Home Left

ଜୀବନ ହାନି ନ ହେବା ସୁନିଶ୍ଚିତ କର

ଭୁବନେଶ୍ୱର,୧୭ା୮(ବ୍ୟୁରୋ): କୌଣସି ଗୋଟିଏ ଜୀବନ ଯେପରି ହାନି ନ ହୁଏ ତାହା ସୁନିଶ୍ଚିତ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବନ୍ୟା ପରିସ୍ଥିତି ସମୀକ୍ଷା କରି ନିର୍ଦ୍ଦେଶ ଦେଇଛନ୍ତି। ସାଧାରଣ ଜୀବନ ଯାତ୍ରାରେ ଯେପରି ବ୍ୟାପକ ଅସୁବିଧା ନ…

ବାଘକୁ ଚକମା ଦେଇ ଚାଲିଗଲା ମୟୂର, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ଜୁନ୍‌ ସୁଦ୍ଧା ୪୩୩ ନୂଆ ଆର୍‌ଆଇ ଅଫିସ୍‌

ଭୁବନେଶ୍ବର, ୧୭ା୮(ବ୍ୟୁରୋ): ୨୦୧୯ ଜୁଲାଇରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ‘୫-ଟି’ରେ ଅନ୍ତର୍ଭୁକ୍ତ ହୋଇଥିଲା। ଏହାପରେ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସେବା ପ୍ରଦାନରେ ଉଲ୍ଲେଖନୀୟ ଅଗ୍ରଗତି ଘଟିଛି। ରାଜ୍ୟରେ ୪୩୩ ନୂତନ ରାଜସ୍ବ ନିରୀକ୍ଷକ (ଆର୍‌ଆଇ) ପଦବୀ ସୃଷ୍ଟି ହୋଇଛି।…

ବଙ୍ଗଳାଗୁଡ଼ା ପୋଲ ଭୁଶୁଡ଼ିଲା

କୋରାପୁଟ,୧୭ା୮(ସ୍ବ.ପ୍ର.): କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ମଙ୍ଗଳବାର ଅପରାହ୍ନରେ କୋରାପୁଟ-ରାୟଗଡ଼ା ୩୨୬ ନଂ. ଜାତୀୟ ରାଜପଥର ବଙ୍ଗଳାଗୁଡ଼ା-ଲେନ୍ଦିରିମାଳିଗୁଡା ମଧ୍ୟରେ ଥିବା ଏକ ପୁରୁଣା ପୋଲ ଭୁଶୁଡିପଡିଛି। ଏଥିଯୋଗୁ କୋରାପୁଟ ଓ ପୋଡାଗଡ଼ ମଧ୍ୟରେ ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। କାକିରିଗୁମ୍ମା-ଲକ୍ଷ୍ମୀପୁର-ରାୟଗଡା…

୧୦ ଜିଲାର ସରକାରୀ କର୍ମଚାରୀଙ୍କ ଛୁଟି ୭ ଦିନ ବାତିଲ

ଭୁବନେଶ୍ବର, ୧୭ା୮(ବ୍ୟୁରୋ): ଉପରମୁଣ୍ଡରେ ଅଧିକ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୦ ଜିଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟିକୁ ସପ୍ତାହକ ପାଇଁ ବାତିଲ କରିଛନ୍ତି। ଏପରିକି ଯେଉଁ…

ମୁଣ୍ଡଳୀରେ ୧୨ଲକ୍ଷ କ୍ୟୁସେକ ଜଳ ପ୍ରବାହିତ

କଟକ ଅଫିସ, ୧୭ା୮: ଲଘୁଚାପ ଜନିତ ବର୍ଷା ଓ ହୀରାକୁଦ ଜଳ ଭଣ୍ଡାରର ୩୪ଟି ଗେଟ୍‌ ଦେଇ ଜଳ ନିସ୍କାସନ ପରେ ତଳମୁଣ୍ଡରେ ବନ୍ୟାସ୍ଥିତି ଦେଖାଦେଇଛି। ମଙ୍ଗଳବାର ମଧ୍ୟାହ୍ନରୁ ମୁଣ୍ଡଳୀଠାରେ ୧୨ ଲକ୍ଷ କ୍ୟୁସେକ୍‌ ବନ୍ୟାଜଳ ପ୍ରବାହିତ ହେଉଛି। ମୁଣ୍ଡଳୀ ଠାରେ…

ପରିବା ଦର ଆକାଶଛୁଆଁ

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ମହଙ୍ଗା ଦରଦାମ୍‌ରେ ଖାଉଟି ହନ୍ତସନ୍ତ ହେଉଥିବାବେଳେ ଦାଉ ସାଧିଛି ସାମ୍ଭାବ୍ୟ ବନ୍ୟା। ଲଗାଣ ବର୍ଷାରେ ଚାଷଜମି ଜଳମଗ୍ନ ହୋଇଥିବାରୁ ଫସଲ ନଷ୍ଟ ହେବାରେ ଲାଗିଛି। ଫଳରେ ପରିବା ଦର ଆକାଶଛୁଆଁ ହୋଇଛି। ବଜାରକୁ ଗଲେ ପକେଟ ଖାଲି ହେଉଛି,…

ବୁଡ଼ିଛି ମହାନଦୀ ତଳ ଅଞ୍ଚଳ

ଭୁବନେଶ୍ୱର,୧୭ା୮(ବ୍ୟୁରୋ): ରାଜ୍ୟରେ ବନ୍ୟା ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଜଗତ୍‌ସିଂହପୁର, ଯାଜପୁର, ପୁରୀ, କଟକ, ନୟାଗଡ଼ ଜିଲାରେ ବନ୍ୟା ବିତ୍ପାତ ଦେଖାଦେଇଛି। ନଦୀ ପାଖ ଗାଁଗଣ୍ଡାରେ ବନ୍ୟା ପାଣି ମାଡ଼ିଯାଇଛି। ଯାଜପୁର, ପୁରୀ, ଜଗତ୍‌ସିଂହପୁର ଜିଲାର କେତେକ ସ୍ଥାନରେ ଘାଇ ସୃଷ୍ଟି…

ଲଦାଖରେ ଶକ୍ତି ବଢ଼ାଇଲା ଭାରତ

ନୂଆଦିଲ୍ଲୀ, ୧୭ା୮: ଚାଇନା ପଟୁ ବଢ଼ୁଥିବା ଚ୍ୟାଲେଞ୍ଜକୁ ସାମ୍‌ନା କରିବା ପାଇଁ ଭାରତୀୟ ସେନା ଲଦାଖ ନିକଟରେ ସାମରିକ କ୍ଷମତା ବଢ଼ାଇଛି। ବାସ୍ତବ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ନିକଟ ପ୍ୟାଙ୍ଗୋଙ୍ଗ୍‌ ହ୍ରଦରେ ଲ୍ୟାଣ୍ଡିଂ କ୍ରାଫ୍ଟ ଆସଲ୍ଟ (ଏଲ୍‌ସିଏ) ଯୁଦ୍ଧପୋତ ମୁତୟନ କରିଛି।…

୨୨କୁ ବୃଦ୍ଧି ପାଇଲା ଖରିଫ ଧାନ ସଂଗ୍ରହ ପଞ୍ଜୀକରଣ ଅବଧି

ଭୁବନେଶ୍ବର,୧୬ା୮(ବ୍ୟୁରୋ): ରାଜ୍ୟ ସରକାର ଖରିଫ ଧାନ ସଂଗ୍ରହ ପାଇଁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟାର ସମୟ ଅବଧିକୁ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବଢ଼ାଇ ଦେଇଛନ୍ତି। ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ସଚିବ ସମସ୍ତ କୋଅପରେଟିଭ ସୋସାଇଟିର…

ମା’ ହେବାକୁ ଯାଉଛନ୍ତି ଅଙ୍କିତା !

ବମ୍ବେ: ମା’ ହେବେ କି ଲୋକପ୍ରିୟ ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ। କିଛି ଏଭଳି ପ୍ରଶ୍ନ ଏବେ ତାଙ୍କ ପ୍ରଶଂସକଙ୍କ ମନରେ ଉଙ୍କି ମାରୁଛି। ଅଭିନେତ୍ରୀ ଶେୟାର କରିଥିବା କିଛି ଫଟୋକୁ ନେଇ ଏଭଳି କିଛି ଚର୍ଚ୍ଚା ବଢ଼ିବାରେ ଲାଗିଛି। ନିକଟରେ ଅଙ୍କିତା…

୭ ଦିନ ପାଇଁ ୧୦ ଜିଲା ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ବର, ୧୬ା୮(ବ୍ୟୁରୋ): ଉପରମୁଣ୍ଡରେ ଅଧିକ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୦ଟି ଜିଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟିକୁ ସପ୍ତାହକ ପାଇଁ ବାତିଲ କରାଯାଇଛି। ଯେଉଁ କର୍ମଚାରୀମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri