କାର୍ଡ, ଖାଦ୍ୟ ସାମଗ୍ରୀ
ମହାକାଳପଡ଼ା,୨୭ା୮(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ବି.ବି. କଲୋନୀ ଗଁାରେ ଜଣେ ଅସହାୟ ବୃଦ୍ଧ ସୁକଲାଲ ଦେବନାଥ (୭୨)ଙ୍କୁ ଘର ଲୋକ ପର କରି ଦେଇଥିଲେ। ଫଳରେ ଦୀର୍ଘ ୪୦ ବର୍ଷ ଧରି ଗଁା ଶ୍ମଶାନ ନିକଟରେ ଏକ…
ରୁଷିଆ ନିୟନ୍ତ୍ରିତ ଅଞ୍ଚଳରେ ମିଳିଲା ୨୧ ବନ୍ଦିସ୍ଥଳ, କବର ଖନନ, ଯୁଦ୍ଧ ବନ୍ଦୀଙ୍କ ସହ ଅମାନୁଷିକତାର ସୂଚନା!
ୱାଶିଂଟନ/କ୍ୱିଭ,୨୭ ।୮: ଆମେରିକା ବୈଦେଶିକ ମନ୍ତ୍ରଣାଳୟ ୟେଲ ବିଶ୍ୱବିଦ୍ୟାଳୟର ଗବେଶକଙ୍କ ସହ ମିଶି ପୂର୍ବ ୟୁକ୍ରେନର ଦୋନେସ୍କ ଅଞ୍ଚଳରେ ଅତିକମରେ ୨୧ଟି ସ୍ଥାନର ଚିହ୍ନଟ କରିଛନ୍ତି ଯାହାକୁ ରୁଷିଆ ବନ୍ଦିସ୍ଥଳ କରିଛି । ଏହାର ବ୍ୟବହାର ରୁଷିଆ ସେନା ୟୁକ୍ରେନ ସମର୍ଥିତ…
ବିରୋଧ ପରେ ନାମଲେଖା ଫି’ କମିଲା
କେନ୍ଦ୍ରାପଡ଼ା ଅଫିସ, ୨୭ା୮: କେନ୍ଦ୍ରାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟ ନାମଲେଖା ଫି’ ବୃଦ୍ଧିକୁ ନେଇ ଗତ ସପ୍ତାହ ଧରି ଜନଅସନ୍ତୋଷ ଓ ବିରୋଧ ଲାଗି ରହିଥିଲା। ଏହାକୁ ଦୃଷ୍ଟିରେ ରଖି ଜିଲାପାଳ ଅମୃତ ଋତୁରାଜ ଓ ମହାବିଦ୍ୟାଳୟର ପରିଚାଳନା କମିଟି ସଦସ୍ୟଙ୍କ ଗୁରୁବାର…
ବନ୍ୟାକୁ ଛାଡ଼ିଲେ ଆର୍ଦ୍ରଭୂମିକୁ ମିଳୁନି ମଧୁରଜଳ
କେନ୍ଦ୍ରାପଡ଼ା ଅଫିସ, ୨୭ା୮: ମହାନଦୀ ଓ ବୈତରଣୀ ସିଷ୍ଟମ୍ରେ ବନ୍ୟା ଆସି ଭିତରକନିକା ଆର୍ଦ୍ରଭୂମି ସହିତ କେନ୍ଦ୍ରାପଡ଼ା ଜିଲାର ୪୧ ପଞ୍ଚାୟତରେ ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ଏହିପରି ପ୍ରତିବର୍ଷ ଆସୁଥିବା ବନ୍ୟାଜଳ ନିଷ୍କାସିତ ପରେ ଆର୍ଦ୍ରଭୂମି ଭିତରକନିକାକୁ ଆବଶ୍ୟକ ମଧୁର ଜଳ…
ଗରିବୀ ନେଲା ନାବାଳିକା ଛାତ୍ରୀଙ୍କ ଜୀବନ
ଭୁବନେଶ୍ୱର,୨୭ା୮(ବ୍ୟୁରୋ) : ରାଜଧାନୀରେ ଆତ୍ମହତ୍ୟା ଘଟଣା ଥମିବାରେ ନାଁ ଧରୁନି। ଗୋଟିଏ ଆତ୍ମହତ୍ୟାର କାରଣ ଖୋଜୁ ଖୋଜୁ ଆଉ ଗୋଟିଏ ଘଟଣା ପୋଲିସର ଚିନ୍ତା ବଢ଼ାଉଛି। ଗୁରୁବାର ଜଣେ ମହିଳା ଓ ଜଣେ ଯୁବତୀ ଫ୍ୟାନରେ ଝୁଲି ଆତ୍ମହତ୍ୟା କରିଥିବାବେଳେ ଶୁକ୍ରବାର…
ସିସିଟିଭି ଫୁଟେଜରେ ରହସ୍ୟଜନକ ୧ ଘଣ୍ଟା
ଭୁବନେଶ୍ୱର,୨୭ା୮(ବ୍ୟୁରୋ):: ରସୁଲଗଡ଼ ଭାଗବତ ସନ୍ଧାନ କଲୋନୀରେ ରାତିରେ ପଡୋଶୀଙ୍କ ଘରେ ଭୋଜିଭାତ ପରେ ସକାଳେ ନିଜ ଘରେ ପ୍ରଜ୍ଞା ପାରମିତା ଧଳଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ରହସ୍ୟ ବଢ଼ୁଛି। ମୃତ୍ୟୁର କାରଣ ଜାଣିବା ପାଇଁ ପୋଲିସ ପ୍ରଜ୍ଞାଙ୍କ ମୋବାଇଲ ଜବତ…
ଜାତୀୟ ଦଳଙ୍କୁ ଅଜଣା ସୂତ୍ରରୁ ମିଳିଛି ୧୫,୦୭୭ କୋଟି
ନୂଆଦିଲ୍ଲୀ,୨୭ା୮ (ପି.ଟି.): ଜାତୀୟ ରାଜନୈତିକ ଦଳଗୁଡ଼ିକ ୨୦୦୪-୦୫ରୁ ୨୦୨୦-୨୧ ଆର୍ଥତ୍କ ବର୍ଷ ମଧ୍ୟରେ ଅଜଣା ସୂତ୍ରରୁ ୧୫,୦୭୭.୯୭ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ସଂଗ୍ରହ କରିଛନ୍ତି। ଆସୋସିଏଶନ ଫର୍ ଡେମୋକ୍ରାଟିକ୍ ରିଫମର୍ସ (ଏଡିଆର୍) ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଏହା କୁହାଯାଇଛି। କେବଳ ୨୦୨୦-୨୧…
Archives


