ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…
ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା ପାଇଁ ଦର୍ଶକମାନେ ସେଠାରେ ଭିଡ଼ ଜମାଇଥିଲେ, କିନ୍ତୁ ପରିଣାମସ୍ବରୂପ ଇଶାନ କିଶାନଙ୍କ ଏକ…
ଭୟରେ ଝାରମୁଣ୍ଡାବାସୀ; ବିପଦପୂର୍ଣ୍ଣ ଅବସ୍ଥାରେ ବିଦ୍ୟୁତ୍ ଟ୍ରାନ୍ସଫର୍ମର, ସୁରକ୍ଷା ବାଡ଼…
ରିଷିଡା,୭।୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଝାରମୁଣ୍ଡା ଗ୍ରାମରେ ବିଦ୍ୟୁତ୍ ଟ୍ରାନ୍ସଫର୍ମର ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି । ଫଳରେ ସାଧାରଣ ଲୋକଙ୍କ ମଧ୍ୟରେ ଭୟ ଦେଖାଦେଇଛି । ଟ୍ରାନ୍ସଫର୍ମରଟି ଅସୁରକ୍ଷିତ ଭାବେ ରହିଥିବା ସହ ଏହାର ଚାରିପାଖରେ ସୁରକ୍ଷା ବ୍ୟବସ୍ଥା…
୨୦ ବର୍ଷ ପରେ ଏକାଠି ହେବେ ରାଣୀ-ଅଭିଷେକ: ଆସିଲା ବଡ଼ ଅପଡେଟ୍
ବଲିଉଡ୍ ବାଦଶାହ ଶାହରୁଖ ଖାନଙ୍କୁ ବଡ଼ ପରଦାରେ ଦେଖିବାକୁ ଦୀର୍ଘଦିନ ହେଲାଣି ଅପେକ୍ଷା କରିଛନ୍ତି ପ୍ରଶଂସକ। ୨୦୨୩ ଡିସେମ୍ବର ପରଠାରୁ ଶାହରୁଖଙ୍କ କୌଣସି ନୂଆ ଫିଲ୍ମ ରିଲିଜ ହୋଇନାହିଁ। ଏବେ ତାଙ୍କ ଆଗାମୀ ଫିଲ୍ମ ‘କିଙ୍ଗ’କୁ ନେଇ ଚର୍ଚ୍ଚା ଜୋର ଧରିଛି।…
ଅନ୍ତେବାସୀଙ୍କ ହଷ୍ଟେଲ ଛାଡିବା ଘଟଣାକୁ ମାସେ, ଆଜି ବି ଶ୍ରେଣୀ ଗୃହରେ ଚାଲିଛି ଛାତ୍ରାବାସ
ଝରିଗାଁ,୭।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଅନ୍ତେବାସୀଙ୍କ ହଷ୍ଟେଲ ଛାଡିବା ଘଟଣାକୁ ଏହାରି ମଧ୍ୟରେ ମାସେ ବିତିଯାଇଛି । ତଥାପି ଜିଲା ପ୍ରଶାସନ ପକ୍ଷରୁ ଅନ୍ତେବାସୀଙ୍କ ମୌଳିକ ସୁବିଧା ପାଇଁ…
ଉପନିର୍ବାଚନ ଘୋଷଣା: ଏହି ସିଟ୍ରୁ ନିର୍ବାଚନ ଲଢିବେ ମମତା ବାନାର୍ଜୀ! ରାଜନୀତିରେ ଚହଳ
କୋଲକାତା,୭।୯: ୪ଟି ରାଜ୍ୟର ୬ଟି ଆସନରେ ଉପନିର୍ବାଚନନ ପାଇଁ ନିର୍ବାଚନ କମିଶନ ଘୋଷଣା କରିଛନ୍ତି। ଏହି ଆସନଗୁଡ଼ିକରେ ଅକ୍ଟୋବର ୬ ତାରିଖରେ ଭୋଟଗ୍ରହଣ ହେବ ଏବଂ ଅକ୍ଟୋବର ୯ ତାରିଖରେ ଭୋଟ ଗଣତି କରାଯିବ। ଏଥିରେ ଶୁଭେନ୍ଦୁ ଅଧିକାରୀ ଛାଡ଼ିଥିବା ନନ୍ଦୀଗ୍ରାମ…
ଶିକ୍ଷାଦାନକୁ ବ୍ରତ କରିଥିବା ନିଆରା ମଣିଷ ମହେଶ୍ୱର
ଖଡ଼ିଆଳ,୭ା୯(ସୁଜିତ କୁମାର ପ୍ରଧାନ): ଶିକ୍ଷାଦାନକୁ ଜୀବନର ବ୍ରତ ଭାବେ ଗ୍ରହଣ କରିଥିବା ଜଣେ ନିଆରା ମଣିଷ ହେଉଛନ୍ତି ମହେଶ୍ୱର ରାଉତରାଏ। ଖଡ଼ିଆଳ ବ୍ଲକ ଡୁଆଝର ଗ୍ରାମର ମହେଶ୍ୱର ବିନା ପାରିଶ୍ରମିକରେ ଦୀର୍ଘ ବର୍ଷ ଧରି ଭୀମାଖୋଲ ଗାଁର ପିଲାମାନଙ୍କୁ ପଢାଇ ଆସୁଛନ୍ତି।…
ଅମୂଲ୍ୟଙ୍କ ଦୁଃଖ ଶୁଣିଲେ ଜିଲାପାଳ: ବଢ଼ାଇଲେ ସହାୟତାର ହାତ
ଭଞ୍ଜନଗର,୭।୯(ବାବୁଲା ପ୍ରଧାନ): ଅସହାୟଙ୍କ ପାଖରେ ପହଞ୍ଚିଲା ପ୍ରଶାସନ। ମାନବିକତାର ଏକ ବଡ଼ ଉଦାହରଣ ସୃଷ୍ଟି କରିଛନ୍ତି ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି। ଭଞ୍ଜନଗର ଉପଖଣ୍ଡ ସାନକୋଦଣ୍ଡା ପଞ୍ଚାୟତ ଅନ୍ତର୍ଗତ ଗମ୍ଭାରୀଗୋଛା ଗ୍ରାମର ଶଯ୍ୟାଶାୟୀ ଅମୂଲ୍ୟ ଗୌଡ଼ଙ୍କ ସମସ୍ୟା ସମ୍ପର୍କରେ ଅବଗତ…
ଦିଗପହଣ୍ଡି NAC କାର୍ଯ୍ୟାଳୟରେ ପିସିସି ସମ୍ପାଦକଙ୍କୁ ସମ୍ବର୍ଦ୍ଧନା, କହିଲେ…
ଦିଗପହଣ୍ଡି,୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ତଥା ନବନିଯୁକ୍ତ ପିସିସି ସାଧାରଣ ସମ୍ପାଦକ ପ୍ରଫୁଲ୍ଲ ପଣ୍ଡାଙ୍କୁ ସୋମବାର ଅପରାହ୍ନରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ନଗର କଂଗ୍ରେସ କମିଟି ପକ୍ଷରୁ ସମ୍ବର୍ଦ୍ଧନା କରାଯାଇଛି । ପ୍ରଫୁଲ୍ଲଙ୍କ ସାଙ୍ଗଠନିକ ଦକ୍ଷତା…
ଖମ୍ବରେ ଝୁଲୁଛି ମୃତଦେହ: ଅଞ୍ଚଳରେ ବଢୁଛି ଚର୍ଚ୍ଚା
ବରୀ, ୭।୯ (ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ, ରାମଚନ୍ଦ୍ରପୁର ଥାନା ଅଧୀନସ୍ଥ ଗୋଳକୁଣ୍ଡ ପଞ୍ଚାୟତର ମେଣ୍ଢ ନିକଟରେ ଅର୍ଦ୍ଧନିର୍ମିତ ବ୍ରାହ୍ମଣୀ ସେତୁର ଏକ ଖମ୍ବରେ ଝୁଲନ୍ତା ଅବସ୍ଥାରେ ଥିବା ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହକୁ ବରି ପୋଲିସ ଉଦ୍ଧାର କରିଛି।…
ସ୍ଥାୟୀ ସେତୁ ଦାବିରେ ଗ୍ରାମବାସୀଙ୍କ ଆମରଣ ଅନଶନ: ଭରା ନଦୀ ଘେରରେ ୧୩୦ ପରିବାର, ୧୭୨୧ ଜୀବନ
ରାଜକନିକା, ୭।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଆଳି ନିର୍ବାଚନମଣ୍ଡଳୀ ଅଧୀନ ରାଜକନିକା ବ୍ଲକର ତ୍ରୈଲୋକ୍ୟପୁର ପଞ୍ଚାୟତ ଅନ୍ତର୍ଗତ ଦ୍ୱୀପାଞ୍ଚଳ ଗାଁ ଭାବେ ପରିଚିତ ଗଙ୍ଗାଧର ପ୍ରସାଦ ଡିଆରେ ସ୍ଥାୟୀ ସେତୁ ନିର୍ମାଣ, କୁମ୍ଭୀର ଉପଦ୍ରବରୁ ଜନଜୀବନର ସୁରକ୍ଷା ଏବଂ…
ସ୍ତ୍ରୀଙ୍କୁ ଗୁଳିକଲେ ସ୍ବାମୀ: ରେଢ଼ାଖୋଲର ଲାଣ୍ଡିମାଲ ଗାଁରେ ଚାଞ୍ଚଲ୍ୟ
ରେଢ଼ାଖୋଲ, ୭।୯: ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଘୋଷରମାଳ ପଞ୍ଚାୟତ ଅନ୍ତର୍ଗତ ଲାଣ୍ଡିମାଲ ଗାଁରେ ଘଟିଥିବା ଏହି ଘଟଣାକୁ ନେଇ ଅଞ୍ଚଳରେ…
ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ୱ ଅଧିକାରୀ, ଏକକାଳୀନ ୩ସ୍ଥାନରେ ଚଢ଼ାଉ
ପିପିଲି,୭।୯: ଲାଞ୍ଚ କାରବାର ବିରୋଧରେ ଓଡ଼ିଶା ଭିଜିଲାନ୍ସ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୁରୀ ଜିଲା ପିପିଲି ତହସିଲ ଅଧୀନ ସିଉଳା ଆରଆଇ ସର୍କଲର ଦୁଇ ରାଜସ୍ୱ ଅଧିକାରୀଙ୍କୁ ୩୫ ହଜାର ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ ଧରିଛି…

