Home Left

ଜଗନ୍ନାଥପ୍ରସାଦରେ ଖୋଲିବ ଜେଏମ୍‌ଏଫ୍‌ସି କୋର୍ଟ

ଭଞ୍ଜନଗର,୨୪।୮(ଡି.ଏନ୍‌.ଏ.): ଜଗନ୍ନାଥପ୍ରସାଦରେ ଜେଏମ୍‌ଏଫସି କୋର୍ଟ ଆସନ୍ତା ୩୧ ତାରିଖରେ ଉଦ୍‌ଘାଟିତ ହେବ। ନିଜସ୍ବ କୋଠା ନିର୍ମାଣ ହୋଇ ନ ଥିବା ଯୋଗୁ ରାଜସ୍ବ ବିଭାଗ ଡାକ ବଙ୍ଗଳାରେ ଏହା ଅସ୍ଥାୟୀ ଭାବେ ଚାଲିବ। ସେହିଦିନ ସେଠାରେ କୋର୍ଟର ସ୍ଥାୟୀ କୋଠା ପାଇଁ…

ଭାରତ ମସଲା ପକ୍ଷରୁ ରିଲିଫ ବଣ୍ଟନ

ଭୁବନେଶ୍ୱର,୨୪।୮: ରାଜ୍ୟର ପ୍ରମୁଖ ଜିଲାର ବିଭିନ୍ନ ବ୍ଲକ ଚଳିତ ବନ୍ୟାରେ ବ୍ୟାପକ କ୍ଷତିଗ୍ରସ୍ତ ହୋଇଛନ୍ତି। ବର୍ତ୍ତମାନ ମଧ୍ୟ ସ୍ଥିତିରେ ସୁଧାର ଆସିନାହିଁ। ବନ୍ୟାପାଣି ବିପଦ ସଙ୍କେତ ତଳେ ଥିଲାବେଳେ ଲୋକମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାକୁ ନଜରରେ…

ନରାକାସର ୫୨ତମ ଅର୍ଦ୍ଧବାର୍ଷିକ ବୈଠକ

ଭୁବନେଶ୍ୱର,୨୪।୮: ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି (ନରାକାସ)ର ବା ବ୍ୟାଙ୍କ ଭୁବନେଶ୍ବରର ୫୨ତମ ଅର୍ଦ୍ଧବାର୍ଷିକ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କର ସ୍ଥାନୀୟ ପ୍ରଧାନ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ନରାକାସ ଅଧ୍ୟକ୍ଷ ଚନ୍ଦ୍ରଶେଖର…

ଚାଷୀଙ୍କ ସହ ମିଶି ଧାନତଳି ରୋଇଲେ ବିଧାୟକ

ଖଇରା,୨୪।୮(ଡି.ଏନ.ଏ.): ପୂର୍ବତନ ମନ୍ତ୍ରୀ ତଥା ସିମୁଳିଆ ନିର୍ବାଚନ ମଣ୍ଡଳୀର ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ନିଜର ନିଆରା ଢଙ୍ଗର କାର୍ଯ୍ୟଶୈଳୀକୁ ନେଇ ବିଭିନ୍ନ ସମୟରେ ଚର୍ଚ୍ଚାରେ ରହି ଆସିଛନ୍ତି ା କେତେବେଳେ ହକର ସାଜି ଘରେ ଘରେ ଖବରକାଗଜ ବାଣ୍ଟି ତ…

ଟ୍ରେଣ୍ଡ୍‌ସ ପକ୍ଷରୁ ଗଣେଶପୂଜା ସ୍ବତନ୍ତ୍ର ଅଫର

ଭୁବନେଶ୍ୱର,୨୪।୮: ରିଲାଏନ୍ସ ରିଟେଲର ପ୍ରମୁଖ ସଂସ୍ଥା ‘ଟ୍ରେଣ୍ଡ୍‌ସ’ ପକ୍ଷରୁ ଚଳିତ ବର୍ଷର ଗଣେଶପୂଜା ଉପଲକ୍ଷେ ସ୍ବତନ୍ତ୍ର ଅଫର ଓ ଟ୍ରେଣ୍ଡସ୍‌ ସ୍ବାଗତମ୍‌ ଶ୍ରୀଗଣେଶ ପ୍ରତିଯୋଗିତା ବିଷୟରେ ମଧ୍ୟ ଘୋଷଣା କରାଯାଇଛି। ବିଶେଷକରି ଗଣେଶପୂଜାକୁ ଅଧିକ ଆକର୍ଷଣୀୟ କରିବା ଓ ଗ୍ରାହକଙ୍କୁ ଶପିଂ…

ରେପୋସ ପେ’ର ଶୁଭାରମ୍ଭ

ନୂଆଦିଲ୍ଲୀ,୨୪।୮: ଦେଶର ପ୍ରମୁଖ ଡୋର୍‌ଷ୍ଟେପ୍‌ ଇନ୍ଧନ ବିତରଣ ଉଦ୍ୟୋଗ ରେପୋସର ଫିନ୍‌ଟେକ ଆର୍ମ ରେପୋସ ପେ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ବୈଷୟିକ ଉପକରଣ ଡାତୁମ ମାଧ୍ୟମରେ ଶକ୍ତି ବଣ୍ଟନକୁ ବୈପ୍ଳବିକ କରିବା ପାଇଁ ଏହା ବିଶେଷ…

ଗାଁଦାଣ୍ଡରେ ବନ୍ୟାଜଳ

ଜଳେଶ୍ୱର, ୨୪।୮(ଡି.ଏନ.ଏ.): ସୁବର୍ଣ୍ଣରେଖା ବନ୍ୟାର ୩ୟ ଦିନରେ ଜଳେଶ୍ୱର ବ୍ଲକର ୨୬ଶହ ହେକ୍ଟର ଜମି ବନ୍ୟାଜଳରେ ବୁଡ଼ିଯାଇଥିବା ବେଳେ ୫ ପଞ୍ଚାୟତ ୧୬ ଗାଁର ଦୁର୍ଦ୍ଦଶା ଅବର୍ଣ୍ଣନୀୟ ା ଗାଁ ଦାଣ୍ଡରେ ପାଣିର ସୁଅ ଚାଲିଛି। ୪୦ ହଜାର ଗୃହପାଳିତ ପ୍ରାଣୀ…

ଧୀରେ ଧୀରେ କମିବ ମୁଦ୍ରାସ୍ଫୀତି

ନୂଆଦିଲ୍ଲୀ,୨୪।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଗଭର୍ନର ଶକ୍ତିକାନ୍ତ ଦାସ ମଙ୍ଗଳବାର ମୁଦ୍ରାସ୍ଫୀତିକୁ ନେଇ ଉଭୟ ଆରବିଆଇ ଏବଂ ସରକାରଙ୍କ ଆଭିମୁଖ୍ୟ ସମ୍ପର୍କରେ ମତ ରଖି କହିଛନ୍ତି, ବର୍ତ୍ତମାନ ସମୟରେ ଉପରମୁହଁା ହୋଇ ରହିଥିବା ମୁଦ୍ରାସ୍ଫୀତକୁ ଧୀରେ ଧୀରେ ୪%କୁ ହ୍ରାସ…

‘ମାଇଁ ହୋମ୍‌’ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୪।୮: ଦେଶର ପ୍ରମୁଖ ବାସୋପଯୋଗୀ ସାମାଧନଭିତ୍ତିକ ଘରୋଇ ସଂସ୍ଥା ସେଣ୍ଟ-ଗୋବାଇନ ପକ୍ଷରୁ ଭୁବନେଶ୍ୱରରେ ତା’ର ପ୍ରଥମ ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ର ଶୁଭାରମ୍ଭ ହୋଇଯାଇଛି। ବିଶେଷକରି ଗୋଟିଏ ଛାତ ତଳେ ସହରବାସୀଙ୍କୁ ଏକ ସୁଲଭ ଓ ଗୁଣାତ୍ମକ ସେବା ଯୋଗାଇବା ଲକ୍ଷ୍ୟରେ ସୋମବାର ସ୍ଥାନୀୟ…

କୁକୁରକୁ ଫିଙ୍ଗୁଥିଲେ ପଥର, ପାଇଲେ ପାନେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ମାନହାନି ମାମଲାରେ ସିସୋଡିଆଙ୍କୁ କୋର୍ଟ ସମନ

ଗୁଆହାଟୀ,୨୪।୮: ଏକ ମାନହାନି ମାମଲାରେ ଆସାମର ଏକ ଅଦାଲତ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ସମନ ଜାରି କରି ସେପ୍ଟେମ୍ବର ୨୯ରେ ହାଜର ହେବାକୁ କହିଛି। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କ ସ୍ତ୍ରୀ ରିନିକି ଭୂୟାଁ ଶର୍ମା ଦୁର୍ନୀତି ମାମଲାରେ…

ୟୁକ୍ରେନ୍‌ ଛାଡ଼ିବାକୁ ଆମେରିକୀୟଙ୍କୁ ପରାମର୍ଶ

କିଭ୍‌/ଓ୍ବାଶିଂଟନ୍‌, ୨୪।୮: ସୋଭିଏଟ୍‌ ସଂଘରୁ ଅଲଗା ହୋଇଥିବା ୟୁକ୍ରେନ୍‌ ବୁଧବାର ଏହାର ୩୧ତମ ସ୍ବାଧୀନତା ଦିବସ ପାଳନ କରିବାକୁ ଯାଉଥିବାବେଳେ ଏହି ଦିନ ରୁଷିଆ କିଭ୍‌ ଉପରେ ବଡ଼ଧରଣର ଆକ୍ରମଣ ଯୋଜନା କରିଥିବା ଆଶଙ୍କା ରହିଛି। ସାଧାରଣ ନାଗରିକ ଏବଂ ସରକାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri