ପ୍ରଥମ ଥର ପାଇଁ ଚାଞ୍ଚଲ୍ୟକର ମର୍ଡର କଲା ChatGPT! ଘଟଣା ଜାଣିଲେ…
ନୂଆଦିଲ୍ଲୀ,୧୨।୧୨: ବର୍ତ୍ତମାନ ସମୟରେ ଯୁବପିଢିଙ୍କ ମଧ୍ୟରେ ଚାଟଜିପିଟିର ଲୋକପ୍ରିୟତା ବଢ଼ିବାରେ ଲାଗିଛି । ହେଲେ ଏହାରି ଭିତରେ ଚାଟଜିପିଟିକୁ ନେଇ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି । ପ୍ରଥମ ଥର ପାଇଁ, ଆମେରିକାର କାଲିଫର୍ନିଆ ରାଜ୍ୟରେ ChatGPT ଉପରେ ସିଧାସଳଖ ହତ୍ୟା…
ମାତ୍ର ୧୦୦ ଟଙ୍କାରେ ମିଳିବ ଟି-୨୦ ବିଶ୍ୱକପ ଟିକେଟ୍, କେଉଁଠି ଆଉ କେମିତି କରିବେ ବୁକିଂ ଜାଣନ୍ତୁ…
ନୂଆଦିଲ୍ଲୀ,୧୨।୧୨: ICC ପୁରୁଷ ଟି-୨୦ ବିଶ୍ୱକପର ୧୦ମ ସଂସ୍କରଣ ଫେବୃଆରୀ ୭ ତାରିଖରେ ଆରମ୍ଭ ହେବ। ଏଥିରେ ଏକ ଗ୍ରୁପ ପର୍ଯ୍ୟାୟ, ଏକ ସୁପର ୮ ପର୍ଯ୍ୟାୟ ଏବଂ ଏକ ନକଆଉଟ ପର୍ଯ୍ୟାୟ ରହିବ। ୨୦ ଦଳ ମଧ୍ୟରେ ମୋଟ ୫୫…
ଭାରତ ନିଜସ୍ୱ ବାୟୁ ମାନଦଣ୍ଡ ସ୍ଥିର କରିବ: ବିଶ୍ୱ ପ୍ରଦୂଷଣ ରାଙ୍କିଙ୍ଗକୁ ଗ୍ରହଣ କଲେନି ସରକାର
ନୂଆଦିଲ୍ଲୀ,୧୨।୧୨: ବିଭିନ୍ନ ସଂସ୍ଥା ଦ୍ୱାରା ପ୍ରକାଶିତ ବିଶ୍ୱ ବାୟୁ ଗୁଣବତ୍ତା ରାଙ୍କିଙ୍ଗଗୁଡ଼ିକୁ କୌଣସି ସରକାରୀ କର୍ତ୍ତୃପକ୍ଷ କରୁ ନାହାନ୍ତି। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO)ର ବାୟୁ ଗୁଣବତ୍ତା ମାର୍ଗଦର୍ଶିକା କେବଳ ପରାମର୍ଶମୂଳକ ମୂଲ୍ୟ ଭାବରେ କାର୍ଯ୍ୟ କରେ, ବାଧ୍ୟତାମୂଳକ ମାନଦଣ୍ଡ ନୁହେଁ।…
ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍, ଭିତରେ ଥିଲେ ଚାଳକ…
ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ ରାସ୍ତାରେ ଲୁହା ପଥର ବୋଝେଇ ଟ୍ରକ୍ ଓଲଟି ପଡିଛି। କେନ୍ଦୁଝର ଅଞ୍ଚଳରୁ ଏକ ୧୮…
IRCTC ଆଣୁଛି ନୂଆ ନିୟମ, ମିଳିବ ଏହି ସବୁ ସୁବିଧା
ନୂଆଦିଲ୍ଲୀ,୧୨।୧୨: ଟ୍ରେନରେ ଯାତ୍ରା କରିବା ସମୟରେ ଆଉ ଖାଇବା ସମସ୍ୟା ଭୋଗିବାକୁ ପଡିବ ନାହିଁ । ଏଣିକି ଫ୍ଲାଇଟ ଭଳି ଖାଦ୍ୟର ମଜା ଟ୍ରେନରେ ମଧ୍ୟ ପାଇବେ ଯାତ୍ରୀ । ଇଣ୍ଡିଆନ ରେଲୱେ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ (IRCTC) ଯାତ୍ରୀମାନଙ୍କ…
ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ପାରଦ ତଳ ମୁହାଁ ଯୋଗୁ ଆଭ୍ୟନ୍ତରୀଣ ଅଞ୍ଚଳରେ ତୁଷାରପାତ
ଜି.ଉଦୟଗିରି, ୧୨/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ବିଗତ ଦୁଇ ସପ୍ତାହ ହେବ ହାଡ଼ଭଙ୍ଗା ଶୀତରେ ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ଶୁକ୍ରବାର ପାଣିପାଗ ବିଭାଗର ସୂଚନା ଅନୁସାରେ ସକାଳ ସୁଦ୍ଧା ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୩.୧ ଡିଗ୍ରୀ…
ବଳଦକୁ ମାରି ଖାଇବା ରାଗରେ କଲରାପତରିଆକୁ ଦେଇଦେଲେ ବିଷ!
ବଣାଇ,୧୨।୧୨(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡ ଅନ୍ତର୍ଗତ ତାମରା ବନାଞ୍ଚଳର କୁସୁମଡ଼ିହି ଖେସାରା ଜଙ୍ଗଲରେ ଏକ ପ୍ରାୟ ୧୨ ବର୍ଷ ବୟସ୍କ ମାଈ କଲରାପତରିଆ ବାଘର ମୃତ୍ୟୁ ଘଟିଛି। ବିଷକ୍ରିୟା ଯୋଗୁଁ ବାଘର ମୃତ୍ୟୁ ଘଟିଥିବା ନେଇ ବନ ବିଭାଗ ପକ୍ଷରୁ ସୂଚନା…
ଭାରତକୁ ବଡ଼ ଝଟକା ଦେଲା ମେକ୍ସିକୋ, ୫୦% ଟାରିଫ୍ ଲଗାଇବା ପରେ ଏସବୁ ଜିନିଷର ବଢିଯିବ ଦାମ୍
ନୂଆଦିଲ୍ଲୀ, ୧୨ା୧୨: ମେକ୍ସିକୋ ସିନେଟ୍ରେ ବୁଧବାର ନୂଆ ଟାରିଫ୍ ରିଜାଇମ୍ ସମ୍ପର୍କିତ ଏକ ବିଲ୍ ପାରିତ ହୋଇଛି। ବିଧେୟକ ସପକ୍ଷରେ ୭୬ ଓ ବିରୋଧରେ ୫ ଭୋଟ ପଡ଼ିଥିବାବେଳେ ୩୫ ଜଣ ସିନେଟର ମତଦାନରୁ ବିରତ ରହିଥିଲେ। ଉକ୍ତ ବିଲ୍ ଅନୁଯାୟୀ…
ସତ୍ୟବିହାର ସ୍ଥିତ ଏକ ବାର୍ରେ ଅଗ୍ନିକାଣ୍ଡ: ପାଖରେ ଥିବା ଫର୍ଣ୍ଣିଚର୍ ଦୋକାନକୁ ବ୍ୟାପିଲା ନିଆଁ, ଦେଖନ୍ତୁ ଭିଡିଓ…
ଭୁବନେଶ୍ୱର,୧୨।୧୨: ଭୁବନେଶ୍ୱରର ସତ୍ୟବିହାର ସ୍ଥିତ ଏକ ବାର୍ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ନିଆଁକୁ ଆୟତ୍ତ କରୁଛି ଅଗ୍ନିଶମ ବାହିନୀ। ପାଖରେ ଥିବା ଫର୍ଣ୍ଣିଚର୍ ଦୋକାନକୁ ନିଆଁ ବ୍ୟାପିଥିବା ଜଣାପଡିଛି। ୪୫ ମିନିଟ ଧରି ନିଆଁ…
ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତର ଶୋଚନୀୟ ପରାଜୟ, ଏଥିପାଇଁ ଦୋଷୀ କିଏ? ସାମ୍ନାକୁ ଆସିଲା ବଡ଼ କାରଣ
ନୂଆଦିଲ୍ଲୀ,୧୨।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ଟି-୨୦ ଜିତି ନେତୃତ୍ୱ ନେଇଥିବା ଟିମ ଇଣ୍ଡିଆ ଦ୍ୱିତୀୟ ମ୍ୟାଚରେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଥିଲା। ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରରେ ଖେଳାଯାଇଥିବା ଏହି ମ୍ୟାଚରେ ଭାରତ ୫୧ ରନରେ ପରାସ୍ତ ହୋଇଥିଲା ଏବଂ ସିରିଜ ୧-୧ରେ…
ଖଡ଼ିଆଳରେ ବୃଦ୍ଧି ପାଉଛି ଚୋରି: କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି
ଖଡ଼ିଆଳ,୧୨।୧୨(ସୁଜିତ କୁମାର ପ୍ରଧାନ ): ନୂଆପଡା ଜିଲା ଖଡ଼ିଆଳ ସହରରେ ଦିନକୁ ଦିନ ଚୋରି ଘଟଣା ବୃଦ୍ଧି ପାଉଛି । କିନ୍ତୁ ଏ ପର୍ଯ୍ୟନ୍ତ କୌଣସି ଚୋର ଧରା ପଡୁନାହାନ୍ତି। ବୁଧବାର ମଧ୍ୟ ରାତ୍ରରେ ରୋହିତ ଅଗ୍ରୱାଲଙ୍କ ରୋହିତ ପୂଜା ଦୋକାନରୁ…
AIIMS ଭୁବନେଶ୍ୱରର ସଫଳତା: ୨୦ ବର୍ଷ ପରେ ସିଧା ହେଲେ ଯୁବକ
ଭୁବନେଶ୍ୱର,୧୨।୧୨: ଆଙ୍କାଇଲୋଜିଂ ସ୍ପଣ୍ଡିଲାଇଟିସ୍ ରୋଗରେ ପ୍ରାୟ ଦୁଇ ଦଶନ୍ଧି ଧରି ପୀଡ଼ିତ ଥିବା କେନ୍ଦ୍ରାପଡ଼ାର ଜଣେ ୩୭ ବର୍ଷୀୟ ଯୁବକଙ୍କ ଜୀବନରେ AIIMS ଭୁବନେଶ୍ୱର ଅର୍ଥୋପେଡିକ୍ ବିଭାଗ ଚମତ୍କାର ଆଣିଛି। ତିନୋଟି ଜଟିଳ ଅସ୍ତ୍ରୋପଚାର ପରେ ଯୁବକଜଣକ ଏକ ନୂତନ ଜୀବନ…
Archives


