Home Left

ବିଳମ୍ବିତ ରାତିରେ ୧୫ ଆଇପିଏସଙ୍କ ବଦଳି

ଲକ୍ଷ୍ନୌ,୨୩ ।୮: ଉତ୍ତର ପ୍ରଦେଶରେ ସୋମବାର ବିଳମ୍ବିତ ରାତିରେ ୧୫ ଆଇପିଏସଙ୍କ ବଦଳି କରାଯାଇଛି । ସରକାରଙ୍କ ଦ୍ୱାରା ବିଳମ୍ବିତ ରାତିରେ ଏହି ନୋଟିସ ଜାରି କରାଯାଇଛି । ଡେପୁଟେଶନରୁ ଫେରିଥିବା ଡିଆଇଜି ଅବଦୁଲ ହମିଦଙ୍କୁ ଆଣ୍ଟି ନାର୍କୋଟିକ୍ସ ଫୋର୍ସର ଡିଆଇଜି…

ଠକାମି ଏସ୍‌ଏମ୍‌ଏସ୍‌ ପ୍ରତି ସାବଧାନ

ଭୁବନେଶ୍ୱର,୨୩।୮ବିଦ୍ୟୁତ୍‌ ଗ୍ରାହକଙ୍କ ବିରୋଧରେ ଘଟୁଥିବା ସାଇବର ଠକାମିର ବର୍ଦ୍ଧିତ ସଂଖ୍ୟାକୁ ବିଚାରକୁ ନେଇ ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ଏଭଳି ଅସାଧୁ ତତ୍ତ୍ୱଙ୍କ ବିରୋଧରେ ପୁଣି ଥରେ ପରାମର୍ଶବଳୀ ଜାରି କରାଯାଇଛି। ଏହି ଅସାଧୁ ତତ୍ତ୍ୱମାନେ ଏସ୍‌ଏମ୍‌ଏସ୍‌…

କରୋନାରେ ଚାଲିଗଲା ଜଣଙ୍କ ଜୀବନ

ଭୁବନେଶ୍ୱର,୨୩।୮(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣରେ ଗତ ୨୪ ଘଣ୍ଟାରେ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ମୃତକ ଜଣଙ୍କ ୨୧ ବର୍ଷୀୟା ଯୁବତୀ। ସେ ନବରଙ୍ଗପୁର ଜିଲାର ବୋଲି ଜଣାପଡିଛି।]…

ଜେସିବି ଇଣ୍ଡିଆ ସହ ୟୁବିଆଇର ଚୁକ୍ତିପତ୍ର ସ୍ବାକ୍ଷର

ଭୁବନେଶ୍ୱର,୨୩।୮: ଜେସିବି ଗ୍ରାହକମାନଙ୍କୁ ଇକ୍ୟୁପ୍‌ମେଣ୍ଟ ଫାଇନାନ୍ସ ପ୍ରଦାନ କରିବା ପାଇଁ ଜେସିବି ଇଣ୍ଡିଆ ଲିଃ (ଜେସିବି) ସହ ୟୁନିୟନ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ) ଏକ ଚୁକ୍ତିପତ୍ର ସ୍ବାକ୍ଷର କରିଛି। ଏହି ଅଂଶୀଦାରି ଅଧୀନରେ ୟୁବିଆଇ ଏବଂ ଜେସିବି ଉଭୟ ନିଜ…

ଭାରତରେ ନୂଆ ପ୍ରଜାତିର ବାଦୁଡି ସନ୍ଧାନ

ନୂଆଦିଲ୍ଲୀ,୨୩।୮: ଅନ୍ତର୍ଜାତୀୟ ଅନୁସନ୍ଧାନକାରୀଙ୍କ ଏକ ଦଳ ଭାରତ ଏବଂ ଶ୍ରୀଲଙ୍କାରେ ଏକ ନୂତନ ପ୍ରଜାତିର ବାଦୁଡି ସନ୍ଧାନ କରିଛନ୍ତି, ଯାହାର ଲମ୍ବା ଆଙ୍ଗୁଠି ଅଛି। ଅନୁସନ୍ଧାନକାରୀମାନେ ଏହି ନୂତନ ପ୍ରଜାତିର ବାଦୁଡି ‘ମିନିଓପେଟରସ ଫିଲିପସି’ ନାମ ଦେଇଛନ୍ତି। ସାଧାରଣତଃ ଏହି ବାଦୁଡିଗୁଡିକ…

ଜେଏସ୍‌ପିକୁ ୨ଟି ବର୍ଗରେ ଜାତୀୟ ସିଏସ୍‌ଆର୍‌ ପୁରସ୍କାର

ଭୁବନେଶ୍ୱର,୨୩।୮: କର୍ପୋରେଟ୍‌ ସାମାଜିକ ଦାୟିତ୍ୱ (ସିଏସ୍‌ଆର୍‌) କାର୍ଯ୍ୟ ନିମନ୍ତେ ଭାରତ ସରକାରଙ୍କ କର୍ପୋରେଟ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ପ୍ରଦାନ କରାଯାଉଥିବା ସମ୍ମାନଜନକ ଜାତୀୟ ସିଏସ୍‌ଆର୍‌ ପୁରସ୍କାର-୨୦୨୦ ପାଇଁ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର(ଜେଏସ୍‌ପି)କୁ ଦୁଇଟି ବର୍ଗରେ ବିଜେତା ଘୋଷଣା କରାଯାଇଛି। କର୍ପୋରେଟ…

ପିଏନ୍‌ବି ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ

ଭୁବନେଶ୍ୱର,୨୩।୮: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ର ଅଞ୍ଚଳ କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ବନ୍ୟା ପ୍ରଭାବିତ ନିମାପଡା ଏବଂ ଗୋପ ଅଞ୍ଚଳର ଲୋକମାନଙ୍କୁ ୧୦୦୦ ପ୍ୟାକେଟ୍‌ର ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ବ୍ୟାଙ୍କର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌) କାର୍ଯ୍ୟକ୍ରମ ଅଧୀନରେ ଏହି…

୪.୨ ଟ୍ରିଲିୟନ ଟଙ୍କା କାରବାର କରିଛି ଅଟୋ କମ୍ପୋନେଣ୍ଟ ସେକ୍ଟର

ନୂଆଦିଲ୍ଲୀ,୨୩।୮: ଭାରତୀୟ ଅଟୋ କମ୍ପୋନେଣ୍ଟ ଇଣ୍ଡଷ୍ଟ୍ରି ୨୦୨୧-୨୨ ରେ ସର୍ବାଧିକ ୪.୨ ଟ୍ରିଲିୟନ ଟଙ୍କା କାରବାର କରିଛି। ଏପରି କି ଗତ ଆର୍ଥିକ ବର୍ଷରେ ରପ୍ତାନି ଏବଂ ପରବର୍ତ୍ତୀ ମାର୍କେଟରେ ଦୃଢ଼ ପ୍ରଦର୍ଶନ ଯୋଗୁ ୨୩% ଅaଭିବୃଦ୍ଧି ପଞ୍ଜୀକରଣ କରିଛି ବୋଲି…

ଥରିଲା ଜମ୍ମୁ-କଶ୍ମୀର

ଶ୍ରୀନଗର,୨୩।୮: ଜମ୍ମୁ-କଶ୍ମୀରର କାଟ୍ରାଠାରେ ସୋମବାର ବିଳମ୍ବିତ ରାତିରେ ଭୂକମ୍ପ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ, ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୩.୯ ଥିଲା। ରାତି ପ୍ରାୟ ୨.୨୦ ସମୟରେ କାଟ୍ରା ଏବଂ ଏହାର ଆଖପାଖ ଅଞ୍ଚଳରେ…

୧୮ ମାସରେ ଫେରିଲେଣି ୧,୫୦୦ ପାକ୍‌ ହିନ୍ଦୁ

ଜୟସାଲମେର,୨୨।୮ : ଶରଣାର୍ଥୀଙ୍କୁ ନାଗରିକତ୍ୱ ପ୍ରଦାନ କ୍ଷେତ୍ରରେ ସରକାରଙ୍କ କଡ଼ା ନିୟମ କାନୁନ ଯୋଗୁ ବହୁ ସଂଖ୍ୟାରେ ପାକିସ୍ତାନୀ ହିନ୍ଦୁ ସେମାନଙ୍କ ଦେଶକୁ ଫେରିଗଲେଣି। ପାକିସ୍ତାନରେ ଅତ୍ୟାଚାର ସହି ନ ପାରି ଏହି ହିନ୍ଦୁ ପରିବାରଗୁଡ଼ିକ ଭାରତ ଚାଲିଆସିଥିଲେ। ସରକାରୀ ତଥ୍ୟ…

ସାଟେଲାଇଟ୍‌ ମାପଚୁପ ରଫାଦଫା ମସୁଧା

ଯାଜପୁର ଅଫିସ,୨୩ା୮:ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ଶତାଧିକ ଖାଦାନରୁ ମୂଲ୍ୟବାନ୍‌ କଳାପଥର ଉଭୟ ଲିଜ୍‌ଧାରୀ ଓ ପ୍ରଶାସନିକ ଅଧିକାରୀ ମିଳିମିଶି ଲୁଟି ନେଇଛନ୍ତି। ଗତ ମାର୍ଚ୍ଚରେ ବିଧାନସଭା ଅଧିବେଶନରେ ଏକ ପ୍ରଶ୍ନର ଉତ୍ତରରେ ଏହା ସ୍ପଷ୍ଟ ହୋଇଥିଲା। ଅନୁମୋଦନଠାରୁ ବହୁ…

ପୋଖରୀ ପୋତାହେବାରୁ ପାଣିଘେରରେ ୧୦୦ ପରିବାର

ପଟ୍ଟାମୁଣ୍ଡାଇ,୨୩ା୮ (ସ୍ବ. ପ୍ର.):ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ ଥିବା ପାରମ୍ପରିକ ଜଳାଶୟ ଅସ୍ତିତ୍ୱ ହରାଇବାକୁ ବସିଛି। ବ୍ଲକର ଶାସନ ପଞ୍ଚାୟତ ପୋଖରୀସାହିରେ ପୋଖରୀ ପୋତାହେବାରୁ ଶହେ ପରିବାର ପାଣିଘେରରେ ରହିଛନ୍ତି। ଏ ନେଇ ପଞ୍ଚାୟତବାସୀ ତହସିଲଦାରଙ୍କ ନିକଟରେ ଲିଖିତ ଅଭିଯୋଗ କରିବା ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri