ବନ୍ୟା ଜଳରେ ବୁଡ଼ିଗଲେ ନାବାଳକ: ୩ଘଣ୍ଟା ପରେ ମିଳିଲା ମୃତଦେହ
ବସ୍ତା/ରୂପସା,୨୨।୮(ଡି.ଏନ.ଏ.)- ବାଲେଶ୍ୱର ଜିଲାରେ ବନ୍ୟା ବିଭୀଷିକା ଦେଖାଦେଇଥିବା ବେଳେ ବସ୍ତା ଥାନା ପଳାସିଆ ଗ୍ରାମରେ ସୋମବାର ଏକ ଦୁଃଖଦ ଘଟଣା ଘଟିଛି। ଜଳକା ନଦୀର ଶାଖା ମଟକାଶୋଳ ନଦୀ ପାଖକୁ ଗାଈ ଆଣିବାକୁ ଯାଇଥିବା ଜଣେ ନାବାଳକ ବନ୍ୟାଜଳରେ ବୁଡ଼ି ପ୍ରାଣ…
ସ୍ବାମୀଙ୍କ ଚିକିତ୍ସା ପାଇଁ ଆସିଥିଲେ ଏମ୍କେସିଜି: ଶୋଇଥିଲା ବେଳେ ଲୁଟିନେଲେ ଦୁର୍ବୃତ୍ତ
ବ୍ରହ୍ମପୁର ଅଫିସ,୨୨ା୮: ଏମ୍କେସିଜି ହସ୍ପିଟାଲ ମେଡିସିନ ୱାର୍ଡରୁ ଜଣେ ମହିଳାଙ୍କ ଭ୍ୟାନିଟିରୁ ଟଙ୍କା, ବିଭିନ୍ନ କାଗଜପତ୍ର ସହ ମୋବାଇଲ ଚୋରି ହୋଇଛି। ଏନେଇ ସେ ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା(ନଂ.୨୯୦/୨୨) ରୁଜୁ କରିଛି। ଲୁଟେରାଙ୍କୁ…
ବିଲରୁ ଘରକୁ ଫେରିବା ବେଳେ ଚାହିଁ ରହିଥିଲା ବିପଦ
ଜଳେଶ୍ବର,୨୨।୮(ଡି.ଏନ୍.ଏ.): ବିଲରୁ ଘରକୁ ଫେରୁଥିବା ବେଳେ ଭାସିଗଲେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ବସ୍ତା ଅଞ୍ଚଳ ଜଳକା ନଦୀର ଶାଖା ନଦୀ ବନ୍ୟା ପାଣିରେ। ନାବାଳକ ଜଣକ ହେଲେ ପଳାସିଆ ଗ୍ରାମର ଜନ୍ମଜୟ ମହାପାତ୍ର (୧୩)।…
ବସ୍-କାର୍ ମୁହାଁମୁହିଁ ଧକ୍କା: ୪ ମୃତ
ଗୁରୁଗ୍ରାମ,୨୨।୮: ହରିୟାଣାର ଗୁରୁଗ୍ରାମ-ଫାରୁଖନଗର ରାସ୍ତାରେ ଥିବା ଖେଟାୱାସ ଗ୍ରାମ ନିକଟ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ବସ୍-କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ କାର୍ରେ ଥିବା ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ଆହତଙ୍କୁ ହସ୍ପିଟାଲରେ…
ଏଏପିର ଗୁଜରାଟ ମିଶନ: ଛୁଟୁଛି ପ୍ରତିଶ୍ରୁତିର ସୁଅ
ଅହମ୍ମଦାବାଦ,୨୨।୮: ଗୁଜରାଟ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ଉଷ୍ମତା ସେତିକି ସରଗରମ ହେବାରେ ଲାଗିଛି। ଏଭଳି ସ୍ଥିତିରେ ଆମ ଆଦମୀ ପାର୍ଟି(ଏଏପି) ରାଜ୍ୟରେ ସରକାର ଗଠନ କରିବା ପାଇଁ ଏବେଠୁ କସରତ କରୁଛି। ଇତିମଧ୍ୟରେ ସୋମବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ…
ଗଞ୍ଜାମରେ ବଢୁଛି ପରିବା ଦର
ଗଞ୍ଜାମ,୨୨ା୮(ଡି.ଏନ.ଏ.): ଗତ କିଛିଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଗଞ୍ଜାମ ବ୍ଲକ ଅଞ୍ଚଳରେ ବ୍ୟାପକ ଫସଲ କ୍ଷତି ହୋଇଥିବା ଜଣାପଡିଛି। ବିଶେଷ କରି ଧାନ ଓ ପନିପରିବା ବର୍ଷା ଯୋଗୁ ଅଧିକ କ୍ଷତିଗ୍ରସ୍ତ ହୋଇଛି। ଫସଲ ଆମଦାନୀ ସମୟରେ…
ଶିଆଳି ପତ୍ର ତୋଳିବାକୁ ଯାଇଥିଲେ, ଝାମ୍ପିଲା ଭାଲୁ
ବାଲିଗୁଡ଼ା,୨୨।୮:(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବାଟାଗୁଡ଼ା ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି । ଭାଲୁ ଆକ୍ରମଣରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଓ ଝିଅ ଆହତ ହୋଇଛନ୍ତି । ସକାଳୁ ବାଞ୍ଛା ମଲିକ, ସ୍ତ୍ରୀ ବୁଡାଳି…
କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’ ପାଇଁ ସିଭିଲ ସୋସାଇଟିର ପ୍ରତିନିଧଙ୍କ ସହ ହେଲା ବୈଠକ
ନୂଆଦିଲ୍ଲୀ,୨୨ ।୮: କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’ ପାଇଁ ଦିଲ୍ଲୀର କନଷ୍ଟିଚ୍ୟୁଏଶନ କ୍ଲବ ଅଫ୍ ଇଣ୍ଡିଆରେ ସାରା ଦେଶର ସିଭିଲ ସୋସାଇଟିର ପ୍ରତିନିଧି ଓ ବଡ ବଡ ବ୍ୟକ୍ତି ବିଶେଷଙ୍କ ସହ ବୈଠକ ହୋଇଛି । ଏହି ବୈଠକରେ କଂଗ୍ରେସ ଏମ୍ପି…
ଦିଲ୍ଲୀରେ ଅପରେଶନ୍ ‘ଲୋଟସ୍’ ବିଫଳ: ଏଏପିକୁ ଭାଙ୍ଗିବାକୁ ଭାଜପାର ସିବିଆଇ-ଇଡିର ଛାଟ
ନୂଆଦିଲ୍ଲୀ,୨୨।୮: ଦିଲ୍ଲୀରେ ଏକ୍ସାଇଜ୍ ସ୍କାମ୍ ମାମଲାର ଯାଞ୍ଚ ଯେତେ ଆଗକୁ ବଢ଼ୁଛି ଆମ ଆଦମୀ ପାର୍ଟି (ଏଏପି) ଓ ଭାଜପା ମଧ୍ୟରେ ବିବାଦ ଆହୁରି ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଏକ ଦାବି କରିଛନ୍ତି। ରାଜଧାନୀରେ ଭାଜପାର…
ଶ୍ରୀଲଙ୍କାକୁ ୨୧,୦୦୦ ଟନ ସାର ଯୋଗାଇଲା ଭାରତ
ନୂଆଦିଲ୍ଲୀ/କଲମ୍ବୋ,୨୨।୮:ଭାରତ ସୋମବାର ଏକ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମ ଅଧୀନରେ ଶ୍ରୀଲଙ୍କାକୁ ୨୧,୦୦୦ ଟନ ସାର ପ୍ରଦାନ କରିଛି। ଏହି ପଦକ୍ଷେପ ପଡୋଶୀ ଦେଶର କୃଷକମାନଙ୍କୁ ସାହାଯ୍ୟ କରିବ ଏବଂ ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ମଜଭୁତ କରିବ। ଗତ କିଛି…
ମୁଖ୍ୟ ସ୍ରୋତକୁ ଫେରିଲେ ୫ଶହ ମାଓବାଦୀ ସମର୍ଥକ, ଭାଙ୍ଗିଲେ ଶହୀଦ ସ୍ତମ୍ଭ
ଚିତ୍ରକୋଣ୍ଡା/ମାଲକାନଗିରି,୨୨।୮(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଗୁରୁପ୍ରିୟାଠାରେ ସୋମବାର ପୋଲିସ ପ୍ରଶାସନ ପକ୍ଷରୁ ଏକ ସ୍ବତନ୍ତ୍ର ଜନ ସମ୍ପର୍କ କାର୍ଯ୍ୟକ୍ରମ କରାଯାଇଥିଲା। ଏଥିରେ ସ୍ବାଭିମାନ ଅଞ୍ଚଳ ରାଲେଗା ଓ ଧୂଳିପୁଟ ପଞ୍ଚାୟତ ଅଞ୍ଚଳରୁ ୧୮୦ ମିଲେସିଆ ଏବଂ ୩୧୭ ଶହରୁ…
ବନ୍ୟାଞ୍ଚଳରେ ବଢ଼ୁଛି ରୋଗ
ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟର କେତେକ ଜିଲାରେ ବନ୍ୟା ହୋଇଥିବା ବେଳେ ସେଠାରେ ରୋଗ ବଢ଼ୁଥିବା ଦେଖାଯାଉଛି। ବିଶେଷ କରି ଜଳବାହିତ ରୋଗ, ମ୍ୟାଲେରିଆ, ଡେଙ୍ଗୁ ବଢିବା ସହ ସାପ କାମୁଡ଼ା ଭୟ ମଧ୍ୟ ଦେଖିବାକୁ ମିଳିଛି। ବନ୍ୟା ପ୍ରପୀଡ଼ିତ ୧୪ ଜିଲାରେ ୨୩,୩୬୭…
Archives


