Home Left

ଭାରତ ବିଶ୍ୱର ଆଦର୍ଶ ସମାଜ ହେଉ, ଏଥିପାଇଁ କାମ କରୁଛି ଆରଏସ୍‌ଏସ୍‌: ମୋହନ ଭାଗବତ

ନୂଆଦିଲ୍ଲୀ,୨୧।୮: ଭାରତ ବିଶ୍ୱ ପାଇଁ ଏକ ଆଦର୍ଶ ସମାଜ ହେଉ। ଏ ଦିଗରେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସଏସ) କାର୍ଯ୍ୟ କରୁଛି ବୋଲି ଏହାର ମୁଖ୍ୟ ମୋହନ ଭାଗବତ କହିଛନ୍ତି। ଦିଲ୍ଲୀ ୟୁନିଟ୍‌ର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଭାଗବତ କହିଛନ୍ତି,ଯେତେବେଳେ…

ବନ୍ୟାପାଣିରେ ଭାସି ଯାଇଥିଲା କାର: ମିଳିଲା ଶଳା, ଭିଣୋଇଙ୍କ ମୃତଦେହ

ସମ୍ବଲପୁର/କୁଚିଣ୍ଡା,୨୧ା୮(ବ୍ୟୁରୋ/ଡି.ଏନ୍‌.ଏ.):ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଫାସିମାଲ- ଲଇଡ଼ା ରାସ୍ତାର ନକଟିପାଲି ଗାଁ ନିକଟସ୍ଥ ବାରଟେଙ୍ଗରା ନାଳ ବନ୍ୟାପାଣିରେ ଭାସି ଯାଇଥିବା କାର ଭିତରୁ ରବିବାର ଶଳା, ଭିଣୋଇଙ୍କ ମୃତଦେହ ଉଦ୍ଧାର ହୋଇଛି । ସେମାନେ ହେଲେ ଜମନକିରା ବ୍ଲକ କୁଚିଣ୍ଡା ଥାନା…

ପୋଖରୀରୁ ମିଳିଲା ଯୁବତୀଙ୍କ ମୃତଦେହ, ପାଣିରେ ବୁଡ଼ିଯାଇଥିବା ସନ୍ଦେହ

କୋକସରା,୨୧।୮(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ମୂଷାପାଲି ପଞ୍ଚାୟତ ମୂଷାପାଲି ଗ୍ରାମ ପୋଖରୀରୁ ରବିବାର ଜଣେ ଯୁବତୀଙ୍କ ମୃତଦେହ ପୋଲିସ ଜବତ କରିଛି। ପାଣିରେ ବୁଡ଼ି ତାଙ୍କର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ମୃତା ହେଲେ ବିଷ୍ଣୁପ୍ରିୟା ପଣ୍ଡା (୪୫)। ଖବର…

ରାସ୍ତା ନିର୍ମାଣ ଦାବିରେ ଧାନତଳି ରୋଇ ପ୍ରତିବାଦ

କୋକସରା,୨୧।୮(ଡି.ଏନ୍‌.ଏ.): ଗାଁକୁ ସଂଯୋଗ କରୁଥିବା ରାସ୍ତାରେ ଆଣ୍ଠୁଏ କାଦୁଅ। ରାସ୍ତା ନିର୍ମାଣ ନେଇ ୫ ବର୍ଷ ହେଲା ପ୍ରତିଶ୍ରୁତି ମିଳୁଛି। ହେଲେ ତାହା ପୂରଣ ହେଉନାହିଁ। ଫଳରେ ବର୍ଷାଦିନେ କାଦୁଅ ପଚପଚରେ ଯାତାୟାତ କରୁଛନ୍ତି ଗ୍ରାମବାସୀ। ଏଭଳି ଏକ ଅଭିଯୋଗ ଆସିଛି…

ବିଚାର ବିଭାଗୀୟ ହାଜତକୁ ଗଲେ ଗାଳି ଦେଉଥିବା ମହିଳା

ନୋଏଡା,୨୧ ।୮: ଉତ୍ତର ପ୍ରଦେଶର ନୋଏଡାରେ ଗାର୍ଡଙ୍କୁ ଗାଳି ଦେଉଥିବା ମହିଳା ଭବ୍ୟା ରାୟଙ୍କୁ କୋର୍ଟ ୧୪ ଦିନିଆ ଜୁଡିସିଆଲ କଷ୍ଟୋଡିକୁ ପଠାଇ ଦେଇଛନ୍ତି । ଭବ୍ୟା ପେଶାରେ ଜଣେ ଓକିଲ । ଯେତେବେଳେ ପୋଲିସ ତାଙ୍କୁ ହାଜତକୁ ନେଲା ସେତେବେଳେ…

ଦୁଇ ସପ୍ତାହ ସମୟ ମାଗିଲେ ରଣବୀର

ମୁମ୍ବାଇ,୨୧ ।୮: ବଲିଉଡ୍‌ର ଟପ୍ ଆକ୍ଟର ରଣବୀର ସିଂ ନିକଟରେ ଏକ ମାଗାଜିନ ସହ ନ୍ୟୁଡ ଫଟୋ ଶୁଟ କରି ଆସିଥିଲେ ବିବାଦକୁ । ସୋସିଆଲ ମିଡିଆରେ ତାଙ୍କର ଏମିତି କିଛି ଫଟୋ ଭାଇରାଲ ହେବା ପରେ ନେଟିଜେନ୍ସର ଗୋଟିଏ ବର୍ଗ…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୧୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୧ା୮(ବ୍ୟୁରୋ): ରାଜ୍ୟରୁ ରବିବାର ଆଉ ୩୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୧୩,୬୭୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ସ୍ତ୍ରୀଙ୍କୁ ପାଇବା ପାଇଁ ଶାଳକଙ୍କୁ ଅପହରଣ

ଲୋଇସିଂହା,୨୧।୮(ଡି.ଏନ୍‌.ଏ.): ସ୍ବାମୀ ନିର୍ଯାତନା ସହି ନ ପାରି ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଆଗଲପୁର ବ୍ଲକ ବାଇଗଣଖାରି ଗ୍ରାମକୁ ଶିଶୁକନ୍ୟାକୁ ଧରି ଚାଲି ଆସିଥିଲେ ପୂର୍ଣ୍ଣିମା ନାଗ। ନିର୍ଯାତନା ବେଳକୁ ବେଳ ଏପରି ଅସହ୍ୟ ହେଲା ଯେ, ପୂର୍ଣ୍ଣିମା ଆଉ ସ୍ବାମୀଙ୍କ…

‘ଭାରତ ପାଇଁ ବଡ଼ ଆଶ୍ୱସ୍ତିକର ବିଷୟ’ କହି ଟ୍ରୋଲ୍‌ ହେଲେ ପାକିସ୍ତାନ କ୍ରିକେଟର୍‌

ଇସଲାମାବାଦ୍‌,୨୧।୮: ପାକିସ୍ତାନର ପୂର୍ବତନ କ୍ରିକେଟର ୱାକର ୟୁନିସ ଏକ ଟୁଇଟ କରି ଟ୍ରୋଲ ହୋଇଛନ୍ତି। ପାକିସ୍ତାନ ବୋଲର ଶାହିନ ଆଫ୍ରିଦି ଏସିଆ କପ ୨୦୨୨ରୁ ବିଦାୟ ନେଇଥିବା ଖବରକୁ ଭାରତର ଉପର ଅର୍ଡର ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ବୋଲି…

କମୁଛି ବୈତରଣୀ ଜଳସ୍ତର

ଆନନ୍ଦପୁର,୨୧ା୮(ସ୍ବ.ପ୍ର.): ବଙ୍ଗୋପସାଗରରେ ଲଘୁଚାପକୁ ଆଧର କରି କେନ୍ଦୁଝର ଜିଲାକୁ ରେଡ ଓ୍ବାର୍ନିଂ ତାଲିକା ଭୁକ୍ତ କରାଯାଇଥିଲା। ଆନନ୍ଦପୁର ଠାରେ ବର୍ଷାର ପ୍ରଭାବ କମ୍‌ ରହିଥିଲେ ସୁଦ୍ଧା ଉପରମୁଣ୍ଡ ଚମ୍ପୁଆ ଠାରେ ୨୦ ତାରିଖରେ ୧୦୨ ମିଲିମିଟର ବର୍ଷା ଓ ଅନ୍ୟ ସ୍ଥାନରେ…

ଗୁଗ୍‌ଲ କ୍ରୋମ ବ୍ୟବହାର କରୁଥିଲେ ହୋଇଯାନ୍ତୁ ସାବଧାନ

ନୂଆଦିଲ୍ଲୀ,୨୧।୮: ଗୁଗ୍‌ଲ କ୍ରୋମ ବେଶ୍‌ ଲୋକପ୍ରିୟ ଓ୍ବେବ-ବ୍ରାଉଜର ଅଟେ। ମୋବାଇଲ୍‌, ଲାପଟପ କିମ୍ବା କମ୍ପ୍ୟୁଟରରେ ବ୍ରାଉଜିଂ ପାଇଁ ପ୍ରାୟ ଅଧିକାଂଶ ୟୁଜର୍ସ ଗୁଗ୍‌ଲ କ୍ରୋମ ବ୍ୟବହାର କରନ୍ତି। ଗୁଗ୍‌ଲ କ୍ରୋମ ୟୁଜର୍ସଙ୍କୁ ଭାରତ ସରକାର ଚେତାବନୀ ଦେଇଛନ୍ତି। ଆଇଟି ମନ୍ତ୍ରଣାଳୟର ଇଣ୍ଡିଆନ୍‌…

ମର୍ନିଂୱାକ ବେଳେ ଝାମ୍ପିନେଲେ ସୁନାଚେନ

ଉଦଳା,୨୧।୮(ଡି.ଏନ୍‌.ଏ.): ମର୍ନିଂଓ୍ବାକ ବେଳେ ଜଣେ ମହିଳା ଲୁଟ୍‌ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କ ବେକରୁ ସୁନାଚେନ୍‌ ଝାମ୍ପି ନେଇଛନ୍ତି। ରବିବାର ଏଭଳି ଏକ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ଉଦଳା ଏନ୍‌ଏସି ଅଧୀନ ୩ ନମ୍ବର ୱାର୍ଡରେ। ୱାର୍ଡର ମିତାରାଣୀ ମଲ୍ଲିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri