ରୋହିତଙ୍କୁ ପ୍ରଶଂସକ କହିଲେ ‘ସନ୍ୟାସ ନେବା ବେଳ ହୋଇଗଲାଣି’
ଦୁବାଇ,୨୬।୮: ରବିବାର ପାକିସ୍ତାନ ବିପକ୍ଷରେ ଏସିଆ କପ୍ର ପ୍ରଥମ ମୁକାବିଲା ଖେଳିବ ଭାରତ। ଏହାପୂର୍ବରୁ ଖେଳାଳିମାନେ ଦୁବାଇରେ ପହଞ୍ଚି ଅଭ୍ୟାସ ଆରମ୍ଭ କରିଛନ୍ତି। ଗୁରୁବାର ଅଭ୍ୟାସ ମ୍ୟାଚ୍ ପରେ ରୋହିତ ଶର୍ମାଙ୍କ ଭିନ୍ନ ରୂପ ଦେଖିବାକୁ ମିଳିଛି। ଯାହାକୁ ନେଇ ସେ…
ପୋଖରୀ ବନ୍ଧ ଭାଙ୍ଗି ଜମିକୁ ମାଡ଼ିଗଲା ପାଣି
ତେନ୍ତୁଳିଖୁଣ୍ଟି,୨୬।୮(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ମଞ୍ଚାଗାଁ ପଞ୍ଚାୟତ ଅଧୀନ କେନ୍ଦୁଗୁଡ଼ା ଗ୍ରାମର ଲଗାଣ ବର୍ଷାରେ ମୋ ପୋଖରୀ ହୁଡ଼ା ଭାଙ୍ଗି ମଦନ ହରିଜନଙ୍କ ୨ ଏକର ଜମି, ପ୍ରଶାନ୍ତ ହରିଜନଙ୍କ ୧ ଏକର , ରବି ହରିଜନଙ୍କ ୧ ଏକର…
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୬।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ଚାଷୀଙ୍କ ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି। ଧାର୍ଯ୍ୟ ସମୟରେ କେନ୍ଦ୍ର ସାର ଦେଉନି । ମାସିକିଆ କୋଟା ରାଜ୍ୟକୁ ମିଳୁନି । ଚାଷୀମାନେ ସାର…
୨ ବାଇକ୍ ମୁହାଁମୁହିଁ: ପଛରୁ ଆସି ଚଢ଼ିଗଲା ଟ୍ରକ୍
ଏମ୍ଭି ୭୯,୨୬ା୮(ଡି.ଏନ.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ସୀମାନ୍ତ ମୋଟୁ ଥାନାଠାରୁ ପ୍ରାୟ ୨ କି.ମି. ଦୂର ୩୨୬ ନଂ. ଜାତୀୟ ରାଜପଥରେ ୨ ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ସମୟରେ ପଛପଟୁ ଆସୁଥିବା ଏକ ଟ୍ରକ ବାଇକ୍ ଉପରେ…
ଭାରତ ବିପକ୍ଷ ମ୍ୟାଚ୍ ପୂର୍ବରୁ ପାକିସ୍ତାନକୁ ଲାଗିପାରେ ଆଉ ଏକ ଝଟ୍କା !
ଦୁବାଇ,୨୬।୮: ଏସିଆ କପ୍ ୨୦୨୨ ପୂର୍ବରୁ ପାକିସ୍ତାନକୁ ଲାଗିପାରେ ଆଉ ଏକ ଝଟ୍କା। ପ୍ରଥମେ ଶାହିନ ଆଫ୍ରିଦି ଟୁର୍ନାମେଣ୍ଟରୁ ବାହାର ହୋଇଥିବା ବେଳେ ଗୁରୁବାର ଏକ ଅଭ୍ୟାସ ମ୍ୟାଚ୍ ବେଳେ ଦ୍ରୁତ ବୋଳର୍ ମହମ୍ମଦ ଓ୍ବାସିମ୍ ଜୁନିୟର ଆହତ ହୋଇଛନ୍ତି। ସେ…
ବିଲକୁ ଯାଉଥିବା ବେଳେ ଝାମ୍ପିନେଲା ଭାଲୁ
ଠାକୁରମୁଣ୍ଡା,୨୬ା୮(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅଧୀନ ସାଲେଇବେଡ଼ା ପଞ୍ଚାୟତର କାଶୀବେଡ଼ା ଗ୍ରାମରେ ଶୁକ୍ରବାର ଭାଲୁ ଆକ୍ରମଣରେ ଦମ୍ପତି ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ ପ୍ରଥମେ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।…
ଜେଲ୍ରେ ଅଚେତ୍ ହୋଇପଡ଼ିଲେ ଅନୀଲ ଦେଶମୁଖ: ହସ୍ପିଟାଲରେ ଭର୍ତ୍ତି
ମୁମ୍ବାଇ,୨୬।୮: ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ତଥା ଏନ୍ସିପି ନେତା ଅନୀଲ ଦେଶମୁଖ ଶୁକ୍ରବାର ହଠାତ୍ ଜେଲ୍ରେ ଅଚେତ୍ ହୋଇ ପଡ଼ିଥିଲେ। ଏହାପରେ ତାଙ୍କୁ ତୁରନ୍ତ ଜେଜେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ଚିକିତ୍ସା ଚାଲିଛି। ଅନୀଲଙ୍କ ଛାତିରେ ଯନ୍ତ୍ରଣା ହେବା…
ଶ୍ରୀସନ୍ତଙ୍କ ନୂଆ ଇନିଂସ: ଏହି ଟିମ୍ର କୋଚ୍ ଭାବେ ହେଲେ ନିଯୁକ୍ତ
ଥିରୁବନନ୍ତପୁରମ୍,୨୬।୮: ଦୁଇଥର ବିଶ୍ୱ ଚାମ୍ପିଅନ ଭାରତୀୟ ଦଳର ସଦସ୍ୟ ଥିବା ୩୯ ବର୍ଷୀୟ ପୂର୍ବତନ ଦ୍ରୁତ ବୋଲର୍ ଏସ୍. ଶ୍ରୀସନ୍ତ କ୍ରିକେଟରୁ ବିଦାୟ ନେବା ପରେ କୋଚ୍ ଭାବେ ଏକ ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି। ଆବୁଧାବିରେ ଅନୁଷ୍ଠିତ ହେବାକୁ…
ସୋସିଆଲ ମିଡିଆରେ ଧର୍ମୀୟ ଭାବନାକୁୁ ଆଘାତ: ଏସ୍ପିଙ୍କୁ ଭେଟିଲେ ମହିଳା ମୋର୍ଚ୍ଚା
ଭଦ୍ରକ ଅଫିସ,୨୬।୮: ସାମାଜିକ ଗଣମାଧ୍ୟମ ଫେସ୍ବୁକରେ ଜଣେ ବ୍ୟକ୍ତି ହିନ୍ଦୁ ଧର୍ମୀୟ ଭାବନାକୁ ଆଘାତ ଦେଲା ଭଳି ପୋଷ୍ଟ କରିଥିବା ନେଇ ଭାଜପା ମହିଳା ମୋର୍ଚ୍ଚା ଭଦ୍ରକ ଜିଲା ଏସ୍ପିଙ୍କୁ ଭେଟି ଅଭିଯୋଗ କରିଛନ୍ତି। ଉକ୍ତ ବ୍ୟକ୍ତି ହିନ୍ଦୁ ଦେବାଦେବୀଙ୍କ ସମ୍ପର୍କରେ…
ଲାଞ୍ଚନେଇ ଧରାପଡ଼ିଲେ ପ୍ରଧାନ ଶିକ୍ଷକ
ରାଉରକେଲା ଅଫିସ,୨୬।୮: ସୁନ୍ଦରଗଡ଼ ଜିଲା ରାଉରକେଲାସ୍ଥିତ କୁମଝରିଆ ହାଇସ୍କୁଲର ପ୍ରଧାନ ଶିକ୍ଷକ ସଞ୍ଜୟ ସାମଲ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ୧୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ କାବୁ କରି ନେଇଥିଲେ। ଓରିଜିନାଲ ମାଟ୍ରିକ ବୋର୍ଡ…
ଥାନାରେ ଦୁଇ ଯାଆ : ଦେଢ଼ଶୁରଙ୍କ ନାମରେ ନିର୍ଯାତନା ମାମଲା
ଜୟପୁର,୨୬ା୮(ନି.ପ୍ର.): ଶ୍ୱଶୁର ଘରେ ବୋହୂକୁ ଦିଆଯାଉଛି ଯୌତୁକ ନିର୍ଯାତନା। ନିର୍ଯାତନା ଦେଉଛନ୍ତି ଦୁଇ ଦେଢ଼ଶୁର । ଏଭଳି ଏକ ଘଟଣା ଘଟିଛି କୋରାପୁଟ ଜିଲା ଜୟପୁର ଥାନା ଅଞ୍ଚଳରେ। ମହିଳା ଜଣକ ତୁରନ୍ତ ନ୍ୟାୟ ଦାବିରେ ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି।…
ଗୁଲାମଙ୍କ ଇସ୍ତଫା ପରେ ହାତ ଛାଡିଲେ ୫ ପୂର୍ବତନ ବିଧାୟକ
ନୂଆଦିଲ୍ଲୀ,୨୬।୮: ବରିଷ୍ଠ ନେତା ଗୁଲାମ ନବୀ ଆଜାଦ କଂଗ୍ରେସ ଛାଡିବା ପରେ କଂଗ୍ରେସକୁ ଏକ ବଡ଼ ଝଟ୍କା ଲାଗିଛି। ଏଭଳି ସ୍ଥିତିରେ ଜମ୍ମୁ-କଶ୍ମୀରର ୫ଜଣ ପୂର୍ବତନ ବିଧାୟକ କଂଗ୍ରେସ ଛାଡିଛନ୍ତି। ସେମାନେ ହେଲେ ଜିଏମ୍ ସରୁରୀ, ହାଜି ଅବଦୁଲ ରାଶିଦ, ମହମ୍ମଦ…
Archives


