Home Left

କେତେ ପୂରୁଣା ହେବା ପରେ କିଣିବା ଦରକାର ନୂଆ ଫୋନ? ଜାଣନ୍ତୁ ନିୟମ

ଏକ ନୂତନ ଫୋନ କିଣିବା କ୍ରମଶଃ ମହଙ୍ଗା ହୋଇଗଲାଣି। ତେଣୁ, ଲୋକମାନେ ପୁରୁଣା ଫୋନ ବ୍ୟବହାର କରିବାରେ ଲାଗିପଡ଼ିଛନ୍ତି। କିଛି ଲୋକ ଫ୍ଲାଗସିପ ଫୋନ ବ୍ୟବହାର କରିବାରେ ଅଭ୍ୟସ୍ତ ଏବଂ ପ୍ରତିବର୍ଷ ସେମାନଙ୍କର ଫୋନ ଅପଡେଟ କରନ୍ତି, କିନ୍ତୁ ଅନେକ ଲୋକ…

ପୂର୍ବତନ ଜାପାନୀ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ, ୨୦୨୨ ରେ ବେକରେ ଲାଗିଥିଲା ଗୁଳି

ଟୋକିଓ,୨୧।୧: ପୂର୍ବତନ ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ହତ୍ୟା କରିଥିବା ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ବୁଧବାର ଜାପାନର ଏକ କୋର୍ଟ ଆବେଙ୍କ ହତ୍ୟା ମାମଲାର ବିଚାର ସମୟରେ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସିଞ୍ଜୋ ଆବେଙ୍କୁ ଜାପାନର ସବୁଠାରୁ…

କାହିଁକି ହେଉନାହିଁ IPL 2026 କାର୍ଯ୍ୟସୂଚୀ ଘୋଷଣା? ବିଳମ୍ବର କାରଣ କ’ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ପାଇଁ ଆପାତକାଳୀନ ତାରିଖ ଘୋଷଣା ସତ୍ତ୍ୱେ, ବିସିସିଆଇ ଏପର୍ଯ୍ୟନ୍ତ ମ୍ୟାଚ ସୂଚୀ ଘୋଷଣା କରିନାହିଁ। ବୋର୍ଡ କହିଛି ଯେ ଲିଗ ୨୬ ମାର୍ଚ୍ଚରୁ ମେ ୩୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। କିନ୍ତୁ, ଏବେ…

ରେଳଯାତ୍ରୀଙ୍କ ପାଇଁ ଖୁସିଖବର: ଷ୍ଟେଶନରେ ମିଳୁଛି ଶସ୍ତା ରୁମ୍‌; ଅନଲାଇନ୍‌ରେ ବୁକ୍‌ କରିବାର ପୂରା ପ୍ରକ୍ରିୟା ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ପ୍ରତିଦିନ ସାରା ଭାରତରେ ୨ କୋଟିରୁ ଅଧିକ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତୁ। ଯାତ୍ରୀମାନଙ୍କର ସୁବିଧା ପାଇଁ ରେଳ ଷ୍ଟେଶନରେ ରୁମ୍‌ ଯୋଗାଇ ଦିଆଯାଏ। ଏହାକୁ ରିଟାୟାରିଂ ରୁମ୍‌ (Retiring Room) କୁହାଯାଏ। ଏହି ରୁମ୍‌ଗୁଡ଼ିକ ସିଙ୍ଗଲ୍‌, ଡବଲ୍‌ ଏବଂ…

୨୦୩୦ ପର୍ଯ୍ୟନ୍ତ କୌଣସି ଲାଇଭ୍ ଶୋ’ କରିବେନି ଜାକିର ଖାନ; ଏଥିପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୧।୧: ଦେଶର ଲୋକପ୍ରିୟ ଷ୍ଟାଣ୍ଡ-ଅପ୍ କମେଡିଆନ୍ ଜାକିର ଖାନ ନିଜ ପ୍ରଶଂସକଙ୍କୁ ଏକ ବଡ଼ ଝଟକା ଦେଇଛନ୍ତି। ସ୍ୱାସ୍ଥ୍ୟଗତ ସମସ୍ୟା ଏବଂ ବ୍ୟକ୍ତିଗତ କାରଣ ପାଇଁ ସେ ଆସନ୍ତା ୨୦୩୦ ପର୍ଯ୍ୟନ୍ତ ଲାଇଭ୍ ସୋ’ରୁ ବିରତି ନେଉଥିବା ଘୋଷଣା କରିଛନ୍ତି। ହାଇଦ୍ରାବାଦରେ…

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ ବିଷ ଦେଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ପ୍ରକାଶଥାଉକି, ପୂର୍ବରୁ ତେଲେଙ୍ଗାନାରେ ହିଁ ୫୦୦…

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ ପୁରୁଷଙ୍କ ସହ ଆପତ୍ତିଜନକ ଅବସ୍ଥାରେ ଦେଖିବା ପରେ ଗଳା ଟିପି ହତ୍ୟା କରିଛନ୍ତି। ହତ୍ୟା…

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ ଏବେ କୁଢ଼କୁଢ଼ ଅଳିଆ ଗଦାକୁ ନେଇ ବଢ଼ିଛି ଚିନ୍ତା। ପରିବେଶ ଦୂଷିତ ସହ ବିଭିନ୍ନ…

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି । ପୋଷା କୁକୁର ମୋତିର ନିଜ ମାଲିକଙ୍କ ପ୍ରତି ବିଶ୍ୱସ୍ତତା ଏହି ଭିଡିଓରେ ଦେଖାଯାଉଛି…

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା ଦ୍ୱାରା ସମସ୍ତ ପାପ ଧୋଇଯାଏ ଏବଂ ଗଙ୍ଗା ଜଳକୁ ଅମୃତ ବୋଲି ବିବେଚନା କରାଯାଏ।…

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଆଗାମୀ ଟି୨୦ ବିଶ୍ୱକପ୍‌କୁ ୩ ସପ୍ତାହରୁ କମ୍‌ ସମୟ ଥିବାରୁ ଏହି ସିରିଜ୍‌ ଉଭୟ…

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ କାଟିଲା ବେଳେ ଖସିପଡ଼ିବାରୁ ତାଙ୍କର ମୃତ୍ୟୁ ଘଟିଛି। ମୃତ ଶ୍ରମିକ ଜଣକ ସ୍ଥାନୀୟ ଧୂମାତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri