Home Left

ପାକିସ୍ତାନ ବିପକ୍ଷରେ କ୍ୟାରିୟରର ୧୦୦ତମ ଟି୨୦ ମ୍ୟାଚ୍‌ ଖେଳିବେ ଏହି ବ୍ୟାଟ୍ସମ୍ୟାନ୍‌

ନୂଆଦିଲ୍ଲୀ,୨୬।୮: ଏସିଆ କପ୍‌ରେ ପାକିସ୍ତାନ ବିପକ୍ଷରେ ପ୍ରଥମ ମୁକାବିଲା ଖେଳିବ ଭାରତ। ଏହି ମ୍ୟାଚ୍‌ ପୂର୍ବତନ ଅଧିନାୟକ ତଥା ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲିଙ୍କ ପାଇଁ ଐତିହାସିକ। କାରଣ ସେ ନିଜ କ୍ୟାରିୟରର ୧୦୦ତମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିବେ। ଏପରି କରି…

ଆସନ୍ତାକାଲି ଏଏସ୍‌ଓ ପରୀକ୍ଷା

କଟକ ଅଫିସ,୨୬ା୮- ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ ଶନିବାର ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ଲିଖିତ ପରୀକ୍ଷା କରାଯିବ। ୩ଟି ସିଟିଂରେ ପରୀକ୍ଷା ଦେବାକୁ ରାଜ୍ୟର ପ୍ରାୟ ୨ ଲକ୍ଷ ୧୮ ହଜାର ପରୀକ୍ଷାର୍ଥୀ ଫର୍ମପୂରଣ କରିଛନ୍ତି। ଏଥିପାଇଁ ବିଭିନ୍ନ ଜିଲାର…

ପ୍ରତିଭା ଦେଖା ଯାଇ ନଥିଲା: କଳା ଝିଅ ବିଜେତା ବୋଲି କୁହାଯାଇଥିଲା ଏହି ଅଭିନେତ୍ରୀଙ୍କୁ

ବଲିଉଡ୍‌ ଅଭିନେତ୍ରୀ ବିପାଶା ବସୁ ଫିଲ୍ମ ‘ଅଜନବି’ରୁ ତାଙ୍କ କ୍ୟାରିୟର ଆରମ୍ଭ କରିଥିଲେ। ସେ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହିଥାନ୍ତି। ଜାଣନ୍ତୁ ତାଙ୍କ ସମ୍ପର୍କିତ କିଛି କଥା। ପିଲାବେଳେ ତାଙ୍କୁ କେହି ଭଲ ପାଉ ନ ଥିଲେ।…

ତିନି ବର୍ଷ ଧରି କ୍ୟାନ୍‌ସର ସହ ଲଢ଼ୁଛନ୍ତି କିଜିଏଫ୍‌ର ‘କାସିମ୍‌ ଚାଚା’

ବମ୍ବେ: ତିନି ବର୍ଷ ହେଲାଣି କ୍ୟାନ୍‌ସର ସହ ଲଢ଼ୁଛନ୍ତି ସୁପରହିଟ୍‌ ଚଳଚ୍ଚିତ୍ର କେ.ଜି.ଏଫ୍‌ ୨ ଅଭିନେତା ହରିଶ ରାୟ। ବକ୍ସ ଅଫିସରେ ଏକାଧିକ ରେକର୍ଡ ଭାଙ୍ଗିଥିବା ଏହି ଫିଲ୍ମରେ କାସିମ ଚାଚା ଭୂମିକାରେ ନଜର ଆସିଥିଲେ ସେ। ତାଙ୍କର ଏହି ଭୂମିକାକୁ…

ବଲିଉଡରେ ଭାଇଜାନଙ୍କ ୩୪ ବର୍ଷ

ମୁମ୍ବାଇ: ବଲିଉଡ ଭାଇଜାନ ସଲମାନ ଖାଁ ଦେଶ ବିଦେଶରେ ବେଶ ପରିଚିତ । ଦେଶ ଠାରୁ ବିଦେଶ ସବୁଠି ସଲମାନଙ୍କର ରହିଛି ଏକ ଭିନ୍ନ ପରିଚୟ । ସୋସିଆଲ ମିଡିଆରେ ତାଙ୍କ ଫ୍ୟାନ ଫଲୋଇଂ ବି ବହୁ ଅଧିକ । ୧୯୮୮ରେ…

‘କିସି କା ଭାଇ, କିସି କା ଜାନ’; ଆଗାମୀ ଫିଲ୍ମରେ ଭାଇଜାନଙ୍କ ଦମ୍‌ଦାର ଲୁକ୍‌

ବମ୍ବେ: ବଲିଉଡ୍‌ ସିନେମାଜଗତରେ ନିଜର ୩୪ ବର୍ଷ ପୂରଣ କରିଛନ୍ତି ଦବଙ୍ଗ ଖାନ୍‌ ସଲମାନ। ୧୯୮୮ରେ ଫିଲ୍ମ ‘ବିବି ହୋ ତୋ ଏସି’ ଜରିଆରେ ଡେବ୍ୟୁ କରିଥିଲେ ସେ। ଏହାପରେ ଅନେକ ସୁପରହିଟ୍‌ ସିନେମା ସେ ଦର୍ଶକଙ୍କୁ ଭେଟି ଦେଇଛନ୍ତି। ଏବେ…

ଅକ୍ଟୋବର ୭ରୁ ପ୍ରୋ କବାଡ଼ି ନୂଆ ସିଜନ

ମୁମ୍ବାଇ,୨୬ା୮: ପ୍ରୋ କବାଡ଼ି ଲିଗ (ପିକେଏଲ୍‌)ର ୯ମ ସଂସ୍କରଣ ଅକ୍ଟୋବର ୭ରୁ ଆରମ୍ଭ ହେବ। ଏଥିପାଇଁ ଗତ ଅଗଷ୍ଟ ୫ ଓ ୬ରେ ଖେଳାଳି ନିଲାମ ସରିଛି। ଇଭେଣ୍ଟ ଆୟୋଜକ ମାଶାଲ ସ୍ପୋଟର୍‌ସ ପକ୍ଷରୁ ଶୁକ୍ରବାର ଏହି ସୂଚନା ଦିଆଯାଇଛି। କୋଭିଡ୍‌…

ଓଲଟିଲା ଶ୍ରମିକଙ୍କୁ ନେଇ ଯାଉଥିବା ଟ୍ରାକ୍ଟର

ଆର.ଉଦୟଗିରି,୨୬ା୮(ଡି.ଏନ.ଏ.): ମୋହନା ଥାନା ନାରୀଙ୍ଗୀ ଘାଟିରେ ଟ୍ରାକ୍ଟର ଓଲଟି ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଆହତ ହୋଇଛନ୍ତି। ମୃତକ ହେଲେ ମୋହନା ଥାନା ଜୁଡିପଥର ଗ୍ରାମର ଉଷା ନାୟକ। ଶ୍ରମିକମାନଙ୍କୁ ନେଇ ଯାଉଥିବା ବେଳେ କୌଣସି କାରଣବସତଃ…

ରୋହିତଙ୍କୁ ପ୍ରଶଂସକ କହିଲେ ‘ସନ୍ୟାସ ନେବା ବେଳ ହୋଇଗଲାଣି’

ଦୁବାଇ,୨୬।୮: ରବିବାର ପାକିସ୍ତାନ ବିପକ୍ଷରେ ଏସିଆ କପ୍‌ର ପ୍ରଥମ ମୁକାବିଲା ଖେଳିବ ଭାରତ। ଏହାପୂର୍ବରୁ ଖେଳାଳିମାନେ ଦୁବାଇରେ ପହଞ୍ଚି ଅଭ୍ୟାସ ଆରମ୍ଭ କରିଛନ୍ତି। ଗୁରୁବାର ଅଭ୍ୟାସ ମ୍ୟାଚ୍‌ ପରେ ରୋହିତ ଶର୍ମାଙ୍କ ଭିନ୍ନ ରୂପ ଦେଖିବାକୁ ମିଳିଛି। ଯାହାକୁ ନେଇ ସେ…

ପୋଖରୀ ବନ୍ଧ ଭାଙ୍ଗି ଜମିକୁ ମାଡ଼ିଗଲା ପାଣି

ତେନ୍ତୁଳିଖୁଣ୍ଟି,୨୬।୮(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ମଞ୍ଚାଗାଁ ପଞ୍ଚାୟତ ଅଧୀନ କେନ୍ଦୁଗୁଡ଼ା ଗ୍ରାମର ଲଗାଣ ବର୍ଷାରେ ମୋ ପୋଖରୀ ହୁଡ଼ା ଭାଙ୍ଗି ମଦନ ହରିଜନଙ୍କ ୨ ଏକର ଜମି, ପ୍ରଶାନ୍ତ ହରିଜନଙ୍କ ୧ ଏକର , ରବି ହରିଜନଙ୍କ ୧ ଏକର…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ଚାଷୀଙ୍କ ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି। ଧାର୍ଯ୍ୟ ସମୟରେ କେନ୍ଦ୍ର ସାର ଦେଉନି । ମାସିକିଆ କୋଟା ରାଜ୍ୟକୁ ମିଳୁନି । ଚାଷୀମାନେ ସାର…

୨ ବାଇକ୍‌ ମୁହାଁମୁହିଁ: ପଛରୁ ଆସି ଚଢ଼ିଗଲା ଟ୍ରକ୍‌

ଏମ୍‌ଭି ୭୯,୨୬ା୮(ଡି.ଏନ.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ସୀମାନ୍ତ ମୋଟୁ ଥାନାଠାରୁ ପ୍ରାୟ ୨ କି.ମି. ଦୂର ୩୨୬ ନଂ. ଜାତୀୟ ରାଜପଥରେ ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ସମୟରେ ପଛପଟୁ ଆସୁଥିବା ଏକ ଟ୍ରକ ବାଇକ୍‌ ଉପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri