ମହଙ୍ଗା ପଡ଼ିଲା ଇନ୍ଷ୍ଟାଗ୍ରାମ ପୋଷ୍ଟ: ପ୍ରତିକ୍ରିୟା ରଖିଲେ ଆଇଏଏସ୍ ଅଫିସର
ନୂଆଦିଲ୍ଲୀ,୧୯।୧୧: ଇନ୍ଷ୍ଟାଗ୍ରାମ ପୋଷ୍ଟ ପାଇଁ ଗୁଜରାଟ ନିର୍ବାଚନ ଡ୍ୟୁଟିରେ ଥିବା ଜଣେ ଆଇଏଏସ୍ ଅଫିସରଙ୍କୁ ମହଙ୍ଗା ପଡିଛି। ଆଇଏଏସ୍ ଅଧିକାରୀ ଅଭିଷେକ ସିଂଙ୍କୁ ନିର୍ବାଚନ କମିଶନ ବହିଷ୍କାର କରିଛନ୍ତି। ସେ ସାଧାରଣ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ ହେବା ସହ କାର୍ଯ୍ୟରେ ଯୋଗଦେଇଥିବା…
ୟୁପିରେ ସମସ୍ତ ପୋଲିସ କର୍ମଚାରୀଙ୍କ ଛୁଟି ବାତିଲ
ଲକ୍ଷ୍ନୌ,୧୯।୧୧: ଉତ୍ତରପ୍ରଦେଶର ମେନପୁରୀ, ରାମପୁର ଏବଂ ଖତଉଲି ଆସନରେ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଡିସେମ୍ବର ୫ରେ ଏହି ଆସନଗୁଡିକରେ ଭୋଟ ଦିଆଯିବ ଏବଂ ଡିସେମ୍ବର ୮ରେ ଭୋଟ ଗଣତି କରାଯିବ। ଏହାପରେ ଉତ୍ତରପ୍ରଦେଶରେ ସହରାଞ୍ଚଳ ସଂସ୍ଥା ନିର୍ବାଚନ ଘୋଷଣା କରାଯିବ।…
ପତଳା ହେଉଛି ଗରୁଡ଼ ସ୍ତମ୍ଭ
ପୁରୀ ଅଫିସ,୧୯।୧୧: ପୁରୀ ଶ୍ରୀମନ୍ଦିର ଗରୁଡ଼ ସ୍ତମ୍ଭ ପତଳା ହେଉଛି । ଏ ନେଇ ମନ୍ଦିର ନାଟମଣ୍ଡପସ୍ଥିତ ଗରୁଡ଼ ସ୍ତମ୍ଭକୁ ରୁପା ଚାଦରରେ ଆଚ୍ଛାଦନ କରାଯିବ। ଛତିଶା ନିଯୋଗ ନାୟକ, ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ଓ ବରିଷ୍ଠ ସେବାୟତଙ୍କୁ ନେଇ…
କାର ଧକ୍କାରେ ବୋହୂ ମୃତ: ଜେଜେ, ନାତୁଣୀ ଗୁରୁତର
ଗଞ୍ଜାମ,୧୯।୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱ ଏକ ଢାବା ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦ୍ରୁତ ଗତିରେ ଆସୁଥିବା ଏକ କାର ସ୍କୁଟିକୁ ପଛପଟୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ବୋହୂଙ୍କ…
ବାରମ୍ବାର ଅଭିଯୋଗ ପରେ ତତ୍ପରତା ଦେଖାଇଲା ପ୍ରଶାସନ
ଗଞ୍ଜାମ,୧୯।୧୧(ଡି.ଏନ୍.ଏ.): ବାଲି ଚୋରାଚାଲାଣ ହେଉଥିବା ନେଇ ବାରମ୍ବାର ଅଭିଯୋଗ ପରେ ତହସିଲ ଓ ପୋଲିସ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଦେଇଛି। ଶୁକ୍ରବାର ଗଞ୍ଜାମ ଥାନା ପୋଲିସ ଚଢ଼ାଉ କରି ବେଆଇନ ବାଲି ଚାଲାଣ ହେଉଥିବା ଏକ ଟ୍ରାକ୍ଟର (ନଂ.ଓଡି ୦୭୭-ବି- ୯୬୦୩)କୁ…
ଇଷ୍ଟବେଙ୍ଗଲକୁ ହରାଇଲା ଓଡ଼ିଶା ଏଫ୍ସି
କୋଲକାତା, ୧୯।୧୧: ସ୍ଥାନୀୟ ବିବେକାନନ୍ଦ ଯୁବଭାରତୀ କ୍ରୀଡ଼ାଙ୍ଗନରେ ଶୁକ୍ରବାର ଅନୁଷ୍ଠିତ ଇଣ୍ଡିଆନ ସୁପରଲିଗ୍ (ଆଇଏସ୍ଏଲ୍) ମ୍ୟାଚରେ ଓଡ଼ିଶା ଏଫ୍ସି ୪-୨ ଗୋଲରେ ଇଷ୍ଟବେଙ୍ଗଲକୁ ପରାସ୍ତ କରିଛି। ଭୁବନେଶ୍ୱର ଭିତ୍ତିକ ଓଡ଼ିଶା ଏଫ୍ସି ପକ୍ଷରୁ ପେଦ୍ରୋ ମାର୍ଟିନ ୪୭ ଓ ୪୮ତମ ମିନିଟରେ…
ନାଟକ ମାଧ୍ୟମରେ ସମାଜ ସଂସ୍କାର ମହତ କାର୍ଯ୍ୟ: ନରସିଂହ
ବଲାଙ୍ଗୀର ଅଫିସ,୧୯।୧୧: ବଲାଙ୍ଗୀରର ଅଗ୍ରଣୀ ଲୋକନୃତ୍ୟ ଓ ନାଟ୍ୟାନୁଷ୍ଠାନ ନଟରାଜ କଳା ପରିଷଦର ରଜତ ଜୟନ୍ତ୍ରୀ ଉତ୍ସବ ସ୍ଥାନୀୟ କୋଶଳ କଳାମଣ୍ଡଳ ପଡିଆ ପୁରୁଣା ମଞ୍ଚରେ ଶୁକ୍ରବାର ଉଦ୍ଘାଟିତ ହୋଇଛି। ଡ. ଶ୍ରୀକର ମିଶ୍ର ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ପରିଷଦ ସଭାପତି…
୮ ଜିଲା ଦାୟିତ୍ୱରେ ସୋରଡ଼ା ବିଧାୟକ
ସୋରଡ଼ା,୧୯।୧୧: ରାଜ୍ୟ ବିଧାନସଭା ବିଭାଗୀୟ ଷ୍ଟାଣ୍ଡିଂ କମିଟିର ନିଷ୍ପତ୍ତିକ୍ରମେ ୪ଟି ସବ୍କମିଟି ଗଠନ କରାଯାଇଛି। ଉକ୍ତ କମିଟିକୁ ବିଭିନ୍ନ ଜିଲାର ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବାକୁ ଦାୟିତ୍ୱ ଦିଆଯାଇଛି। ସବ୍କମିଟି -୨ରେ ବିଧାୟକ ପଦ୍ମନାଭ ବେହେରା, ସୁବାସ ଚନ୍ଦ୍ର ପାଣିଗ୍ରାହୀ ଓ…
ରାଜ୍ୟସ୍ତରୀୟ ଦୃଷ୍ଟିବାଧିତ କ୍ରିକେଟ ଆରମ୍ଭ
ଭୁବନେଶ୍ୱର, ୧୯।୧୧(କ୍ରୀଡ଼ା ପ୍ରତିନିଧି): ଭୁବନେଶ୍ୱର ଟାଉନ୍ କ୍ଲବ ପଡ଼ିଆରେ ଓଡ଼ିଶା ଦୃଷ୍ଟିବାଧିତ କ୍ରିକେଟ ସଂଘ (କାଭି) ଓଡ଼ିଶା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ପୁରୁଷ ଦୃଷ୍ଟିବାଧିତ କ୍ରିକେଟ୍ ଟୁର୍ନାମେଣ୍ଟ୍ ଶୁକ୍ରବାର ଉଦ୍ଘାଟିତ ହୋଇଯାଇଛି। ଭୁବନେଶ୍ୱର ମେୟର ସୁଲୋଚନା ଦାସ ମୁଖ୍ୟ ଅତିଥି, ଭୁବନେଶ୍ୱରର ୩…
ପୁଣି ତେଜିଲା ଟିଟିଲାଗଡ଼କୁ ଜିଲା ମାନ୍ୟତା ଦାବି
ଟିଟିଲାଗଡ,୧୯।୧୧(ଡି.ଏନ.ଏ.): ଟିଟିଲାଗଡକୁ ଜିଲା ଦାବି ତେଜିବାରେ ଲାଗିଥିବା ବେଳେ ଉଭୟ କଂଗ୍ରେସ ଓ ଭାଜପା ଏହି ଦାବିକୁ ସମର୍ଥନ ଜଣାଇଛି। ଶୁକ୍ରବାର ଟିଟିଲାଗଡ ଏକ ଲଜ ସମ୍ମିଳନୀ କକ୍ଷରେ ଉଭୟ ଦଳ ପୃଥକ ଭାବେ ଖବରଦାତା ସମ୍ମିଳନୀ କରି ଏହି ସୂଚନା…
କଳିଙ୍ଗରେ ଖେଲୋ ଇଣ୍ଡିଆ ଜୁନିୟର ମହିଳା ସନ୍ତରଣ
ଭୁବନେଶ୍ୱର, ୧୯।୧୧(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମସ୍ଥିତ ବିଜୁ ପଟ୍ଟନାୟକ ସୁଇମିଂ ପୁଲ୍ରେ ଶନିବାରଠାରୁ ଖେଲୋ ଇଣ୍ଡିଆ ଜୁନିୟର ମହିଳା ସନ୍ତରଣ ସିରିଜ ରାଉଣ୍ଡ-୨ ଆରମ୍ଭ ହେବ। ଏଥିରେ ଓଡ଼ିଶା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ ଓ ମଧ୍ୟପ୍ରଦେଶ ଆଦି ୫ଟି ରାଜ୍ୟର ପ୍ରତିଯୋଗୀ…
ବାଦାମ ଲଡୁ କାରଖାନାରେ ଚଢ଼ାଉ
ରାଉରକେଲା ଅଫିସ,୧୯।୧୧: ରାଉରକେଲା ଉଦିତନଗର ଥାନା ଅନ୍ତର୍ଗତ ଓରାମପଡା ଅଞ୍ଚଳରେ ଦୀର୍ଘଦିନ ଧରି ଅସ୍ବାସ୍ଥ୍ୟକର ପରିବେଶରେ ଚିକି ଓ ବାଦାମ ଲଡୁ ତିଆରି କରୁଥିବା ଏକ କାରଖାନାରେ ଆରଏମ୍ସିର ସ୍ବାସ୍ଥ୍ୟ ବିଭାଗ ଶୁକ୍ରବାର ଚଢ଼ାଉ କରିଛି। ଚଢାଉ ସମୟରେ ବିଭାଗୀୟ ଅଧିକାରୀମାନେ…

