Home Left

କଟକରେ ଡେଙ୍ଗୁ ମୃତ୍ୟୁ ଅଭିଯୋଗ

କଟକ ଅଫିସ,୧୯/୮: କଟକ ମହାନଗର ନିଗମ ଅନ୍ତର୍ଗତ ଓ୍ବାର୍ଡ ନଂ. ୨୬ ଭଗତପୁର ଅଞ୍ଚଳର ଡେଙ୍ଗୁରେ ଆକ୍ରାନ୍ତ ଜଣେ ଯୁବକଙ୍କ ବୁଧବାର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ନାମ ଦୀପକ ମୁଦୁଲି (୩୬)। ପରିବାର ସୂତ୍ରରୁ ମିଳିଥିବା ସୂଚନାନୁସାରେ, ଗତ…

ଦୀର୍ଘ ଦିନ ପରେ ପରଦାକୁ ଫେରିବେ ଗୀତା ବାସ୍ରା

ମୁମାଇ: ଦୀର୍ଘ ଦିନର ବ୍ୟବଧାନ ପରେ ପରଦାକୁ ଫେରୁଛନ୍ତି ଅଭିନେତ୍ରୀ ଗୀତା ବାସ୍ରା। ସେ ଫିଲ୍ମ ‘ନୋଟରୀ’ରେ ନଜର ଆସିବେ ବୋଲି ଏବେ ଚର୍ଚ୍ଚା ହେଉଛି। ଫିଲ୍ମରେ ସେ ପରମବ୍ରତ ଚାଟାର୍ଜୀଙ୍କ ବିପକ୍ଷରେ ମୁଖ୍ୟ ଭୂମିକାରେ ଦର୍ଶକ ଦେଖିବାକୁ ପାଇବେ। ତେବେ…

୧୩ ରାଜ୍ୟରେ ଦେଖାଦେଇପାରେ ଘୋର ବିଜୁଳି ସଙ୍କଟ

ନୂଆଦିଲ୍ଳୀ,୧୯ ।୮: ବହୁ ପରିମାଣରେ ଦେୟ ନ ଦେବା ୧୩ଟି ରାଜ୍ୟରେ ବିଜୁଳି ସଙ୍କଟ ଦେଖାଯାଇପାରେ ବୋଲି ଅନୁମାନ କରାଯାଇଛି । ରାଷ୍ଟ୍ରାୟତ୍ତ ପାୱର ସିଷ୍ଟମ ଅପରେଶନ କର୍ପୋରେଶନ ଲିମିଟେଡ(ପୋସୋକୋ) ୩ଟି ପାୱାର ଏକ୍ସଚେଞ୍ଜ, ଇଣ୍ଡିଆନ ଏନର୍ଜି ଏକ୍ସଚେଞ୍ଜ, ପାୱାର ଏକ୍ସଚେଞ୍ଜ…

ଚାଇନାରେ ପ୍ରବଳ ବର୍ଷା ସାଙ୍ଗକୁ ଭୂସ୍ଖଳନ: ୧୬ ମୃତ

ବେଜିଂ,୧୮।୮: ପଞ୍ଚିମ ଚାଇନାରେ ପ୍ରବଳ ବର୍ଷା ସାଙ୍ଗକୁ ବଡ଼ ଧରଣର ଭୂସ୍ଖଳନ ଘଟିଛି। ଭୂସ୍ଖଳନ ଯୋଗୁ ଏକ ନଦୀର ଗତିପଥ ବଦଳିଯିବାରୁ ପାଣି ମାଡ଼ି ୧୬ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ୧୮ ଜଣ ନିଖୋଜ ଥିବା ଜଣାପଡିଛି। ତେବେ ମୃତକଙ୍କ…

ପାହାଡ଼ରୁ ଖସିଲା ପଥର, ଯାତାୟାତ ବାଧାପ୍ରାପ୍ତ

କୋରୁକୋଣ୍ଡା,୧୮।୮(ଡି.ଏନ୍‌.ଏ.): ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଯୋଗୁ କୋରୁକୋଣ୍ଡା ବ୍ଲକ ତର୍ଲାକୋଟ ପାହାଡ଼ରୁ ପଥର ଖସି ରାସ୍ତାରେ ପଡିଥିବା ଦେଖିବାକୁ ମିଳିଛି। ସୂଚନାନୁସାରେ, ତର୍ଲାକୋଟା ପାହାଡ଼ରୁ ଗୁରୁବାର ପଥର ଖସି ମାଲକାନଗିରି ଜିଲା ସଦର-ବାଲିମେଳାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାରେ ଉପରେ…

ଲତା ମଙ୍ଗେସ୍‌କର ଚୌକ ନିର୍ମାଣକୁ ସନ୍ଥଙ୍କ ବିରୋଧ: ମୋଦି, ଯୋଗୀଙ୍କୁ ଲେଖିବେ ଚିଠି

ଅଯୋଧ୍ୟା,୧୮।୮: ଗାୟିକା ଲତା ମଙ୍ଗେସ୍‌କରଙ୍କ ସ୍ମୃତି ଉଦ୍ଦେଶ୍ୟରେ ଅଯୋଧ୍ୟାରେ ତାଙ୍କ ନାମରେ ଏକ ଚୌକ ନିର୍ମାଣ ହେଉଥିବା ବେଳେ ସ୍ଥାନୀୟ ସାଧୁସନ୍ଥ ଏହାର ବିରୋଧ କରିଛନ୍ତି। ମହନ୍ତ କମଳନୟନ ଦାସଙ୍କ ଉପସ୍ଥିତିରେ ମଣିରାମ ଦାସ ଛାଭ୍‌ନିଠାରେ ଅନୁଷ୍ଠିତ ଏକ ବୈଠକରେ ସନ୍ଥମାନେ…

ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ

କେନ୍ଦୁଝର,୧୮।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ବାରିଆ ଥାନା ଅଧୀନ ପାହାଡ଼ପୁର ଗ୍ରାମର ସ୍ବର୍ଗତ ଭୀମସେନ ନାୟକଙ୍କ ପୁଅ ବନମାଳୀ ନାୟକ(୪୦) ବୁଧବାର ନିଜ ବାଇକ ଯୋଗେ ବଡ଼ନେଉଳିରୁ ଖୁଦପଶି ଯାଉଥିବା ବେଳେ ଅନ୍ୟ ଏକ ବାଇକ ସହ ଧକ୍କା…

ବଳାତ୍କାର ଉଦ୍ୟମ କରି ବନ୍ଧା ହେଲେ ଯୁବକ

କୋକସରା,୧୮।୮(ଡି.ଏନ୍‌.ଏ.): ଜଣେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗରେ କଳାହାଣ୍ଡି ଜିଲା କୋକସରା ପୋଲିସ ଜୟନ୍ତପୁର ପଞ୍ଚାୟତ ଅଞ୍ଚଳର ଜଣେ ଯୁବକଙ୍କୁ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ନୀଳକଣ୍ଠ ବାରିକ(୨୭)। ଅଭିଯୋଗ ମୁତାବକ, ଗତ ୧୪ ତାରିଖ…

ବିଜେଡି ସଭାପତିଙ୍କ ନାଁରେ ମେସେଜ କରି ମାଗୁଥିଲେ ଟଙ୍କା, ଦେଲେ ଏତଲା

ଫୁଲବାଣୀ ଅଫିସ, ୧୮।୮: କନ୍ଧମାଳ ଜିଲା ବିଜେଡି ସଭାପତି ସରୋଜ କର୍ଣ୍ଣଙ୍କ ନାମରେ ହ୍ବାଟସ ଆପ୍‌ରେ ମେସେଜ କରି କେହି ଜଣେ ବ୍ୟକ୍ତି ଟଙ୍କା ମାଗୁଛନ୍ତି। ଏ ନେଇ କର୍ଣ୍ଣ ଫୁଲବାଣୀ ସାଇବର ଥାନାରେ ଏତଲା ଦେଇଛନ୍ତି । କର୍ଣ୍ଣଙ୍କ କହିବା…

ଦୋକାନୀଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ

ବଡ଼ଗାଁ,୧୮ା୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଗଙ୍ଗାଜଳ ନିକଟ ସ୍କାନଷ୍ଟିଲ କାରଖାନା ସମ୍ମୁଖ ୧୦ନଂ. ରାଜ୍ୟ ରାଜପଥ ପାର୍ଶରେ ଥିବା ଏକ ଟାୟାର ମରାମତି ଦୋକାନୀଙ୍କୁ ବନ୍ଧୁକ ଓ ଛୁରି ଦେଖାଇ ଦୁର୍ବୃତ୍ତମାନେ ୨୦ହଜାର ଟଙ୍କା ଲୁଟ ନେଇଛନ୍ତି। ଏନେଇ ଦୋକାନୀ…

ରାଜ୍ୟରୁ ୫୦୨ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ୫୦୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୩,୧୨,୪୪୯ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ଗୁରୁବାର ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ…

ମାଟି ଅତଡା ଖସି ଚାଲିଗଲା ୨ ଜୀବନ

କୋରାପୁଟ,୧୮।୮(ସ୍ବ.ପ୍ର.): କୋରାପୁଟ ଜିଲା ବୈପାରୀଗୁଡା ଗୁପ୍ତେଶ୍ୱର ମାଳିପଦର ଜଙ୍ଗଲରେ ଗୁରୁବାର ଏକ ଅଘଟଣ ଘଟିଛି। ମାଟି ଅତଡା ଖସି ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ କରିବା ପାଇଁ ମଙ୍ଗଳବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri