Home Left

ଆଫଗାନ୍‌ ମହିଳା କେତେ ସ୍ବାଧୀନ

କାବୁଲ,୧୭ା୮: ବର୍ଷକ ତଳେ ଆଫଗାନିସ୍ତାନର ଦୁର୍ଦ୍ଧର୍ଷ ଆତଙ୍କବାଦୀ ସଙ୍ଗଠନ ତାଲିବାନ୍‌ କାବୁଲ ଦଖଲ କରିଥିଲା। ତାଲିବାନୀ ଫାଇଟର୍ସ ପ୍ରେସିଡେନ୍ସିଆଲ ପ୍ୟାଲେସ୍‌କୁ କବ୍‌ଜା କରିବା ପୂର୍ବରୁ ତତ୍କାଳୀନ ରାଷ୍ଟ୍ରପତି ଅଶ୍ରଫ୍‌ ଗନି ଦେଶଛାଡ଼ି ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)କୁ ପଳାୟନ କରିଥିଲେ। ପୂର୍ବ…

ସାତକୋଶିଆକୁ ପର୍ଯ୍ୟଟକ ମନା

ଅନୁଗୋଳ ଅଫିସ,୧୭।୮: ଅନୁଗୋଳ ଜିଲାର ଅନୁଗୋଳ ଓ ଆଠମଲ୍ଲିକ ବ୍ଲକରେ ବନ୍ୟାଜଳ ପ୍ରବେଶ ଯୋଗୁ ଅନେକ ଅଞ୍ଚଳ ଜଳବନ୍ଦୀ ହୋଇପଡ଼ିଛି। ଟିକରପଡାବାସୀ ଜଳବନ୍ଦୀ ହୋଇ ରହିଛନ୍ତି। ତେବେ ଧନଜୀବନ ଯେପରି ନଷ୍ଟ ହେବ ନାହିଁ ସେଥିପାଇଁ ଜିଲା ପ୍ରଶାସନ ତୀକ୍ଷ୍ନ ନଜର…

ଯୁକ୍ତ୨ ନାମଲେଖା ପାଇଁ ଆଜି ପ୍ରକାଶ ପାଇବ ମେରିଟ୍‌ ଲିଷ୍ଟ

କଟକ ଅଫିସ,୧୭।୮: ଯୁକ୍ତ୨ ନାମଲେଖା ପାଇଁ ବୁଧବାର ପ୍ରଥମ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ଅପରାହ୍ନ ୩ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଏହି ତାଲିକା ପ୍ରକାଶ କରାଯିବ। ତେବେ ଯେଉଁ ଛାତ୍ରୀଛାତ୍ରଙ୍କ ନାମ ମେରିଟ୍‌ ଲିଷ୍ଟରେ ଥିବ…

ରାଇକିଆ-ଦାରିଙ୍ଗିବାଡ଼ି ଯୋଗାଯୋଗ ବିଚ୍ଛିନ୍ନ

ରାଇକିଆ,୧୭।୮(ଡି.ଏନ.ଏ): ଗତ ୩ ଦିନ ଲଗାଣ ବର୍ଷାରେ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡବାଡି ପଞ୍ଚାୟତ ମୁରୁଡି କୁପୁଡାଠାରେ ରାଇକିଆ – ଦାରିଙ୍ଗିବାଡିକୁ ସଂଯୋଗ କରୁଥିବା ଅସ୍ଥାୟୀ ପୋଲ ଧୋଇ ହୋଇଯାଇଛି। ଫଳରେ ବାଡାବାଙ୍ଗା, ସିମନବାଡି, ଦାରୀଙ୍ଗିବାଡି, ବ୍ରାହ୍ମଣୀଗାଁ ଅଞ୍ଚଳକୁ ଯାତାୟାତ…

୧୯ରୁ ପ୍ରବଳ ବର୍ଷିବ: ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ଆସନ୍ତା ୧୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହି ଲଘୁଚାପ ପ୍ରଭାବରେ ୧୮ରୁ ପ୍ରବଳ ବର୍ଷା…

ପୁଣି ସମୁଦ୍ରରେ ଲୀନହେଲା ୩ ଘର

ଗଞ୍ଜାମ,୧୭।୮(ଡି.ଏନ୍‌.ଏ.): ଲଘୁଚାପ କାରଣରୁ ଅଶାନ୍ତ ସମୁଦ୍ରର ଉଚ୍ଚ ଜୁଆରରେ ଗଞ୍ଜାମ ବ୍ଲକର ପୁରୁଣା ପୋଡ଼ମପେଟା ଗ୍ରାମର ପୁଣି ୩ଟି ଘର ସମୁଦ୍ରରେ ଲୀନ ହୋଇଯାଇଛି। ପ୍ରଶାସନ ପକ୍ଷରୁ ଓଡ଼ିଶା ବିପର୍ଯ୍ୟୟ ଓ ଥଇଥାନ ପ୍ରକଳ୍ପ (ଓଡ଼ିଆରପି) ଯୋଜନାରେ ଘର ମିଳି ନ…

ବିଦ୍ୟାଳୟ ଯିବାକୁ କାଠପୋଲ ଭରସା

ଆର.ଉଦୟଗିରି,୧୭।୮(ଡି.ଏନ.ଏ.): ଛାତ୍ରୀଛାତ୍ରମାନଙ୍କୁ ଗୁଣାମ୍ଭକ ଶିକ୍ଷା ପ୍ରଦାନ କରି ସ୍ମାର୍ଟ କରାଇବା ଉଦ୍ଦେଶ୍ୟରେ ଅନେକ ଯୋଜନା ମଧ୍ୟମରେ ରାଜ୍ୟ ସରକାର ରାଜକୋଷରୁ ବ୍ୟୟ କରୁଛନ୍ତି କୋଟି କୋଟି ଟଙ୍କା। ତଥାପି ସ୍ଥାନୀୟ ବ୍ଲକର ବିଭିନ୍ନ ଅଞ୍ଚଳରେ ସୁଧୁରି ପାରୁନି ଶିକ୍ଷା ବ୍ୟବସ୍ଥା। ବିଦ୍ୟାଳୟ…

୯ ବର୍ଷ ବିତିଲାଣି, ସରୁନି ସେତୁ ନିର୍ମାଣ

ନୀଳଗିରି, ୧୭।୮(ସ୍ବ.ପ୍ର.): ଗ୍ରାମାଞ୍ଚଳ ତଥା ଦୁର୍ଗମ ଅଞ୍ଚଳରେ ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ସରକାର ବିଜୁ ସେତୁ ଯୋଜନାରେ କୋଟି କୋଟି ଟଙ୍କା ମଞ୍ଜୁର କରୁଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ ଠିକାଦାରଙ୍କ ମନମୁଖୀ କାର୍ଯ୍ୟ ଯୋଗୁ ପ୍ରକଳ୍ପ ନିର୍ମାଣର…

ରାତି ଅଧରେ ଏହି ଅଭିନେତ୍ରୀଙ୍କୁ ଫୋନ୍‌ କରନ୍ତି ସଲମାନ

ଅଭିନେତ୍ରୀ ଲାରା ଦତ୍ତ ତାଙ୍କ ଫିଲ୍ମ କ୍ୟାରିୟରରେ ସଲମାନ ଖାନଙ୍କଠାରୁ ଆରମ୍ଭ କରି ଅନେକ ଭେଟେରାନ ଅଭିନେତାଙ୍କ ସହ କାମ କରିଛନ୍ତି । ‘ବେଲ୍ବଟମ’ ଫିଲ୍ମରେ ଶେଷଥର ତାଙ୍କୁ ଦେଖିବାକୁ ମିଳିଥିଲା। ଏକ ସାକ୍ଷାତକାରେ ସେ ସଲମାନ ଖାନଙ୍କ ଅଭ୍ୟାସ ବିଷୟରେ…

ଦେବୀ ନଦୀ ବନ୍ଧ ବିପଦସଙ୍କୁଳ, ଲୋକେ ଆତଙ୍କିତ

ଜଗତ୍‌ସିଂହପୁର ଅଫିସ, ୧୭।୮: ଲଘୁଚାପଜନିତ ଲଗାଣ ବର୍ଷା ପ୍ରଭାବରେ ଜଗତ୍‌ସିଂହପୁର ଜିଲାର ବ୍ୟାପକ ଅଞ୍ଚଳ ଜଳମଗ୍ନ ହୋଇଯାଇଛି। ଏରସମା, ବାଲିକୁଦା ଓ କୁଜଙ୍ଗ ଆଦି ବ୍ଲକର ତଳିଆ ଅଞ୍ଚଳ ବିଶେଷ ଭାବେ ପ୍ରଭାବିତ ହୋଇଛି। କେତୋଟି ଗଁା ଜଳବନ୍ଦୀ ଥିବାବେଳେ ବର୍ଷା…

ଉଛୁଳୁଛି ନଦୀ, ଗ୍ରାମବାସୀ ଆତଙ୍କିତ

ଡେରାବିଶ, ୧୭।୮(ସ୍ବ.ପ୍ର.): ମହାନଦୀରେ ବନ୍ୟାଜଳ ବୃଦ୍ଧି ପାଉଥିବା ବେଳେ ଏହାର ଶାଖାନଦୀ ଡେରାବିଶ ବ୍ଲକ ଅଧୀନ ଲୁଣା ଓ କରାଣ୍ଡିଆରେ ବନ୍ୟାଜଳ ବୃଦ୍ଧି ପାଇବାରେ ଲାଗିଛି। ବ୍ଲକ ଅଧୀନ ବସୁପୁର ପଞ୍ଚାୟତ ଢିଅବସୁପୁର ଗଁାରେ ଉଭୟ ନଦୀର ବନ୍ୟାଜଳ ପ୍ରବେଶ କରିବା…

ଚିତ୍ରୋତ୍ପଳା, ପାଇକା, ଲୁଣାନଦୀରେ ବନ୍ୟା ପରିସ୍ଥିତି

ପାଟକୁରା,୧୭ା୮ (ଡି.ଏନ.ଏ.): ମହାନଦୀରେ ବନ୍ୟା ଯୋଗୁ ଜଳସ୍ତର ବୃଦ୍ଧି ପାଉଥିବାରୁ ଶାଖା ନଦୀ ଚିତ୍ରୋତ୍ପଳା, ପାଇକା, ଲୁଣା ନଦୀରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ଫଳରେ ନଦୀ କୁଳିଆ ଅଧିବାସୀମାନେ ଆତଙ୍କିତ ହୋଇପଡ଼ିଛନ୍ତି। ଚିତ୍ରୋତ୍ପଳା ନଦୀର ଦକ୍ଷିଣ ପାର୍ଶ୍ୱ ଗରଦପୁର ବ୍ଲକର ଭଦାଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri