ସବୁଜିମା ହେବ ଝାଙ୍କର, ଖର୍ଡିଆ ଡୁଙ୍ଗୁରି
ଲୋଇସିଂହା,୧୯।୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବନ ରେଞ୍ଜ ଆଗଲପୁର ବ୍ଲକ ନଅଗାଁ(ଖ) ଗ୍ରାମର ଟାଙ୍ଗରା ପଡିଥିବା ଝାଙ୍କର ଏବଂ ଖର୍ଡିଆ ଡୁଙ୍ଗୁରି ସବୁଜିମାକୁ ଫେରିବ। ବନ ବିଭାଗ ସହଯୋଗ ଏବଂ ରାମଜୀ ଯୁବକ ସଂଘ ଉଦ୍ୟମକ୍ରମେ ଉକ୍ତ ଟାଙ୍ଗରା ଡୁଙ୍ଗୁରିରେ ଚାରା…
କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୩୮୫ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୯ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି। ଶୁକ୍ରବାର ରାଜ୍ୟରୁ ୩୮୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୪,୪୫୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ…
ରୁଷିଆ ସହ ଶାନ୍ତି ବୁଝାମଣା କରିବାକୁ ମନା କଲେ ୟୁକ୍ରେନ ରାଷ୍ଟ୍ରପତି
କିଭ୍,୧୯।୮: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ସୈନ୍ୟ ପ୍ରତ୍ୟାହାର ନ କରିବା ପର୍ଯ୍ୟନ୍ତ ରୁଷିଆ ସହିତ କୌଣସି ଶାନ୍ତି ସମ୍ଭାବନାକୁ ଏଡ଼ାଇ ଦେଇଛନ୍ତି। ଜେଲେନସ୍କି ରୁଷିଆ ସହିତ ଶାନ୍ତି ବୁଝାମଣା କରିବାକୁ ମନା କରି ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି…
ଲିଜ୍ଧାରୀଙ୍କ ନାଁରେ ମାମଲା
ବାରିପଦା ଅଫିସ,୧୯ା୮: ମୟୂରଭଞ୍ଜ ଜିଲା ବଡ଼ସାହି ତହସିଲ ଅଧୀନ ମହୁପୁରା ଘାଟରୁ ବେଆଇନ ବାଲି ଉତ୍ତୋଳନ ଘଟଣାକୁ ନେଇ ଲିଜଧାରୀଙ୍କ ନାଁରେ ବଡ଼ସାହି ଥାନାରେ ମାମଲା ରୁଜୁ ହୋଇଛି। ଏ ନେଇ ଜାତୀୟ ଗ୍ରୀନ୍ ଟ୍ରିବ୍ୟୁନାଲ(ଏନ୍ଜିଟି)ରେ ମାମଲା ଚାଲିଥିବା ବେଳେ ବାରିପଦା…
୧୨୧୪୦ ଚାଷ ଜମି , ୪୬୮୫ ହେକ୍ଟର ଫସଲ ନଷ୍ଟ
ବାଙ୍କୀ,୧୯ା୮(ସ୍ବ.ପ୍ର.): ମହାନଦୀରେ ବନ୍ୟାଜଳ କମିବା ପରେ କଟକ ଜିଲା ବାଙ୍କୀ ଉପଖଣ୍ଡର ବାଙ୍କୀ ଓ ଡମପଡ଼ା ବ୍ଲକରେ ବିପନ୍ନମାନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ବନ୍ୟା ପାଣି ଘେରରେ ରହିଥିବା ବାଙ୍କୀର ୩୯ ଗଁାର ୧ଲକ୍ଷ ୨ ହଜାର ୪୯୩ ଜଣ ଗୁରୁବାର…
ଦେଶରେ କରୋନା ସଂକ୍ରମଣରେ କମୁନି
ନୂଆଦିଲ୍ଲୀ,୧୯।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସାମାନ୍ୟ ହ୍ରାସ ପାଇଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫,୭୫୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା…
ପରିବା ଚାଷରୁ ରୋଜଗାରକ୍ଷମ ହେଉଛନ୍ତି ଜୁଆଙ୍ଗ
କେନ୍ଦୁଝର,୧୯।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ବୁଢାଖମଣ ପଞ୍ଚାୟତର ଜୁଆଙ୍ଗ ଜନଜାତି ଲୋକେ ଜଙ୍ଗଲ ଓ ପାହାଡ଼ରେ ଥିବା କାଠ, ପତ୍ର, ଫଳମୂଳ ଆଦି ଉପରେ ନିର୍ଭର କରି ଜୀବିକା ନିର୍ବାହ କରିଆସୁଥିଲେ। କିନ୍ତୁ ଏବେ ପନିପରିବା ଚାଷ କରି ଆତ୍ମନିର୍ଭରଶୀଳ…
ତିହିଡ଼ିର ୫ ପଞ୍ଚାୟତ ଜଳଘେରରେ
ପଦ୍ମପୁର,୧୯।୮(ଡି.ଏନ.ଏ.): ବୈତରଣୀ ଓ ସାଳନ୍ଦୀ ନଦୀର ବନ୍ୟାଜଳରେ ଭଦ୍ରକ ଜିଲା ତିହିଡ଼ି ବ୍ଲକର ୫ ପଞ୍ଚାୟତ ବୋଡ଼କ, ବିଲଣା, ବାରୋ, କଁାପଡ଼ା ଓ ଶ୍ୟାମସୁନ୍ଦରପୁର ଗତ ୮ ଦିନ ଧରି ଜଳଘେରରେ ରହିଛି। ବିଲଣା ପଞ୍ଚାୟତର ବିଭିନ୍ନ ଗଁାରେ ଲୋକଙ୍କ ଘରେ…
ଅଲଗା ରୋଗର ଚିକିତ୍ସା ପାଇଁ ଆସୁଥିବା ଲୋକଙ୍କ ନିକଟରେ ମିଳୁଛି କରୋନା ଭାଇରସ
ନୂଆଦିଲ୍ଲୀ,୧୯ ।୮: ଦିଲ୍ଲୀରେ ବେଳକୁ ବେଳ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଅନ୍ୟ ରୋଗର ଚିକିତ୍ସା ପାଇଁ ଆସୁଥିବା ଲୋକଙ୍କ ନିକଟରେ କରୋନା ଭାଇରସ ଦେଖିବାକୁ ମିଳୁଥିବା କୁହାଯାଇଛି । ବସନ୍ତ କୁଞ୍ଜ ଫର୍ଟିଜ ହସ୍ପିଟାଲର ଡାଇରେକ୍ଟର ଡାକ୍ତର…
ଟ୍ରକ୍-ଯାତ୍ରୀବାହୀ ବସ୍ ମୁହାଁମୁହିଁ, ୩ ଗୁରୁତର
ବୌଦ୍ଧ,୧୯ା୮(ସ୍ବ.ପ୍ର.): ବୌଦ୍ଧ ଜିଲା ରାଧାନଗର ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଯାତ୍ରୀବାହୀ ବସ୍ ସହ ଟ୍ରକ ମୁହାଁ ମୁହିଁ ଧକ୍କା ହେବାରୁ ଟ୍ରକ ଡ୍ରାଇଭରଙ୍କ ସମେତ ୩ ଗୁରୁତର ହୋଇଛନ୍ତି। ଜିଲା ମୁଖ୍ୟ ଚିକିତ୍ସାଳୟରେ ସମସ୍ତ ଗୁରୁତରଙ୍କୁ ଭର୍ତ୍ତି କରାଯାଇଛି।…
ଖୋଲା ଆକାଶ ତଳେ ପିଲାଙ୍କ ପାଠପଢ଼ା
ଦଶପଲ୍ଲା,୧୯ା୮( ଡି.ଏନ.ଏ.): ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ୍ ଅନ୍ତର୍ଗତ କୁଜାମେଣ୍ଡି ପଞ୍ଚାୟତ କୁମ୍ବିକିଲା ଗ୍ରାମରେ ରହିଛି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ । ରାଜ୍ୟ ସରକାରଙ୍କ ୫-ଟି ଯୋଜନାରେ ଏହି ସ୍କୁଲ ସାମିଲ ହୋଇପାରିନାହିଁ । ଫଳରେ ଛାତ୍ରୀଛାତ୍ରମାନେ ଗଛ ତଳେ କିମ୍ବା…
ବିଏମ୍ସିର ବସିବ ଦ୍ୱିତୀୟ କର୍ପୋରେସନ ବୈଠକ
ଭୁବନେଶ୍ୱର, ୧୮।୮ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମର (ବିଏମ୍ସି)ରେ ଶୁକ୍ରବାର କର୍ପୋରେସନ ବୈଠକ ବସିବ। ନୂତନ କର୍ପୋରେଟର ଏବଂ ମେୟର ନିର୍ବାଚିତ ହେବାପରେ ଏହା ତାଙ୍କର ଦ୍ୱିତୀୟ କର୍ପୋରେସନ ବୈଠକ ହେବ। ଏଥିପାଇଁ ବିଏମ୍ସି ପକ୍ଷରୁ ଏଜେଣ୍ଡା ପ୍ରସ୍ତୁତ ହୋଇଯାଇଛି। ତେବେ…
Archives


