ରାସ୍ତାକୁ ଗୋରୁ ଛାଡ଼ିଲେ ଗଣିବେ ଜରିମାନା
ଭୁବନେଶ୍ୱର,୧୧।୭ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ବୁଲା ଗାଈଗୋରୁଙ୍କ ପ୍ରାର୍ଦୁଭାବ କମାଇବା ପାଇଁ ବିଏମ୍ସି ପଦକ୍ଷେପ ନେଉଛି। ଏଣିକି ବୁଲାଗୋରୁ ହୁଅନ୍ତୁ ଅବା ଗୃହପାଳିତ ପ୍ରାଣୀ ସେମାନେ ରାସ୍ତାରେ ବୁଲିପାରିବେ ନାହିଁ। ରାସ୍ତାରେ ବୁଲିଲେ ସେମାନଙ୍କୁ ବିଏମ୍ସି ସ୍କ୍ବାଡ୍ ଉଠାଇନେବ। ସେହିପରି ଯେଉଁ…
ଶିକ୍ଷକଙ୍କ ମାଡ଼ରେ ୫ ଛାତ୍ର ଲହୁଲୁହାଣ
ନରସିଂହପୁର,୧୧ା୭ (ସ୍ବ.ପ୍ର.): ରାଜ୍ୟ ସରକାର ବିଦ୍ୟାଳୟକୁ ଦଣ୍ଡମୁକ୍ତ ଅଞ୍ଚଳଭାବେ ଘୋଷଣା କରିଛନ୍ତି। ଏହାସତ୍ତ୍ୱେ କେତେଜଣ ଶିକ୍ଷକ ନିୟମ ଉଲ୍ଲଂଘନ କରି ପିଲାଙ୍କୁ ମାଡ଼ ମାରୁଛନ୍ତି। କଟକ ଜିଲା ନରସିଂହପୁର ଥାନା ଅନ୍ତର୍ଗତ ଦେବଭୂଇଁ ପଞ୍ଚାୟତର ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟରେ ଏଭଳି ଘଟଣା…
ପାଣି, ସେଲରୁ ବିଦ୍ୟୁତ୍ ଉତ୍ପାଦନ କଲେ ଅଜୟ
ଖୋର୍ଦ୍ଧା ଅଫିସ,୧୧ା୭: କିଛି ନୂଆ କରିବାର ନିଶା ହିଁ ଉଦ୍ଭାବନର ବାଟ ଦେଖାଇଥାଏ। ଏହାକୁ ପ୍ରମାଣିତ କରି ଦେଖାଇଛନ୍ତି ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକ ଅନ୍ତର୍ଗତ ରାଧାଚରଣପୁର ଗ୍ରାମର ଅଜୟ ବେହେରା। ପେସାରେ ସେ ଜଣେ ଇଲେକ୍ଟ୍ରିସିଆନ ହୋଇଥିଲେ ବି ପୂର୍ବରୁ…
ଝାରପଡ଼ା ଜେଲରେ ଗ୍ରୀନ୍ ରେ’ ଇଣ୍ଟରନ୍ୟାଶନାଲ ଏମ୍ଡିଙ୍କ ମୃତ୍ୟୁ
ଭୁବନେଶ୍ୱର,୧୧ା୭(ବ୍ୟୁରୋ): ଭୁବନେଶ୍ୱର ଝାରପଡ଼ା ଜେଲରେ ରବିବାର ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳର ମୀର ସଇରୁଦ୍ଦିନ। ସକାଳେ ସେ ଜେଲ ୱାର୍ଡରେ ବୁଲାବୁଲି କରୁଥିବା ବେଳେ ଅଚେତ ହୋଇ ତଳେ ପଡ଼ିଯାଇଥିଲେ। ତାଙ୍କୁ…
ଦଶ ମାସର ଶିଶୁଙ୍କୁ ରେଲଓ୍ବେରେ ଚାକିରି
ମାଲକାନଗିରି,୧୧ା୭ (ଡି.ଏନ୍.ଏ.): ପଡୋଶୀ ଛତିଶଗଡ଼ରେ ଜଣେ ଦଶମାସର ଶିଶୁଙ୍କୁ ରେଳ ବିଭାଗରେ ଚାକିରି ମିଳିଛି। ଏହା ଆଶ୍ଚର୍ଯ୍ୟ ହେଲେ ମଧ୍ୟ ସତ୍ୟ। ତେବେ ଏତେ କମ ବୟସରେ ଚାକିରି ପାଇବା ରେକର୍ଡ ସୃଷ୍ଟି କରିଥିବା ବେଳେ ଏହା ପଛରେ ରହିଥିବା ଦୁଃଖଦ…
ପୁଣିଥରେ ଆରମ୍ଭ ହେଲା ଅମରନାଥ ଯାତ୍ରା
ଜମ୍ମୁ,୧୧ ।୭: ଗତ ଶୁକ୍ରବାର ଅମରନାଥ ଗୁମ୍ଫା ନିକଟରେ ହୋଇଥିବା ବାଦଲ ଫଟା ବର୍ଷାରେ ପାହାଡ ଧୋଇ ଯିବାରୁ ପ୍ରାୟ ୧୬ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେବି ୪୦ରୁ ଅଧିକ ଶ୍ରଦ୍ଧାଳୁ ନିଖୋଜ ଥିବା କୁହାଯାଉଛି । ଉଦ୍ଧାର…
ପିଲା ପଢ଼ିବେ ଜଳବାୟୁ ପରିବର୍ତ୍ତନ, କୋଭିଡ୍ ପାଠ
ଭୁବନେଶ୍ୱର, (ବ୍ୟୁରୋ)/କଟକ ଅଫିସ, ୧୧।୭: ଏଣିକି ସ୍କୁଲରେ କୋଭିଡ୍ ସଂକ୍ରାନ୍ତ ପାଠ ପଢ଼ାଯିବ। ୨୦୨୨-୨୩ ଶିକ୍ଷାବର୍ଷରୁ ଜଳବାୟୁ ପରିବର୍ତ୍ତନ ଓ କୋଭିଡ୍ ପରିଚାଳନା ସଂକ୍ରାନ୍ତ ବିଷୟବସ୍ତୁ ସ୍କୁଲ ପାଠ୍ୟକ୍ରମରେ ସାମିଲ କରାଯିବ ବୋଲି ରବିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…
୪୯% ପରିବାର ପାଇଛନ୍ତି ଟ୍ୟାପ୍ ପାଣି
ଯାଜପୁର ଅଫିସ,୧୧ା୭: ରାଜ୍ୟବାସୀଙ୍କୁ ପାନୀୟ ଜଳ ଯୋଗାଣ ପାଇଁ ବସୁଧା, ଜଳ ଜୀବନ ମିଶନ, ଓଏମ୍ବିଏଡିସି, ଡିଏମ୍ଏଫ୍, ଆର୍ଆଇଡିଏଫ୍ ଆଦି ଯୋଜନାରେ ବ୍ୟବସ୍ଥା କରାଯାଇଛି। ଏଥିରେ ପ୍ରତ୍ୟେକ ଘରକୁ ଟ୍ୟାପ୍ ଯୋଗେ ପାନୀୟ ଜଳ ଯୋଗାଣ ପାଇଁ ପଦକ୍ଷେପ ନିଆଯାଉଛି। ଏହିକ୍ରମରେ…
ଶ୍ରୀଲଙ୍କାକୁ ଭାରତ ଦେଉ ସେନା ସହାୟତା: ସୁବ୍ରମଣ୍ୟମ ସ୍ୱାମୀ
ନୂଆଦିଲ୍ଲୀ,୧୧ ।୭: ଶ୍ରୀଲଙ୍କାର ଆର୍ଥିକ ସଙ୍କଟକୁ ନେଇ ଏବେ ସାରା ବିଶ୍ୱ ଚିନ୍ତିତ । ଏଠାକାର ଆର୍ଥିକ ପରିସ୍ଥିତି ଖରାପ ହୋଇଯିବା ପରେ ସାଧାରଣ ଜନତା ଏବେ ରାଷ୍ଟ୍ରପତି ଭବନ କବଜା କରି ରଖିଛନ୍ତି । ଏହାରି ଭିତରେ ପ୍ରଧାନମନ୍ତ୍ରୀ ଇସ୍ତଫା…
୨୫% ସିଟ୍ରେ ମାଗଣା ନାମ ଲେଖାଯାଉନି
ଭୁବନେଶ୍ୱର,୧୧ା୭(ବ୍ୟୁରୋ): ୨୦୦୯-ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଅବହେଳିତ ଶ୍ରେଣୀର ପିଲାଙ୍କ ପାଇଁ ସବୁ ସ୍କୁଲରେ ୨୫% ସିଟ୍ ସଂରକ୍ଷଣ ବ୍ୟବସ୍ଥା ରହିଛି। ଏହି ନିୟମାନୁସାରେ ରାଜ୍ୟରେ ଗଣଶିକ୍ଷା ବିଭାଗ ଏକ ପୋର୍ଟାଲ ‘ପାରଦର୍ଶୀ’ ଉନ୍ମୋଚନ କରିଥିଲା। ଏଥିରେ ସବୁ ସ୍କୁଲ ୨୫%…
ଆଜିଠୁ ୪ ଦିନ ପ୍ରବଳ ବର୍ଷିବ
ଭୁବନେଶ୍ୱର,୧୧ା୭(ବ୍ୟୁରୋ): ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ତତ୍ସଂଲଗ୍ନ ଅଞ୍ଚଳରେ ଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶର ଉପକୂଳବର୍ତ୍ତୀ ଅଞ୍ଚଳରେ ରହିଛି। ସାମୁଦ୍ରିକ ପ୍ରଚଳନ ସହିତ ଦକ୍ଷିଣ-ପଶ୍ଚିମ ଆଡ଼କୁ ତାହା ଗତି କରୁଛି। ଅନ୍ୟପକ୍ଷରେ ମୌସୁମୀ ଟ୍ରପ୍ ଲାଇନ୍ ବର୍ତ୍ତମାନ…
ସ୍କୋଲଜ୍ଙ୍କ ପାର୍ଟିରେ ୯ ମହିଳାଙ୍କୁ ଦିଆଯାଇଥିଲା ଡ୍ରଗ୍ସ
ବର୍ଲିନ, ୧୧ା୭: ଜର୍ମାନ ଚାନ୍ସେଲର ଓଲାଫ୍ ସ୍କୋଲଜ୍ ଏବଂ ତାଙ୍କ ସୋସିଆଲ ଡେମୋକ୍ରାଟିକ୍ ପାର୍ଟି ଏମ୍ପି ଯୋଗଦେଇଥିବା ଏକ ପାର୍ଟିରେ ୯ ମହିଳାଙ୍କୁ ଡ୍ରଗ୍ସ ଦିଆଯାଇଥିବା ଖବର ଚର୍ଚ୍ଚାର ବିଷୟ ପାଲଟିଛି। ଦଳର ଜଣେ ମୁଖପାତ୍ର କାଟ୍ଜା ମସ୍ତ ସୂଚନା ଦେଇଛନ୍ତି।…
Archives


