୪ବ୍ଲକରେ ୪ ଲକ୍ଷ ଜଳବନ୍ଦୀ
ଭୋଗରାଇ,୨୨ା୮(ଡିି. ଏନ.ଏ.): ସୁବର୍ଣ୍ଣରେଖା ଉପର ମୁଣ୍ଡରେ ଲଘୁଚାପ ଜନିତ ଭୀଷଣ ବର୍ଷା ହେବାରୁ ଚାନ୍ଦିଲି ଡ୍ୟାମ ସହିତ ବିଭିନ୍ନ ଜଳାଧାରରେ ବର୍ଷା ପାଣି ପରିପୂର୍ଣ ହୋଇଛି। ଏଭଳି ସ୍ଥିତିରେ ଚାନ୍ଦିଲି ଓ ଗାଲୁଡ଼ିହି ଡ୍ୟାମ୍ରୁ ୧୮ଟି ଗେଟ ଖୋଲାଯାଇ ବର୍ଷାଜଳ ନିଷ୍କାସିତ…
ଜଳକାରେ କୁମ୍ଭୀର ଆତଙ୍କ
ବାଲେଶ୍ୱର ଅଫିସ,୨୨ା୮: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ଗାନ୍ଧୀ ଛକ ନିକଟରେ ଜଳକା ନଦୀରେ କୁମ୍ଭୀର ଦେଖିବାକୁ ମିଳିଛି। ଫଳରେ ସ୍ଥାନୀୟ ବାସିନ୍ଦା ଆତଙ୍କିତ ଅବସ୍ଥାରେ ରହିଛନ୍ତି। ଜଳକାରେ ପାଣି ଅଧିକ ହେବାରୁ ଶତାଧିକ ଗାଁ ଜଳମଗ୍ନ ହେବାରୁ କୁମ୍ଭୀର…
‘ଏଏପି ଛାଡ଼ି ଭାଜପା ଆସ, ସବୁ ସିବିଆଇ-ଇଡି କେସ୍ ହୋଇଯିବ ବନ୍ଦ’
ନୂଆଦିଲ୍ଲୀ,୨୨।୮: ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି(ଏଏପି)ନେତା ମନୀଷ ସିସୋଡିଆଙ୍କ ଘରେ ସିବିଆଇ ଚଢାଉକୁ ନେଇ ରାଜନୀତି ଜୋର ଧରିଛି। ସୋମବାର ସିସୋଡିଆ ଏକ ନୂଆ ଦାବି କରିଛନ୍ତି। ସେ କହିଛନ୍ତି, ତାଙ୍କୁ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ…
ସୁବର୍ଣ୍ଣରେଖାରେ ବନ୍ୟା: ୩ ବ୍ଲକ ଜଳମଗ୍ନ
ବାଲେଶ୍ୱର ଅଫିସ,୨୨ା୮: ବାଲେଶ୍ୱର ଜିଲାରେ ପ୍ରବାହିତ ସୁବର୍ଣ୍ଣରେଖାରେ ବନ୍ୟା ଆସିଛି। ଫଳରେ ବାଲିଆପାଳ, ଭୋଗରାଇ, ଜଳେଶ୍ୱର ବ୍ଲକର ସମସ୍ତ ଅଞ୍ଚଳ ଜଳବନ୍ଦୀ। ରବିବାର ରାତି ୩ରୁ ୧୧.୯୦ ମିଟର, ସୋମବାର ୯ଟା ସମୟ ପର୍ଯ୍ୟନ୍ତ ସ୍ଥିର ରହିଛି। ମଧ୍ୟାହ୍ନ ୧୨ଟା ସୁଦ୍ଧା…
କଚ୍ଛପ ଗତିରେ ୨୯ ମେଗା ପାଣି ପ୍ରକଳ୍ପ
ଯାଜପୁର ଅଫିସ,୨୨ା୮: ରାଜ୍ୟର ୬ ଖଣି ପ୍ରଭାବିତ ଜିଲାରେ ଓଏମ୍ବିଏଡିସିି (ଓଡ଼ିଶା ମିନେରାଲ ବିୟରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ) ପାଣ୍ଠିରେ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ୨୯ଟି ମେଗା ପାଇପ ଜଳଯୋଗାଣ ପ୍ରକଳ୍ପ କଚ୍ଛପ ଗତିରେ ଚାଲିଛି। ଏଥିରେ ନିୟୋଜିତ ଅଣଓଡ଼ିଆ…
ଖୁବ୍ଶୀଘ୍ର ଆରମ୍ଭ ହେବ ପୁଷ୍ପା-୨ର ଶୁଟିଂ
ସାଉଥ୍ ଅଭିନେତା ଅଲୁ ଅର୍ଜୁନ ଏବଂ ରଶ୍ମିକା ମନ୍ଦନାଙ୍କ ଫିଲ୍ମ ‘ପୁଷ୍ପା: ଦି ରାଇଜ’ ସୁପରହିଟ ହେବା ପରେ ପ୍ରଶଂସକମାନେ ଏହାର ସିକ୍ୱେଲକୁ ଅପେକ୍ଷା କରିଛନ୍ତି। ଏବେ ପୁଷ୍ପା ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର ଅଛି। ଖୁବ୍ଶୀଘ୍ର ଏହି ଫିଲ୍ମର…
ବନ୍ୟାରେ ଜିଲା କୃଷି ଅର୍ଥନୀତି ବିପନ୍ନ
କେନ୍ଦ୍ରାପଡ଼ା ଅଫିସ,୨୨ା୮: ମହାନଦୀରେ ବନ୍ୟା ପାଣି କେନ୍ଦ୍ରାପଡ଼ା ଜିଲାର କୃଷି ଅର୍ଥନୀତିକୁ ବିପନ୍ନ କରି ଦେଇଛି। ଜିଲାର ୭ ବ୍ଲକର ୪୧ ପଞ୍ଚାୟତରେ ବନ୍ୟାଜଳ ଜମି ରହି ଖରିଫ ଚାଷ, ପନିପରିବା ଫସଲକୁ ଉଜାଡି ଦେଇଛି। ଏବେ ସୁଦ୍ଧା ବନ୍ୟା ପ୍ରଭାବିତ…
ଚାଷୀଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗିଦେଲା ବନ୍ୟା
ଜଗତ୍ସିଂହପୁର ଅଫିସ,୨୨ା୮: ଜଗତ୍ସିଂହପୁର ଜିଲାରେ ଲଗାଣ ବର୍ଷା ଓ ବନ୍ୟା ଯୋଗୁ ପନିପରିବା ଚାଷ କ୍ଷତିଗ୍ରସ୍ତ ହୋଇଛି। ଅମଳ ବେଳେ ପ୍ରାକୃତିକ ବିପତ୍ତି ଚାଷୀଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗି ଦେଇଛି। ବିଭିନ୍ନ ମାଧ୍ୟମରେ ଏପରି କି କରଜ କରି ଅନେକ ଚାଷୀ…
ଚହଲଙ୍କ ସହ ମନୋମାଳିନ୍ୟକୁ ନେଇ ମୁହଁ ଖୋଲିଲେ ଧନଶ୍ରୀ
ନିକଟରେ ଭାରତୀୟ ଦଳର ସ୍ପିନର ୟୁଜବେନ୍ଦ୍ର ଚହଲ ଏବଂ ତାଙ୍କ ସ୍ତ୍ରୀ ଧନଶ୍ରୀ ବର୍ମା ଟ୍ରେଣ୍ଡରେ ଥିଲେ। ଧନଶ୍ରୀ ଇନ୍ଷ୍ଟାଗ୍ରାମରେ ତାଙ୍କ ନାଁରୁ ଚହଲ ସରନେମ୍ ହଟାଇ ଦେଇଥିଲେ। ସେପଟେ ଚହଲ ମଧ୍ୟ ଏକ ଇନ୍ଷ୍ଟା ଷ୍ଟାଟସରେ ଲେଖିଥିଲେ ‘ନ୍ୟୁ ଲାଇଫ୍…
ଘରୋଇ ଡଙ୍ଗାରେ ପୁଣି ଯାତ୍ରୀ ପରିବହନ
ମହାକାଳପଡ଼ା, ୨୨ା୮ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମହାନଦୀ ବାହାକୁଦ ଘାଟରୁ ପାରାଦୀପ ମୂଷାଡିଆ ଫେରି ଘାଟରେ ଗତ ୧୬ ତାରିଖରୁ ରାମନଗର ପଞ୍ଚାୟତ ପକ୍ଷରୁ ମହାନଦୀରେ ବନ୍ୟା ଯୋଗୁ ଡଙ୍ଗା ଚଳାଚଳକୁ ବନ୍ଦ କରାଯାଇଥିଲା। ପୁଣି ନିର୍ଦ୍ଦେଶ ନ…
ସମସ୍ତଙ୍କ ପାଇଁ ଖୋଲିଲା ଆଚାର୍ଯ୍ୟ ରଜନୀଶଙ୍କ ଓଶୋ ଆଶ୍ରମ…
ମୁମ୍ବାଇ, ୨୨।୮ : ପୁଣେରେ ଆଚାର୍ଯ୍ୟ ରଜନୀଶ ଓଶୋଙ୍କ ଆଶ୍ରମ ବର୍ତ୍ତମାନ ସମସ୍ତଙ୍କ ପାଇଁ ଖୋଲା ଯିବ। ଓଶୋଙ୍କ ସମାଧୀସ୍ଥାନ ଏବଂ ତାଙ୍କର ଉତ୍ତରାଧିକାରୀଙ୍କ ସୁରକ୍ଷା ପାଇଁ ଆଗେଇ ଆସିଥିବା ଶିଷ୍ୟଙ୍କ ପ୍ରବେଶ ବହୁ ବର୍ଷ ଧରି ଏଠାରେ ପ୍ରବେଶ ବାରଣ…
ଆଜି ଭାରତ-ଜିମ୍ବାଓ୍ବେ ତୃତୀୟ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍
ହରାରେ,୨୨।୮: ଭାରତ ଏବଂ ଜିମ୍ବାଓ୍ବେ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ନିର୍ଣ୍ଣାୟକ ମ୍ୟାଚ୍ ଆଜି ଖେଳାଯିବ। ଭାରତ ପୂର୍ବରୁ ସିରିଜ୍ ଜିତିସାରିଥିବାବେଳେ କେବଳ କ୍ଲିନ୍ସୁଇପ୍ ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବ। ସେପଟେ ଜିମ୍ବାଓ୍ବେ ଶେଷ ମ୍ୟାଚ୍ ଜିତି ଆତ୍ମସମ୍ମାନ…
Archives


