Home Left

ଜୁଲାଇରେ ଖୁଚୁରା ମୁଦ୍ରାସ୍ଫୀତିର ଅଭିବୃଦ୍ଧି

ନୂଆଦିଲ୍ଲୀ,୨୦।୮: ଚଳିତ ବର୍ଷ ଜୁଲାଇରେ ମୁଖ୍ୟତଃ କେତେକ ଖାଦ୍ୟ ସାମଗ୍ରୀର ମୂଲ୍ୟ ବୃଦ୍ଧି ହେତୁ କୃଷି ଏବଂ ଗ୍ରାମାଞ୍ଚଳର ଶ୍ରମିକଙ୍କ ପାଇଁ ଖୁଚୁରା ମୁଦ୍ରାସ୍ଫୀତି ଯଥାକ୍ରମେ ୬.୬୦% ଏବଂ ୬.୮୨%କୁ ବୃଦ୍ଧି ଘଟିଛି। ଏପରିକି ୨୦୨୨ ଜୁନ୍‌ରେ କୃଷି ଏବଂ ଗ୍ରାମୀଣ…

ମଦ ଚାହିଦା ବଢ଼ାଇବା ପାଇଁ ପ୍ରତିଯୋଗିତା

ଟୋକିଓ: ମଦକୁ ନେଇ ବିଭିନ୍ନ ଦେଶରେ ଭିନ୍ନ ପ୍ରକାର ନିୟମ ଲାଗୁ କରାଯାଇଛି। ମୁଖ୍ୟତଃ ଯୁବପିଢ଼ିଙ୍କୁ ଏ ପ୍ରକାର ନିଶା ଦ୍ରବ୍ୟରୁ ଦୂରରେ ରଖିବା ପାଇଁ ଏହି ନିୟମ ଲାଗୁ ହୋଇଥାଏ। କିନ୍ତୁ ଜାପାନରେ ମଦର ଚାହିଦା ବଢ଼ାଇବା ପାଇଁ ସ୍ବତନ୍ତ୍ର…

ମହିଳାଙ୍କ ହାତରେ ମୋସାଦ୍‌

ଜେରୁଜେଲମ୍‌,୨୦ା୮: ଇସ୍ରାଏଲ୍‌ର ଜାତୀୟ ଗୋଇନ୍ଦା ସଂସ୍ଥା ‘ମୋସାଦ୍‌’ର ସର୍ବୋଚ୍ଚ ପଦରେ ପ୍ରଥମ ଥର ପାଇଁ ଦୁଇଜଣ ମହିଳାଙ୍କୁ ନିଯୁକ୍ତି ମିଳିଛି। ଏନେଇ ମୋସାଦ୍‌ ସ୍ପାଏ ଏଜେନ୍ସି ପକ୍ଷରୁ ଘୋଷଣା କରାଯାଇଛି। ତେବେ ଜାରି କରାଯାଇଥିବା ଫଟୋରେ ସମ୍ପୃକ୍ତ ମହିଳାଙ୍କ ମୁହଁକୁ ଲୁଚାଇ…

ବାଘ ଲାଙ୍ଗୁଡ଼ ଟାଣୁଛନ୍ତି ଯୁବକ, ଭିଡିଓ ଦେଖିଲେ….

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ପାଠପଢ଼ା ପାଇଁ ଜୀବନ ବାଜି

ଦଶମନ୍ତପୁର, ୨୦ା୮(ଡି.ଏନ୍‌.ଏ.): ଆଜି ବି ଏମିତି ପଞ୍ଚାୟତ ଏବଂ ଦୁର୍ଗମ ଗ୍ରାମାଞ୍ଚଳ ରହିଛି ଯେଉଁଠିକୁ ରାସ୍ତାଟିଏ ନାହିଁ। ଫଳରେ ଲୋକେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ବିଦ୍ୟାଳୟକୁ ପାଠ ପଢ଼ିବାକୁ ଯିବାକୁ ହେଲେ ଛାତ୍ରୀଛାତ୍ରମାନେ ଜୀବନକୁ ବାଜି ଲଗାଇ ନଦୀ…

ସୁମିତ, ଯୋଗେଶଙ୍କ ବିଶ୍ୱରେକର୍ଡ

ବେଙ୍ଗାଲୁରୁ, ୨୦।୮ (ପି.ଟି.): ଏଠାରେ ଚାଲିଥିବା ୪ର୍ଥ ଇଣ୍ଡିଆନ ଓପନ ଜାତୀୟ ପାରା ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ଟୋକିଓ ପାରାଲିମ୍ପିକ୍ସ ଚାମ୍ପିୟନ ଜାଭେଲିନ ଥ୍ରୋୟର ସୁମିତ ଆଣ୍ଟିଲ ଏବଂ ସିଲଭର ମେଡାଲିଷ୍ଟ ଡିସକସ୍‌ ତାରକା ଯୋଗେଶ କାଥୁନିୟା ନୂଆ ବିଶ୍ୱରେକର୍ଡ ସୃଷ୍ଟି କରିଛନ୍ତି।…

ଜୟନ୍ତୀଙ୍କୁ ୨ ସ୍ବର୍ଣ୍ଣ,୧ ରୌପ୍ୟ

ଭୁବନେଶ୍ୱର, ୨୦।୮ (କ୍ରୀଡ଼ା ପ୍ରତିନିଧି): ବେଙ୍ଗାଲୁରୁର ଶ୍ରୀ କାନ୍ତିରଭା ଷ୍ଟାଡିୟମରେ ଚାଲିଥିବା ୪ର୍ଥ ଇଣ୍ଡିଆନ ଓପନ ଜାତୀୟ ପାରା ଆଥ୍‌ଲେଟିକ ଚାମ୍ପିୟନଶିପ୍‌ରେ ଓଡ଼ିଶାର ଜୟନ୍ତୀ ବେହେରା ଦ୍ୱିତୀୟ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଶୁକ୍ରବାର ପ୍ରତିଯୋଗିତାର ଦ୍ୱିତୀୟ ଦିବସରେ ଅନୁଷ୍ଠିତ ୨୦୦…

ଭୂତିଆଙ୍କ ପ୍ରାର୍ଥିପତ୍ର ଦାଖଲ

ନୂଆଦିଲ୍ଲୀ, ୨୦ା୮(ପି.ଟି.): ଆଗାମୀ ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ନିର୍ବାଚନରେ ସଭାପତି ପଦ ପାଇଁ କିମ୍ବଦନ୍ତୀ ବାଇଚୁଙ୍ଗ ଭୂତିଆ ସଭାପତି ପଦ ପାଇଁ ତାଙ୍କ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ଏହି ମର୍ଯ୍ୟାଦାପୂର୍ଣ୍ଣ ପଦବୀ ପାଇଁ ପୂର୍ବତନ ଖେଳାଳି କଲ୍ୟାଣ ଚୌବେ ମୁଖ୍ୟ…

ମୋଗାଦିସୁର ହୟାତ ହୋଟେଲରେ ଆତଙ୍କବାଦୀ ସଙ୍ଗଠନ ଅଲ-ଶବାବର ଆକ୍ରମଣ

ମୋଗାଦିସୁ,୨୦ ।୮: ସୋମାଲିଆର ମୋଗାଦିସୁରେ ଆତଙ୍କବାଦୀ ସଙ୍ଗଠନ ଅଲ-ଶବାବର ବନ୍ଧୁକଧାରୀମାନେ ଏକ ହୋଟେଲ ଉପରେ ଆକ୍ରମଣ କରିଛନ୍ତି । ଏଥିରେ ୨ ଜଣ ସୁରକ୍ଷା ଅଧିକାରୀ ଆହତ ହୋଇଥିବା ସୂଚନା ମିଳିଛି । ଏହାସହ କେତେଜଣଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି…

ଆଜି ଭାରତ-ଜିମ୍ବାଓ୍ବେ ଦ୍ୱିତୀୟ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ହରାରେ,୨୦।୯: ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ରେ ଜିମ୍ବାୱେ ବିପକ୍ଷରେ ଟିମ ଇଣ୍ଡିଆ ଏକପାଖିଆ ବିଜୟ ହାସଲ କରିଛି। ଏହି ମ୍ୟାଚକୁ ଭାରତୀୟ ଦଳ ୧୦ ଉଇକେଟରେ ଜିତି ନେଇଛି। ବର୍ତ୍ତମାନ ଟିମ ଇଣ୍ଡିଆ ଏହି ସିରିଜର ଦ୍ୱିତୀୟ…

ପିଜି ନାମଲେଖା ଘୁଞ୍ଚିଲା

ଭୁବନେଶ୍ୱର, ୨୦ା୮(ବ୍ୟୁରୋ): ରାଜ୍ୟରେ ଥିବା ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜରେ ପିଜି ପାଠ୍ୟକ୍ରମରେ ନାମଲେଖା ପାଇଁ ଏକକ ପିଜି ପ୍ରବେଶିକା ପରୀକ୍ଷା ଶେଷ ହୋଇଥିବାବେଳେ ଆସନ୍ତା ୨୫ ତାରିଖରେ ମେଧା ତାଲିକା ପ୍ରକାଶ ପାଇଥାନ୍ତା। କିନ୍ତୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହାକୁ…

ସେପ୍ଟେମ୍ବରରେ ଆସିବ ଚଳଚ୍ଚିତ୍ର ‘ଏଡିୟୁ ଗୋଦାର’

ଭୁବନେଶ୍ୱର, ୨୦।୮(ବ୍ୟୁରୋ): ସର୍ବଭାରତୀୟ ସ୍ତରରେ ସେପ୍ଟେମ୍ବର ୨ରେ ପ୍ରେକ୍ଷାଳୟକୁ ଆସୁଛି ଓଡ଼ିଆ ଫିଚର୍‌ ଚଳଚ୍ଚିତ୍ର ‘ଏଡିୟୁ ଗୋଦାର’। ଚଳଚ୍ଚିତ୍ରଟି ଜାତୀୟ, ଅନ୍ତର୍ଜାତୀୟ ସ୍ତରରେ ଅନେକ ଫେଷ୍ଟିଭାଲରୁ ସଫଳତା ହାସଲ କରିସାରିଲାଣି। ତେବେ ଏହା ଓଡ଼ିଆମାନଙ୍କ ମନ ଜିଣିପାରିବ କି ନାହିଁ ତାହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri