Home Left

ନାବାଳକଙ୍କ ଅଭିଭାବିକା ହୋଇପାରିବେନି ମୁସଲମାନ ମା’

କୋଚି, ୮ା୭:ଜଣେ ମୁସଲମାନ ମହିଳା ତାଙ୍କ ନାବାଳକ/ନାବାଳିକା ପିଲାଙ୍କ ଅଭିଭାବିକା ହୋଇପାରିବେ ନାହିଁ ବୋଲି କେରଳ ହାଇକୋର୍ଟ କହିଛନ୍ତି। ଅନୁରୂପ ମାମଲାଗୁଡ଼ିକରେ ସୁପ୍ରିମକୋର୍ଟ ଦେଇଥିବା ରାୟ ଆଧାରରେ ହାଇକୋର୍ଟ ବିଚାରପତି ଜଷ୍ଟିସ୍‌ ପି. ବି. ସୁରେଶ କୁମାର ଏବଂ ଜଷ୍ଟିସ୍‌ ସି.…

ବୋରିସ୍‌ ସରକାର: କେଳେଙ୍କାରୀରୁ ପତନ

ତିନିବର୍ଷ ପୂର୍ବେ ବ୍ରିଟେନରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ବୋରିସ୍‌ ଜନ୍‌ସନଙ୍କ ନେତୃତ୍ୱାଧୀନ କଞ୍ଜରଭେଟିଭ୍‌ ପାର୍ଟି ବିପୁଳ ବିଜୟ ହାସଲ କରିଥିଲା। ୧୯୮୭ ପରେ ଏହା ଥିଲା ସବୁଠୁ ବଡ଼ ସଫଳତା। କିନ୍ତୁ ଏହି ୩ ବର୍ଷ ମଧ୍ୟରେ କେତେକ ବିବାଦୀୟ ଘଟଣାକୁ…

ପୁଣି ୟୁକ୍ରେନ ଉପରେ ମିଶାଇଲ୍‌ ମାଡ଼ କଲା ରୁଷିଆ

କିଭ୍‌,୮।୭:ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ୧୩୪ତମ ଦିନରେ ପହଞ୍ଚିଛି। ରୁଷିଆ ପୁଣି ୟୁକ୍ରେନର ଖାର୍କିଭ ଏବଂ ଡୋନେସ୍କ ସହରରେ ମିଶାାଇଲ ମାଡ଼ କରିଛି। ଏଥିରେ ୧୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୫ ଜଣ ଆହତ ହୋଇଛନ୍ତି। ଅନ୍ୟପକ୍ଷରେ, ୟୁକ୍ରେନ…

ଟସ୍‌ ଜିତି ଭାରତର ବ୍ୟାଟିଂ ଜାରି

ସାଉଥମ୍ପଟନ,୭।୭: ସ୍ଥାନୀୟ ରୋଜ ବାଉଲ ଷ୍ଟାଡିୟମରେ ଗୁରୁବାର ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଗୁରୁବାର ପ୍ରଥମ ମ୍ୟାଚ ଆରମ୍ଭ ହୋଇଯାଇଛି। ଭାରତ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ।…

କର୍ନାଟକରେ ଦୁଇ ଗୋଷ୍ଠୀ ମଧ୍ୟରେ ହିଂସା: ୧୮ ଗିରଫ

ବାଙ୍ଗାଲୋର, ୭ା୭: ପୂର୍ବଶତ୍ରୁତାକୁ କେନ୍ଦ୍ର କରି କର୍ନାଟକର କେରୁର ଜିଲାରେ ଦୁଇ ଗୋଷ୍ଠୀ ମଧ୍ୟରେ ହିଂସାକାଣ୍ଡ ଘଟିଛି। ହିଂସାକାଣ୍ଡରେ ୩ ଜଣ ଆହତ ହୋଇଥିବା ବେଳେ ଘଟଣାରେ ସମ୍ପୃକ୍ତ ୧୮ ଜଣଙ୍କୁ ପୋଲିସ ଗିରଫ କରିଛି। ଅନ୍ୟ ୧୫ ଅଭିଯୁକ୍ତଙ୍କୁ ପୋଲିସ…

ମୁର୍ମୂଷୁ ଅବସ୍ଥାରେ ମଠ ମହନ୍ତଙ୍କୁ ବ୍ୟାଙ୍କକୁ ବୋହି ଆଣିଲେ ଶିଷ୍ୟ

ଭବାନୀପାଟଣା/ଧର୍ମଗଡ଼,୭।୭(ସ୍ବ.ପ୍ର./ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ଷ୍ଟେଟ ବ୍ୟାଙ୍କରୁ ଟଙ୍କା ଉଠାଣ ପାଇଁ ଜଣେ ମୁମୂର୍ଷୁ ବୃଦ୍ଧ ମହନ୍ତଙ୍କୁ ବୋହି ଆଣାଯାଇଛି। ମହନ୍ତଙ୍କୁ ବୋହି ଆଣୁଥିବା ଦୃଶ୍ୟ ଏବେ ଭାଇରାଲ ହେବାରେ ଲାଗିଛି। ସୂଚନା ଅନୁସାରେ ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ବଡ଼ ଚେରଗାଁ…

ଡେଙ୍ଗୁକୁ ରୋକିବ ମଶା

ନୂଆଦିଲ୍ଲୀ, ୭ା୭: ଡେଙ୍ଗୁ ରୋକିବ ମଶା। ମଶା ଯୋଗୁ ବ୍ୟାପୁଥିବା ଏହି ରୋଗକୁ ନିୟନ୍ତ୍ରଣ ପାଇଁ ଇଣ୍ଡିଆନ୍‌ କାଉନସିଲ ଅଫ୍‌ ମେଡିକାଲ ରିସର୍ଚ୍ଚ (ଆଇସିଏମ୍‌ଆର୍‌) ଏବଂ ଭେକ୍ଟର କଣ୍ଟ୍ରୋଲ ରିସର୍ଚ୍ଚ ସେଣ୍ଟର (ଭିସିଆର୍‌ସି) ପକ୍ଷରୁ ଏପରି ମଶା ବିକଶିତ କରାଯାଇଛି, ଯାହା…

ରାଜ ବବରଙ୍କୁ ୨ ବର୍ଷ ଜେଲଦଣ୍ଡ

ଲକ୍ଷ୍ନୌ, ୭ା୭: ବଲିଉଡ୍‌ ଅଭିନେତା ତଥା କଂଗ୍ରେସ ନେତା ରାଜ ବବର ୧୯୯୬ରେ ଜଣେ ନିର୍ବାଚନ ଅଧିକାରୀଙ୍କୁ ଆକ୍ରମଣ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଉତ୍ତରପ୍ରଦେଶର ଏକ ଏମ୍‌ପି/ଏମ୍‌ଏଲ୍‌ଏ କୋର୍ଟ ଏହାର ଶୁଣାଣି କରି ଗୁରୁବାର ତାଙ୍କୁ ୨ ବର୍ଷ ଜେଲ…

ମହିଳାଙ୍କ ସମେତ ୨ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୭।୭(ଡି.ଏନ୍‌.ଏ.): ଛତିଶଗଡ଼ ସୁକ୍‌ମା ଏସ୍‌ପିଙ୍କ ନିକଟରେ ଗୁରୁବାର ଜଣେ ମହିଳାଙ୍କ ସମେତ ୨ ଦୁର୍ଦ୍ଦାନ୍ତ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ଆସୋସୀ ଏବଂ ମୁକେଶ ରାଓ୍ବଡେ। ମହିଳା ମାଓବାଦୀ ଆସୋସୀଙ୍କ ନାମରେ ୮ ଲକ୍ଷ ଏବଂ ମୁକେଶଙ୍କ ନାମରେ ୫…

ଟେସ୍‌ଲା ମାଲିକଙ୍କ ଅଛନ୍ତି ୯ସନ୍ତାନ

ଓ୍ବାଶିଂଟନ୍‌, ୭ା୭: ଟେସ୍‌ଲା ମାଲିକ ଏଲନ୍‌ ମସ୍କ(୫୧) ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ମସ୍କ ପୂର୍ବରୁ ୭ସନ୍ତାନଙ୍କ ବାପା ବୋଲି ଜଣାପଡ଼ିଥିବା ବେଳେ ଏବେ ତାଙ୍କ ଆଉ ଦୁଇ ଶିଶୁ ରହିଥିବା ଖବର ସାମ୍‌ନାକୁ ଆସିଛି। ମସ୍କଙ୍କ…

ସୁଧୁରୁଛି ଲାଲୁଙ୍କ ସ୍ବାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ,୭।୭: ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ପୂର୍ବାପେକ୍ଷା ବର୍ତ୍ତମାନ ଭଲ ଅଛି। ହେଲେ ଏବେ ବି ଡାକ୍ତରମାନେ ତାଙ୍କ ସ୍ବାସ୍ଥ୍ୟ ଉପରେ ନଜର ରଖିଛନ୍ତି। ଅନ୍ୟପଟେ ଲାଲୁ ଯାଦବ ଲୋକଙ୍କୁ…

ହୋଟେଲରେ ଡିଲ୍‌ ଚାଲିଥିବା ବେଳେ ଜବତ ହେଲା ହାତୀ ଦାନ୍ତ

ସମ୍ବଲପୁର,୭ା୭(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ବାସନ୍ତି ଲଜ୍‌ରେ ହାତୀଦାନ୍ତ ଡିଲ୍‌ ବେଳେ ବନ ବିଭାଗ ଚଢାଉ କରି ୩ଜଣଙ୍କୁ ଅଟକ ରଖିଛି। ତଦନ୍ତରେ ବାଧା ସୃଷ୍ଟିହେବା ଆଶଙ୍କା କରି ବିଭାଗ ପକ୍ଷରୁ ସେମାନଙ୍କ ନାମ ପ୍ରକାଶ କରାଯାଇ ନାହିଁ। ସମ୍ବଲପୁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri