ଜିଲାର ରୁଗ୍ଣ ହେଲାଣି ସ୍ବାସ୍ଥ୍ୟସେବା
କେନ୍ଦ୍ରାପଡ଼ା ଅଫିସ,୨୬ା୮: କେନ୍ଦ୍ରାପଡ଼ା ଜିଲାରେ ସ୍ବାସ୍ଥ୍ୟସେବା ରୁଗ୍ଣ ହେବାରେ ଲାଗିଛି ବୋଲି ବାରମ୍ବାର ଅଭିଯୋଗ ସତ୍ତ୍ୱେ ଏଥିପ୍ରତି କେହି ଦୃଷ୍ଟି ଦେଉନାହାନ୍ତି। ସନ୍ଧ୍ୟା ହେଲେ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଏକ୍ସ-ରେ, ଇସିଜି, ଅଲ୍ଟ୍ରାସାଉଣ୍ଡ ଆଦି ଦରକାରୀ ପରୀକ୍ଷା ହେଉନାହିଁ। ବିଶେଷଜ୍ଞ…
ୟୁକ୍ରେନ ପାଇଁ ଖେଳିଲେ ସ୍ବିଟେକ, ନାଡାଲ
ନ୍ୟୁୟର୍କ, ୨୬ା୮(ଏପି):ୟୁକ୍ରେନରେ ମାନବିକ ସହାୟତା ପାଇଁ ପାଣ୍ଠି ସହାୟତା ଉଦ୍ଦେଶ୍ୟରେ ୟୁଏସ୍ ଓପନ୍ ପୂର୍ବରୁ ଟେନିସ ଷ୍ଟାରମାନଙ୍କୁ ନେଇ ଏକ ପ୍ରଦର୍ଶନୀ ଇଭେଣ୍ଟର ଆୟୋଜନ କରାଯାଇଥିଲା। ଏଥିରେ ଭାଗନେଇଥିବା ଖେଳାଳିମାନଙ୍କ ମଧ୍ୟରେ ରାଫାଲ ନାଡାଲ ଓ ଇଗା ସ୍ବିଟେକ ରହିଛନ୍ତି। କୋକୋ…
ଲାଇବ୍ରେରି ଖୋଲିଲେ ଆଫ୍ଗାନ ମହିଳା
କାବୁଲ: ଆଫଗାନିସ୍ତାନର ତାଲିବାନ୍ ଶାସନରେ ମହିଳାମାନେ ଶିକ୍ଷା ଓ ସାର୍ବଜନୀନ ଜୀବନରୁ ଦୂରେଇ ଯାଇଛନ୍ତି। ନାରୀ ସ୍ବାଧୀନତା ଉପରେ ଅଙ୍କୁଶ ଲାଗିଥିବାରୁ ସେମାନେ ନିଃସଙ୍ଗ ହୋଇପଡ଼ିଛନ୍ତି। ନିଃସଙ୍ଗତା ଦୂର ସହ ଜ୍ଞାନ ଆହରଣ ତଥା ଉଚିତ୍ ଢଙ୍ଗରେ ସମୟ ଅତିବାହିତ କରିବା…
ନିମିଷକ ମଧ୍ୟରେ ଖାଇବା ଟେବୁଲରେ ପହଞ୍ଚିବ ମେଶିନ ଦୋସା
ଦୋସା ଖାଇଥିବେ ନିଶ୍ଚିତ। ମାତ୍ର ଦୋସା ପ୍ରିଣ୍ଟର ମେଶିନ କେବେ ଦେଖିଛନ୍ତି ନା ଏହା ବିଷୟରେ ଜାଣିଛନ୍ତି? ଯଦି ନା ତେବେ ସୋସିଆଲ ମିଡିଆରେ ଏହି ମେଶିନର ଏକ ଭିଡିଓ ଭାଇରାଲ ହେଉଛି। ଯାହାକୁ ଦେଖିଲେ ଆଶ୍ଚର୍ଯ୍ୟ ହେବେ। ନିମିଷକ ମଧ୍ୟରେ…
ସିଜିୟୁରେ ‘ସ୍ମାର୍ଟ ଇଣ୍ଡିଆ ହ୍ୟାକଥନ’
ଭୁବନେଶ୍ୱର,୨୬।୭:ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଟାନ ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟି (ସିଜିୟୁ) ପରିସରରେ ‘ସ୍ମାର୍ଟ ଇଣ୍ଡିଆ ହ୍ୟାକଥନ-୨୦୨୨ ସଫ୍ଟୱେର ବର୍ଗର ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନାଇଜରର ନିର୍ଦ୍ଦେଶକ ପ୍ରଫେସର ସୁଧାକର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ…
ଖୋଲିବ ୧୦,୦୦୦ ନୂଆ ଡାକଘର
ନୂଆଦିଲ୍ଲୀ,୨୬।୮:ଚଳିତ ବର୍ଷ ଶେଷ ସୁଦ୍ଧା ଭାରତୀୟ ଡାକ ବିଭାଗ ପକ୍ଷରୁ ଆଉ ୧୦,୦୦୦ ନୂଆ ଡାକଘର ଖୋଲାଯିବ ବୋଲି ବିଭାଗୀୟ ସଚିବ ଅମନ ଶର୍ମା ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସୂଚନା ଦେଇଛନ୍ତି। ବିଭାଗୀୟ ସେବାକୁ ସବୁ ବର୍ଗଙ୍କ ନିକଟରେ ପହଞ୍ଚାଇବାକୁ ଅଧିକ…
ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ବାଇପାସ ପାଲଟିଛି ବସ୍ଷ୍ଟାଣ୍ଡ
ପଟ୍ଟାମୁଣ୍ଡାଇ,୨୬ା୮(ସ୍ବ.ପ୍ର.): କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳ ଓ ସହରାଞ୍ଚଳ ସବୁଠି ବିକାଶ ଲାଗି ବିଭିନ୍ନ ଯୋଜନାରେ ଅର୍ଥ ବ୍ୟୟ କରି ଚାଲିଛନ୍ତି। ହେଲେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହରରେ ଦୀର୍ଘବର୍ଷ ହେଲା ବସ୍ଷ୍ଟାଣ୍ଡର ଆବଶ୍ୟକତା ନେଇ ଅଞ୍ଚଳବାସୀ ଦାବି କରି…
ଉମରକୋଟରେ ସୁପ୍ରିମ୍ର ଏକ୍ସକ୍ଲୁସିଭ ଶୋ’ରୁମ୍
ଉମରକୋଟ,୨୬ା୮(ସ୍ବ.ପ୍ର.): ଦେଶର ପ୍ରମୁଖ ପ୍ଲାଷ୍ଟକ ସାମଗ୍ରୀ ଉତ୍ପାଦକ ‘ସୁପ୍ରିମ୍ ଇଣ୍ଡଷ୍ଟ୍ରି ଲିମିଟେଡ୍ (ଏସ୍ଆଇଏଲ୍) ଫର୍ନଚର ଡିଭିଜନ ପକ୍ଷରୁ ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋରର ଶୁଭାରମ୍ଭ କରାଯାଇଛି। ଗୁରୁବାର ନବରଙ୍ଗପୁର ଜିଲାର ଉମରକୋଟ, ପୋଲିସ ଉପଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟ ନିକଟସ୍ଥ ବିଏନ୍ଏମ୍ ଫର୍ନିଚର…
ସୋଆରେ ଗାଜରଘାସ ନିରାକରଣ ସଚେତନତା ସପ୍ତାହ
ଭୁବନେଶ୍ୱର,୨୬।୮:ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଦ୍ୱାରା ପରିଚାଳିତ ଇନ୍ଷ୍ଟିଚ୍ୟୁଟ ଅଫ୍ ଏଗ୍ରିକ୍ଲଚରାଲ ସାଇନ୍ସସେସ୍ (ଆଇଏଏସ୍)ରେ ଗାଜରଘାସ ନିରାକରଣ ସଚେତନତା ସପ୍ତାହ ଉପଲକ୍ଷେ ଏକ ପ୍ରଶ୍ନୋତ୍ତର ଏବଂ ପ୍ରବନ୍ଧ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ଏହି ଅବସରରେ ସୋଆର ଉପକୁଳପତି ପ୍ରଫେସର ପ୍ରଦୀପ୍ତ କୁମାର…
ମହାରାଷ୍ଟ୍ରରୁ ଜମ୍ମୁ-କଶ୍ମୀର ପର୍ଯ୍ୟନ୍ତ ଭୂକମ୍ପର ଝଟ୍କା
ନୂଆଦିଲ୍ଲୀ,୨୬ ।୮: ଦେଶରେ ମହାରାଷ୍ଟ୍ରରୁ ନେଇ ଜମ୍ମୁ-କଶ୍ମୀର ପର୍ଯ୍ୟନ୍ତ ଭୂକମ୍ପ ଅନୁଭୂତ ହୋଇଥିବା ଖବର ମିଳିଛି । ଅନ୍ୟପଟେ ଆଫଗାନିସ୍ତାନର କାବୁଲରେ ବି ଭୂକମ୍ପ ଅନୁଭୂତ ହୋଇଛି । ରାଷ୍ଟ୍ରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ମହାରାଷ୍ଟ୍ରରେ ହୋଇଥିବା ଭୂକମ୍ପ…
ହରେକୃଷ୍ଣ ରେଷ୍ଟୁରାଣ୍ଟର ଶୁଭାରମ୍ଭ
ଭୁବନେଶ୍ୱର,୨୬।୮:ସ୍ମାର୍ଟ ସିଟି ଭୁବନେଶ୍ୱରକୁ ପ୍ରତିଦିନ ହଜାର ହଜାର ଲୋକ ବିଭିନ୍ନ କାମରେ ଆସୁଛନ୍ତି। ହେଲେ ସ୍ମାର୍ଟ ସିଟିରେ ସୁଷମ, ସ୍ବାସ୍ଥ୍ୟକର ଏବଂ ସ୍ବାଦିଷ୍ଟ ନିରାମିଷ ଭୋଜନ ମିଳିବା କଷ୍ଟକର ହୋଇପଡ଼ିଥାଏ। ଏହାକୁ ନଜରରେ ରଖି ଭୁବନେଶ୍ୱରର ପ୍ରମୁଖ ନିରାମିଷ ହୋଟେଲ ହରେକୃଷ୍ଣ…
ସହାୟତା ରାଶି କାଟି ରଖୁଛି ବ୍ୟାଙ୍କ
ବରୀ,୨୬ା୮(ଡି.ଏନ.ଏ.): ବରୀ ବ୍ଲକ ଏକ କୃଷିବହୁଳ ଅଞ୍ଚଳ। ବିଭିନ୍ନ ସମୟରେ ବନ୍ୟା, ବାତ୍ୟା, ମରୁଡି କୃଷକଙ୍କ ମେରୁଦଣ୍ଡକୁ ଦୋହଲାଇ ଦେଇଥାଏ। ତେବେ ସରକାରଙ୍କ ତରଫରୁ କୃଷକଙ୍କ ଆର୍ଥିକ ମେରୁଦଣ୍ଡକୁ ସୁଦୃଢ଼ କରିବା ନିମନ୍ତେ କାଳିଆ ଯୋଜନା, ବଳିଆ ଯୋଜନା ଓ କ୍ଷତିଗ୍ରସ୍ତ…
Archives


