ଶିକ୍ଷିତ ଯୁବତୀଙ୍କୁ ପାଠପଢ଼ା ଦାୟିତ୍ୱ ଦେଲେ ଗ୍ରାମବାସୀ
ବାଲିଆ,୨୩ା୮(ସ୍ବ.ପ୍ର.):ବିରିଡି ବ୍ଲକ ବତିମିରା ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ପ୍ରାୟ ୨ କିଲୋମିଟର ଦୂରରେ ଥିବା ରାଜକୃଷ୍ଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମିଶ୍ରଣ କରାଯାଇଛି। ଏହାପରେ ଚଳିତ ଶିକ୍ଷା ବର୍ଷରୁ ଶିକ୍ଷକମାନଙ୍କୁ ଉକ୍ତ ବିଦ୍ୟାଳୟରୁ ଅପସାରଣ କରି ନିଆଯାଇଛି। ଅପରପକ୍ଷେ ଗ୍ରାମବାସୀ ଓ…
ଜୀବନ ପାଇଁ ଯୋଜନାର ଅଭାବ
ଯାଜପୁର ଅଫିସ,୨୩ା୮:ଯାଜପୁର ଜିଲାରେ ୨୦୨୦ ଅଗଷ୍ଟ ବନ୍ୟାରେ ୧୨ ଜଣ ଲୋକଙ୍କ ଜୀବନ ଯାଇଥିଲା। ୧୦ ବ୍ଲକ ଓ ୧ ପୌର ପରିଷଦର ପ୍ରାୟ ୧୦ ଲକ୍ଷ ଲୋକ ପ୍ରଭାବିତ ହୋଇଥିଲେ। ଏହି ପ୍ରଳୟଙ୍କରୀ ବନ୍ୟାକୁ ୨ ବର୍ଷ ପୂରିଛି। ପୁଣି…
କାଣୀ ନଦୀରେ ବନ୍ୟା
ଯାଜପୁର ଅଫିସ,୨୩ା୮:ବୈତରଣୀ ନଦୀର ଆଖୁଆପଦାଠାରେ ବନ୍ୟା ଜଳ ସାମାନ୍ୟ ହ୍ରାସ ପାଇଥିଲେ ସୁଦ୍ଧା ଏହାର ତଳମୁଣ୍ଡରେ ଥିବା କାଣୀ ନଦୀରେ ବିପତ୍ାତ ଦେଖାଦେଇଛି। ସୋମବାର ସନ୍ଧ୍ୟା ସୁଦ୍ଧା ଆଖୁଆପଦାରେ ବିପଦସଙ୍କେତ ୧୭.୮୩ ମିଟର ସ୍ଥଳେ ୧୭.୮୧ ମିଟର ରହିଛି। କାଣୀ ନଦୀର…
ମହାପଞ୍ଚାୟତ ଲାଗି ଦିଲ୍ଲୀରେ ହଜାର ହଜାର ଚାଷୀ
ନୂଆଦିଲ୍ଲୀ,୨୩।୮: ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍ଏସ୍ପି) ଉପରେ ଆଇନ ଆଣିବା, କୃଷି ଋଣ ଛାଡ଼ ଓ ଅନ୍ୟାନ୍ୟ ପ୍ରସଙ୍ଗ ନେଇ କୃଷକ ସଂଗଠନ ପକ୍ଷରୁ ନୂଆଦିଲ୍ଲୀରେ ମହାପଞ୍ଚାୟତର ଡାକରା ଦିଆଯାଇଥିଲା। ଏଥିରେ ଯୋଗଦେବା ଲାଗି ବିଭିନ୍ନ ରାଜ୍ୟରୁ ହଜାର ହଜାର…
ଅଟକିଯାଇଛି ୟୁକ୍ରେନୀୟଙ୍କ ସମୟ
କିଭ୍, ୨୩ା୮: ୟୁକ୍ରେନ୍ରେ ରୁଷିଆ ଆକ୍ରମଣକୁ ୧୮୦ ଦିନ ବିତିଗଲାଣି। ହେଲେ ୟୁକ୍ରେନୀୟଙ୍କ ପାଇଁ ଏହି ୬ ମାସ ଯେପରି କେଉଁଠି ଅଟକିଯାଇଛି। ମାତ୍ର ୫ ମାସର ଶିଶୁକୁ ଧରି ପଡ଼ୋଶୀ ପୋଲାଣ୍ଡକୁ ଗତ ମାର୍ଚ୍ଚରେ ପଳାୟନ କରିଥିବା ୟୁକ୍ରେନୀୟ ମହିଳା…
ବିଏମ୍ସି ନୂଆ ବିଲ୍ଡିଂ, ଓ-ହବ୍ ପରିଦର୍ଶନ କଲେ ୫-ଟି ସଚିବ
ଭୁବନେଶ୍ୱର, ୨୩।୮(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ୍ ସୋମବାର ସତ୍ୟନଗରଠାରେ ନିର୍ମାଣାଧୀନ ବିଏମ୍ସିର ନୂଆ ବିଲ୍ଡିଂ ଏବଂ ଓ-ହବ୍ ପରିଦର୍ଶନ କରିଛନ୍ତି। ସେ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିବା ସହିତ ଯଥାଶୀଘ୍ର ଏହି ଦୁଇ ବିଲ୍ଡିଂର ନିର୍ମାଣ…
ଆର୍ଆର୍ବି ପରୀକ୍ଷା ପାଇଁ ସ୍ବତନ୍ତ୍ର ଟ୍ରେନ୍
ଭୁବନେଶ୍ୱର,୨୩।୮(ଡି.ଏନ୍.ଏ.):ରେଳପଥ ନିଯୁକ୍ତି ବୋର୍ଡ (ଆରଆରବି) ପରୀକ୍ଷା ପାଇଁ ସ୍ବତନ୍ତ୍ର ଟ୍ରେନ ଚଳାଇବାକୁ ନିଷ୍ପତ୍ତି ନିଆଯାଇଛି। ୦୮୦୪୬/୦୮୦୪୫ ହାତିଆ-କଟକ-ହାତିଆ ୨୨ ଏବଂ ୨୪ ଅଗଷ୍ଟ ଅପରାହ୍ନ ୪ଟା ୫୦ରେ ହାତିଆରୁ ଛାଡିବ। ୨୩ ଓ ୨୫ ଅଗଷ୍ଟ ରାତି ୯ଟା ୪୦ମି.ରେ କଟକଠାରୁ…
କେଚ୍ଅପ୍କୁ ରକ୍ତ କହି ଫଟୋ ପଠାଇଲେ କିଲର
ବେଙ୍ଗାଲୁରୁ, ୨୩ା୮: କର୍ନାଟକରେ ଜଣେ ମହିଳା ତାଙ୍କ ସ୍ବାମୀଙ୍କୁ ହତ୍ୟା କରିବାକୁ ସୁପାରି ଦେଲେ। ସୁପାରିକିଲର ସମ୍ପୃକ୍ତ ବ୍ୟକ୍ତିଙ୍କୁ ଅପହରଣ ମଧ୍ୟ କଲେ। ହେଲେ ହତ୍ୟା କରିବାକୁ ସେମାନଙ୍କ ସାହସ ହେଲାନି। ପରେ ଯୁବକଙ୍କ ଦେହସାରା କେଚ୍ଅପ୍(ଟମାଟୋ ସସ୍) ଢାଳି ତାହାକୁ…
ଟମାଟୋ ଫ୍ଲୁ ନାମକରଣ ଭୁଲ, ଭାରତରେ ନୂଆ ନୁହେଁ ସଂକ୍ରମଣ: ବିଶେଷଜ୍ଞ
ନୂଆଦିଲ୍ଲୀ,୨୩ ।୮: ଟମାଟୋ ଫ୍ଲୁକୁ ନେଇ ଭାରତୀୟ ବୈଜ୍ଞାନିକମାନେ ନିକଟରେ ସାମ୍ନାକୁ ଆସିଥିବା ଅଧ୍ୟୟନକୁ ତଥ୍ୟ ହିନ ବୋଲି କହିଛନ୍ତି । ଏହା ବାସ୍ତବିକତାଠାରୁ ସମ୍ପୂର୍ଣ୍ଣ ଅଲଗା ବୋଲି କୁହାଯିବା ସହ ଏହାକୁ ନେଇ ଲୋକେ ଚିନ୍ତିତ ହେବା ଆଦୌ ଉଚିତ…
ଶ୍ୱେତାଙ୍କୁ ବ୍ଲାକମେଲ୍ କରୁଥିଲେ ପୁରୁଷବନ୍ଧୁ
ଭୁବନେଶ୍ୱର,(ବ୍ୟୁରୋ)୨୩ା୮:ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶୈଳଶ୍ରୀବିହାରସ୍ଥିତ ଇନ୍ଫୋସିଟି ଗ୍ରୀନ୍ ଆପାର୍ଟମେଣ୍ଟରୁ ସଫ୍ଟୱେର୍ ଇଞ୍ଜିନିୟର ଶ୍ୱେତା ଉତ୍କଳ କୁମାରୀ(୨୬)ଙ୍କ ମୃତଦେହ ମିଳିବା ଘଟଣା ରହସ୍ୟ ସୃଷ୍ଟି କରିଛି। ପ୍ରାଥମିକ ତଦନ୍ତରୁ ଏହା ଆତ୍ମହତ୍ୟା ବୋଲି ପୋଲିସ ସନ୍ଦେହ କରୁଥିବାବେଳେ ଅଧିକ ପ୍ରମାଣ ପାଇଁ…
ବନଭୋଜି ବେଶରେ ମହାପ୍ରଭୁ
ପୁରୀ ଅଫିସ,୨୩ା୮:ଶ୍ରୀମନ୍ଦିରରେ ସୋମବାର କୋଳିବିକା ନୀତି ଓ ଶ୍ରୀବିଗ୍ରହଙ୍କ ବନଭୋଜି ବେଶ ଅନୁଷ୍ଠିତ ହୋଇଯାଇଛି। ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ବଡ଼ଭାଇ ପ୍ରଭୁ ବଳଭଦ୍ର ହାତରେ ବାଡ଼ି ଆଉ ଶିକାରେ ଲହୁଣି ଧରି ବେଶ ହୋଇଛନ୍ତି। ମଧ୍ୟାହ୍ନ ଧୂପ ପରେ ବଳଭଦ୍ର ଓ…
ଟଙ୍କା ନ ଦେଲେ ଏସ୍ଏଲ୍ସି ମିଳୁନି
ପୁରୀ ଅଫିସ,୨୩।୮:ରାଜ୍ୟ ସରକାରଙ୍କ ୫-ଟି ଯୋଜନାରେ ସାମିଲ ଥିବା ସରକାରୀ ବିଦ୍ୟାଳୟରେ ବି ପିଲାଙ୍କୁ ଆର୍ଥିକ ଶୋଷଣର ଶିକାର ହେବାକୁ ପଡୁଛି। ସ୍କୁଲ ଲିଭିଙ୍ଗ୍ ସାର୍ଟିଫିକେଟ (ଏସ୍ଏଲ୍ସି) ଦେବା ପାଇଁ ଛାତ୍ରୀଛାତ୍ରଙ୍କଠାରୁ ଟଙ୍କା ନିଆଯାଉଛି। ଟଙ୍କା ନ ଦେଇପାରିଲେ ଫେରାଇ ଦିଆଯାଉଛି।…
Archives


