Home Left

ଚାକରାଣୀ ସାଜି ୧୦୦ ଘରୁ କଲେ ଚୋରି, ଦିଲ୍ଲୀରେ କିଣିଲେ ଫ୍ଲାଟ୍‌

ଗାଜିଆବାଦ୍‌,୧୮।୮: ଗାଜିଆବାଦ୍‌ର ଇନ୍ଦିରାପୁରମରେ ଏକ ରୋଚକ ଘଟଣା ଘଟିଛି। ଚାକରାଣୀ ସାଜି ଜଣେ ମହିଳା ୧୦୦ରୁ ଅଧିକ ଘରେ ଚୋରି କରି ଦିଲ୍ଲୀରେ ଫ୍ଲାଟ କିଣିଛନ୍ତି। ପୋଲିସ ସମ୍ପୃକ୍ତ ମହିଳାଙ୍କୁ ଗିରଫ କରିଛି। ମହିଳା ଜଣଙ୍କ ଆନ୍ତଃରାଜ୍ୟ ଗ୍ୟାଙ୍ଗର ସଦସ୍ୟ ପୁନମ…

ଟସ୍‌ ଜିତିଲା ଭାରତ

ହରାରେ,୧୮।୮: ଭାରତ ଏବଂ ଜିମ୍ବାୱେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ ଆଜି ହରାରେଠାରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଏହି ସିରିଜରେ ଲୋକେଶ ରାହୁଲ ଭାରତୀୟ ଦଳର…

୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଜାଲ, ଡଙ୍ଗା ଜାଳିଦେଲେ ଦୁର୍ବୃତ୍ତ

ନିରାକାରପୁର,୧୮ା୮(ଡି.ଏନ୍‌.ଏ.): କାଳୁପଡ଼ା ଘାଟ ଅନ୍ତର୍ଗତ ଜରିପଡ଼ା ଜଗନ୍ନାଥପୁର ଘାଟରେ ଗୁରୁବାର ଡଙ୍ଗା ଏବଂ ଜାଲ ପୋଡ଼ିଦେଇଛନ୍ତି କେହି ଦୁର୍ବୃତ୍ତ। ଫଳରେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଜାଲ ଏବଂ ଡଙ୍ଗା ନଷ୍ଟ ହୋଇଛି। ଘଟଣାସ୍ଥଳରେ ପୋଲିସ କିମ୍ବା ନିଆଁକୁ ଆୟତ୍ତ କରିବା…

ରାଜ୍ୟର ଲୋକଙ୍କୁ ଶକ୍ତିହୀନ କରିବାକୁ କରାଯାଉଛି ପ୍ରୟାସ: ମେହେବୁବା

ଜମ୍ମୁ,୧୮ ।୮: ଚଳିତ ବର୍ଷ ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ହେବ ବୋଲି ଅନୁମାନ କରାଯାଉଛି । ଏହାକୁ ଦୃଷ୍ଟିରେ ରଖି ନିର୍ବାଚନ କମିଶନ ଏକ ବଡ ଘୋଷଣା କରିଛନ୍ତି । ନିର୍ବାଚନ କମିଶନ କହିଛନ୍ତି, ରାଜ୍ୟରେ ରହୁଥିବା ରାଜ୍ୟ ବାହାର ଲୋକେ…

ନୂଆ କୃଷି ମନ୍ତ୍ରୀଙ୍କ ନାଁରେ ଦୁର୍ନୀତି ଅଭିଯୋଗ

ପାଟନା,୧୮।୮: ବିହାରରେ କ୍ୟାବିନେଟର ସମ୍ପ୍ରସାରଣ ପରେ ଆରୋପ-ପ୍ରତ୍ୟାରୋପ ଆରମ୍ଭ ହୋଇଛି। ନୂତନ ଆଇନ ମନ୍ତ୍ରୀ ତଥା ଆରଜେଡି ନେତା କାର୍ତ୍ତିକେୟ ସିଂଙ୍କ ପରେ ଏବେ ନୂତନ କୃଷି ମନ୍ତ୍ରୀ ସୁଧାକର ସିଂଙ୍କ ନାଁରେ ଦୁର୍ନୀତି ଅଭିଯୋଗ ଆଣିଛି ବିରୋଧୀ ଭାଜପା। ଆରଜେଡି…

କିଆରାଙ୍କ ନମ୍ବରକୁ ଏହି ନାଁରେ ସେଭ୍‌ କରିଛନ୍ତି ସିଦ୍ଧାର୍ଥ

ବଲିଉଡ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରା ଏବେ ଅଭିନେତ୍ରୀ କିଆରା ଆଡଭାନୀଙ୍କ ପ୍ରେମରେ ପଡିଛନ୍ତି। ବିଭିନ୍ନ ପାର୍ଟି ଉଭୟଙ୍କୁ ଏକାଠି ଦେଖିବାକୁ ମିଳେ । ଏ ଦୁହିଁଙ୍କ ପ୍ରେମ ସମ୍ପର୍କକୁ ନେଇ ଏବେ ବି-ଟାଉନରେ ଚର୍ଚ୍ଚା ଜୋର ଧରିଛି। ତେବେ ମିଡିଆ ଆଗରେ…

ପାଣିକୁଣ୍ଡରେ ପଡ଼ି ଶିଶୁର ଜୀବନଗଲା

ବାଲେଶ୍ୱର ଅଫିସ,୧୮ା୮: ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧିନସ୍ଥ ବେଗୁନିଆ ଗ୍ରାମର ଗୋବିନ୍ଦ ସିଂଙ୍କ ୪ ବର୍ଷର ଶିଶୁପୁତ୍ର ଖେଳୁଥିବା ବେଳେ ଘର ଆଗରେ ଥିବା ପାଣି କୁଣ୍ଡରେ ପଡ଼ିଯାଇଥିଲେ। କିଛି ସମୟ ପରେ ପରିବାର ଲୋକେ ଦେଖି ଶିଶୁପୁତ୍ରଙ୍କୁ ନୀଳଗିରି…

କମୁଛି ପାଣି, ବଢୁଛି ଦୁର୍ଦ୍ଦଶା

ଯାଜପୁର ଅଫିସ,୧୮।୮: ବୈତରଣୀ ନଦୀର ଶାଖା କାଣୀ ନଦୀର ବ୍ରହ୍ମଚାରୀପାଟଣା ଗ୍ରାମଠାରେ ସୋମବାର ୧୦୦ ଫୁଟ୍‌ର ଘାଇ ସୃଷ୍ଟି ହେବା ଫଳରେ ଅଦ୍ୟାବଧି ଦଶରଥପୁର ବ୍ଲକ ଅଧୀନ ୧୧ ପଞ୍ଚାୟତର ୩୩ ଗ୍ରାମର ୧୩,୬୬୫ ଲୋକ ପ୍ରଭାବିତ ହୋଇଛନ୍ତି। ତେବେ ବୁଧବାର…

ଅଲକାଏଦାର ୨ ସନ୍ଦିଗ୍ଧ ସଦସ୍ୟ ଗିରଫ

କୋଲକାତା,୧୮।୮: ପଶ୍ଚିମବଙ୍ଗ ଏସଟିଏଫ ଉତ୍ତର ୨୪ ପରଗାନା ଜିଲାର ସାସନର ଖରିବରୀ ଅଞ୍ଚଳରୁ ଆତଙ୍କବାଦୀ ସଂଗଠନ ଅଲକାଏଦାର ଦୁଇଜଣ ସନ୍ଦିଗ୍ଧ ସଦସ୍ୟଙ୍କୁ ଗିରଫ କରିଛି ପୋଲିସ। ସେମାନଙ୍କଠାରୁ କିଛି ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି। ସାସନ ପୋଲିସ ଷ୍ଟେଶନ ଅନ୍ତର୍ଗତ ଖରିବରୀ…

ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୮ା୮(ବ୍ୟୁରୋ): ରାଜ୍ୟରେ ପ୍ରତିଦିନ କାହାର ନା କାହାର ଜୀବନ ନେଉଛି କରୋନା। ଗୁରୁବାର ଆଉ ଜଣଙ୍କ ଜୀବନ ନେଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଜିଲାର ୭୧ ବର୍ଷୀୟ ଜଣେ…

ବାହୁବଳୀ ନେତା ମୁଖତାର୍‌ ଅନସାରୀଙ୍କ ଘରେ ଇଡି ଚଢାଉ

ଲକ୍ଷ୍ନୌ,୧୮।୮: ଉତ୍ତରପ୍ରଦେଶର ବାହୁବଳୀ ନେତା ମୁଖତାର୍‌ ଅନସାରୀଙ୍କ ଘରେ ଇଡି ଚଢାଉ କରିଛି। ମୁଖତାରଙ୍କ ଗାଜିପୁରର ମହମ୍ମଦାବାଦସ୍ଥିତ ବାସଭବନ ଏବଂ ତାଙ୍କୁ ସହଯୋଗୀ, ପରିବାର ସଦସ୍ୟଙ୍କ ଦିଲ୍ଲୀ ଏବଂ ଉତ୍ତରପ୍ରଦେଶରସ୍ଥିତ ବାସଭବନ ସମେତ ମୋଟ ୧୧ଟି ସ୍ଥାନରେ ଇଡିର ଚଢାଉ କାର୍ଯ୍ୟ…

ଏହି କାରଣରୁ ବିକି-କ୍ୟାଟ୍ରିନାଙ୍କ ମଧ୍ୟରେ ହୁଏ ଝଗଡ଼ା

ଅଭିନେତା ବିକି କୌଶଲ ଏବଂ କ୍ୟାଟ୍ରିନା କୈଫ୍‌ ବଲିଉଡ୍‌ର ପାଓ୍ବାରଫୁଲ୍‌ କପଲ୍‌ ଭାବେ ଜଣାଶୁଣା। ବିବାହ ପରେ ଦୁହେଁ ଏବେ ନିଜ ନିଜ ଫିଲ୍ମ ଶୁଟିଂରେ ବ୍ୟସ୍ତ ଅଛନ୍ତି। ନିକଟରେ ବିକି କରଣ ଜୋହରଙ୍କ ଚ୍ୟାଟ୍‌ ଶୋ’ ‘କଫି ୱିଥ କରନ-୭’ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri