Home Left

‘ଇନ୍ଦିରା ଗାନ୍ଧୀଙ୍କ କ୍ଷମତା ଯାଇଛି, ଦିନେ ମୋଦି ବି ଯିବେ, ତେଣୁ ପରିସ୍ଥିତି ଖରାପ କରନା…’କାହିଁକି ରାଜ୍ୟପାଳ ମଲିକ କହିଲେ ଏମିତି

ନୂଆଦିଲ୍ଲୀ,୨୧ ।୧୧: ମେଘାଳୟର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକ ରବିବାର କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହା ମନେରଖିବା ଉଚିତ ଯେ ଶାସନ କ୍ଷମତା ଚିରସ୍ଥାୟୀ ନୁହେଁ ଏହା ଆସେ ଆଉ ଯାଏ । ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରି ସେ କହିଛନ୍ତି,…

କିଡ୍‌ନୀ ରୋଗୀଙ୍କୁ ମନ ପସନ୍ଦର ଔଷଧ ଦେବା ସମ୍ଭବ ନୁହେଁ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଉନ୍ନତମାନର ଔଷଧ ଯୋଗାଣ ଦାବିକରି ୭ମାସ ହେବ ଆନ୍ଦୋଳନ ଚଳାଇଛନ୍ତି କିଡ୍‌ନୀ ଟ୍ରାନ୍ସପ୍ଲାଣ୍ଟ ରୋଗୀ। ୧୨ଦିନ ହେବ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବାସଭବନ ଆଗରେ ଧାରଣାରେ ବସିବା ପରେ ସେମାନେ ଶନିବାରଠାରୁ ରାସ୍ତାକୁ ଓହ୍ଲାଇଛନ୍ତି। ଏଜି ଛକରୁ ରାଜଭବନ ରାସ୍ତାକୁ ଦୁଇ ପାର୍ଶ୍ୱରୁ…

ପୁରୀରେ ହେବ ଟ୍ରାନ୍ସଜେଣ୍ଡର ଶେଲ୍ଟର ହୋମ୍‌

ପୁରୀ ଅଫିସ,୨୧ା୧୧: ଏବେ ବି ସମାଜରେ ଟ୍ରାନ୍ସଜେଣ୍ଡରମାନେ ଅବହେଳିତ ଓ ତାଡ଼ନାଗ୍ରସ୍ତ। ଫଳରେ ଅଧିକାଂଶ ଟ୍ରାନ୍ସଜେଣ୍ଡର ସମାଜଠାରୁ ନିଜକୁ ଦୂରେଇ ରଖିବା ସହ ଗୁଜୁରାଣ ମେଣ୍ଟାଇବା ପାଇଁ କେତେବେଳେ ଭିକ୍ଷା ବୃତ୍ତି ତ ଆଉ କେବେ ଅନୈତିକ କାର୍ଯ୍ୟ କରିବାକୁ ବାଧ୍ୟ…

କୋରାପୁଟ ଚାମ୍ପିୟନ

ଭୁବନେଶ୍ୱର,୨୧।୧୧(କ୍ରୀଡ଼ା ପ୍ରତିନିଧି): ପୁରୁଣାଭୁବନେଶ୍ବରସ୍ଥିତ ମୂଳାପଡିଆରେ ରାଜ୍ୟସ୍ତରୀୟ ଦୃଷ୍ଟିବାଧିତ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଛି। ରାଜ୍ୟ ଦୃଷ୍ଟିବାଧିତ କ୍ରିକେଟ ସଂଘ (କାଭି) ଏବଂ ଦୟାଭାବ ଫାଉଣ୍ଡେଶନର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ପ୍ରତିଯୋଗିତାରେ କୋରାପୁଟ ଚାମ୍ପିୟନ ହୋଇଛି। ଫାଇନାଲରେ କୋରାପୁଟ ପ୍ରତିପକ୍ଷ…

କେଟି ଗ୍ଲୋବାଲରେ ହାଇପରଫର୍ମାନ୍ସ ଟେନିସ କୋଚିଂ

ଭୁବନେଶ୍ୱର, ୨୧।୧୧(କ୍ରୀଡ଼ା ପ୍ରତିନିଧି): ମିଶନ ଅଲିମ୍ପିକ୍ସ ସ୍ପୋଟର୍‌ସ ଫାଉଣ୍ଡେଶନ(ଏମ୍‌ଓଏସ୍‌ଏଫ୍‌) ଓ ଇନ୍‌ଜେନ୍ୟୁଟି ଆଣ୍ଡ ଇନୋଭେଶନ୍‌ ଗ୍ଲୋବାଲ୍‌ ସ୍ପୋଟର୍‌ସ ଏକାଡେମୀ (ଆଇଆଇଜି ସ୍ପୋଟର୍‌ସ ଏକାଡେମୀ) ସହଯୋଗରେ କେଟି ଗ୍ଲୋବାଲ୍‌ ସ୍କୁଲ୍‌ ପରିସରରେ ୭ ଦିନିଆ ହାଇପରଫର୍ମାନ୍ସ ଟେନିସ ଟ୍ରେନିଂ କ୍ୟାମ୍ପ ସୋମବାରଠାରୁ ଆରମ୍ଭ…

ଖେଲୋ ଇଣ୍ଡିଆ ଜୁନିୟର ମହିଳା ସନ୍ତରଣ ଉଦ୍‌ଯାପିତ

ଭୁବନେଶ୍ୱର, ୨୧।୧୧ (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମସ୍ଥିତ ବିଜୁ ପଟ୍ଟନାୟକ ସୁଇମିଂ ପୁଲ୍‌ରେ ୨ ଦିନିଆ ଖେଲୋ ଇଣ୍ଡିଆ ଜୁନିୟର ମହିଳା ସନ୍ତରଣ ସିରିଜ ରାଉଣ୍ଡ-୨(ଜୋନ-୪) ରବିବାର ଶେଷ ହୋଇଛି। ଦ୍ୱିତୀୟ ଦିବସରେ ମୋଟ ୧୪ଟି ଇଭେଣ୍ଟ ଅନୁଷ୍ଠିତ ହୋଇଥିଲା। ଅଲିମ୍ପିଆନ…

‘ଶ୍ରେଷ୍ଠ ମହିଳା ଉଦ୍ୟୋଗୀ ନେତୃତ୍ୱ ସମ୍ମାନ’

ଭୁବନେଶ୍ୱର,୨୧।୧୧: ରାଜ୍ୟର ପ୍ରମୁଖ ଘରୋଇ ବାଣିଜି୍ୟକ ସଂସ୍ଥା ତଥା ରୁଚି ଫୁଡ଼୍‌ଲାଇନ୍‌ର ସହଯୋଗୀ ସଂସ୍ଥା (କମ୍ପାନୀ) ବିଶ୍ୱେଶ୍ୱର ଫୁଡ୍ସର ନିର୍ଦ୍ଦେଶିକା ରଶ୍ମି ସାହୁଙ୍କୁ ନିକଟରେ ଏକ ଆନ୍ତର୍ଜାତିକ ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ସ୍ପେନର ରାଜଧାନୀ ମାଦ୍ରିଦ୍‌ଠାରେ ଆୟୋଜିତ ‘ଆନ୍ତର୍ଜାତିକ ମହିଳା…

ହିଜାବ ଖୋଲି ଇନଷ୍ଟାରେ ଭିଡିଓ ପୋଷ୍ଟ କରିବା ପଡିଲା ମହଙ୍ଗା, ଗିରଫ ହେଲେ ଇରାନ ଅଭିନେତ୍ରୀ

ତେହେରାନ,୨୧ ।୧୧: ଇରାନ ପୋଲିସ ଜଣେ ପ୍ରସିଦ୍ଧ ଅଭିନେତ୍ରୀଙ୍କୁ ଗିରଫ କରିଥିବା ସୂଚନା ମିଳିଛି । ଅଭିନେତ୍ରୀଙ୍କ ଉପରେ ସର୍ବସାଧାରଣ ସ୍ଥାନରେ ହିଜାବ ହଟାଇବା ଅଭିଯୋଗ ଆସିଛି । ମିଡିଆ ରିପୋର୍ଟ ଅନୁଯାୟୀ, ଅଭିନେତ୍ରୀ ଦେଶରେ ଜାରି କରାଯାଇଥିବା ବିରୋଧ ପ୍ରଦର୍ଶନର…

ସପ୍ତମ ବେତନ ମୋଡାଲିଟି ସଂଶୋଧନ କାର୍ଯ୍ୟକାରୀ କରିବାକୁ ଦାବି

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ନୂତନ ଅନୁଦାନପ୍ରାପ୍ତ ସ୍କୁଲ କଲେଜକୁ ସପ୍ତମ ବେତନ ପ୍ରଦାନ ପାଇଁ କ୍ୟାବିନେଟ୍‌ ମଞ୍ଜୁର କରି ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଓଡ଼ିଶା ସ୍କୁଲ ଓ କଲେଜ ଶିକ୍ଷକ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ଏହାକୁ ତ୍ରୁଟିପୂର୍ଣ୍ଣ ଦର୍ଶାଯାଇଥିଲା। ତେବେ ଏହି…

ଶ୍ରୀମନ୍ଦିର ଫଟୋ ଭାଇରାଲ ନେଇ ଥାନାରେ ଏତଲା

ପୁରୀ ଅଫିସ, ୨୧ା୧୧: ସୋସିଆଲ ମିଡିଆରେ ଶ୍ରୀମନ୍ଦିର ଗର୍ଭଗୃହ ଫଟୋ ଭାଇରାଲ ଘଟଣାକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ଏହି ଘଟଣାରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ରବିବାର…

କେଏଫ୍‌ସିର ପପ୍‌କର୍ଣ୍ଣ ମ୍ୟାଗି ବାଉଲ୍‌

ନୂଆଦିଲ୍ଲୀ,୨୧।୧୧: ଅନ୍ତଃରାଷ୍ଟ୍ରୀୟ ଫାଷ୍ଟଫୁଡ ବ୍ରାଣ୍ଡ୍‌ କେଏଫସି ପ୍ରଥମ ଥର ପାଇଁ ନେସ୍‌ଲେ ସହଭାଗିତାରେ ଏକ ସ୍ବତନ୍ତ୍ର ଡିସ୍‌ ‘ପପ୍‌କର୍ଣ୍ଣ ମ୍ୟାଗି ବାଉଲ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରିଛି। ବିଶେଷକରି କେଏଫ୍‌ସି ଇଣ୍ଡିଆ ମ୍ୟାଗିରୁ ପ୍ରସ୍ତୁତ କେଏଫ୍‌ସି ପପ୍‌କର୍ଣ୍ଣ ବାଉଲ୍‌ର ସ୍ବାଦ ଗ୍ରାହକଙ୍କୁ…

ଅସ୍ଥିଶଲ୍ୟ ଚିକିତ୍ସା ସମ୍ପର୍କିତ ଜାତୀୟ କର୍ମଶାଳା

କଟକ,୨୧।୧୧: ଓଡ଼ିଶା ଅସ୍ଥିଶଲ୍ୟ ଚିକିସତ୍କ ସଂଘ ଏବଂ ଓସ୍‌କାରର ମିଳିତ ଆନୁକୂଲ୍ୟରେ ‘ବୟସଗତ ଆଣ୍ଡୁଜନିତ ସମସ୍ୟାର ଅସ୍ଥିଶଲ୍ୟ ଚିକିସତ୍ା’ ଶୀର୍ଷକ ବିଷୟ ବସ୍ତୁ ଉପରେ ଏକଦିବସୀୟ ଜାତୀୟ କର୍ମଶାଳା ଶନିବାର ସ୍ଥାନୀୟ ଟାଙ୍ଗୀସ୍ଥିତ ପଦ୍ମିନୀ କେୟାର ହସ୍ପିଟାଲଠାରେ ଆୟୋଜିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?