Home Left

ପୁଣି ଡାକ୍ତରଖାନା ଛାତରୁ ଡେଇଁଲେ ରୋଗୀ, ଚାଲିଗଲା ଜୀବନ

ଢେଙ୍କାନାଳ ଅଫିସ,୧୮ା୮: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ପୁଣି ଅଘଟଣ। ଗୁରୁବାର ଭୋର୍‌ ସମୟରେ ଦୁର୍ଯ୍ୟୋଧନ ନାୟକ (୫୦) ନାମକ ଜଣେ ରୋଗୀ ଜିଲା ମୁଖ୍ୟ ଚିକିତ୍ସାଳୟର ୪ ମହଲାରୁ ଡେଇଁ ମୃତ୍ୟୁବରଣ କରିଛନ୍ତି। ଚିକିତ୍ସାରେ ଅବହେଳା ଓ ସୁରକ୍ଷା ଅଭାବରୁ…

ଆଜି ରାଜ୍ୟରୁ ୪୮୨ ପଜିଟିଭ୍‌ ଚିହ୍ନଟ, ୧୩,୨୪,୦୬୯ରେ ପହଞ୍ଚିଲାଣି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୮ା୮(ବ୍ୟୁରୋ): ରାଜ୍ୟରୁ ଗୁରୁବାର ୪୮୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୪,୦୬୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୮୩ ଜଣ ଚିହ୍ନଟ ହୋଇଥିବା…

ଏକୁଟିଆ ଅନୁଭବ କରୁଛନ୍ତି କୋହଲି

ନୂଆଦିଲ୍ଲୀ,୧୮।୮: ଭାରତୀୟ କ୍ରିକେଟ ଦଳର କିମ୍ବଦନ୍ତୀ ବିରାଟ କୋହଲି ପଡ଼ିଆକୁ ଫେରିବାକୁ ପ୍ରସ୍ତୁତ ଅଛନ୍ତି। ସେ ଇଂଲଣ୍ଡ ଗସ୍ତ ପରେ ବିଶ୍ରାମ ନେଇଥିଲେ। କୋହଲି ନିଜର ଖରାପ ଫର୍ମ ପାଇଁ ବାରମ୍ବାର ସମାଲୋଚନାର ଶିକାର ହେଉଛନ୍ତି। କିନ୍ତୁ ବର୍ତ୍ତମାନ ତାଙ୍କ ପ୍ରତ୍ୟାବର୍ତ୍ତନ…

ଆଜି ଭାରତ-ଜିମ୍ବାୱେ ପ୍ରଥମ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ହରାରେ,୧୮।୮: ଭାରତ ଏବଂ ଜିମ୍ବାୱେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ ଆଜି ହରାରେଠାରେ ଖେଲାଯିବ। ଏହି ସିରିଜରେ ଲୋକେଶ ରାହୁଲ ଭାରତୀୟ ଦଳର ଅଧିନାୟକ ଅଛନ୍ତି। ଦୀର୍ଘ ଦିନ ପରେ ରାହୁଲ ଆହତରୁ ଦଳକୁ ଫେରିଛନ୍ତି।…

ଜଳବନ୍ଦୀଙ୍କୁ ଘାରୁଛି ସାପ ଭୟ

ଭୁବନେଶ୍ୱର,୧୮।୮(ବ୍ୟୁରୋ) : ଏବେ ଓଡ଼ିଶାର ଉତ୍ତର ଓ ଉପକୂଳ ଜିଲାଗୁଡିକରେ ବନ୍ୟା ବିତ୍ପାତ ଦେଖାଦେଇଛି। ବହୁ ଗାଁ ପାଣି ଘେରରେ ଥିବାବେଳେ ଲୋକେ ଜଳବନ୍ଦୀ ହୋଇ ରହିଛନ୍ତି। ବିପନ୍ନ ମଣିଷ ଓ ଗୃହପାଳିତ ପ୍ରାଣୀଙ୍କ ପାଇଁ ଖାଦ୍ୟ ଓ ପାନୀୟ ସମସ୍ୟା…

ଜମ୍ମୁ-କଶ୍ମୀରରେ ରହୁଥିବା ରାଜ୍ୟ ବାହାରର ଲୋକେ ବି ଦେଇପାରିବେ ଭୋଟ

ଜମ୍ମୁ,୧୮ ।୮: ଜମ୍ମୁ-କଶ୍ମୀରରେ ଚଳିତ ବର୍ଷ ବିଧାନସଭା ନିର୍ବାଚନ ହେବା ଅନୁମାନ କରାଯାଉଛି । ଏହା ପୂର୍ବରୁ ନିର୍ବାଚନ କମିଶନ ଏକ ବଡ ଘୋଷଣା କରିଛନ୍ତି । ନିର୍ବାଚନ ଅଧିକାରୀ ହୃଦେଶ କୁମାର କହିଛନ୍ତି ଯେଉଁମାନେ ବାହାର ରାଜ୍ୟର ଲୋକ କଶ୍ମୀରରେ…

ଆଜି ରାତିରୁ ଲଘୁଚାପ ବର୍ଷା

ଭୁବନେଶ୍ୱର,୧୮ା୮(ବ୍ୟୁରୋ): ଗାଁରେ ବନ୍ୟା ପାଣି ଲହଡ଼ି ମାରୁଛି । ବନ୍ୟା ପ୍ରପୀଡ଼ିତଙ୍କ ଦୁର୍ଦ୍ଦଶା ଯାଇ ନ ଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ଦକ୍ଷିଣ ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଭୂପୃଷ୍ଠରୁ ୫.୮ କି.ମି. ଉପରେ ଏକ ଘୂର୍ଣ୍ଣିବଳୟ…

ନିଦ ହଜାଇଛି ଘାଇ

ଭୁବନେଶ୍ୱର,୧୮ା୮(ବ୍ୟୁରୋ): ରାଜ୍ୟରେ ବନ୍ୟା ସ୍ଥିତି ସଙ୍ଗିନ ହୋଇଛି। କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ନୟାଗଡ଼, ଖୋର୍ଦ୍ଧା ଏବଂ ପୁରୀ ଜିଲାରେ ପରିସ୍ଥିତି ଗମ୍ଭୀର ରହିଛି। ଆସନ୍ତା ୩ରୁ ୪ ଦିନ ବନ୍ୟା ପରିସ୍ଥିତି ଜଟିଳ ରହିବ ବୋଲି ଜଳ ସମ୍ପଦ ବିଭାଗ…

ଭାଜପା ନେତା ଶାହନବାଜ ହୁସେନଙ୍କ ବିରୋଧରେ ହେବ ବଳାତ୍କାର ମାମଲା

ନୂଆଦିଲ୍ଲୀ,୧୮ ।୮: କେନ୍ଦ୍ର ଓ ବିହାର ସରକାରରେ ମନ୍ତ୍ରୀ ଥିବା ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଶାହନବାଜ ହୁସେନଙ୍କୁ ବଡ ଝଟ୍‌କା ଲାଗିଛି । ତାଙ୍କ ବିରୋଧରେ ବଳାତ୍କାର ମାମଲା ରୁଜୁ କରାଯିବ । ଦିଲ୍ଲୀ ହାଇକୋର୍ଟ ଏକ ପୁରୁଣା ମାମଲାରେ…

ମଙ୍କିପକ୍ସ ସଂକ୍ରମିତଙ୍କ ସମ୍ପର୍କରେ ଆସି କୁୁକୁର ସଂକ୍ରମିତ!

ପ୍ୟାରିସ,୧୮ ।୮: ସାରା ବିଶ୍ୱରେ ମଙ୍କିପକ୍ସ ସଂକ୍ରମଣ ବେଳକୁ ବେଳ ବଢିବାରେ ଲାଗିଛି । ଇତିମଧ୍ୟରେ ମଙ୍କିପକ୍ସକୁ ନେଇ ଏକ ଆଶ୍ଚର୍ଯ୍ୟ କଲାଭଳି ଖବର ସାମ୍ନାକୁ ଆସିଛି । ଫ୍ରାନ୍ସର ପ୍ୟାରିସରେ ମଣିଷଠାରୁ ଏକ କୁକୁରକୁ ମଙ୍କିପକ୍ସ ସଂକ୍ରମଣ ହୋଇଛି ।…

ଏନ୍‌ଆର୍‌ଆଇଙ୍କୁ ମତଦାନ ଅଧିକାର: କେନ୍ଦ୍ରକୁ ରିପୋର୍ଟ ତଲବ

ନୂଆଦିଲ୍ଲୀ,୧୮ା୮: ବିଦେଶରେ ରହୁଥିବା ଭାରତୀୟ (ଏନ୍‌ଆର୍‌ଆଇ)ମାନଙ୍କୁ ଦେଶରେ ମତଦାନ ଅଧିକାର ଦେବା ପାଇଁ ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଖଲ ହୋଇଛି। ସିଜେଆଇ ଏନ୍‌.ଭି. ରମନାଙ୍କ ଅଧ୍ୟକ୍ଷତାରେ ଗଠିତ ୩ ଜଣିଆ ଖଣ୍ଡପୀଠ ବୁଧବାର ଏହାର ଶୁଣାଣି କରି କେନ୍ଦ୍ର…

ଟ୍ରମ୍ପ୍‌ଙ୍କ ଚ୍ୟାଲେଞ୍ଜର ହେବେ ଲିଜ୍‌

ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ହ୍ବାଇଟ୍‌ ହାଉସ୍‌କୁ ଦୂରେଇ ରଖିବା ପାଇଁ ସବୁ ପ୍ରକାର ଉଦ୍ୟମ ଚଳାଇବେ ବୋଲି ରିପବ୍ଳିକାନ୍‌ ରିପ୍ରେଜେଣ୍ଟେଟିଭ୍‌ ଲିଜ୍‌ ଚେନି ପଣ କରିଛନ୍ତି। ଟ୍ରମ୍ପ୍‌ଙ୍କ ସମର୍ଥତ୍ତ ପ୍ରାଇମେରି ଚ୍ୟାଲେଞ୍ଜର ହ୍ୟାରିଏଟ୍‌ ହେଗ୍‌ମ୍ୟାନଙ୍କଠାରୁ ହାରିଯିବା ପରେ ଚେନି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri