Home Left

ରାଧେଶ୍ୟାମ, ଗୋବିନ୍ଦଙ୍କ ବିରୋଧରେ ହେଲା ଚାର୍ଜଫ୍ରେମ୍‌

ବଲାଙ୍ଗୀର ଅଫିସ, ୨୬ା୮:ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ଦୁଇ ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ସହଯୋଗୀ ରାଧେଶ୍ୟାମ ଚଣ୍ଡୀଙ୍କ ବିରୋଧରେ ଗୁରୁବାର ଚାର୍ଜଫ୍ରେମ୍‌ ହୋଇଛି। ଦୁଇ ଅଭିଯୁକ୍ତଙ୍କ ବିରେଧରେ ଆଇପିସି ଧାରା ୩୬୩, ୩୦୨, ୧୨୦ (ବି) ଓ ୩୪ରେ…

୪ ସାଙ୍ଗଙ୍କଠାରୁ ମିଳିବ ତଥ୍ୟ

ଭୁବନେଶ୍ୱର,(ବ୍ୟୁରୋ)୨୬ା୮:ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶୈଳଶ୍ରୀବିହାରସ୍ଥିତ ଇନ୍‌ଫୋସିଟି ଗ୍ରୀନ୍‌ ଆପାର୍ଟମେଣ୍ଟରେ ରହୁଥିବା ସଫ୍ଟୱେର ଇଞ୍ଜିନିୟର ଶ୍ୱେତା ଉତ୍କଳ କୁମାରୀ(୨୬)ଙ୍କ ଆତ୍ମହତ୍ୟା ଘଟଣାକୁ ୮ ଦିନ ବିତିଛି। ହେଲେ ପୋଲିସ କିଛି ଠୋସ୍‌ ପ୍ରମାଣ ନ ପାଇବାରୁ କାର୍ଯ୍ୟାନୁଷ୍ଠାନ ମଧ୍ୟ ନେଇପାରୁନାହିଁ। ଏପରି…

ପେଗାସସ୍‌ ତଦନ୍ତରେ ସହଯୋଗ କରୁନି କେନ୍ଦ୍ର

ନୂଆଦିଲ୍ଲୀ,୨୬ା୮:ଇସ୍ରାଏଲ୍‌ର ଏନ୍‌ଏସ୍‌ଓ ଗ୍ରୁପ୍‌ ପକ୍ଷରୁ ବିକଶିତ ପେଗାସସ୍‌ ସ୍ପାଏଓ୍ବେର ଜରିଆରେ ଗୁପ୍ତଚରଗିରି କରାଯାଇଥିବା ନେଇ ଅଭିଯୋଗର ତଦନ୍ତ ପାଇଁ ସୁପ୍ରିମକୋର୍ଟ ଏକ କମିଟି ଗଠନ କରିଛନ୍ତି। ଏହି ବୈଷୟିକ ତଥା ଅନୁଧ୍ୟାନକାରୀ କମିଟିକୁ ତଦନ୍ତରେ କେନ୍ଦ୍ର ସରକାର ସହଯୋଗ କରୁ ନ…

ସାଙ୍ଗ ଆଙ୍ଗୁଠି ଚମଡ଼ା ନେଇ ରେଲ୍‌ଓ୍ବେ ପରୀକ୍ଷା

ଭଦୋଦରା, ୨୬ା୮:ରେଳ ବିଭାଗରେ ଚାକିରି ପାଇବା ପାଇଁ ଜଣେ ଆଶାୟୀ ଅଜବ ଉପାୟ ବାଛିଛନ୍ତି। ଆବେଦନକାରୀଙ୍କ ସାଙ୍ଗ ଡମି କ୍ୟାଣ୍ଡିଡେଟ୍‌ ଭାବେ ପରୀକ୍ଷା କେନ୍ଦ୍ରକୁ ଯିବା ଏବଂ ବାୟୋମେଟ୍ରିକ୍‌ରେ ଧରା ନ ପଡ଼ିବା ପାଇଁ ଆଶାୟୀଙ୍କ ବୁଢ଼ା ଆଙ୍ଗୁଠିର ଚମଡ଼ା ନେଇଥିବା…

୧୧ ଦୋଷୀଙ୍କୁ ଛାଡ଼ିବାକୁ କହି ନ ଥିଲୁ

ନୂଆଦିଲ୍ଲୀ,୨୬ା୮:ବହୁଚର୍ଚ୍ଚିତ ବିଲ୍‌କିସ୍‌ ବାନୋ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୧୧ ଜଣଙ୍କ ଦଣ୍ଡ ଛାଡ଼ କରି ଗୁଜରାଟ ସରକାର ଅଗଷ୍ଟ ୧୫ରେ ସେମାନଙ୍କୁ ଜେଲରୁ ମୁକ୍ତ କରିଛନ୍ତି। ରାଜ୍ୟ ସରକାରଙ୍କ ଏହି ରେମିଶନ ପଲିସି (ଉତ୍ତମ ବ୍ୟବହାର ପାଇଁ ଦଣ୍ଡ ଛାଡ଼…

ହେମନ୍ତଙ୍କ ମୁଣ୍ଡରେ ଇସି ଖଣ୍ଡା

ରାଞ୍ଚତ୍/ନୂଆଦିଲ୍ଲୀ,୨୬ା୮:ଝାଡ଼ଖଣ୍ଡ ଖଣି ଲିଜ୍‌ ମାମଲାରେ ନିର୍ବାଚନ କମିଶନ (ଇସି) ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଅଯୋଗ୍ୟ ଘୋଷଣା କରିଛନ୍ତି। ହେମନ୍ତଙ୍କ ବିଧାୟକ ପଦ ରଦ୍ଦ କରିବା ଲାଗି ରାଜ୍ୟପାଳ ରମେଶ ବୈସଙ୍କୁ ଆୟୋଗ ସୁପାରିସ କରିଥିବା ଜଣାପଡ଼ିବା ପରେ ସେ କୌଣସି ମୁହୂର୍ତ୍ତରେ…

କଳ୍ପନା ସୋରେନ ହୋଇପାରନ୍ତି ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ

ରାଞ୍ଚି,୨୬ ।୮: ଝାଡ଼ଖଣ୍ଡରେ ଏବେ ରାଜନୈତିକ ଝଡ ଲାଗି ରହିଛି । ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବିଧାନସଭା ସଦସ୍ୟତା ଉପରେ ଖଣ୍ଡା ଝୁଲୁଛି । ଅବୈଧ ଖଣି ଖନନ ପଟ୍ଟା ଆବଣ୍ଟନ ମାମଲାରେ ତାଙ୍କର ଅଡୁଆ ବଢିବାରେ ଲାଗିଛି । ଜନପ୍ରତିନିଧି…

ୟୁଏସ୍‌ ଓପନ ଖେଳିପାରିବେନି ଟେନିସ ଷ୍ଟାର

ନ୍ୟୁୟର୍କ,୨୫ା୮: ଟେନିସ ଷ୍ଟାର ନୋଭାକ୍‌ ଜୋକୋଭିଚ୍‌ ୟୁଏସ୍‌ ଓପନ ଟେନିସ ପ୍ରତିଯୋଗିତାରେ ଭାଗ ନେଇ ପାରିବେ ନାହିଁ। କୋଭିଡ୍‌ ଭ୍ୟାକ୍ସିନ ନେଇ ନ ଥିବାରୁ ତାଙ୍କୁ ଯୁକ୍ତରାଷ୍ଟ୍ର ଆମେରିକାରେ ପ୍ରବେଶ ପାଇଁ ଅନୁମତି ମିଳିବ ନାହିଁ। ଇଭେଣ୍ଟ ପାଇଁ ଉଠାଣର କିଛି…

ଦୁର୍ଘଟଣାରେ ଚାଲିଗଲା ୯ ଶ୍ରମିକଙ୍କ ଜୀବନ: ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସହାୟତା ଘୋଷଣା

ଟୁମାକୁରୁ,୨୫।୮: କର୍ନାଟକର ଟୁମାକୁରୁ ନିକଟ ୪୮ ନମ୍ବର ଜାତୀୟ ରାଜପଥରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ ଶିଶୁ ଓ ୪ ମହିଳାଙ୍କ ସମେତ ୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୧୩ ଜଣ ଆହତ…

ବାଇକ୍‌ ସହ ଭାସି ଯାଇଥିବା ଯୁବକଙ୍କ ମିଳିଲା ମୃତଦେହ

ଫୁଲବାଣୀ ଅଫିସ, ୨୫ା୮: ଫୁଲବାଣୀ ଡାକପାଲା ଚେକ୍‌ ଡ୍ୟାମ ଉପର ରାସ୍ତାରେ ବୁଧବାର ରାତିରେ ଯିବାବେଳେ ବାଇକ ସହ ଜଣେ ଯୁବକ ଭାସି ଯାଇଥିଲେ। ଗୁରୁବାର ତାଙ୍କର ମୃତଦେହ ମିଳିଛି । ମୃତକ ହେଲେ ଡାକପାଲା ଘୋଟାଲ ସାହିର ତାପସ ରଞ୍ଜନ…

ମାସେ ହେଲା ଅଫଗାନିସ୍ତାନରେ ପ୍ରବଳ ବର୍ଷା:ଗଲାଣି ୧୮୨ ଜୀବନ

କାବୁଲ,୨୫।୮: ଆଫଗାନିସ୍ତାନରେ ମାସେ ହେଲା ଲାଗିରହିଥିବା ପ୍ରବଳ ବର୍ଷା ଓ ବନ୍ୟାରେ ୧୮୨ ଜଣଙ୍କ ଜୀବନ ଗଲାଣି। ବନ୍ୟାରେ ୨୫୦ରୁ ଅଧିକ ଲୋକ ଆହତ ହୋଇଥିବା ବେଳେ ୩,୦୦୦ରୁ ଊର୍ଦ୍ଧ୍ୱ ଘର ଭାଙ୍ଗିଥିବା ତାଲିବାନ ମୁଖପାତ୍ର ଜବିହୁଲ୍ଲା ମୁଜାହିଦ କହିଛନ୍ତି। ଅଗଷ୍ଟ…

ବଡ଼ପଣ ଦେଖାଇଲେ ଭାରତୀୟ ଯବାନ: ଆତଙ୍କବାଦୀଙ୍କୁ କଲେ ରକ୍ତଦାନ

ନୂଆଦିଲ୍ଲୀ,୨୫ା୮: ପାକିସ୍ତାନ ଗୋଇନ୍ଦା ସଂସ୍ଥାର ଜଣେ ଅଧିକାରୀ ଇଣ୍ଡିଆନ୍‌ ଆର୍ମି ପୋଷ୍ଟରେ ଆକ୍ରମଣ କରିବା ନିମନ୍ତେ ପଠାଇଥିବା ଆତଙ୍କବାଦୀଙ୍କୁ ରକ୍ତଦାନ କରିଛନ୍ତି ଭାରତୀୟ ସୈନିକ। ଗତ ୨୧ ତାରିଖରେ ପାକ୍‌ ଅଧିକୃତ କଶ୍ମୀର(ପିଓକେ) ବାସିନ୍ଦା ତବାରକ୍‌ ହୁସେନ୍‌(୩୨) ରଜୌରି ନିକଟ ନିୟନ୍ତ୍ରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri