‘ଶିଶୁଙ୍କୁ ପ୍ରକୃତି ସହ ଯୋଡ଼ିରଖିବା ଶିକ୍ଷାବ୍ୟବସ୍ଥାର ଆଭିମୁଖ୍ୟ ହେଉ’
ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ପ୍ରକୃତିଠୁ ଜୀବନ ଦୂରେଇ ଯିବା ହିଁ ଅନେକ ସମସ୍ୟାର କାରଣ। ଶିଶୁମାନଙ୍କୁ ପ୍ରକୃତି ସହ ଯୋଡ଼ି ରଖିବା ଶିକ୍ଷାବ୍ୟବସ୍ଥାର ପ୍ରମୁଖ ଆଭିମୁଖ୍ୟ ହେବା ଉଚିତ ବୋଲି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କହିଛନ୍ତି। ଶନିବାର ଖାରବେଳନଗରଠାରେ ‘ଏକାମ୍ର ବାଟିକା’ ସ୍କୁଲ୍କୁ…
ରାଜ୍ୟରୁ ହଟିଲା କୋଭିଡ୍ କଟକଣା
ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କୋଭିଡ୍ ସଂକ୍ରମଣ ହ୍ରାସ ପରେ ରାଜ୍ୟ ସରକାର ଶନିବାର ତତ୍କାଳ ପ୍ରଭାବରୁ ‘ଓଡ଼ିଶା କୋଭିଡ୍-୧୯ ନିୟମାବଳୀ ୨୦୨୦’କୁ ଉଚ୍ଛେଦ କରିଛନ୍ତି । ରାଜ୍ୟରେ ଆଉ କୋଭିଡ୍ କଟକଣା କିମ୍ବା ନିୟମାବଳୀ ମାନିବାକୁ କେହି ବାଧ୍ୟ ନୁହନ୍ତି ବୋଲି ସ୍ବାସ୍ଥ୍ୟ ବିଭାଗ…
୨ ହଜାର ନୂଆ ଡାକ୍ତର ପଦବୀକୁ ମଞ୍ଜୁରୀ
ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟ ସରକାର ଆଉ ୨ ହଜାର ନୂଆ ଡାକ୍ତରୀ ପଦବୀ ସୃଷ୍ଟିକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏଥିସହ ରାଜ୍ୟରେ ମୋଟ ମଞ୍ଜୁରୀପ୍ରାପ୍ତ ଡାକ୍ତରୀ ପଦବୀ ସଂଖ୍ୟା ୧୦୭୧୯କୁ ବୃଦ୍ଧି ପାଇଛି । ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…
ଶ୍ରୀମନ୍ଦିର ଗର୍ଭଗୃହ, ମହାପ୍ରଭୁଙ୍କ ଫଟୋ ଭାଇରାଲ
ପୁରୀ ଅଫିସ,୨୦।୧୧: ଶ୍ରୀମନ୍ଦିର ଭିତର ଫଟୋ ସୋସିଆଲ ମିଡିଆରେ ପୁଣିଥରେ ଭାଇରାଲ ହୋଇ୍ଛି। କିନ୍ତୁ ଏଥର ଶ୍ରୀମନ୍ଦିର ପରିସରର କାୈଣସି ସ୍ଥାନ ନୁହେଁ। ବରଂ ଶ୍ରୀମନ୍ଦିର ଗର୍ଭଗୃହ ଓ ରତ୍ନସିଂହାସନାରୂଢ ଚତୁର୍ଦ୍ଧାବିଗ୍ରହଙ୍କ ଫଟୋ ଭାଇରାଲ ହୋଇଛି। ଯାହାକୁ ନେଇ ଜଗନ୍ନାଥ ପ୍ରେମୀଙ୍କ…
କଂଗ୍ରେସ ନେତାଙ୍କ ବିବାଦୀୟ ବୟାନ, କହିଲେ ଦେଶକୁ କେବଳ ମୁସଲମାନ ହିଁ ବଞ୍ଚାଇ ପାରିବେ
ନୂଆଦିଲ୍ଲୀ,୨୦ ।୧୧: ଗୁଜରାଟ ନିର୍ବାଚନ ପାଇଁ ପ୍ରଚର ଯୋରସୋରରେ ଚାଲିଛି । ନେତାମାନଙ୍କ ଆରୋପ ପ୍ରତ୍ୟାରୋପ ଜାରି ରହିଛି । ଏହି ସମୟରେ ଜଣେ କଂଗ୍ରେସ ନେତା ଏକ ବିବାଦୀୟ ବୟାନ ଦେଇ ଆସିଛନ୍ତି ଚର୍ଚ୍ଚାକୁ । ସେ କହିଛନ୍ତି ଦେଶକୁ…
ମୁସଲମାନ ବିବାହ ପୋକ୍ସୋ ଆଇନ ବାହାରେ ନୁହେଁ, ନାବାଳିକଙ୍କ ସହ ଶାରୀରିକ ସମ୍ପର୍କ ଅପରାଧ: କେରଳ ହାଇକୋର୍ଟ
କୋଚି,୨୦ ।୧୧: ବ୍ୟକ୍ତିଗତ ଆଇନ ଭଳି ମୁସଲମାନଙ୍କ ବିବାହକୁ ପୋକ୍ସୋ ଅଧିନିୟମ ବାହାରେ ବୋଲି ଦେଖାଯାଇ ପାରିବ ନାହିଁ, ଏହା କହିଛନ୍ତି କେରଳ ହାଇକୋର୍ଟ । ବିଚାରପତି ବେଚୁ କୁରିୟନ ଥମସ କହିଛନ୍ତି, ଯଦି ବିବାହରେ ଗୋଟିଏ ପକ୍ଷ ନାବାଳିକ ହାଇଥିବେ…
ମୃତ କୁକୁର ଛୁଆକୁ ରାସ୍ତାରେ ଜଗି ରହିଛି ମା’
କୋକସରା,୧୯ା୧୧(ଡି.ଏନ୍.ଏ.): ସେ ମଣିଷ ହେଉ କି ପଶୁ। ମା’ର ମମତା ଅନାବିଳ। ମାତୃତ୍ୱ ଆଗରେ ସବୁ ସନ୍ତାନ ସମାନ। ଶନିବାର ସଡ଼କ ପାର୍ ହେଉଥିବା ବେଳେ ଏକ କୁକୁର ଛୁଆ ଉପରେ କୌଣସି ଏକ ଗାଡ଼ି ମାଡ଼ିଯିବାରୁ ତା’ର ମୃତ୍ୟୁ ହୋଇଛି।…
ଯୁବତୀଙ୍କ ଝୁଲନ୍ତା ମୃତଦେହ ଜବତ
ବଡ଼ବିଲ,୧୯ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ସାନ୍ତବାହାଳ ଗ୍ରାମର ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହକୁ ହାୟାରପୁର ଗ୍ରାମ ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଜବତ ହୋଇ ଶନିବାର ବ୍ୟବଚ୍ଛେଦ କରାଯାଇଛି। ଏନେଇ ପୋଲିସ କେସ୍ ୨୮୪/୨୨ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବା ବେଳେ…
ପୁଅଙ୍କୁ ଭେଟି ଭାବବିହ୍ବଳ ହେଲେ ଧାଓ୍ବନ
ନୂଆଦିଲ୍ଲୀ,୧୯।୧୧: ଟିମ୍ ଇଣ୍ଡିଆ ଓପନର୍ ଶିଖର ଧାଓ୍ବନ ନ୍ୟୁଜିଲାଣ୍ଡ ଗସ୍ତରେ ଦିନିକିଆ ଟିମ୍ରେ ନେତୃତ୍ୱ ନେବେ। ନଭେମ୍ବର ୨୫ରୁ ସିରିଜ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଧାଓ୍ବନ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ସେଠାରେ ସେ ପୁଅ ଜୋରାଓ୍ବରଙ୍କୁ ଭେଟି ଭାବବିହ୍ବଳ ହୋଇଛନ୍ତି।…
ଆସନ୍ତା ଶିକ୍ଷାବର୍ଷରୁ ଯୁକ୍ତ୩ ପାଠ୍ୟକ୍ରମରେ ସାମିଲ ହେବ ଏନ୍ସିସି
ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ଆସନ୍ତା ୨୦୨୩-୨୪ ଶିକ୍ଷାବର୍ଷରୁ ଯୁକ୍ତ ୩ରେ ସାମିଲ ହେବ ଏନ୍ସିସି ପାଠ୍ୟକ୍ରମ। ଏନେଇ ଶନିବାର ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ଉପାଧ୍ୟକ୍ଷ ଅଶୋକ ଦାସ ସୂଚନା ଦେଇଛନ୍ତି। ଯୁକ୍ତ ୩ ପିଲା ଏନ୍ସିସିକୁ ଏକ ଇଲେକ୍ଟିଭ୍ ଭାବେ ନେଇ ପାରିବେ। ଏନ୍ସିସି…
୩ ଦଫା ଦାବିରେ ରାଜରାସ୍ତାକୁ ଓହ୍ଲାଇଲେ ୨୪୫ ଶିକ୍ଷାକର୍ମୀ
ସିମୁଳିଆ,୧୯ା୧୧(ଡି.ଏନ୍.ଏ.): ଓଡ଼ିଶା ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘର ଆହ୍ବାନରେ ଶନିବାର ସିମୁଳିଆର ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ଦ୍ୱାରା ୩ ଦଫା ଦାବି ନେଇ ଶିକ୍ଷକ ଭବନ ପରିସରରେ ସଭା ଓ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ୨୪୫ଜଣ ଶିକ୍ଷୟିତ୍ରୀ/ଶିକ୍ଷକ…
ରବିବାର ନ୍ୟୁଜିଲାଣ୍ଡ ବିପକ୍ଷରେ ଦ୍ୱିତୀୟ ଟି୨୦ ଖେଳିବ ଭାରତ; ଏମିତି ହୋଇପାରେ ସମ୍ଭାବ୍ୟ ଏକାଦଶ
ନୂଆଦିଲ୍ଲୀ,୧୯।୧୧: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟି୨୦ ରବିବାର ଖେଳାଯିବ। ଏହି ମ୍ୟାଚ୍ରେ ବର୍ଷା ବାଧକ ସାଜିପାରେ ବୋଲି କୁହାଯାଉଥିବା ବେଳେ ନ୍ୟୁଜିଲାଣ୍ଡ ଅଧିନାୟକ କେନ୍ ଓ୍ବିଲିୟମସନ ଖରା ହେବ ବୋଲି କହିଛନ୍ତି। ତେବେ ଯଦି ଏହି ମ୍ୟାଚ୍ ଖେଳାଯାଏ ତେବେ ଭାରତ…

