Home Left

ଘରୁ ମିଳିଲା ୬ ଜଣଙ୍କ ମୃତଦେହ

ଶ୍ରୀନଗର,୧୭।୮: ଜମ୍ମୁର ସିନ୍ଧ୍ରା ଅଞ୍ଚଳରେ ବୁଧବାର ଗୋଟିଏ ପରିବାରର ୬ ଜଣଙ୍କ ମୃତଦେହ ମିଳିଛି। ମୃତକମାନେ ହେଲେ ସାକିନା ବେଗମ, ତାଙ୍କ ଝିଅ ନସିମା ଅଖତର ଏବଂ ରୁବିନା ବାନୋ, ପୁଅ ଜାଫର ସଲିମ ଏବଂ ଦୁଇ ସମ୍ପର୍କୀୟ ନୁର-ଉଲ-ହବିବ ଏବଂ…

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ୨୮୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମୃତକ ଜଣଙ୍କ ହେଉଛନ୍ତି ଭୁବନେଶ୍ୱରର ୭୩…

ସ୍କଟ୍‌ଲାଣ୍ଡରେ ମାଗଣା ସାନିଟାରି ନାପ୍‌କିନ୍‌

ଇଡିନ୍‌ବର୍ଗ: ସ୍କଟଲାଣ୍ଡ ବିଶ୍ୱର ପ୍ରଥମ ଦେଶ ଯେ, ମହିଳାମାନଙ୍କୁ ମାଗଣା ସାନିଟାରି ନାପ୍‌କିନ୍‌ ବାଣ୍ଟିପାକୁ ଯାଉଛି। ପାର୍ଲାମେଣ୍ଟରେ ଏ ନେଇ ବିଲ୍‌ ପାରିତ ହୋଇସାରିଥିବାବେଳେ ସୋମବାରଠାରୁ ଏହା ଦେଶବ୍ୟାପୀ ଲାଗୁ କରାଯାଇଛି। ଫ୍ରି ସାନିଟାରି ନାପ୍‌କିନ୍‌ ବଣ୍ଟନ ନେଇ ସ୍କଟଲାଣ୍ଡ ଫାଷ୍ଟ…

ଏଲିଅନ୍‌ଙ୍କ ରହସ୍ୟ ଖୋଲିବ ୟୁରୋପା

ନୂଆଦିଲ୍ଳୀ: ସୌର ମଣ୍ଡଳର ସବୁଠାରୁ ବୃହତ୍ତମ ଗ୍ରହ ବୃହସ୍ପତିର ବରଫାବୃତ ଚନ୍ଦ୍ର ୟୁରୋପାରୁ ଏଲିଅନ୍‌ମାନଙ୍କ ଖୋଜ୍‌ କରିବାକୁଯାଉଛି ନାସା। ନାସାର ସଦ୍ୟ ଗବେଷଣା ଅନୁସାରେ ୟୁରୋପାରେ ଜୀବନ ନିର୍ବାହର ସୁଯୋଗ ରହିଛି। ବର୍ତ୍ତମାନ ସମୟରେ ଏଲିଅନ୍‌ମାନଙ୍କ ଅବସ୍ଥିତି ବିଷୟରେ ତଥ୍ୟ ସଂଗ୍ରହ…

ତେଲେଙ୍ଗିରି ୧, ମାଛକୁଣ୍ଡ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୧୭।୮(ସ୍ବ.ପ୍ର.): ସୋମବାର କୋରାପୁଟ ଜିଲାରେ ୧୪୬୭.୨ ମିମି ବର୍ଷା ହୋଇଥିବାବେଳେ ଜିଲାର କୋଟପାଡ ବ୍ଲକରେ ସର୍ବାଧିକ ୨୯୩ ମିମି ବର୍ଷା ହୋଇଛି। ପ୍ରଥମ କରି ଜିଲାର ତେଲେଙ୍ଗିରି ପ୍ରକଳ୍ପର ପ୍ରଥମ ଗୋଟିଏ ଗେଟ ଖୋଲାଯାଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ କୁହାଯାଇଛି…

ଜୁଲାଇରେ ପାଇକାରୀ ମୁଦ୍ରାସ୍ଫୀତି ୧୩.୯୩%କୁ ହ୍ରାସ

ନୂଆଦିଲ୍ଲୀ,୧୭।୮: ଚଳିତ ବର୍ଷ ଜୁଲାଇ ପାଇଁ ଭାରତର ହୋଲ୍‌ସେଲ ମୁଦ୍ରାସ୍ଫୀତି କ୍ରମାଗତ ଭାବେ ୧୩.୯୩ % କୁ ହ୍ରାସ ପାଇଛି। କାରଣ ଏହି ସମୟରେ ପନିପରିବା, କ୍ଷୀର ଏବଂ ଇନ୍ଧନ ଆଦି ଦର ହ୍ରାସ ଯୋଗୁ ଏଭଳି ହୋଇଥିବା କୁହାଯାଇଛି। କିନ୍ତୁ…

ହମ୍ବନଟୋଟାରେ ଚାଇନା ଜାହାଜ

କଲମ୍ବୋ, ୧୭ା୮: ଭାରତ ପକ୍ଷରୁ ବାରମ୍ବାର ତାଗିଦ୍‌ ଏବଂ ବିରୋଧ ସତ୍ତ୍ୱେ ଶ୍ରୀଲଙ୍କାର ହମ୍ବନଟୋଟା ବନ୍ଦରରେ ଚାଇନା ମିଲିଟାରୀ ସର୍ଭେ ଜାହାଜ ୟୁଆନ୍‌ ଓ୍ବାଙ୍ଗ୍‌-୫ ମଙ୍ଗଳବାର ମୁତୟନ ହୋଇଛି। ପୂର୍ବରୁ ନୂଆଦିଲ୍ଲୀ ପକ୍ଷରୁ ଚାପ ପକାଯିବା ପରେ ଶ୍ରୀଲଙ୍କା ଏହି ଜାହାଜ…

ଆଫଗାନ୍‌ ମହିଳା କେତେ ସ୍ବାଧୀନ

କାବୁଲ,୧୭ା୮: ବର୍ଷକ ତଳେ ଆଫଗାନିସ୍ତାନର ଦୁର୍ଦ୍ଧର୍ଷ ଆତଙ୍କବାଦୀ ସଙ୍ଗଠନ ତାଲିବାନ୍‌ କାବୁଲ ଦଖଲ କରିଥିଲା। ତାଲିବାନୀ ଫାଇଟର୍ସ ପ୍ରେସିଡେନ୍ସିଆଲ ପ୍ୟାଲେସ୍‌କୁ କବ୍‌ଜା କରିବା ପୂର୍ବରୁ ତତ୍କାଳୀନ ରାଷ୍ଟ୍ରପତି ଅଶ୍ରଫ୍‌ ଗନି ଦେଶଛାଡ଼ି ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)କୁ ପଳାୟନ କରିଥିଲେ। ପୂର୍ବ…

ସାତକୋଶିଆକୁ ପର୍ଯ୍ୟଟକ ମନା

ଅନୁଗୋଳ ଅଫିସ,୧୭।୮: ଅନୁଗୋଳ ଜିଲାର ଅନୁଗୋଳ ଓ ଆଠମଲ୍ଲିକ ବ୍ଲକରେ ବନ୍ୟାଜଳ ପ୍ରବେଶ ଯୋଗୁ ଅନେକ ଅଞ୍ଚଳ ଜଳବନ୍ଦୀ ହୋଇପଡ଼ିଛି। ଟିକରପଡାବାସୀ ଜଳବନ୍ଦୀ ହୋଇ ରହିଛନ୍ତି। ତେବେ ଧନଜୀବନ ଯେପରି ନଷ୍ଟ ହେବ ନାହିଁ ସେଥିପାଇଁ ଜିଲା ପ୍ରଶାସନ ତୀକ୍ଷ୍ନ ନଜର…

ଯୁକ୍ତ୨ ନାମଲେଖା ପାଇଁ ଆଜି ପ୍ରକାଶ ପାଇବ ମେରିଟ୍‌ ଲିଷ୍ଟ

କଟକ ଅଫିସ,୧୭।୮: ଯୁକ୍ତ୨ ନାମଲେଖା ପାଇଁ ବୁଧବାର ପ୍ରଥମ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ଅପରାହ୍ନ ୩ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଏହି ତାଲିକା ପ୍ରକାଶ କରାଯିବ। ତେବେ ଯେଉଁ ଛାତ୍ରୀଛାତ୍ରଙ୍କ ନାମ ମେରିଟ୍‌ ଲିଷ୍ଟରେ ଥିବ…

ରାଇକିଆ-ଦାରିଙ୍ଗିବାଡ଼ି ଯୋଗାଯୋଗ ବିଚ୍ଛିନ୍ନ

ରାଇକିଆ,୧୭।୮(ଡି.ଏନ.ଏ): ଗତ ୩ ଦିନ ଲଗାଣ ବର୍ଷାରେ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡବାଡି ପଞ୍ଚାୟତ ମୁରୁଡି କୁପୁଡାଠାରେ ରାଇକିଆ – ଦାରିଙ୍ଗିବାଡିକୁ ସଂଯୋଗ କରୁଥିବା ଅସ୍ଥାୟୀ ପୋଲ ଧୋଇ ହୋଇଯାଇଛି। ଫଳରେ ବାଡାବାଙ୍ଗା, ସିମନବାଡି, ଦାରୀଙ୍ଗିବାଡି, ବ୍ରାହ୍ମଣୀଗାଁ ଅଞ୍ଚଳକୁ ଯାତାୟାତ…

୧୯ରୁ ପ୍ରବଳ ବର୍ଷିବ: ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ଆସନ୍ତା ୧୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହି ଲଘୁଚାପ ପ୍ରଭାବରେ ୧୮ରୁ ପ୍ରବଳ ବର୍ଷା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri