ବନ୍ୟା ଆଣିଛି ବିପତ୍ତି: ସାପ କାମୁଡ଼ା, ନଦୀରେ ଭାସି ଚାଲିଗଲା ୨ ଜୀବନ
ଭଞ୍ଜନଗର,୧୮।୮(ଡି.ଏନ୍.ଏ.): ରାଜ୍ୟରେ ବନ୍ୟା ସ୍ଥିତି ସଙ୍ଗିନ ହୋଇଛି। ବହୁ ଲୋକେ ପାଣି ଘେରର ଥିବା ବେଳେ ଜନବନ୍ଦି ହୋଇ ରହିଛନ୍ତି। ଏଭଳିସ୍ଥିତିରେ ମଣିଷ ଏବଂ ଗୃହପାଳିତ ପ୍ରାଣୀଙ୍କ ପାଇଁ ସାପ ଭୟ ଘାରିଛି। ଏହି ସମୟରେ ଗଞ୍ଜାମ ଜିଲାରୁ ଗୁରୁବାର ଆସିଛି…
ପୁଣି ବନ୍ଦ ହେଲା ହୀରାକୁଦର ୪ ଗେଟ୍
ସମ୍ବଲପୁର, ୧୮।୮(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରରେ ଖୋଲାଯାଇଥିବା ୪୦ଟି ଗେଟ୍ ମଧ୍ୟରୁ ଗୁରୁବାର ୮ଟି ଗେଟ୍ ବନ୍ଦ ହୋଇଥିବା ବେଳେ ପୁଣି ଆଉ ୪ଟି ଗେଟ୍କୁ ବନ୍ଦ କରିଦିଆଯାଇଛି। ବର୍ତ୍ତମାନ ୨୮ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି। ଉପରମୁଣ୍ଡରେ ପ୍ରବଳ ବର୍ଷା…
ପାର୍ଥ ଚାଟାର୍ଜୀ, ଅର୍ପିତା ମୁଖାର୍ଜୀଙ୍କୁ ମିଳୁନି ଆଶ୍ୱସ୍ତି, ୩୧ ଅଗଷ୍ଟ ପର୍ଯ୍ୟନ୍ତ ରହିବେ ନ୍ୟାୟିକ ହେପାଜତରେ
କୋଲକାତା,୧୮ ।୮: ପଶ୍ଚିମବଙ୍ଗରେ ଶିକ୍ଷକ ଭର୍ତ୍ତି ଘୋଟାଲା ମାମଲାର ଯାଞ୍ଚ ଏବେବି ଜାରି ରହିଛି । ଏହି ମାମଲାରେ ଫସିଥିବା ପଶ୍ଚିମବଙ୍ଗର ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀ ଓ ତାଙ୍କ ସମ୍ପର୍କୀୟା ଅର୍ପିତା ମୁଖାର୍ଜୀଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳୁନହିଁ । ଉଭୟଙ୍କ…
ବଲିଉଡରେ ବୟକଟ୍ ଟ୍ରେଣ୍ଡ୍: ଏବେ ଟାର୍ଗେଟ୍ରେ ସଲମାନ,ଶାହାରୁଖଙ୍କ ଫିଲ୍ମ
ବଲିଉଡରେ ଏବେ ବୟକଟ୍ ଟ୍ରେଣ୍ଡ୍ ଚାଲୁଛି। ନିକଟରେ ଆମିର ଖାନ୍ଙ୍କ ଫିଲ୍ମ ‘ଲାଲ୍ ସିଂ ଚଢା’କୁ ନେଇ ସୋସିଆଲ ମିଡିଆରେ ବୟକଟ୍ ଟ୍ରେଣ୍ଡ୍ ହେଉଥିଲା। ବର୍ତ୍ତମାନ ଶାହରୁଖ ଖାନ୍ଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ଟାଇଗର-୩ ବିବାଦ ଘେରକୁ ଆସିଛି। ଯାହାକୁ ନେଇ…
ବନ୍ୟାରେ ୭ ପଞ୍ଚାୟତ ପ୍ରଭାବିତ: ୩ ଦିନ ରନ୍ଧାଖାଦ୍ୟ ଯୋଗାଇବାକୁ ବିଧାୟକଙ୍କ ପରାମର୍ଶ
ନିଶ୍ଚିନ୍ତକୋଇଲି,୧୮ା୮(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ସମ୍ମିଳନୀ କକ୍ଷରେ କଟକ ସଦର ବିଧାୟକ ଚନ୍ଦ୍ରସାରଥୀ ବେହେରା ଗୁରୁବାର ବନ୍ୟା ସମ୍ପର୍କିତ ସମୀକ୍ଷା ବୈଠକ କରିଥିଲେ। ଏହି ବୈଠକରେ ବିଡିଓ, ଏବିଡିଓ, ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ସମେତ ବିଭିନ୍ନ ବିଭାଗର କର୍ମଚାରୀ ଯୋଗ…
ଚହଲ-ଧନଶ୍ରୀଙ୍କ ସମ୍ପର୍କରେ ଫାଟ! ସ୍ବାମୀଙ୍କ ସରନେମ୍ ହଟାଇବା ପରେ ଏବେ ଲେଖିଲେ…
ନୂଆଦିଲ୍ଲୀ,୧୮।୮: ଭାରତୀୟ ସ୍ପିନର ୟୁଜବେନ୍ଦ୍ର ଚହଲ ଏବଂ ତାଙ୍କ ସ୍ତ୍ରୀ ତଥା କୋରିଓଗ୍ରାଫର ଧନଶ୍ରୀ ବର୍ମାଙ୍କ ମଧ୍ୟରେ ମନୋମାଳିନ୍ୟ ହୋଇଥିବା ନେଇ ବେଶ୍ ଚର୍ଚ୍ଚା ହେଉଛି। ଧନଶ୍ରୀ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ତାଙ୍କ ନାମରୁ ଚହଲ ସରନେମ୍କୁ ହଟାଇ ଦେଇଛନ୍ତି। ଏଥିସହିତ…
୧୭ ବର୍ଷ ମଧ୍ୟରେ କଲେଣି ୬ ଥର ବିବାହ, ଏମିତି କାହାଣୀ ଶୁଣି ପୋଲିସ ଆଶ୍ଚର୍ଯ୍ୟ
ପାଟନା, ୧୮ା୮: ଫିଲ୍ମରେ ଅଭିନେତା ଅନେକ ମହିଳାଙ୍କୁ ବିବାହ କରୁଥିବା ଦେଖିଥିବେ। ମାତ୍ର ବାସ୍ତବରେ ଏମିତି ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ବ୍ୟକ୍ତି ଏକ କିମ୍ବା ଦୁଇ ନୁହେଁ, ୬ ଥର ବିବାହ କରିଛନ୍ତି। ଏହି ବ୍ୟକ୍ତି ୨୦୦୫ରେ…
‘ରାଜ୍ୟର ବିକାଶରେ ଶିଳ୍ପର ବିକାଶ ଆବଶ୍ୟକ’
ଝାରସୁଗୁଡ଼ା ଅଫିସ,୧୮।୮: ରାଜ୍ୟରେ ଶିଳ୍ପର ବିକାଶ ପାଇଁ ପ୍ରଚୁର ସମ୍ଭାବନା ରହିଛି। ରାଜ୍ୟର ଅର୍ଥନୀତିକୁ ଆଗେଇ ନେବାକୁ ହେଲେ ଶିଳ୍ପାୟନ ଉପରେ ଗୁରୁତ୍ୱ ଦେବାକୁ ପଡିବ। ଏନେଇ ଶିଳ୍ପପତିମାନେ ସଚେତନ ହେବା ସହ ସମ୍ବେଦନଶୀଳ ହେବାର ଆବଶ୍ୟକତା ରହିଛି। ଅନ୍ୟପକ୍ଷେ ଜନସାଧାରଣଙ୍କ…
ବନ୍ଦ ହେଲା ହୀରାକୁଦ ଡ୍ୟାମ୍ର ୮ ଗେଟ୍
ସମ୍ବଲପୁର, ୧୮।୮(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରରେ ଖୋଲାଯାଇଥିବା ୪୦ଟି ଗେଟ୍ ମଧ୍ୟରୁ ଗୁରୁବାର ଆଉ ୮ଟି ଗେଟ୍କୁ ବନ୍ଦ କରି ଦିଆଯାଇଛି। ବର୍ତ୍ତମାନ ୩୨ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଥିବା ଜଣାପଡିଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଅଧିକ ଗେଟ୍ ଖୋଲାଯାଇଥିଲା।…
୧୦ ସନ୍ତାନ ଜନ୍ମ ଦେଲେ ମହିଳାଙ୍କୁ ମିଳିବ ମୋଟା ଅଙ୍କର ଟଙ୍କା
ମସ୍କୋ,୧୮।୮: କୋଭିଡ ମହାମାରୀ ଏବଂ ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ସୃଷ୍ଟି ହୋଇଥିବା ଦେଶର ଜନସଂଖ୍ୟା ସଙ୍କଟକୁ ପୁନଃସ୍ଥାପିତ କରିବା ଉଦ୍ଦେଶ୍ୟରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଅଫର୍ ଘୋଷଣା କରିଛନ୍ତି। ୧୦ କିମ୍ବା ଅଧିକ ସନ୍ତାନ ଜନ୍ମ କଲେ ମହିଳାମାନଙ୍କୁ…
ସମ୍ପର୍କ ରଖିବାକୁ ମନା କରିବାରୁ ସ୍ତ୍ରୀଙ୍କ ଗଳା କାଟି ହତ୍ୟା କଲେ ସ୍ବାମୀ
ବେଙ୍ଗାଲୁରୁ,୧୮।୮: ଶାରିରୀକ ସମ୍ପର୍କ ରଖିବାକୁ ମନା କରିବାରୁ ସ୍ତ୍ରୀଙ୍କୁ ହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି। ପରେ ମୃତ୍ୟୁ ଖବରକୁ ଲୁଚାଇବା ପାଇଁ ପୋଲିସକୁ ସ୍ତ୍ରୀ ନିଖୋଜ ହୋଇଯାଇଥିବା ଅଭିଯୋଗ କରିଥିଲେ। ଏକ ରିପୋର୍ଟ ଅନୁଯାୟୀ, ବେଙ୍ଗାଲୁରୁରେ ରହୁଥିବା ବିହାରର ଜଣେ…
ମେଡିକାଲ ଛାତରୁ ଖସିଲା ପ୍ଲାଷ୍ଟର, ଅଳ୍ପକେ ବର୍ତ୍ତିଲେ ରୋଗୀ
ଆରଡ଼ି,୧୮ା୮(ଡି.ଏନ୍.ଏ.): ଭଦ୍ରକ ଜିଲା ଆରଡି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ରୋଗୀ ଦେଖା ଗୃହ ଛାତରୁ ଗୁରୁବାର ପ୍ଲାଷ୍ଟର ଖସିପଡ଼ିଛି। ସୌଭାଗ୍ୟବଶତଃ ଏଠାରେ ବସିଥିବା ରୋଗୀମାନଙ୍କ ପାଖରେ ପଡ଼ିଥିଲା। ଫଳରେ କୌଣସି ରୋଗୀ ଆହତ ହୋଇନାହାନ୍ତି। ଜିଲାର ପର୍ଯ୍ୟଟନ କେନ୍ଦ୍ର ତଥା ଆଖଣ୍ଡଳମଣିଙ୍କ ପୀଠ…
Archives


